Trending
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
Browsing Category
Politics
All politics-related news information will be uploaded here in daily besis
ଋଷିଙ୍କ ଦଳ ପରାଜିତ ହେବ?
ଜୁଲାଇ ୪ରେ ହେବାକୁ ଥିବା ସାଧାରଣ ନିର୍ବାଚନରେ ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନାକଙ୍କ ନେତୃତ୍ୱରେ ଶାସକ କଞ୍ଜରଭେଟିବ୍ ପାର୍ଟି ଏଥର ପୋଛି ହୋଇଯିବ। ଏହା ମଧ୍ୟ ସୁନାକଙ୍କ ପାର୍ଟି ପାଇଁ ଏକ ଗମ୍ଭୀର ଚିତ୍ର ଉପସ୍ଥାପନ କରିଛି। ସଦ୍ୟତମ ସର୍ବେକ୍ଷଣରେ କିର ଷ୍ଟାର୍ମରଙ୍କ ଲେବର ପାର୍ଟିକୁ…
ରାଜ୍ୟରେ ନୂଆ ସରକାରରେ ମନ୍ତ୍ରୀଙ୍କ ବିଭାଗ ବଣ୍ଟନ
ରାଜ୍ୟରେ ନୂଆ ସରକାରରେ ମନ୍ତ୍ରୀଙ୍କ ବିଭାଗ ବଣ୍ଟନ ହୋଇଛି । ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ମୋଟ ୧୬ ଜଣଙ୍କ ଭିତରେ ବିଭାଗ ବଣ୍ଟନ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଗୃହ, ସାଧାରଣ ପ୍ରଶାସନ ଓ ଲୋକ ଅଭିଯୋଗ, ସୂଚନା ଓ ଲୋକ ସମ୍ପର୍କ ବିଭାଗ, ଜଳ ସଂପଦ, ଯୋଜନା ଓ ସମନ୍ୱୟ…
କାମଚଳା ବାଚସ୍ପତି ହେଲେ ରଣେନ୍ଦ୍ର ପ୍ରତାପ ସ୍ୱାଇଁ,ଶପଥପାଠ କରାଇଲେ ରାଜ୍ୟପାଳ
ଆଠଗଡ ବିଧାୟକ ରାଜା ସ୍ୱାଇଁଙ୍କୁ କାମଚଳା ବାଚସ୍ପତି ଭାେବେ ଶପଥପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ । ରାଜଭବନରେ ଏହି ଶପଥଗ୍ରହଣ ଉତ୍ସବ ହୋଇଥିଲା ।
ଅନ୍ୟପଟେ କାମଚଳା ବାଚସ୍ପତି ଭାବେ ଦାୟିତ୍ୱ ନେବା ପରେ ରାଜା ସ୍ୱାଇଁ ମନ୍ତ୍ରୀମଣ୍ଡଳର ସମସ୍ତ ସଦସ୍ୟ ଓ ବିଧାୟକଙ୍କୁ ଶୁଭେଚ୍ଛା…
୨୬ଜୁନରେ ନିର୍ବାଚନ
ଲୋକ ସଭା ନିର୍ବାଚନ ଶେଷ ହେବା ପରେ ନରେନ୍ଦ୍ର ମୋଦି କ୍ରମାଗତ ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ହୋଇଥିଲେ। ରବିବାର (୯ଜୁନ) ଶପଥ ଗ୍ରହଣ କରିବା ପରେ ସୋମବାର (୧୦ ଜୁନ) ରେ ସମସ୍ତ ମନ୍ତ୍ରୀଙ୍କ ମନ୍ତ୍ରଣାଳୟ ମଧ୍ୟ ବଣ୍ଟନ କରାଯାଇଥିଲା ଏବଂ ସରକାର ଏହାର କାର୍ଯ୍ୟ ଆରମ୍ଭ କରିଛନ୍ତି। ଏବେ…
ରାଜ୍ଯରୁ ହଟିଲା ‘ଫାଇଭ-ଟି’ ବ୍ୟବସ୍ଥା
ରାଜ୍ଯରୁ ହଟିଲା ଫାଇଭ-ଟି ବ୍ୟବସ୍ଥା । ସରକାରୀ କାର୍ଯ୍ୟାଳଯ ପରିସରରୁ ‘ଫାଇଭ-ଟି’ ବୋର୍ଡ଼ ହଟାଇବାକୁ ନିର୍ଦ୍ଦେଶ ହୋଇଛି। ଏପରିକି ‘ମୋ-ସରକାର’ ବୋର୍ଡ ହଟାଇବାକୁ ମଧ୍ଯ ନିର୍ଦ୍ଦେଶ ହୋଇଛି । ଏନେଇ ନିର୍ଦ୍ଦେଶ ଦେଲା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ । ସୋସିଆଲ ମିଡିଆ ଏକ୍ସ କେ ସୂଚନା…
ରାଜ୍ୟସଭା ଉପ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି
ରାଜ୍ୟସଭାରେ ଖାଲି ହେଇଥିବା ୧୦ଟି ସିଟରେ ଉପ ନିର୍ବାଚନ କରିବା ନେଇ ଘୋଷଣା କରାଯାଇଛି । ରାଜ୍ୟସଭା ସଚିବାଳୟ ତରଫରୁ ୧୦ଟି ସିଟରେ ଉପ ନିର୍ବାଚନ ହେବା ନେଇ ନୋଟିଫିକେସନ୍ ଜାରି କରାଯାଇଛି । ତେବେ ଏଥର କିନ୍ତୁ ରାଜ୍ୟସଭା ନିର୍ବାଚନ ଏନଡିଏ ମେଣ୍ଟକୁ ଫାଇଦା ଦେବ । ଅନ୍ୟପଟେ ଇଣ୍ଡିଆ ମେଣ୍ଟ…
ବଦଳୁଛି ‘ନବୀନ ନିବାସ’
ଜନତା ଜନାର୍ଦ୍ଦନଙ୍କ ଭୋଟ୍ ଆଧାରରେ ଗଠନ ହୁଏ ସରକାର। ହେଲେ ସରକାର ବଦଳିଲେ ବଦଳିଯାଏ ଚିତ୍ର। ପୂର୍ବ କ୍ଷମତାରେ ଥିବା ବ୍ୟକ୍ତି ବିଶେଷଙ୍କଠାରୁ କାଢ଼ି ନିଆଯାଇଥାଏ ସୁବିଧା ଏବଂ ସୁରକ୍ଷା। କିଛି ଏଭଳି ଚିତ୍ର ଦୀର୍ଘ ୨୫ ବର୍ଷ ଧରି ଓଡ଼ିଶାରେ ଶାସନ କ୍ଷମତାରେ ଥିବା ମୁଖ୍ୟମନ୍ତ୍ରୀ ନବୀନ…
ମଞ୍ଚରେ ସୁଖ ଦୁଃଖ ବାଣ୍ଟିଲେ
ବିଜେଡି ସରକାର ୨୪ ବର୍ଷରୁ ଅଧିକ ସମୟ ଧରି ଶାସନ କରୁଥିଲେ। ଆଜିଠାରୁ ମୋହନ ମାଝୀଙ୍କ ନେତୃତ୍ବରେ ବିଜେପି ସରକାରର ଶାସନ ଆରମ୍ଭ ହୋଇଛି। ଆଜି ନୂଆ ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ବିଦାୟୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇଥିଲେ। ଏହା ବେଶ୍ ଚର୍ଚ୍ଚାର ବିଷୟ ହୋଇଥିଲା।ଆଜି…
ନୂଆ ସରକାରରେ ସୁରମା ପାଢ଼ୀ ବାଚସ୍ପତି
ବୁଧବାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝି ଶପଥ ନେଇଥିବା ବେଳେ ତାଙ୍କ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିବା ଆଉ ୧୫ ମନ୍ତ୍ରୀ ମଧ୍ୟ ଶପଥ ପାଠ କରିଛନ୍ତି। ତେବେ ନୂଆ ସରକାରରେ ବାଚସ୍ପତି କିଏ ହେବେ ସେନେଇ ନାନା କଳ୍ପନା ଜଳ୍ପନା ପ୍ରକାଶ ପାଇଥିଲା। ଏଥିରେ ଆଜି ପୂର୍ଣ୍ଣଚ୍ଛେଦ ପଡ଼ିଛି।…
ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ବରରେ ପହଞ୍ଚିଛନ୍ତି। ସେ ବିମାନବନ୍ଦରରୁ ସିଧାସଳଖ ରାଜଭବନ ଅଭିମୁଖେ ଯାଇଛନ୍ତି। ଓଡ଼ିଶାରେ ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।