Browsing Category

Politics

All politics-related news information will be uploaded here in daily besis

ବିଜେଡି ଛାଡିବେ ସମୀର ଦାଶ!

ବିଜେଡି ଛାଡିବେ କି ନିମାପଡା ବିଧାୟକ ସମୀର ଦାଶ! ଏନେଇ କଳ୍ପନାଜଳ୍ପନାର ଅନ୍ତ ଘଟୁ ନ ଥିବାବେଳେ ତାଙ୍କ ଟ୍ବିଟ ରାଜ୍ୟ ରାଜନୀତିକୁ ସରଗରମ କରିଛି। ଟିକେଟ୍‌ ନ ମିଳିବାରୁ ଅସନ୍ତୁଷ୍ଟ ସମୀରଙ୍କ ପରବର୍ତ୍ତୀ ପଦକ୍ଷେପ କ’ଣ ହେବ ତା’ ନେଇ ଗତ କିଛିଦିନ ଧରି ଚର୍ଚ୍ଚା ଲାଗି ରହିଛି। ଆଉ ଏଥିରେ…

କାଲି ଓଡ଼ିଶା ଆସୁଛନ୍ତି ମୋଦୀ

ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାତି ସାଢ଼େ ୯ଟାରେ ଭୁବନେଶ୍ୱର ପହଞ୍ଚିବେ । ଏହା ସହ କାଲି ଭୁବନେଶ୍ୱରରେ ରାତ୍ରୀଯାପନ କରିବା ସହ ସୋମବାର ବ୍ରହ୍ମପୁର ଏବଂ ନବରଙ୍ଗପୁରରେ ପ୍ରଧାନମନ୍ତ୍ରୀଙ୍କ ସଭା ଆୟୋଜିତ ହେବ । ଏନେଇ ବିଜେପି ରାଜ୍ୟ ଉପସଭାପତି ଗୋଲକ…

ଜୟପୁରରେ ପ୍ରଚାର ବେଳେ ବିରୋଧୀଙ୍କୁ ଟାର୍ଗେଟ କଲେ ନବୀନ ,କହିଲେ , କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବିରୋଧୀ ନେତା ।

କୋରାପୁଟରେ ଆଜି ମାରାଥନ୍ ପ୍ରଚାର କ୍ରମରେ ଜୟପୁରରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ରାଜ୍ୟରେ ଲାଗୁ ହୋଇଥିବା ସମସ୍ତ ସରକାରୀ ଯୋଜନା ସଫଳତା କଥା କହିବା ସହ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି ।ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟରେ…

ଆଜି ଆସୁଛନ୍ତି ଜୟଶଙ୍କର, ୫ରେ ଆସିବେ ନଡ୍ଡା

୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଦଳର ଶକ୍ତି ବୃଦ୍ଧି ନିମନ୍ତେ ଭାଜପା କେନ୍ଦ୍ରୀୟ ନେତାମାନେ ଘନ ଘନ ଓଡ଼ିଶା ଗସ୍ତ କରୁଛନ୍ତି। ଶନିବାର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ସେ ଭୁବନେଶ୍ୱରଠାରେ ଏକ ଖବରଦାତା ସମ୍ମିଳନୀରେ ଯୋଗଦେବା ସହିତ ସାରେ…

ବିଜେଡିରେ ସାମିଲ ହେଲେ ଜିନା ସାମଲ

ଆଜି ଭାଜପାରୁ ଇସ୍ତଫା ଦେଇ ବିଜେଡିରେ ମିଶିଲେ ଅଭିନେତ୍ରୀ ଜିନା ସାମଲ । ଶଙ୍ଖଭବନରେ ପହଞ୍ଚି ବିଧିବଦ୍ଧ ଭାବେ ସେ ବିଜେଡିରେ ସାମିଲ ହୋଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଦଳରେ ସାମିଲ ହୋଇଥିବା ଜିନା କହିଛନ୍ତି। ଗତ ବର୍ଷ ଜିନା ଭାଜପାରେ ଯୋଗ ଦେଇଥିଲେ। ଏପରିକି…

ବଦଳିଲେ ମିଶନଶକ୍ତି ସଚିବ

ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ତଥା ମିଶନଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ୍‌ ପାଣ୍ଡିଆନ୍‌ଙ୍କୁ ଗୁରୁବାର ବଦଳି କରାଯାଇଛି। ଭାଜପା ଅଭିଯୋଗକ୍ରମେ ଭାରତର ନିର୍ବାଚନ କମିଶନ (ଇସିଆଇ) ଏହି ବଦଳି ନିର୍ଦ୍ଦେଶ ଦେଇଛନ୍ତି। ତେବେ ତାଙ୍କୁ କେଉଁଠିକୁ ବଦଳି କରାଯାଇଛି ସେ ସମ୍ପର୍କରେ କୌଣସି…

୬ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି

୬ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ଘଷିପୁରା, ଭୋଗରାଇ, ଭଣ୍ଡାରୀପୋଖରୀ, ବରୀ, ବାରବାଟୀ-କଟକ ଓ ବେଗୁନିଆ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ଘଷିପୁରାରୁ ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ, ବରୀରୁ ଉମେଶ ଚନ୍ଦ୍ର ଜେନା.…

ଭୁବନେଶ୍ୱର ଲୋକସଭା ଆସନରୁ ପ୍ରାର୍ଥିପତ୍ର ଭରିଲେ ଅପରାଜିତା ଷଡଙ୍ଗୀ

ଭୁବନେଶ୍ୱର ଲୋକସଭା ଆସନରୁ ପ୍ରାର୍ଥିପତ୍ର ଭରିଲେ ଅପରାଜିତା ଷଡଙ୍ଗୀ । ଖୋର୍ଦ୍ଧା ଜିଲ୍ଲାପାଳ ଅଫିସରେ ନାମାଙ୍କନ ଭରିଛନ୍ତି ଅପରାଜିତା । ସମର୍ଥକଙ୍କ ଗହଣରେ ଶୋଭାଯାତ୍ରାରେ ଯାଇ ପ୍ରଥମେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଫିସରେ ପହଞ୍ଚିଥିଲେ ଅପରାଜିତା । ଏହାପରେ ସେ ନାମାଙ୍କନ ଦାଖଲ କରିଥିଲେ ।…

ରାଜ୍ୟ ସରକାରଙ୍କ କୃଷକ ମାରଣ ନୀତିକୁ ବର୍ଷିଲା ବିଜେପି

ରାଜ୍ୟ ସରକାରଙ୍କ କୃଷକ ମାରଣ ନୀତିକୁ ବର୍ଷିଲା ବିଜେପି । ଓଡ଼ିଶାର ଚାଷୀ ୫ ହଜାର ଟଙ୍କା ରୋଜଗାର କରୁଥିବା ବେଳେ ପଞ୍ଜାବର ଚାଷୀ ଦେଢ଼ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି । ରାଜ୍ୟର ମାତ୍ର ୧୭ ଭାଗ ଜମିରେ ଜଳସେଚନ ହୋଇଛି । ୩ ଥର ନିର୍ବାଚନୀ ଇସ୍ତାହାରରେ ବିଜେଡ଼ି ଜଳସେଚନ ନେଇ ବଡ ବଡ଼…

କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କଲେ ନବୀନ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଟିଟିଲାଗଡ଼ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ନବୀନ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଦ୍ୱିତୀୟ ନିର୍ବାଚନ କ୍ଷେତ୍ର ଭାବରେ ସେ ଆଜି ତାଙ୍କର ନାମାଙ୍କନ ଦାଖଲ…