Trending
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
Browsing Category
Politics
All politics-related news information will be uploaded here in daily besis
ନିଜ ଗୋଡ଼ରେ ନିଜେ କୁରାଢ଼ୀ ମାରୁଛି ବିଜେପି – ଭି କେ ପାଣ୍ଡିଆନ୍
ପ୍ରେସମିଟ୍ କରି ବିଜେପି ଉପରେ ବର୍ଷିଛନ୍ତି ବିଜେଡି ନେତା ଭି କେ ପାଣ୍ଡିଆନ୍ । କହିଛନ୍ତି , ‘ନିଜ ଗୋଡ଼ରେ ନିଜେ କୁରାଢ଼ୀ ମାରୁଛି ବିଜେପି । ବିଜେପିର ମାନିଫେଷ୍ଟୋକୁ ନେଇ ଲୋକମାନେ ବୁଝି ସାରିଛନ୍ତି । ତେଣୁ ଏହି ମାନିଫେଷ୍ଟରେ ବିଜେପିର ୯ ଟି ସେଲ୍ଫ ଗୋଲ ଖୋଦ୍ ବିଜେପି ପାଇଁ ସମସ୍ୟା…
ଆଜି ଆସୁଛନ୍ତି ଅମିତ ଶାହ
ଓଡ଼ିଶାରେ ନିର୍ବାଚନ ଜିତିବାକୁ ବିଜେପି ସବୁ ପ୍ରକାରର ଉଦ୍ୟମ ଚଳାଇଥିବାବେଳେ ପ୍ରଚାରକୁ ଶାଣିତ କରିବାକୁ ମଙ୍ଗଳବାରସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ପୁଣି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଶାହ ମଙ୍ଗଳବାର ମଧ୍ୟାହ୍ନ ୧୨ଟା ୪୫ରେ ଚାନ୍ଦବାଲିରେ, ଅପରାହ୍ନ ୨ଟା୧୫ରେ କୋରେଇ…
ନିମାପଡା ଗଡ ଜଗିବାକୁ ୮ ସଂଯୋଜକ ନିୟୋଜିତ କଲା ବିଜେଡି
ବିଜେଡିକୁ ଘାରିଛି ନିମାପଡା ଚିନ୍ତା । ପୁବତନ ବିଧାୟକ ସମୀର ରଂଜନ ଦାଶ ବିଜେପିକୁ ଯିବା ପରେ ନିମାପଡାରେ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ବିଜେଡିର ରଣନୀତି ଆରମ୍ଭ ହୋଇଛି । ବିଭିନ୍ନ ଦଳ ରାଜନୀତିକୁ ଲକ୍ଷ୍ୟ କରି ନିଜ ନିଜ ପତିଆରା ନିମାପଡାରେ ଆରମ୍ଭ କରିଦେଇଛନ୍ତି । ନିମାପଡା…
ନବୀନ ସରକାର ଚାଷୀ ବିରୋଧୀ, କେବଳ ଚାଷୀ ଭୋଟ ବ୍ୟାଙ୍କ ରାଜନୀତି କରୁଛନ୍ତି ନବୀନ – ବିଜେପି ନେତା ପ୍ରଦୀପ…
ନବୀନ ସରକାର ଚାଷୀ ବିରୋଧୀ, କେବଳ ଚାଷୀ ଭୋଟ ବ୍ୟାଙ୍କ ରାଜନୀତି କରୁଛନ୍ତି ନବୀନ । ବିଜେଡି ଧୋକା ଏବଂ ପ୍ରତାରଣା ଦେବାରେ ଏକ ନମ୍ବର ଦଳ । ଚାଷୀ ସମସ୍ୟାକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି ବିଜେପି । ପ୍ରଦୀପ ପୁରୋହିତ କହିଛନ୍ତି, ’୨୪ ବର୍ଷ ଭିତରେ ମୁଖ୍ୟମନ୍ତ୍ରୀ ଚାଷୀଙ୍କ ଆୟ…
ଆସିଲା ଆଉ ଏକ ଏଡିଆର ରିପୋର୍ଟ , ୧୨୮୩ ପ୍ରାର୍ଥୀଙ୍କ ମଧ୍ୟରୁ ୪୧୨ ପ୍ରାର୍ଥୀ କୋଟିପତି
ସାଧାରଣ ନିର୍ବାଚନ ଲଢୁଥିବା ମୋଟ ୧୨ ଶହ ୮୩ ଜଣ ପ୍ରାର୍ଥୀଙ୍କୁ ନେଇ ଆସିଲା ଏଡିଆର ରିପୋର୍ଟ । ସେମାନଙ୍କ ମଧ୍ୟରୁ ୩୪୮ ଜଣ ପ୍ରାର୍ଥୀଙ୍କ ନାଁରେ ମାମଲା ରହିଛି । ୨୯୨ ନାଁରେ ଗୁରୁତର ମାମଲା ରହିଛି । ଏଡିଆର ରିପୋର୍ଟ ଅନୁସାରେ ୪୧୨ଜଣ କୋଟିପତି ପ୍ରାର୍ଥୀ ନିର୍ବାଚନ ଲଢ଼ିଛନ୍ତି । ବିଧାୟକଙ୍କ…
ନାଁ ନନେଇ ବୈଜୟନ୍ତଙ୍କ ଉପରେ ବର୍ଷିଲେ ନବୀନ
କେନ୍ଦ୍ରାପଡା ବାରୁଅରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଚାର । ଜନସଭାକୁ ସମ୍ବୋଧିତ କରି ବିଭିନ୍ନ ଯୋଜନା ଭଲ କି ନାହିଁ ବୋଲି ପଚାରିଛନ୍ତି ନବୀନ । ଏହାସହ ଜୁଲାଇରୁ ବିଜୁଳି ବିଲ ଆସିବନି ବୋଲି କହିଛନ୍ତି ନବୀନ । ବିଜେଡି ସରକାର ବିଜୁଳି ମାଗଣା ଦେବେ ।ଏହାସହ ବିରୋଧୀ ଦଳକୁ ଟାର୍ଗେଟ…
ନିମାପଡ଼ା ଆସିବେ ଶାହା
ଆସନ୍ତା ୨୮ ତାରିଖରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ନିମାପଡ଼ା ଗସ୍ତରେ ଆସୁଛନ୍ତି। ଭାଜପା ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସାଧାରଣ ସଭାରେ ମନ୍ତ୍ରୀ ଶାହା ଉଦ୍ବୋଧନ ଦେବାର କାର୍ଯ୍ୟକ୍ରମ ରହିଥିବା ଭାଜପା ନେତୃବୃନ୍ଦମାନଙ୍କ ସୂତ୍ରରୁ ଜଣାପଡ଼ିଛି। କେନ୍ଦ୍ର ଗୃହମନ୍ତ୍ରୀଙ୍କ…
ଆଜି କେନ୍ଦ୍ରାପଡା, ଜଗତସିଂହପୁର ଓ ଭଦ୍ରକରେ ନବୀନ, ପାଣ୍ଡିଆନଙ୍କ ପ୍ରଚାର
ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଜମୁଛି ପ୍ରଚାର । ମୈଦାନକୁ ଓହ୍ଲାଇବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରୁଛନ୍ତି ବିଭିନ୍ନ ଦଳର ହେଭିୱେଟ୍ ନେତା । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରାପଡା, ଜଗତସିଂହପୁର ଗସ୍ତରେ ଯାଇ ଦଳୀୟ ସାଂସଦ ଓ ବିଧାୟକ…
ପୁଣି ଓଡ଼ିଶା ଆସୁଛନ୍ତି ମୋଦି-ଶାହା
ପୁଣି ପ୍ରଚାର ପାଇଁ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହା। ୨୮ ତାରିଖରେ ଶାହା ଆସୁଥିବାବେଳେ ୨୯ରେ ପ୍ରଧାନମନ୍ତ୍ରୀ ମୋଦି ଆସୁଛନ୍ତି। ମଙ୍ଗଳବାର ଶାହା ୩ଟି ସଭା କରିବେ। ଦିନ ୧୦ଟାରେ ଚାନ୍ଦବାଲିରେ ପ୍ରଥମ ସଭା କରିବା ପରେ ସେ କୋରେଇ ଓ ନିମାପଡାରେ…
ବନ୍ଧା ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ
ବେଗୁନିଆ ଅନ୍ତର୍ଗତ କାଉଁରୀପାଟଣା ପ୍ରକଳ୍ପ ବିଦ୍ୟାଳୟର ୧୧୪ ନମ୍ବର ବୁଥରେ ମାରପିଟ୍, ଗଣ୍ଡଗୋଳ, ଇଭିଏମ୍ ଭଙ୍ଗାରୁଜା ଅଭିଯୋଗରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ଗିରଫ କରାଯାଇଛି। ପରେ ତାଙ୍କୁ ଜିଲ୍ଲା ମାଜିଷ୍ଟ୍ରେଟ୍ଙ୍କ ଆବାସିକ କାର୍ଯ୍ୟାଳୟରେ ହାଜର କରାଯାଇଥିଲା। ଜାମିନ…