Browsing Category

Politics

All politics-related news information will be uploaded here in daily besis

ବିଜେପିରେ ବିଧିବଦ୍ଧ ଭାବେ ସାମିଲ ହେଲେ କୈଳାଶ କୁଲେସିକା

ବିଜେଡିରୁ ମିଳିଲାନି ଟିକେଟ୍ । ରାତାରାତି ଦଳ ବଦଳାଇଲେ ନେତା । ବିଜେଡି ଛାଡି ବିଜେପିରେ ମିଶିଛନ୍ତି କୋରାପୁଟ ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ କୈଳାଶ କୁଲେସିକା । ରାଜ୍ୟ କାର୍ଯ୍ୟାଳୟରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଗେରୁଆ ଟୋପି ପିନ୍ଧିଛନ୍ତି କୈଳାଶ କୁଲେସିକା…

 ୯ ପ୍ରାର୍ଥୀ ତାଲିକା ପ୍ରକାଶ କଲା ବିଏସପି

ସମାଜ ପାର୍ଟି ୯ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏଥିରେ ଗୋରଖପୁର ଏବଂ ବସ୍ତି ସମେତ ମୋଟ ୯ଟି ଆସନରେ ନାମ ଅଛି। ବିଏସପି ଆଜମଗଡରୁ ଭୀମ ରାଜଭାର, ଘୋସିରୁ ବାଲକ୍ରିଷ୍ଣା ଚୌହାନ, ଏଟା ମୋ. ଇରଫାନ, ଧୌରହରାରୁ ଶ୍ୟାମ କିଶୋର ଆୱସ୍ତି, ଫୌଜାବାଦରୁ ସଚ୍ଚିଦାନନ୍ଦ ପାଣ୍ଡେ, ବସ୍ତିରୁ ଦିନଶଙ୍କର…

ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି , ଜାଣନ୍ତୁ କେଉଁ ଆସନରୁ କାହାକୁ ମିଳିଲା ଟିକେଟ

୨୦୨୪ ନିର୍ବାଚନ ପାଇଁ ଆଜି ବିଜେଡି ତାର ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଏହି ତାଲିକାରେ ବାଲେଶ୍ୱର ସଂସଦୀୟ କ୍ଷେତ୍ର ପାଇଁ ବିଜେପି ଛାଡି ବିଜେପିରେ ଯୋଗ ଦେଇଥିବା ଲେଖାଶ୍ରୀ ସାମନ୍ତ ସିଂହାରଙ୍କୁ ଦଳ ପ୍ରାର୍ଥୀ କରିଛି । ସେହିଭଳି ବାଲିଗୁଡା ବିଧାନସଭା ଆସନରୁ…

ଓଡ଼ିଶାରେ ବିଜେପି ସରକାର ଗଢିବ: ବିଜୟପାଲ ସିଂ ତୋମାର

ବିଜେପି ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର ଆଜି ରାଉରକେଲାରେ  ପହଞ୍ଚିଛନ୍ତି। ସେ ସୁନ୍ଦରଗଡ଼ ସାତ ବିଧାନସଭା ଓ ଲୋକସଭା ଆସନ ଲାଗି ନିର୍ବାଚନ ରଣନୀତି ପ୍ରସ୍ତୁତ କରିବେ। ବୈଠକରେ ଲୋକସଭା ସାଂସଦ ପ୍ରାର୍ଥୀ ଜୁଏଲ ଓରାମଙ୍କ ସମେତ ଛଅ ବିଧାନସଭା ପ୍ରାର୍ଥୀ ଉପସ୍ଥିତ ଅଛନ୍ତି।ବିଜୟପାଲ ସିଂ…

କଂଗ୍ରେସ ନିଷ୍ପତ୍ତି ନେଇପାରୁନି: ପ୍ରାର୍ଥୀ ଚୟନ ହେଉନି, ଦ୍ବନ୍ଦ୍ବରେ କର୍ମୀ

ବିଜେଡି ଓ ବିଜେପି ଭୁବନେଶ୍ବର ଲୋକସଭା କ୍ଷେତ୍ର ସମେତ ଅର୍ଧାଧିକ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରି ସାରିଛନ୍ତି। ପ୍ରାର୍ଥୀମାନେ ମଧ୍ୟ ଦଳବଳ ସହ ମଇଦାନକୁ ଓହ୍ଲାଇଲେଣି। କିଏ ସକାଳୁ ପାର୍କ ବୁଲୁଛନ୍ତି ତ ଆଉ କିଏ କର୍ମୀ ସମ୍ମିଳନୀ ମାଧ୍ୟମରେ ସଙ୍ଗଠନକୁ ସଜାଡ଼ୁଛନ୍ତି। କେହି କେହି…

ବିଜେଡି ଛାଡ଼ିଲେ ବରିଷ୍ଠ ନେତ୍ରୀ ଜ୍ୟୋତି ପାଣିଗ୍ରାହୀ

ନିର୍ବାଚନକୁ ଦିନ ଯେତେ ପାଖେଇ ଆସୁଛି ବିଭିନ୍ନ ଦଳରୁ ରାଜନେତାଙ୍କ ଇସ୍ତଫା ତାଲିକା ସେହିଭଳି ବଢିବାରେ ଲାଗିଛି । ଏହି କ୍ରମରେ ଗୁରୁବାର ଜଣେ ବିଜେଡି ନେତ୍ରୀ ଦଳ ଛାଡ଼ିଛନ୍ତି । ସେ ହେଉଛନ୍ତି ବରିଷ୍ଠ ନେତ୍ରୀ ଜ୍ୟୋତି ପାଣିଗ୍ରାହୀ ।ପୂର୍ବତନ ମହିଳା କମିଶନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ…

ଶଙ୍ଖ ଭବନରେ ସମ୍ବିତଙ୍କ ଅସନ୍ତୁଷ୍ଟ

ପାରାଦୀପରେ ଏ ପର୍ଯ୍ୟନ୍ତ ବିଜେଡି ପ୍ରାର୍ଥୀ ଘୋଷଣା କରିପାରିନାହିଁ। ପ୍ରାର୍ଥୀ ଘୋଷଣାରେ ଯେତିକି ବିଳମ୍ବ ହେଉଛି ନିର୍ବାଚନମଣ୍ଡଳୀରେ ବିଧାୟକ ସମ୍ବିତଙ୍କ ବିରୋଧରେ ଅସନ୍ତୋଷ ସେତିକି ବଢିବାରେ ଲାଗିଛି। ଏପରି କି ଅନେକ ଲୋକ ପ୍ରତିନିଧି ଓ ଦଳୀୟ ନେତା, କର୍ମୀ ସମ୍ବିତଙ୍କୁ ଶାଣିତ ସମାଲୋଚନା…

ନିର୍ବାଚନ ପୂର୍ବରୁ ଷ୍ଟ୍ରଙ୍ଗରୁମରେ ପହଁଚିଲା ଇଭିଏମ

ନିର୍ବାଚନକୁ ନେଇ ଏବେ ଚଳଚଞ୍ଚଳ ହୋଇ ଉଠିଛି ପୁରଠୁ ପଲ୍ଲୀ । ରାଜନୈତିକ ଦଳ ଏବଂ ପ୍ରଶାସନ ମଧ୍ୟ ଏହି ନିର୍ବାଚନକୁ ନେଇ ବେଶ୍ ଗମ୍ଭୀର ରହିଛନ୍ତି । ସମସ୍ତ ବିଭାଗରେ ପ୍ରସ୍ତୁତି ଏବେ ଜୋରଦାର ହୋଇଛି । ତେବେ ଏହି ନିର୍ବାଚନକୁ ସ୍ୱଚ୍ଛ, ଅବାଧ ଓ ନିରପେକ୍ଷ କରିବା ନିମନ୍ତେ ଖୋର୍ଦ୍ଧା ଜିଲ୍ଲା…

ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି ସୀତାରାମ ପାଣିଗ୍ରାହୀ

ଗଞ୍ଜାମ କବିସୂର୍ଯ୍ୟନଗରରେ ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ବିଜେଡି ନେତା ସୀତାରାମ ପାଣିଗ୍ରାହୀବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ ନିଜର ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି। ୨୦୧୪ରେ ସୀତାରାମ କବିସୂର୍ଯ୍ୟନଗର ନିର୍ବାଚନ…

ନିର୍ବାଚନ ଇସ୍ତାହାର କମିଟି ଘୋଷଣା କଲା ବିଜେଡି , ୩୮ ଜଣିଆ କମିଟିରେ ମୋହର ମାରିଲେ ନବୀନ

୨୦୨୪ ନିର୍ବାଚନ ପାଇଁ ଇସ୍ତାହାର କମିଟି ଗଠନ କଲା ବିଜେଡି । ୩୮ ଜଣିଆ କମିଟି ଗଠନ କରିଛି ବିଜେଡି । ଯେଉଁ କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଇବେ ବରିଷ୍ଠ ବିଜେଡି ନେତା ତଥା ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ । ସେହିଭଳି ୬ ଜଣ ବରିଷ୍ଠ ନେତାଙ୍କୁ Co-chairman ଦାୟିତ୍ୱ ଦେଇଛି…