Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Politics
All politics-related news information will be uploaded here in daily besis
ଇଣ୍ଡିଆ ମେଣ୍ଟକୁ ଅଫର ଦେଲା ଜେଡିୟୁ!
ଭାରତୀୟ ଜନତା ପାର୍ଟିକୁ ଲୋକ ସଭା ନିର୍ବାଚନ ୨୦୨୪ରେ ଆଶା ଠାରୁ କମ ଆସନ ପାଇବା ପରେ ସମଗ୍ର ରାଜନୈତିକ ଜଗତରେ ଚର୍ଚ୍ଚା ଦେଖାଦେଇଛି।ଏହି ବିଷୟରେ ବିଭିନ୍ନ ପ୍ରକାରର ବିବୃତ୍ତି ମଧ୍ୟ ଦିଆଯାଉଛି। ଏହି କ୍ରମରେ ଭାଜପାର ସହଯୋଗୀ ଜେଡିୟୁ ଏଭଳି ଏକ ବିବୃତ୍ତି ଦେଇଛି ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ…
କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳି ମାଡ
କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳି ମାଡ କରିଛନ୍ତି ଅସନ୍ତୁଷ୍ଟ ଯୁବକ । ମୁହଁରେ ମୁଖା ପିନ୍ଧି ଆସି କାଳିମାଡ କରିଥିବା ଭିଡିଓରେ ଦେଖିବାକୁ ମିଳିଛି । କାଳିମାଡ କରିବା ସହ ପିସିସି ସଭାପତିଙ୍କ ବିରୋଧରେ ନାରା ବାଜି କରିଥିବା ମଧ୍ୟ ଦେଖିବାକୁ ମିଳିଛି । ତେବେ…
ଲୋକସଭା କାମଚଳା ବାଚସ୍ପତି ଭାବେ ନିଯୁକ୍ତ ହେଲେ ଭର୍ତ୍ତୃହରି
ଭର୍ତ୍ତୃହରି ମହତାବ ଲୋକସଭାର କାମଚଳା ବାଚସ୍ପତି ଭାବେ ନିଯୁକ୍ତ ହୋଇଛନ୍ତି । କାମଚଳା ବାଚସ୍ପତି ଭାବେ ଭର୍ତ୍ତୃହରିଙ୍କୁ ନିଯୁକ୍ତି ଦେଲେ ରାଷ୍ଟ୍ରପତି ଦ୍ରୌପଦି ମୁର୍ମୁ । ଲୋକସଭାକୁ ଲଗାତାର ସାତ ଥର ନିର୍ବାଚିତ ହୋଇଛନ୍ତି ଭର୍ତ୍ତୃହରି ।
ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି ହେଲେ ରଣପୁର ବିଧାୟିକା ସୁରମା ପାଢୀ
ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି ହେଲେ ରଣପୁର ବିଧାୟିକା ସୁରମା ପାଢୀ । ସର୍ବସମ୍ମତି କ୍ରମେ ସୁରମା ପାଢୀ ବାଚସ୍ପତି ନିର୍ବାଚିତ ହୋଇଛନ୍ତି । ଏନେଇ ଘୋଷଣା କରିଛନ୍ତି କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ବାଚସ୍ପତି ଭାବେ ଦାୟିତ୍ୱ ନେବା ପରେ ମୁଖ୍ୟମନ୍ତ୍ରୀଙ୍କ ସମେତ ସବୁ ଦଳର…
ସରିଲା ବିଜେଡି ବିଧାୟକ ଦଳ ବୈଠକ ,ବିରୋଧୀ ଦଳ ନେତା ହେଲେ ନବୀନ
ବୁଧବାର ଅପରାହ୍ନରେ ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିଥିଲା। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ବିରୋଧୀ ଦଳ ନେତା ଭାବେ ନବୀନଙ୍କୁ ହିଁ ଚୟନ କରାଯାଇଛି। ନବୀନ ପ୍ରଥମ ଥର ବିରୋଧୀ ଦଳ ନେତା ହୋଇଛନ୍ତି। ୫ ଥର ମୁଖ୍ୟମନ୍ତ୍ରୀ ରହିବା ପରେ ସେ…
ଆଜି ବିଜେଡି ବିଧାୟକ ଦଳ ବୈଠକ ବସିବ
ବିଜେଡି ବିଧାୟକ ଦଳ ବୈଠକ ବୁଧବାର ଅପରାହ୍ନ ସାଢେ ୪ଟା ସମୟରେ ଶଙ୍ଖ ଭବନଠାରେ ଅନୁଷ୍ଠିତ ହେବ। ଏଥିରେ ଦଳର ସମସ୍ତ ୫୧ ବିଧାୟକ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସମସ୍ତଙ୍କ ଉପସ୍ଥିତିରେ କାହାକୁ ବିରୋଧୀ ଦଳ ନେତା କରାଯିବ ସେନେଇ ସ୍ଥିର କରାଯିବ। ତେବେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ…
ବିଧାୟକ ଭାବେ ଶପଥ ନେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଓଡ଼ିଶା ବିଧାନସଭାର ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି। ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବିଧାନସଭାରେ ପହଞ୍ଚିଛନ୍ତି। ଯାହା ପରେ ନବୀନ ବିଧାୟକ ଭାବେ ଶପଥ ଗ୍ରହଣ କରିଛନ୍ତି।୨୦୨୪ ନିର୍ବାଚନରେ ବିଜୟୀ ହୋଇଥିବା ବିଧାୟକମାନେ…
ଆଜି ଶପଥ ନେବେ ନିବ ନିର୍ବାଚିତ ବିଧାୟକ
ମଙ୍ଗଳବାର ଏବଂ ବୁଧବାର ବିଧାନସଭାରେ ୧୪୭ ବିଧାୟକ ଶପଥ ଗ୍ରହଣ କରିବେ । କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ ବିଧାୟକଙ୍କୁ ଶପଥ ପାଠ କରାଇବେ ।ଏହାପରେ ୨୦ରେ ରହିଛି ବାଚସ୍ପତି ନିର୍ବାଚନ । ଏହାପୂର୍ବରୁ ପୋଲିସ ଡିଜି ଅରୁଣ ଷଡଙ୍ଗୀ ବିଧାନସଭାର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି…
୧୯ ରେ ବସିବ ବିଜେଡି ବିଧାୟକ ଦଳ ବୈଠକ
ଆସନ୍ତା ୧୯ ତାରିଖରେ ବସିବ ବିଜେଡି ବିଧାୟକ ଦଳ ବୈଠକ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆସନ୍ତା ୧୯ ତାରିଖରେ ବିଜେଡିର ବୈଠକ ବସିବାକୁ ଯାଉଛି । ଯେଉଁଥିରେ କି ବିଧାୟକ ଦଳର ନେତା ଚୟନ କରାଯିବ । ତେବେ ମିଳିଥିବା ସୂଚନା ମୁତାବକ, ଅପରାହ୍ନ ୪ଟା ୩୦ ମିନିଟ୍ ସମୟରେ ଏହି…
ରାହୁଲ ଗାନ୍ଧୀ ଇଭିଏମ୍ ଉପରେ ପ୍ରଶ୍ନ ଉଠାଇଲେ
ଲୋକସଭା ନିର୍ବାଚନ ସମୟରେ ବିରୋଧୀମାନେ ଇଭିଏମ୍ ପ୍ରସଙ୍ଗକୁ ତୀବ୍ର ଉଠାଇଥିଲେ। ତେବେ ନିର୍ବାଚନ ଫଳାଫଳ କଂଗ୍ରେସ ଏବଂ ଭାରତ ମିଳିତ ସପକ୍ଷରେ ଆସିବା ପରେ ଏହି ପ୍ରସଙ୍ଗ ଅଦୃଶ୍ୟ ହୋଇଯାଇଥିଲା। ଏବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣି ଥରେ ଏହି ପ୍ରସଙ୍ଗ ଉଠାଇଛନ୍ତି।ବ୍ୟବସାୟୀ ଏଲନ୍ ମସ୍କଙ୍କ…