Trending
- ଆଜିଠୁ ସଂସଦରେ ଆରମ୍ଭ ହେବ ଶୀତ ଅଧିବେଶନ
- BLOଙ୍କ ପାରିଶ୍ରମିକ ୬ ହଜାରରୁ ୧୨ ହଜାର ଟଙ୍କାକୁ ବୃଦ୍ଧି
- ଡିସେମ୍ବର 7ରେ ଆଉ ଥରେ ହେବ ASO ପରୀକ୍ଷା
- ରାହୁଲ, ସୋନିଆଙ୍କ ସହ ୬ ଜଣଙ୍କ ବିରୋଧରେ ମାମଲା ରୁଜୁ
- ଗୋଟିଏ ଦିନରେ ବିଜେଡି ସମର୍ଥିତ ୩ ଜଣ ବ୍ଲକ୍ ଅଧ୍ୟକ୍ଷ ଦଳରୁ ଇସ୍ତଫା ଦେଲେ
- ଲକ୍ଷ୍ନୌରେ ମେଜର ଜେନେରାଲ ସୈୟଦ ତକି ଆବ୍ବାସ ରିଜଭୀଙ୍କ ଦେହାନ୍ତ
- ଭଦ୍ରକରେ ଭାଙ୍ଗୁଛି ବିଜେଡି ଗଡ଼, ଜଣଙ୍କ ପରେ ଜଣେ ବ୍ଲକ ଅଧ୍ୟକ୍ଷ ଦେଇ ଚାଲିଛନ୍ତି ଇସ୍ତଫା
- ତାମିଲନାଡୁ ଓ ପୁଡୁଚେରୀ ଉପକୂଳ ଆଡକୁ ଗତି କରୁଛି ବାତ୍ୟା ‘ଦିତ୍ୱାହ’
- ପୁଣି ଆତ୍ମସମର୍ପଣ କଲେ ଆଉ ୧୫ ମାଓବାଦୀ
- ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିବସ: ମନ୍ଦିର ଅନୁଦାନ ବୃଦ୍ଧି ସହ ଅଙ୍ଗନବାଡ଼ି ଗୃହ ପ୍ରସଙ୍ଗରେ ଆଲୋଚନା
Browsing Category
Politics
All politics-related news information will be uploaded here in daily besis
ଆଜିଠୁ ବିଧାନସଭା
ଆଜିଠୁ ୧୩ ଯାଏଁ ଚାଲିବ ବିଧାନସଭା ବଜେଟ୍ ଅଧିବେଶନ। ଗୃହରେ ଅଭିଭାଷଣ ରଖିବେ ନୂଆ ରାଜ୍ୟପାଳ ରଘୁବର ଦାସ। ଅଧିବେଶନରେ ମୋଟ ୭ଟି କାର୍ଯ୍ୟ ଦିବସ। ୮ ତାରିଖରେ ଉପସ୍ଥାପିତ ହେବ କାମଚଳା ବଜେଟ୍। ଆଗକୁ ସାଧାରଣ ନିର୍ବାଚନ ଥିବାରୁ ଗୃହ ବେଶ୍ ସରଗରମ ହେବା ନେଇ ଆଶଙ୍କା କରାଯାଉଛି। ନୂଆ…
ଓଡ଼ିଶାରେ ପ୍ରାର୍ଥୀ ଚୟନ ପାଇଁ କଂଗ୍ରେସ ଆରମ୍ଭ କଲା ଅନଲାଇନ ଆବେଦନ, ପ୍ରଗମନ୍ ଡଟ୍ ଇନ୍
କଂଗ୍ରେସ ଟିକେଟ ଆଶାୟୀଙ୍କ ପାଇଁ ଆରମ୍ଭ ହେଲା ଅନଲାଇନ୍ ଆବେଦନ । ଓଡ଼ିଶାରେ ଆରମ୍ଭ ହେଲା ପ୍ରଗମନ୍ ଅଭିଯାନ। ସାମ୍ବାଦିକ ସମ୍ମିଳନୀରେ ୱେବସାଇଟକୁ ଲଞ୍ଚ କରିଛନ୍ତି କଂଗ୍ରେସର ଓଡ଼ିଶା ପ୍ରଭାରୀ ଅଜୟ କୁମାର। ଆଜିଠାରୁ ୧୧ ଫେବ୍ରୁଆରୀ ଯାଏ ଆଶାୟୀମାନେ www.pragaman.in ରେ ଅନଲାଇନ୍ ଯୋଗେ…
ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ
ଭାରତ ଯୋଡ଼ୋ ନ୍ୟାୟ ଯାତ୍ରାରେ ଓଡ଼ିଶା ଆସି ନିର୍ବାଚନୀ ବିଗୁଲ ବଜାଇବେ ରାହୁଲ ଗାନ୍ଧୀ । ଏଥିପାଇଁ ରାଜ୍ୟ କଂଗ୍ରେସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଏହି ଗସ୍ତ ଅବସରରେ ୩ଟି ସାଙ୍ଗଠାନିକ ଜିଲ୍ଲା ଯଥା ରାଉଲକେଲା, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ରାହୁଲଙ୍କ ନ୍ୟାୟ ଯାତ୍ରାର କାର୍ଯ୍ୟକ୍ରମ…
ଫେବୃଆରୀ ୨୭ରେ ରାଜ୍ୟସଭା ନିର୍ବାଚନ
ଫେବୃଆରୀ ୨୭ରେ ଅନୁଷ୍ଠିତ ହେବ ରାଜ୍ୟସଭା ନିର୍ବାଚନ । ୧୫ଟି ରାଜ୍ୟର ୫୬ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବା ନେଇ ମୁଖ୍ୟନିର୍ବାଚନ କମିଶନରଙ୍କ ଦ୍ୱାରା ତାରିଖ ଘୋଷଣା କରାଯାଇଛି । ଆସନ୍ତା ଏପ୍ରିଲ ୩ ତାରିଖରେ ପ୍ରଶାନ୍ତ ନନ୍ଦ, ଅଶ୍ୱିନୀ ବୈଷ୍ଣବ ଓ ଅମର ପଟ୍ଟନାୟକଙ୍କ ରାଜ୍ୟସଭା…
ଭାରତ ରତ୍ନ ଘୋଷଣା
ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତର ସର୍ବୋଚ୍ଚ ନାଗରିକ ପୁରସ୍କାର ଭାରତ ରତ୍ନରେ ସମ୍ମାନୀତ କରାଯିବ । କେନ୍ଦ୍ରର ମୋଦୀ ସରକାର ବିଜେପିର ବରିଷ୍ଠ ନେତା ତଥା ପୂର୍ବ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନରେ ସମ୍ମାନିତ କରାଯିବା ନେଇ ଘୋଷଣା କରିଛନ୍ତି । ଯେତେବେଳେ ଲାଲକୃଷ୍ଣ…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସମ୍ବଲପୁର IIMର ନୂଆ କ୍ୟାମ୍ପସର ଉଦ୍ଘାଟନ କରିଛନ୍ତି
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସମ୍ବଲପୁର IIMର ନୂଆ କ୍ୟାମ୍ପସର ଉଦ୍ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ସ୍ଥାନୀୟ ସାଂସଦ, ବିଧାୟକ ଓ ଅନ୍ୟମାନେ…
ସୋରେନଙ୍କୁ ଝଟକା, ଗିରଫଦାରୀ ବିରୁଦ୍ଧରେ ଶୁଣାଣି କରିବାକୁ ମନାକଲେ ସୁପ୍ରିମକୋର୍ଟ
ରାଞ୍ଚି:ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଝଟକା। ଇଡିର ଗିରଫଦାରୀ ବିରୁଦ୍ଧରେ କରିଥିବା ଆବେଦନକୁ ଖାରଜ କରିଦେଲେ ସୁପ୍ରିମକୋର୍ଟ। ଏ ମାମଲା ଉପରେ ସର୍ବୋଚ୍ଚ ନ୍ୟାୟାଳୟରେ ଶୁଣାଣି ହୋଇପାରିବ ନାହିଁ, ହାଇକୋର୍ଟ ଯିବାକୁ ପରାମର୍ଶ ଦେଇଛନ୍ତି ସୁପ୍ରିମକୋର୍ଟ। ଜମି…
ହେମନ୍ତ ସୋରେନଙ୍କୁ ବଡ଼ ଝଟକା !
ଆଜି ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଚମ୍ପଈ ସୋରେନ ଶପଥ ଗ୍ରହଣ କରିବେ । ତେବେ ଏଥିପାଇଁ ବହୁମତ ସାବ୍ୟସ୍ତ କରିବାକୁ ରାଜ୍ୟପାଳ ସିପି ରାଧାକୃଷ୍ଣ ଚମ୍ପଈଙ୍କୁ ୧୦ ଦିନ ସମୟ ଦେଇଛନ୍ତି । ଗତକାଲି ସନ୍ଧ୍ୟା ସମୟରେ ଦ୍ୱିତୀୟ ଥର ପାଇଁ ଚମ୍ପଈ ରାଜ୍ୟପାଳଙ୍କୁ ଭେଟି ବହୁମତ ନେଇ ଦାବି କରିଥିଲେ…
ରାହୁଲ ଗାନ୍ଧିଙ୍କ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ଆସନ୍ତା ୬ତାରିଖରେ ଓଡ଼ିଶାରେ ପ୍ରବେଶ କରିବ
ରାହୁଲ ଗାନ୍ଧିଙ୍କ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ଆସନ୍ତା ୬ତାରିଖରେ ଓଡ଼ିଶାରେ ପ୍ରବେଶ କରିବ । ବୀରମିତ୍ରପୁରଠାରେ ରାହୁଲ ଗାନ୍ଧିଙ୍କୁ ସ୍ୱାଗତ କରିବା ପାଇଁ ପ୍ରଦେଶ କଂଗ୍ରେସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି । ରାହୁଲ ୬ରେ ବୀରମିତ୍ରପୁର ଓ ୭ରେ ଝାରସୁଗୁଡ଼ାରେ ରାତି ବିତାଇବାର…
ରାଜନୈତିକ କ୍ଷେତ୍ର ସ୍ତବ୍ଧ
ରାଜନୈତିକ କ୍ଷେତ୍ରରୁ ଆସିଛି ଏକ ବଡ଼ ଖବର । ମହାରାଷ୍ଟ୍ରର ଖାନାପୁର ବିଧାନସଭା କ୍ଷେତ୍ରର ଶିବସେନା (ଶିନ୍ଦେ ଗୋଷ୍ଠୀ)ର ଜଣେ ବିଧାୟକଙ୍କର ବିୟୋଗ ଘଟିଛି । ବିଧାୟକ ଅନିଲ ବାବରଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା । ସାଙ୍ଗଲି ଜିଲ୍ଲାର ଏକ ହସ୍ପିଟାଲରେ ଅନିଲ…