Trending
- ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି,ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ସହ କଥା ହେଲେ ମୋଦୀ
- ରାଜ୍ୟସଭା ନିର୍ବାଚନ: ୩ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି
- ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ରିଫାଇନ୍, ପାମୋଲିନ୍ ତେଲ ଦର ୫ରୁ ୬ ଟଙ୍କା ବୃଦ୍ଧି
- ରାଜ୍ୟରେ ମହିଳା, ଦଳିତ ମାନଙ୍କ ଉପରେ ଆକ୍ରମଣ, ମହିଳାଙ୍କ ପ୍ରତି ଘଟିଥିବା ହିଂସା ସ୍ଥିର – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ
- ଜେଡିୟୁରେ ଯୋଗ ଦେଲେ ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାର
- ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା
- ରାଜଧାନୀରୁ ନିଖୋଜ ,ମୈତ୍ରୀବିହାର ଥାନା ଅଞ୍ଚଳରୁ ଉଦ୍ଧାର
- ଯୁଦ୍ଧ ଭିତରେ ୫୨,୩୬୦ ଜଣ ଭାରତୀୟ ଘରକୁ ଫେରିଛନ୍ତି
- ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି,ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ
Browsing Category
Politics
All politics-related news information will be uploaded here in daily besis
ଟଙ୍କା ନେଇ ଟିକେଟ ଦେଉଥିବା ଅଭିଯୋଗ ଉପରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ ପ୍ରତିକ୍ରିୟା
ଟଙ୍କା ନେଇ କଂଗ୍ରେସ ଦଳ ଟିକେଟ ଦେଉଥିବା ଅଭିଯୋଗ ଉପରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ପିସିସି ସଭାପତି କିମ୍ବା ପ୍ରଭାରୀ ଡ଼. ଅଜୟ କୁମାର ଟଙ୍କା ନେଇଥିବା ଯେଉଁ ଅଭିଯୋଗ ଆସୁଛି ତାହା ବୃଥାହୀନ। ଏଥିରେ କୌଣସି ସତ୍ୟତା…
କୋରେଇରୁ ନିର୍ବାଚନ ଲଢିବା ନେଇ ଆଶାୟୀ ଝିଲିକ
ଅଭିନେତା ବନାମ ଅଭିନେତ୍ରୀ ଲଢେଇ ଦେଖିପାରେ କୋରେଇ । ବିଜେପି ପ୍ରାର୍ଥୀ ଆକାଶ ଦାସନାୟକ ବନାମ ଅଭିନେତ୍ରୀ ଝିଲିକ୍ ଭଟ୍ଟାଚାର୍ଯ୍ୟଙ୍କ ବିଗ୍ ଫାଇଟ୍ ଦେଖି ପାରନ୍ତି କୋରେଇ ଜନତା । ବିଜେଡି ସୁପ୍ରିମୋ ଯଦି ଅନୁମତି ଦେବେ, ତେବେ କୋରେଇରୁ ନିର୍ବାଚନ ଲଢିବି ବୋଲି କହିଛନ୍ତି ଝିଲିକ । ଝିଲିକଙ୍କ…
ହାତ ଛାଡ଼ିଲେ ବାପି ସର୍ଖେଲ
କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ପାରାଦୀପର ବାପି ସର୍ଖେଲ। ପିସିସି ସଭାପତିଙ୍କ ନିକଟକୁ ସେ ତାଙ୍କର ଇସ୍ତଫାପତ୍ର ପଠାଇଛନ୍ତି। କିଛିଦିନ ତଳେ ବାପିଙ୍କ ସ୍ତ୍ରୀ ମନିଦୀପା କଂଗ୍ରେସ ଛାଡ଼ି ବିଜେଡିରେ ମିଶିଥିବା ବେଳେ ଆଜି ବାପି କଂଗ୍ରେସ ଛାଡ଼ିଛନ୍ତି। ଯାହାକୁ ନେଇ ରାଜନୈତିକ ମହଲରେ ଖୁବ୍…
ଲୋକସଭା ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲର ଆଜି ଶେଷ ଦିନ
ଆଜି ଦ୍ଵିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ରହିଛି। ଏହି ପର୍ଯ୍ୟାୟରେ ୧୨ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଲୋକସଭା ଆସନ ସହ ମଣିପୁର ବାହାର ଲୋକସଭା ନିର୍ବାଚନ ମଣ୍ଡଳୀର ଅବଶିଷ୍ଟ ଅଂଶରେ ନିର୍ବାଚନ ହେବ। ପ୍ରଥମ ପର୍ଯ୍ୟାୟରେ ମଣିପୁର ବାହାର…
ବିଜେଡିରେ ସାମିଲ ହେଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା
ବିଜେଡିରେ ସାମିଲ ହେଲେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ଶଙ୍ଖ ଭବନରେ ମିଶ୍ରଣ ପର୍ବରେ ସେ ଆଜି ବିଜେଡିରେ ମିଶିଛନ୍ତି। ମାର୍ଚ୍ଚ ୨୯ ତାରିଖରେ ବିଜେପିରୁ ଇସ୍ତଫା ଦେଇଥିଲେ ପ୍ରକାଶ।
୨୦୧୯ ନିର୍ବାଚନ ପୂର୍ବରୁ କଂଗ୍ରେସ ଛାଡ଼ି ବିଜେପିରେ ମିଶିଥିଲେ ପ୍ରକାଶ। ସେ ସେହି ବର୍ଷ…
ପ୍ରଚାର ମଇଦାନକୁ ଓହ୍ଲାଇଲେ ସୁଶାନ୍ତ ଓ ମନ୍ମଥ
ଭୁବନେଶ୍ବର ଲୋକସଭା ପାଇଁ ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟ ଆଜି ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ଉତ୍ତର ଭୁବନେଶ୍ବର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବିଏମ୍ସିର ୧୭ ନମ୍ବର ୱାର୍ଡର ପଥରବନ୍ଧ ପଡ଼ିଆଠାରେ ଏକ ନିର୍ବାଚନୀ ସଭା ତଥା କର୍ମୀ ସମ୍ମିଳନୀରେ ସାମିଲ ହୋଇ ଡବଲ ଶଙ୍ଖରେ ଭୋଟ ଦେଇ…
ଲୋକସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ
ଲୋକସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ । ପ୍ରଥମ ପର୍ଯ୍ୟାୟରେ ୮ଟି ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି । ଏହି ତାଲିକାରେ ମନୋଜ ମିଶ୍ରଙ୍କ ନାଁ ରହିଛି । ବଲାଙ୍ଗୀର ଆସନରୁ ମନୋଜ ମିଶ୍ରଙ୍କୁ ପ୍ରାର୍ଥୀ କରିଛି କଂଗ୍ରେସ । ନିକଟରେ ଓଲିଉଡ କଳିରୁ ଚର୍ଚ୍ଚାକୁ…
ପ୍ରକାଶ ପାଇଲା ଭାଜପାର ବିଧାନସଭା ପ୍ରାର୍ଥୀ ତାଲିକା, ଜାଣନ୍ତୁ କିଏ ପାଇଲା କେଉଁଠୁ ଟିକେଟ୍
ତଳସରା- ଭବାନୀଶଙ୍କର ଭୋଇ, ସୁନ୍ଦରଗଡ କୁସୁମ ଟେଟେ
ବୀରମିତ୍ରପୁର- ଶଙ୍କର ଓରାମ, ରଘୁନାଥପାଲୀ- ଦୁର୍ଗା ଚରଣ ତନ୍ତୀ
ରାଜଗାଙ୍ଗପୁର- ନରସିଂହ ମିଞ୍ଜ, ବଣାଇ- ସେବତୀ ନାଏକ
କୁଚିଣ୍ଡା- ରବି ନାରାୟଣ ନାଏକ, ରେଙ୍ଗାଲି- ନାଉରୀ ନାଏକ
ରୋଢାଖୋଲ- ଦେବେନ୍ଦ୍ର ମହାପାତ୍ର, ଦେବଗଡ ସୁବାସ…
ହାତ ଛାଡ଼ିଲେ ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଗଣେଶ୍ୱର ବେହେରା
ହାତ ଛାଡ଼ିଲେ ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଗଣେଶ୍ୱର ବେହେରା। ସେ ଆଜି ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ନିଜର ଇସ୍ତଫାପତ୍ର ପିସିସି ସଭାପତିଙ୍କ ନିକଟକୁ ପଠାଇଛନ୍ତି। ଗଣେଶ୍ୱର ବେହେରାଙ୍କର କେନ୍ଦ୍ରାପଡ଼ା ବିଧାନସଭା ଆସନରେ ନିଜର ପ୍ରଭାବ ରହିଛି।…
ବିଜେଡି ଛାଡ଼ିଲେ ସନ୍ଧ୍ୟାବତୀ; ଇସ୍ତଫାପତ୍ରରେ ନବୀନଙ୍କୁ ଲେଖିଲେ କଡ଼ା କଥା
ବିଜେଡି ଛାଡ଼ିଲେ ଆଉ ଜଣେ ବରିଷ୍ଠ ନେତ୍ରୀ। ପୂର୍ବତନ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷା ସନ୍ଧ୍ୟାବତୀ ପ୍ରଧାନ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ମୁଖ୍ୟମନ୍ତ୍ରୀ ତଥା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି।
ନିଜ…