Browsing Category

Politics

All politics-related news information will be uploaded here in daily besis

ମୋଦୀଙ୍କୁ ମାଛ ଖୁଆଇବାକୁ ଅଫର ଦେଲେ ମମତା

ରାଜନୀତିରେ ମାଛ ଉପରେ ହୋଇଥିବା ମହାଭାରତ ଏବେ ପଶ୍ଚିମବଙ୍ଗରେ ଏଣ୍ଟ୍ରୀ କରିସାରିଛି । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମାଛ ଖୁଆଇବାକୁ ଅଫର ଦେଇଛନ୍ତି । ବିହାରରେ ତେଜସ୍ୱୀ ଓ ମୁକେଶ ସାହାଣୀଙ୍କ ମାଛ ପ୍ରସଙ୍ଗକୁ ଆଗକୁ ବଢାଇ ମମତା…

ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକାଙ୍କ ଦେହାନ୍ତ

ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଡମ୍ବରୁଧର ଉଲାକାଙ୍କ ପରଲୋକ ହୋଇଥିବାର ଖବର ମିଳିଛି। ମୃତ୍ୟୁ ମେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି। ସେ କଂଗ୍ରେସ ଟିକେଟରେ ରାୟଗଡ଼ା ଜିଲ୍ଲା…

୧୬ତାରିଖରେ ରାଜଧାନୀରେ ରୋଡ ସୋ’ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

୧୬ତାରିଖରେ ରାଜଧାନୀରେ ରୋଡ ସୋ’ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରୋଡ ସୋ’ ପାଇଁ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛି ପୋଲିସ । ଏନେଇ ସୂଚନା ଦେଇଛନ୍ତି ଡିସିପି ପ୍ରତୀକ ସିଂ । ଗଙ୍ଗନଗର ଛକରୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀଙ୍କ ରୋଡ ସୋ’ । ଗୋପବନ୍ଧୁ ଛକ, ଡିଏଭି ଛକ, ଏଚଡିଏଫସି…

ମେଡିକାଲରେ ପ୍ରଦୀପ

ଆଜି ମତଦାନ ଦିବସର ସଂଧ୍ୟା‌ରେ ଗୋସାଇଁ ନୂଆଗାଁ ଅଞ୍ଚଳରେ ବିଜେପି ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଓ ବ୍ରହ୍ମପୁର ବିଧାନସଭା ଆସନର ସ୍ବାଧୀନ ପ୍ରାର୍ଥୀ ଶିବଶଙ୍କର ଦାଶ ଓରଫ ପିଣ୍ଟୁଙ୍କ ମଧ୍ୟରେ ଠେଲାପେଲା ହୋଇଛି। ଏଥିରେ ପ୍ରଦୀପ ଆହତ ହେବା ସହ ଏମ୍‌କେସିଜି ମେଡିକାଲ କଲେଜରେ…

ବିଜେପି ଏକ ଗଣତାନ୍ତ୍ରିକ ଓ ସାମୁହିକ ନେତୃତ୍ୱରେ ବିଶ୍ୱାସ ରଖୁଥିବା ପାର୍ଟି

ଆଜି ଭାରତୀୟ ଜନତା ପାର୍ଟିର ଗୋଟିଏ ମହତ୍ୱପୂର୍ଣ୍ଣ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବାଲେଶ୍ୱର ସାଂସଦ ପ୍ରତାପ ଚନ୍ଦ୍ର ଷଡଙ୍ଗୀ,…

ଆଜି ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ

ଆଜି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ଗ୍ରହଣ । ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୪ଟି ଲୋକସଭା ଏବଂ ୨୮ଟି ବିଧାନସଭା ଆସନ ପାଇଁ ଆରମ୍ଭ ହୋଇଛି ଭୋଟ୍ ଗ୍ରହଣ । ୨୮ଟି ବିଧାନସଭା କ୍ଷେତ୍ର ପାଇଁ ଏକା ସଙ୍ଗେ ହେଉଛି ଭୋଟିଂ । ପ୍ରାୟ ୬୨ଲକ୍ଷ ୮୭ ହଜାର ଭୋଟର ନିଜ ମତଦାନ ସାବ୍ୟସ୍ତ କରିବେ । ସକାଳ…

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲେ ବିଜେପି ପ୍ରତିନିଧିମଣ୍ଡଳୀ

“ନିଷ୍କ୍ରିୟ ଶାସନ ବ୍ୟବସ୍ଥା, ବେକାରୀ ସମସ୍ୟା ଓ ଦାରିଦ୍ର‌୍ୟ, ଭ୍ରଷ୍ଟାଚାର ଓ ଦୁର୍ନିତୀ, ନିମ୍ନ ମାନର ସେବା, ଓଡିଆ ଅସ୍ମିତା ଓ ଅଣ ଓଡିଆଙ୍କ ଆଧିପତ୍ୟ, ନିର୍ବାଚନ ପୂର୍ବରୁ ଅନ୍ଧାରି ବିଜେ” ଏହି ୬ଟି ପ୍ରସଙ୍ଗ ଉପରେ ଭାରତୀୟ ଜନତା ପାର୍ଟି ସ୍ୱର ଉଠାଇବା ପରେ ବିଜେଡି ଛାନିଆ ହୋଇଯାଇଛି ।…

ଆସନ୍ତାକାଲି ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ

ମେ ୧୩କୁ ଦେଶରେ ୪ର୍ଥ ପର୍ଯ୍ୟାୟ ଏବଂ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ । ୯ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଂଚଳରେ ୯୬ ଟି ଆସନ ପାଇଁ ମତଦାନ ହେବ । ପ୍ରଥମ ପର୍ଯ୍ୟାୟରେ ମୋଟ୍ ୬୨ ଲକ୍ଷ ୮୭ ହଜାର ଭୋଟର ମତଦାନ କରିବେ । ସେମାନଙ୍କ ମଧ୍ୟରୁ ୩୦ ଲକ୍ଷ ୯୭ ହଜାର ପୁରୁଷ, ୩୧…

ବିଜେପିରେ ଯୋଗ ଦେଲେ ବିଜୁ ଯୁବ ଜନତା ଦଳର ପୂର୍ବତନ ରାଜ୍ୟ ସାଧାରଣ ସମ୍ପାଦକ ତ୍ରିଲୋଚନ ତରାଇ

ବିଜୁ ଜନତା ଦଳ ସରକାର ଦୀର୍ଘ ୨୫ବର୍ଷ ଶାସନରେ ରହିବି ଓଡ଼ିଶାକୁ ଗରିବୀରୁ ବାହାରକୁ ଆଣିପାରିଲାନି । ସାରା ଓଡିଶାରେ ବିଜେଡି ସରକାର ଉପରେ ଲାକଙ୍କ ପ୍ରବଳ ଆକ୍ରୋଶ ରହିଛି । ଲୋକ କହୁଛନ୍ତି “ଆଉ କେତେ ଦିନ ସହିବ ଓଡ଼ିଶା” । ନବୀନ ଓଡ଼ିଶା ସରକାର ଅଣଓଡ଼ିଆ ଦ୍ୱାରା ପରିଚାଳିତ ହେଉଛି । ବିଜେଡି…

‘କନ୍ଧମାଳକୁ ବିଜେଡି, କଂଗ୍ରେସ ଅଣଦେଖା କରିଛନ୍ତି’ –

କନ୍ଧମାଳ ସଙ୍କଳ୍ପ ସମାବେଶରେ ଉଭୟ ଶାସକ ବିଜେଡି ଓ କଂଗ୍ରେସ ଦଳ ଉପରେ ବର୍ଷିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । କହିଛନ୍ତି, ‘କନ୍ଧମାଳକୁ ଓଡିଶାର କାଶ୍ମୀର କୁହାଯାଏ । ଏହା ରାଜ୍ୟ ପର୍ଯ୍ୟଟନର ଏକ ମୁଖ୍ୟ ଆଧାର । କିନ୍ତୁ ଏହାର ବିକାଶ ପାଇଁ ରାଜ୍ୟ ସରକାର ଉଦାସୀନ । ହେଲେ ବିଜେପି ଏହାକୁ…