Browsing Category

Politics

All politics-related news information will be uploaded here in daily besis

କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ନୂଆ ସରକାରରେ

ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରିଛନ୍ତି ବିଜେପିର ଦୁଇ ପର୍ଯ୍ୟବେକ୍ଷକ ରାଜନାଥ ସିଂହ ଓ ଭୂପେନ୍ଦ୍ର ଯାଦବ । ମୋହନ ଚରଣ ମାଝି ହେବେ ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ । ଏଥିସହିତ ୨ ଜଣ ଉପମୁଖ୍ୟମନ୍ତ୍ରୀଙ୍କ ନାମ ମଧ୍ୟ ଘୋଷଣା କରାଯାଇଛି । କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ…

ମୋହନ ମାଝୀ ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ

ଓଡିଶାକୁ ମିଳିଲା ନୂଆ ମୁଖ୍ୟମନ୍ତ୍ରୀ । ମୋହନ ମାଝୀ ହେବେ ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ । ଏନେଇ ବିଜେପି ବିଧାୟକ ଦଳ ବୈଠକରେ ନିଷ୍ପତି ହେଇଛି । ତେବେ ଓଡିଶାରେ ପ୍ରଥମ ଥର ବିଜେପି ସରକାରକୁ ଆସିବା ପରେ, କିଏ ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ହେବ ତାକୁ ନେଇ ସସପେନ୍ସ ଲାଗି…

ନବୀନ ନିବାସରେ ବିଜେପି ଟିମ

ଭାଜପା ଏହି ଶପଥ ସମାରୋହରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛି। ନବୀନ ନିବାସ ଯାଇ ନିମନ୍ତ୍ରଣ ଭାଜପାର ୫ ବରିଷ୍ଠ ନେତା ମନମୋହନ ସାମଲ, ସୁରେଶ ପୂଜାରୀ, ବସନ୍ତ ପଣ୍ଡା, ନିତ୍ୟାନନ୍ଦ ଗଣ୍ଡ, ସମୀର ମହାନ୍ତି ନିମନ୍ତ୍ରଣ ଦେଇଛନ୍ତି। ଏନେଇ ମନମୋହନ କହିଛନ୍ତି ନବୀନ ବାବୁ…

ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହରେ ସାମିଲ ହେବାକୁ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କଲା ବିଜେପି

ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହରେ ସାମିଲ ହେବାକୁ ନବୀନ ପଟ୍ଟନାୟକଙ୍କୁ ରାଜ୍ୟ ବିଜେପି ପକ୍ଷରୁ ନିମନ୍ତ୍ରଣ ଦିଆଯାଇଛି। ଆଜି ନିମନ୍ତ୍ରଣ ପତ୍ର ଦେବାକୁ ନବୀନ ନିବାସରେ ପହଞ୍ଚିଥିଲେ ବିଜେପିର ୫ ବରିଷ୍ଠ ନେତା । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ବିଧାୟକ ସୁରେଶ ପୂଜାରୀ,…

ଆଜି ସ୍ପଷ୍ଟ ହୋଇଯିବ !

ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ମଙ୍ଗଳବାର ବିଧାୟକ ଦଳ ବୈଠକ ୪ଟା ୩୦ ମିନିଟ୍‌ରେ ଅନୁଷ୍ଠିତ ହେବ। ଏହି ବୈଠକରେ ପର୍ଯ୍ୟବେକ୍ଷକ ଭାବେ କେନ୍ଦ୍ରରୁ ଦାୟିତ୍ୱ ପାଇଥିବା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବ ଉପସ୍ଥିତ ରହିବେ। ଏହାପରେ ରାଜ୍ୟପାଳଙ୍କୁ ଦାବି ଉପସ୍ଥାପନ ପାଇଁ…

ମୋଦୀଙ୍କ ମନ୍ତ୍ରୀମଣ୍ଡଳରେ ବିଭାଗ ବଣ୍ଟନ

ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦୀ ଶପଥ ନେବାର ୪୮ ଘଣ୍ଟା ମଧ୍ୟରେ ମନ୍ତ୍ରୀମଣ୍ଡଳର ବିଭାଗ ବଣ୍ଟନ ହୋଇଛି । ଅମିତ ଶାହା : ଗୃହମନ୍ତ୍ରୀ ମନୋହରଲାଲା ଖଟ୍ଟର – ଶକ୍ତି, ଗୃହ ନିର୍ମାଣ, ନଗର ଉନ୍ନୟନ ଶିବରାଜ ସିଂ ଚୌହାନ- କୃଷିମନ୍ତ୍ରୀ ଜିତନ ରାମ ମାଞ୍ଝୀ- ଏମଏସଏମଇ…

୧୨ ତାରିଖରେ ଓଡିଶା ଆସିବେ ମୋଦୀ, କରିବେ ରୋଡ ଶୋ’

୧୨ ତାରିଖରେ ମୋଦୀଙ୍କ ଓଡ଼ିଶା ଗସ୍ତକୁ ନେଇ କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇସାରିଛି । ପୋଲିସ କମିଶନରଙ୍କ ଅଧ୍ୟକ୍ଷତାରେ କଟକ ଓ ଭୁବନେଶ୍ୱର ଟ୍ରାଫିକ ଅଧିକାରୀଙ୍କୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ବ୍ରହ୍ମପୁର ଓ ଅନୁଗୁଳ ଏସପିଙ୍କୁ…

କଂଗ୍ରେସ ଛାଡ଼ିଲେ ଭକ୍ତ

ରାଜ୍ୟରେ ସଦ୍ୟ ସମାପ୍ତ ହୋଇଥିବା ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ଘଟିଛି। ଏହା ପରେ ସୋମବାର ପଦ ଛାଡ଼ିଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଭକ୍ତ ଚରଣ ଦାସ। ନିଜ ଉପରକୁ ନୈତିକ ଦାୟିତ୍ୱ ନେଇ ସେ ପ୍ରଦେଶ କଂଗ୍ରେସ କମିଟି ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ଇସ୍ତଫା…

ମୋଦୀ ସରକାର ୩.0 : ଶପଥ ନେଲେ ଶାହ, ରାଜନାଥ, ଗଡକରୀ,ଧର୍ମେନ୍ଦ୍ର ପ୍ରଧାନ କ୍ୟାବିନେଟରେ ସାମିଲ

ଆରମ୍ଭ ହୋଇଛି ମୋଦୀ ସରକାରଙ୍କ ତୃତୀୟ ଇନିଂସ । ଆଜି ସଂଧ୍ୟା ୭ଟା ୧୫ ମିନିଟରେ ରାଷ୍ଟ୍ରପତି ଭବନ ପ୍ରାଙ୍ଗଣରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନରେନ୍ଦ୍ର ମୋଦୀଙ୍କୁ ପ୍ରଧାନମନ୍ତ୍ରୀଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।…

ନରେନ୍ଦ୍ର ମୋଦି କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ

ନରେନ୍ଦ୍ର ମୋଦି କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ମୋଦି ପୁଣିଥରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇ ଏକ ବିରଳ ରେକର୍ଡ ହାସଲ କରଛନ୍ତି। ୧୯୬୨ ପରଠାରୁ ପ୍ରଥମ ଥର ଜଣେ ନେତା କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହୋଇଛନ୍ତି। ସେ ଦେଶର ପ୍ରଥମ…