Trending
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
Browsing Category
Politics
All politics-related news information will be uploaded here in daily besis
କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳି ମାଡ
କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳି ମାଡ କରିଛନ୍ତି ଅସନ୍ତୁଷ୍ଟ ଯୁବକ । ମୁହଁରେ ମୁଖା ପିନ୍ଧି ଆସି କାଳିମାଡ କରିଥିବା ଭିଡିଓରେ ଦେଖିବାକୁ ମିଳିଛି । କାଳିମାଡ କରିବା ସହ ପିସିସି ସଭାପତିଙ୍କ ବିରୋଧରେ ନାରା ବାଜି କରିଥିବା ମଧ୍ୟ ଦେଖିବାକୁ ମିଳିଛି । ତେବେ…
ଲୋକସଭା କାମଚଳା ବାଚସ୍ପତି ଭାବେ ନିଯୁକ୍ତ ହେଲେ ଭର୍ତ୍ତୃହରି
ଭର୍ତ୍ତୃହରି ମହତାବ ଲୋକସଭାର କାମଚଳା ବାଚସ୍ପତି ଭାବେ ନିଯୁକ୍ତ ହୋଇଛନ୍ତି । କାମଚଳା ବାଚସ୍ପତି ଭାବେ ଭର୍ତ୍ତୃହରିଙ୍କୁ ନିଯୁକ୍ତି ଦେଲେ ରାଷ୍ଟ୍ରପତି ଦ୍ରୌପଦି ମୁର୍ମୁ । ଲୋକସଭାକୁ ଲଗାତାର ସାତ ଥର ନିର୍ବାଚିତ ହୋଇଛନ୍ତି ଭର୍ତ୍ତୃହରି ।
ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି ହେଲେ ରଣପୁର ବିଧାୟିକା ସୁରମା ପାଢୀ
ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି ହେଲେ ରଣପୁର ବିଧାୟିକା ସୁରମା ପାଢୀ । ସର୍ବସମ୍ମତି କ୍ରମେ ସୁରମା ପାଢୀ ବାଚସ୍ପତି ନିର୍ବାଚିତ ହୋଇଛନ୍ତି । ଏନେଇ ଘୋଷଣା କରିଛନ୍ତି କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ବାଚସ୍ପତି ଭାବେ ଦାୟିତ୍ୱ ନେବା ପରେ ମୁଖ୍ୟମନ୍ତ୍ରୀଙ୍କ ସମେତ ସବୁ ଦଳର…
ସରିଲା ବିଜେଡି ବିଧାୟକ ଦଳ ବୈଠକ ,ବିରୋଧୀ ଦଳ ନେତା ହେଲେ ନବୀନ
ବୁଧବାର ଅପରାହ୍ନରେ ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିଥିଲା। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ବିରୋଧୀ ଦଳ ନେତା ଭାବେ ନବୀନଙ୍କୁ ହିଁ ଚୟନ କରାଯାଇଛି। ନବୀନ ପ୍ରଥମ ଥର ବିରୋଧୀ ଦଳ ନେତା ହୋଇଛନ୍ତି। ୫ ଥର ମୁଖ୍ୟମନ୍ତ୍ରୀ ରହିବା ପରେ ସେ…
ଆଜି ବିଜେଡି ବିଧାୟକ ଦଳ ବୈଠକ ବସିବ
ବିଜେଡି ବିଧାୟକ ଦଳ ବୈଠକ ବୁଧବାର ଅପରାହ୍ନ ସାଢେ ୪ଟା ସମୟରେ ଶଙ୍ଖ ଭବନଠାରେ ଅନୁଷ୍ଠିତ ହେବ। ଏଥିରେ ଦଳର ସମସ୍ତ ୫୧ ବିଧାୟକ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସମସ୍ତଙ୍କ ଉପସ୍ଥିତିରେ କାହାକୁ ବିରୋଧୀ ଦଳ ନେତା କରାଯିବ ସେନେଇ ସ୍ଥିର କରାଯିବ। ତେବେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ…
ବିଧାୟକ ଭାବେ ଶପଥ ନେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଓଡ଼ିଶା ବିଧାନସଭାର ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି। ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବିଧାନସଭାରେ ପହଞ୍ଚିଛନ୍ତି। ଯାହା ପରେ ନବୀନ ବିଧାୟକ ଭାବେ ଶପଥ ଗ୍ରହଣ କରିଛନ୍ତି।୨୦୨୪ ନିର୍ବାଚନରେ ବିଜୟୀ ହୋଇଥିବା ବିଧାୟକମାନେ…
ଆଜି ଶପଥ ନେବେ ନିବ ନିର୍ବାଚିତ ବିଧାୟକ
ମଙ୍ଗଳବାର ଏବଂ ବୁଧବାର ବିଧାନସଭାରେ ୧୪୭ ବିଧାୟକ ଶପଥ ଗ୍ରହଣ କରିବେ । କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ ବିଧାୟକଙ୍କୁ ଶପଥ ପାଠ କରାଇବେ ।ଏହାପରେ ୨୦ରେ ରହିଛି ବାଚସ୍ପତି ନିର୍ବାଚନ । ଏହାପୂର୍ବରୁ ପୋଲିସ ଡିଜି ଅରୁଣ ଷଡଙ୍ଗୀ ବିଧାନସଭାର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି…
୧୯ ରେ ବସିବ ବିଜେଡି ବିଧାୟକ ଦଳ ବୈଠକ
ଆସନ୍ତା ୧୯ ତାରିଖରେ ବସିବ ବିଜେଡି ବିଧାୟକ ଦଳ ବୈଠକ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆସନ୍ତା ୧୯ ତାରିଖରେ ବିଜେଡିର ବୈଠକ ବସିବାକୁ ଯାଉଛି । ଯେଉଁଥିରେ କି ବିଧାୟକ ଦଳର ନେତା ଚୟନ କରାଯିବ । ତେବେ ମିଳିଥିବା ସୂଚନା ମୁତାବକ, ଅପରାହ୍ନ ୪ଟା ୩୦ ମିନିଟ୍ ସମୟରେ ଏହି…
ରାହୁଲ ଗାନ୍ଧୀ ଇଭିଏମ୍ ଉପରେ ପ୍ରଶ୍ନ ଉଠାଇଲେ
ଲୋକସଭା ନିର୍ବାଚନ ସମୟରେ ବିରୋଧୀମାନେ ଇଭିଏମ୍ ପ୍ରସଙ୍ଗକୁ ତୀବ୍ର ଉଠାଇଥିଲେ। ତେବେ ନିର୍ବାଚନ ଫଳାଫଳ କଂଗ୍ରେସ ଏବଂ ଭାରତ ମିଳିତ ସପକ୍ଷରେ ଆସିବା ପରେ ଏହି ପ୍ରସଙ୍ଗ ଅଦୃଶ୍ୟ ହୋଇଯାଇଥିଲା। ଏବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣି ଥରେ ଏହି ପ୍ରସଙ୍ଗ ଉଠାଇଛନ୍ତି।ବ୍ୟବସାୟୀ ଏଲନ୍ ମସ୍କଙ୍କ…
“ମୋଦୀ କା ପରିବାର” ଟ୍ୟାଗ୍ ଲାଇନ୍ ହଟାଇବାକୁ ସମର୍ଥକଙ୍କୁ ଅନୁରୋଧ କରିଛନ୍ତି ମୋଦୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ୍ସ ରେ ପୋଷ୍ଟ କରିଛନ୍ତି ଯେ ନିର୍ବାଚନ ପ୍ରଚାର ମାଧ୍ୟମରେ ସମଗ୍ର ଭାରତରେ ଲୋକମାନେ ମୋ ପ୍ରତି ସ୍ନେହର ଚିହ୍ନ ସ୍ୱରୂପ ନିଜ ସୋସିଆଲ ମିଡିଆରେ ‘ମୋଦୀ କା ପରିବାର’ ଯୋଡ଼ିଛନ୍ତି। ମୁଁ ଏଥିରୁ ବହୁତ ଶକ୍ତି ପାଇଥିଲି । ଭାରତର ଜନତା କ୍ରମାଗତ ତୃତୀୟ ଥର ପାଇଁ…