Trending
- ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି,ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ସହ କଥା ହେଲେ ମୋଦୀ
- ରାଜ୍ୟସଭା ନିର୍ବାଚନ: ୩ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି
- ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ରିଫାଇନ୍, ପାମୋଲିନ୍ ତେଲ ଦର ୫ରୁ ୬ ଟଙ୍କା ବୃଦ୍ଧି
- ରାଜ୍ୟରେ ମହିଳା, ଦଳିତ ମାନଙ୍କ ଉପରେ ଆକ୍ରମଣ, ମହିଳାଙ୍କ ପ୍ରତି ଘଟିଥିବା ହିଂସା ସ୍ଥିର – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ
- ଜେଡିୟୁରେ ଯୋଗ ଦେଲେ ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାର
- ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା
- ରାଜଧାନୀରୁ ନିଖୋଜ ,ମୈତ୍ରୀବିହାର ଥାନା ଅଞ୍ଚଳରୁ ଉଦ୍ଧାର
- ଯୁଦ୍ଧ ଭିତରେ ୫୨,୩୬୦ ଜଣ ଭାରତୀୟ ଘରକୁ ଫେରିଛନ୍ତି
- ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି,ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ
Browsing Category
Politics
All politics-related news information will be uploaded here in daily besis
ବିଜେଡିରେ ଯୋଗ ଦେଲେ ଲେଖାଶ୍ରୀ
ବିଜେଡିରେ ଯୋଗ ଦେଲେ ଲେଖାଶ୍ରୀ ସାମନ୍ତସିଂହାର। ଶଙ୍ଖ ଭବନକୁ ଆସି ବିଜେଡିରେ ମିଶିଲେ ଲେଖାଶ୍ରୀ। କିଛି ସମୟ ପୂର୍ବରୁ ବିଜେପି ଛାଡ଼ିଥିଲେ ଲେଖାଶ୍ରୀ। ସୋସିଆଲ ମିଡିଆରେ ଇସ୍ତଫା ସୂଚନା ଦେଇଥିଲେ।
ସୋସିଆଲ ମିଡିଆ ଜରିଆରେ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଲେଖାଶ୍ରୀ। ବିଜେପିର…
ବିଜେପି ଛାଡିଲେ ଲେଖାଶ୍ରୀ
ରାଜ୍ୟ ବିଜେପିକୁ ଆଉ ଏକ ଝଟକା । ବିଜେପି ଛାଡିଲେ ଲେଖାଶ୍ରୀ ସାମନ୍ତସିଂହାର। ସୋସିଆଲ ମିଡିଆ ଜରିଆରେ ସେ ଏହି ସୂଚନା ଦେଇଛନ୍ତି। ସେ ବିଜେପିର ଉପସଭାପତି ପଦରେ ଥିଲେ। ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ଉଲ୍ଲେଖ କରିଛନ୍ତି। ବିଜେପି ରାଜ୍ୟ ସଭାପତିଙ୍କୁ ସେ ତାଙ୍କର ଇସ୍ତଫା ପତ୍ର…
ଆଜି ବିଜେପିର ୪୫ତମ ପ୍ରତିଷ୍ଠା ଦିବସ; ଦେଶର ସମସ୍ତ କାର୍ଯ୍ୟକର୍ତ୍ତାଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦୀ
ବିଜେପି ଆଜି ୪୫ତମ ସ୍ଥାପନା ଦିବସ ପାଳନ କରୁଛି। ପାର୍ଟି ୬ ଅଗଷ୍ଟ ୧୯୮୦ ମସିହାରେ ପ୍ରତିଷ୍ଠିତ ହୋଇଥିଲା। ଏହି ବର୍ଷଗୁଡ଼ିକ ମଧ୍ୟରେ ବିଜେପି ଆଜି ବିଶ୍ୱର ଅନ୍ୟତମ ଲୋକପ୍ରିୟ ଦଳ ହୋଇପାରିଛି। ବିଜେପିର ପ୍ରତିଷ୍ଠା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମଗ୍ର ଦେଶରେ ଉପସ୍ଥିତ…
ଓଡ଼ିଶାରେ ନିର୍ବାଚନ ଲଢିବ ଏଏପି, ପ୍ରାର୍ଥୀ ଫାଇନାଲ!
ଓଡ଼ିଶାରେ ଅନୁଷ୍ଠିତ ହେବାକୁ ଯାଉଥିବା ଆଗାମୀ ବିଧାନସଭା ନିର୍ବାଚନରେ ମଇଦାନକୁ ଓହ୍ଲାଇବ ଆମ ଆଦମୀ ପାର୍ଟି (ଏଏପି)। ପାର୍ଟିର ଓଡିଶା ମୁଖ୍ୟ ନିଶିକାନ୍ତ ମହାପାତ୍ର ଏକ ଖବରଦାତା ସମ୍ମିଳନୀ କରି ଏହା ଘୋଷଣା କରିଛନ୍ତି।
ନିଶିକାନ୍ତ କହିଛନ୍ତି, ଦେଶର ରାଜନୀତିରେ ସୃଷ୍ଟି ହୋଇଥିବା ବିରୋଧୀ…
ଦେଶର ସମସ୍ତ କାର୍ଯ୍ୟକର୍ତ୍ତାଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦୀ
ବିଜେପି ଆଜି ୪୫ତମ ସ୍ଥାପନା ଦିବସ ପାଳନ କରୁଛି। ପାର୍ଟି ୬ ଅଗଷ୍ଟ ୧୯୮୦ ମସିହାରେ ପ୍ରତିଷ୍ଠିତ ହୋଇଥିଲା। ଏହି ବର୍ଷଗୁଡ଼ିକ ମଧ୍ୟରେ ବିଜେପି ଆଜି ବିଶ୍ୱର ଅନ୍ୟତମ ଲୋକପ୍ରିୟ ଦଳ ହୋଇପାରିଛି। ବିଜେପିର ପ୍ରତିଷ୍ଠା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମଗ୍ର ଦେଶରେ ଉପସ୍ଥିତ…
ରାହୁଲଙ୍କୁ ଥାଇଲାଣ୍ଡ ପସନ୍ଦ, ଘୋଷଣାପତ୍ରରେ ସେଠାର ଫଟୋ ଲଗାଇଛନ୍ତି
ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସର ଘୋଷଣାପତ୍ରକୁ ନେଇ କଟାକ୍ଷ କରିଛି ଭାଜପା। ରାହୁଲ ଗାନ୍ଧୀଙ୍କୁ ଥାଇଲାଣ୍ଡ ପସନ୍ଦ। ଏଥିଲାଗି ସେଠାକାର ଫଟୋ ଘୋଷଣାପତ୍ରରେ ମୁଦ୍ରିତ ହୋଇଛି। ଦଳ ଜଳ ପରିଚାଳନାର ଫଟୋ ସ୍ଥାନରେ ନ୍ୟୁୟର୍କର ବଫାଲୋ ନଦୀର ଫଟୋ ଲଗାଯାଇଛି। ପରିବେଶ ପରିଷ୍କାର ପରିଚ୍ଛନ୍ନତା…
ହାତ ଛାଡିଲେ ପିସିସି ଉପସଭାପତି ବିଶ୍ୱ ଭୂଷଣ
କଂଗ୍ରେସ ଛାଡିଲେ ଆଉ ଜଣେ ଟାଣୁଆ ନେତା। ପିସିସି ଉପସଭାପତି ପଦରୁ ଇସ୍ତଫା ଦେଇଛନ୍ତି କଂଗ୍ରେସ ନେତା ବିଶ୍ୱଭୂଷଣ ଦାସ। ବିଶ୍ୱଭୂଷଣ କାକଟପୁର ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ୨୦୦୯ ଏବଂ ୨୦୧୯ରେ ନିର୍ବାଚନ ଲଢିଥିଲେ। ସେ ବିଜେବି କଲେଜର ସଭାପତି ଭାବେ ଛାତ୍ର ସଂସଦ ନିର୍ବାଚନରେ…
କଂଗ୍ରେସର ୫ନ୍ୟାୟ ଓ ୨୫ ଗ୍ୟାରେଣ୍ଟି ପ୍ରତିଶ୍ରୁତି
୨୦୨୪ ନିର୍ବାଚନ ପାଇଁ କଂଗ୍ରେସ ଜାରି କରିଛି ନିର୍ବାଚନୀ ଇସ୍ତାହାର। ଶୁକ୍ରବାର ନୂଆଦିଲ୍ଳୀ କଂଗ୍ରେସ କାର୍ଯ୍ୟାଳୟରେ ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ, କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ, କଂଗ୍ରେସ ନେତା ପି. ଚିଦାମ୍ବରମ, ସାଧାରଣ ସମ୍ପାଦକ ରାହୁଲ ଗାନ୍ଧୀଙ୍କ ଉପସ୍ଥିତିରେ ଲୋକସଭା…
ବିଜେଡିରେ ଛକାପଞ୍ଝା
ଭୁବନେଶ୍ବର ମଧ୍ୟ ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା ହୋଇନଥିବାରୁ ଛକାପଞ୍ଝା ଜାରି ରହିଛି। ଗୋଟିଏ ପଟେ ବର୍ତ୍ତମାନର ବିଧାୟକ ଅନନ୍ତ ନାରୟଣ ଜେନା(ବୁନୁ) ପୁନର୍ବାର ଟିକେଟ ପାଇଁ ବଡ଼ ଦାବିଦାର ଅଛନ୍ତି। ଅନ୍ୟ ପଟେ ଆଉ ଦୁଇ ଆଶାୟୀ ରୁଦ୍ର ସାମନ୍ତରାୟ ଓ ଅମରେଶ ଜେନା(ବାଇଁଆ)…
ଟିକେଟ ଫେରାଇ କଂଗ୍ରେସ ଛାଡିପାରନ୍ତି ସନ୍ତୋଷ ସିଂ ସାଲୁଜା ,କଣ୍ଟାବାଞ୍ଝି ଆସନରୁ ବିଜେଡି ଟିକେଟରେ ଲଢିବା ନେଇ…
କଂଗ୍ରେସ ଛାଡ଼ିପାରନ୍ତି ବିଧାୟକ ସନ୍ତୋଷ ସିଂ ସାଲୁଜା । ବଲାଙ୍ଗୀର ରାଜନୀତିରେ ହୋଇପାରେ ବଡଧରଣର ଓଲଟପାଲଟ । ଗୋଟିଏ ପଟେ ସାଲୁଜା କଂଗ୍ରେସ ଛାଡିବେ ବୋଲି ଚର୍ଚ୍ଚା ହେଉଥିବା ବେଳେ ଅନ୍ୟପଟେ କଣ୍ଟାବାଞ୍ଝିରୁ ସାଲୁଜାଙ୍କୁ ପ୍ରାର୍ଥୀ କରିଛି କଂଗ୍ରେସ । ଟିକେଟ ମିଳିଥିଲେ ମଧ୍ୟ ଏହାକୁ ଫେରାଇବା…