Trending
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
Browsing Category
Politics
All politics-related news information will be uploaded here in daily besis
ଆଜି ସରୁଛି ପ୍ରଚାର ,ପ୍ରାର୍ଥୀଙ୍କ ପାଇଁ ମାରାଥନ ପ୍ରଚାର କରିବେ ନବୀନ ପଟ୍ଟନାୟକ
ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରଚାରର ଶେଷ ଦିନରେ ମାରାଥନ ପ୍ରଚାର କରିବେ । ଭଦ୍ରକ ଚାନ୍ଦବାଲିରେ ଆଜି ପ୍ରଚାର ସଭାକୁ ସମ୍ବୋଧନ କରି ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ଅପରାହ୍ଣରେ ୩ଟା ୫୫ ମିନିଟରେ ଭୁବନେଶ୍ୱରର ବିମାନ ବନ୍ଦରରୁ ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ…
ନବୀନ ବାବୁଙ୍କ ସ୍ୱାସ୍ଥ୍ୟାବସ୍ଥା ଏତେ ଖରାପ କେମିତି ହେଲା? ଯାଞ୍ଚ କରିବାକୁ କମିଟି ଗଠନ କରିବୁ – ମୋଦୀ
ନବୀନଙ୍କ ସ୍ୱାସ୍ଥ୍ୟବସ୍ଥା ପଛରେ ଷଡଯନ୍ତ୍ର ହେଉନି ତ? ଏହା ପଛରେ ସେହି କୋଟରୀ କାମ କରୁନି ତ, ଯେଉଁମାନେ ପରଦା ପଛରେ ରହି ଓଡ଼ିଶାର ଶାସନ କରୁଛନ୍ତି । ଏହା ଉପରୁ ପରଦା ହଟିବା ଆବଶ୍ୟକ । ଏହାର ଯାଞ୍ଚ ହେବା ଆବଶ୍ୟକ । ବିଜେପି ସରକାର ଆସିଲେ, ନବୀନଙ୍କ ସ୍ୱାସ୍ଥ୍ୟବସ୍ଥା ଅଚାନକ କାହିଁକି ଖରାପ…
କେଜ୍ରିୱାଲଙ୍କ ଜାମିନ ମିଆଦ ବୃଦ୍ଧି ଆବେଦନ: ଜରୁରୀ ଶୁଣାଣି ପାଇଁ ମନା କଲେ ସୁପ୍ରିମ୍କୋର୍ଟ
ନିର୍ବାଚନ ପ୍ରଚାର ପାଇଁ ଜାମିନରେ ଜେଲ୍ରୁ ବାହାରକୁ ଆସିଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ତାଙ୍କ ଜାମିନ ମିଆଦକୁ ଆଉ ସପ୍ତାହେ ବୃଦ୍ଧି କରିବାପାଇଁ ସୁପ୍ରିମକୋର୍ଟରେ ଏକ ଆବେଦନ କରିଥିଲେ। ଏହି ଆବେଦନର ସେ ଜରୁରୀ ଶୁଣାଣି କରିବାପାଇଁ ନିବେଦନ…
ମେଡିକାଲରେ ଭର୍ତ୍ତି ହେଲେ ପ୍ରଶାନ୍ତ ଜଗଦେବ
ଇଭିଏମ ଭାଙ୍ଗିବା ଘଟଣାରେ ଗିରଫ ହୋଇଥିବା ପ୍ରଶାନ୍ତ ଜଗଦେବ ଅସୁସ୍ଥ ହେବାରୁ ତାଙ୍କୁ ମେଡିକାଳରେ ଭର୍ତ୍ତି କରାଯାଇଛି । ଜେଲରେ ଥିବା ବେଳେ ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ କଟକ ଏସସିବି ମେଡିକାଲକୁ ଚିକିତ୍ସା ପାଇଁ ଅଣାଯାଇଛି । ଗତକାଲି ବିଳମ୍ବିତ ରାତିରେ ଖୋର୍ଦ୍ଧା ଜେଲରୁ ଏସସିବି…
ବିଜେଡି ପାଇଁ କାମ କରୁଥିବାରୁ ଡିଏସ କୁଟ୍ଟେ ନିଲମ୍ବିତ ଓ ଆଶିଷ ସିଂଙ୍କ ଛୁଟି ଉପରେ ତଦନ୍ତ ନିର୍ଦ୍ଦେଶ: ପୀତାମ୍ବର…
ନିର୍ବାଚନ କମିଶନଙ୍କ ଦ୍ୱାରା ଆଜି ଜାରୀ ହୋଇଥିବା ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ଭାରତୀୟ ଗଣତନ୍ତ୍ରକୁ ସୁଦୃଢ଼ କରିବ । ନିର୍ବାଚନ କମିଶନଙ୍କ ଏହି ନିଷ୍ପତି ସ୍ୱାଗତଯୋଗ୍ୟ । ଶାସକ ବିଜେଡି ପାଇଁ କାମ କରୁଥିବା କାରଣରୁ ବରିଷ୍ଠ ଆଇପିଏସ ଶ୍ରୀ ଡି.ଏସ.କୁଟ୍ଟେଙ୍କୁ ନିଲମ୍ବନ ଓ ଆଶିଷ ସିଂଙ୍କୁ…
ନିର୍ବାଚନରେ ହସ୍ତକ୍ଷେପ ଅଭିଯୋଗ ପ୍ରସଙ୍ଗରେ ବରିଷ୍ଠ ଆଇପିଏସ୍ ଡିଏସ୍ କୁଟ୍ଟେଙ୍କୁ ନିଲମ୍ବନ କଲେ ନିର୍ବାଚନ କମିସନ
ଭୁବନେଶ୍ବର: ଆଇପିଏସ୍ ଡିଏସ୍ କୁଟ୍ଟେ ଚାକିରିରୁ ନିଲମ୍ବିତ ହୋଇଛନ୍ତି । ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ଭାରତୀୟ ନିର୍ବାଚନ କମିସନ । ନିର୍ବାଚନ ପ୍ରକ୍ରିୟାରେ ଅନୈତିକ ହସ୍ତକ୍ଷେପ ଅଭିଯୋଗରେ ସେ ଚାକିରିରୁ ନିଲମ୍ବିତ ହୋଇଛନ୍ତି। ସେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ…
ସୁପ୍ରିମକୋର୍ଟରୁ କେଜ୍ରିୱାଲ ନିରାଶ
ନିକଟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ ତାଙ୍କ ଅନ୍ତରୀଣ ଜାମିନ ଅବଧିକୁ ୭ ଦିନ ବଢ଼ାଇବାକୁ ସୁପ୍ରିମ୍କୋର୍ଟରେ ଆବେଦନ କରିଥିଲେ। ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ଏକ ଖଣ୍ଡପୀଠ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଜାମିନ ଆବେଦନ ଆବେଦନ ନେଇ ତୁରନ୍ତ ଶୁଣାଣି କରିବାକୁ ମନା…
ବିଜେପି ଓଡିଶାବାସୀଙ୍କ ପାଇଁ କ’ଣ କରିଛନ୍ତି ବୋଲି ପ୍ରଶ୍ନ କରିଛନ୍ତି ଭିକେ ପାଣ୍ଡିଆନ୍
୨୦୧୯ରେ ଭୋଗରାଇବାସୀ ଯାହା ଦାବି ରଖିଥିଲେ ସେସବୁ ବିଜେଡି ସରକାର ପୂରଣ କରିଛି ।ଭୁଷଣ୍ଡେଶ୍ୱର ମନ୍ଦିରର ରୂପାନ୍ତରିକରଣ ପାଇଁ ଆର୍ଥିକ ସହଯୋଗ ଦିଆଯାଇଛି । ଭୋଗରାଇର ଡ୍ରେନେଜ୍ କାମ କରିବାକୁ ଭୋଗରାଇ ସଂସ୍କାର ପ୍ରୋଜେକ୍ଟ ପାଇଁ ୧୦୦ କୋଟି ଟଙ୍କା ମଂଜୁର ହୋଇଛି । ଏହାସହ କୋଷ୍ଟ କେନାଲ କାମ…
ନିଜ ଭବିଷ୍ୟତ ଦେଖନ୍ତୁ, ପରିବାରର ହିତରେ ଭୋଟ ଦିଅନ୍ତୁ: ଡ. ଅଜୟ କୁମାର
ମୋଦି ସରକାର ଏବଂ ନବୀନ ପଟ୍ଟନାୟକଙ୍କ ସରକାର କେବଳ କଂଗ୍ରେସ ଯୋଜନାକୁ ନିଜ ନାମରେ କରାଇ ଲୋକଙ୍କୁ ଭଣ୍ଡାଇବାକୁ ଚେଷ୍ଟା କରୁଛନ୍ତି । ତେଣୁ ସେମାନଙ୍କ କଥାରେ ଭାସି ନଯାଇ ନିଜର ଭବିଷ୍ୟତ ପାଇଁ କଂଗ୍ରେସକୁ ଭୋଟ୍ ଦିଅନ୍ତୁ ବୋଲି ଓଡ଼ିଶା ପ୍ରଦେଶ କଂଗ୍ରେସ ପ୍ରଭାରୀ ଡ. ଅଜୟ କୁମାର ଆହ୍ୱାନ…
ଓଡିଶାର ନେତା ଓଡିଶାର ହେବ -ଧର୍ମେନ୍ଦ୍ର ପ୍ରଧାନ
ଆଜି ଲଗାତାର ପ୍ରଚାର କ୍ରମରେ ଯାଜପୁର ବିଞ୍ଝାରପୁରର ବିଞ୍ଝାରପୁରରେ ଗର୍ଜିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଧର୍ମେନ୍ଦ୍ର ପ୍ରଧାନ ଦଳୀୟ ଏମପି ପ୍ରାର୍ଥୀ ରବିନ୍ଦ୍ରନାଥ ବେହେରା, ଓ ବିଧାୟକ ପ୍ରାର୍ଥୀ ବବିତା ମଲ୍ଲିକଙ୍କ ପାଇଁ ଭୋଟ ଅପିଲ କରିଛନ୍ତି । ଏହା ସହ କହିଛନ୍ତି, ‘ଗରୀବ ଲୋକଙ୍କ ଘର…