Trending
- ଆସନ୍ତାକାଲି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ,ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ
- ଛାତ୍ରଙ୍କ ସମର୍ଥନରେ ବାହାରିଲେ ସାମାଜିକ କାର୍ଯ୍ୟକର୍ତ୍ତା ଆନ୍ନା ହଜାରେ,ମହାତ୍ମା ଗାନ୍ଧିଙ୍କ ପ୍ରତିମା ନିକଟରେ ୨ ଘଣ୍ଟା ମୌନ ବ୍ରତ କରିଛନ୍ତି ଆନ୍ନା
- ବିଲକୁ ଓଲଟିଲା ଘରୋଇ ବସ୍,୪୦ ଆହତ
- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
Browsing Category
Politics
All politics-related news information will be uploaded here in daily besis
‘କନ୍ଧମାଳକୁ ବିଜେଡି, କଂଗ୍ରେସ ଅଣଦେଖା କରିଛନ୍ତି’ –
କନ୍ଧମାଳ ସଙ୍କଳ୍ପ ସମାବେଶରେ ଉଭୟ ଶାସକ ବିଜେଡି ଓ କଂଗ୍ରେସ ଦଳ ଉପରେ ବର୍ଷିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । କହିଛନ୍ତି, ‘କନ୍ଧମାଳକୁ ଓଡିଶାର କାଶ୍ମୀର କୁହାଯାଏ । ଏହା ରାଜ୍ୟ ପର୍ଯ୍ୟଟନର ଏକ ମୁଖ୍ୟ ଆଧାର । କିନ୍ତୁ ଏହାର ବିକାଶ ପାଇଁ ରାଜ୍ୟ ସରକାର ଉଦାସୀନ । ହେଲେ ବିଜେପି ଏହାକୁ…
ନବୀନ ଲୋକଙ୍କ ଦୁଃଖ ଜାଣିନାହାଁନ୍ତି, ସ୍ୱପ୍ନ ଜାଣିନାହାଁନ୍ତି – ମୋଦୀ
ବଲାଙ୍ଗୀରରେ ବିଜେଡି ସରକାରକୁ ଘେରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନବୀନଙ୍କୁ ଟାର୍ଗେଟ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ସିଧା ସିଧା ରାଜ୍ୟ ସରକାରକୁ ତୀର ମାରିବା ସହିତ, ଏଥର ନବୀନ ପ୍ରଚାର କରିବାକୁ ଆସିଲେ ତାଙ୍କୁ କଣ୍ଟାବାଞ୍ଜିର ୧୦ଟି ଗାଁର ନାଁ ବିନା କାଗଜ ଧରି…
ମାରାଥନ୍ ପ୍ରଚାରରେ ମୋଦୀ
ଆଜି ଓଡ଼ିଶାର ନିର୍ବାଚନ ମଇଦାନକୁ ଓହ୍ଲାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଭୁବନେଶ୍ୱରରୁ ବାହାରି ୩ଟି ଜିଲ୍ଲାରେ ଜନସମାବେଶ କରିବା ସହ ବିଜେପି ପାଇଁ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ । ଫୁଲବାଣୀ, ବରଗଡ଼ ଏବଂ ବଲାଙ୍ଗୀରରେ ଆଜି କମ୍ପିବ ପ୍ରଚାର ମଇଦାନ । ସମସ୍ତ ଜିଲ୍ଲାରେ ଜନସମାବେଶ କରି…
ଓଡ଼ିଶାକୁ ନେଇ ମୋଦିଙ୍କ ବଡ଼ ବୟାନ
ରାଜଧାନୀ ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହି ରୋଡ ଶୋ’ ପରେ ଓଡ଼ିଶାକୁ ନେଇ ଜାତୀୟ ଗଣମାଧ୍ୟମରେ ବଡ଼ ବୟାନ ଦେଇଛନ୍ତି ମୋଦି।ସେ କହିଛନ୍ତି, ଓଡିଶାରେ ବିପୁଳ ସମର୍ଥନ ମିଳୁଛି। ପୂର୍ବରୁ ଓଡ଼ିଶାରେ ଏପରି ଜନ ସମାଗମ ଓ ଉତ୍ସାହ ଦେଖି ନ ଥିଲି।…
ବିଜେଡିକୁ ଭାଙ୍ଗିବାକୁ ଚାହୁଁଛି ବିଜେପି – ଭି. କେ ପାଣ୍ଡିଆନ
ସାମ୍ୱାଦିକ ସମ୍ମିଳନୀରେ ବିଜେପି ଉପରେ ବର୍ଷିଛନ୍ତି ଭି. କେ ପାଣ୍ଡିଆନ । ବିଜେପିକୁ ଟାର୍ଗେଟ କରି ପାଣ୍ଡିଆନ୍ କହିଛନ୍ତି ବିଜେଡିକୁ ଭାଙ୍ଗିବାକୁ ଚାହୁଁଛି ବିଜେପି । ବିଜେପିର ଟାର୍ଗେଟରେ ରହିଛି ୪୦ ରୁ୫୦ ଆସନ । ବିଜେପି ବିଜେଡିକୁ ଭାଙ୍ଗି ସରକାର କରିବାକୁ ଚାହୁଁଛନ୍ତି ବିଜେପି ନେତା।…
୨୧ରୁ ୨୧ ଆସନ ଜିତିବ ବିଜେପି- ରାଜନାଥ ସିଂ
ରାୟଗଡାରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଜନସଭାକୁ ସମ୍ବୋଧିତ କରି ରାଜନାଥ କହିଛନ୍ତି, ଏଥର ଓଡ଼ିଶାର ମାହୋଲ ବଦଳୁଥିବାର ଦେଖୁଛି । ପୂର୍ବରୁ ପଚାରୁଥିଲୁ କେତେ ଆସନରେ ଜିତିବୁ, ଲୋକ ୭ରୁ ୮ ଆସନ ବୋଲି କହୁଥିଲେ । କିନ୍ତୁ ଏବେ ବିଜେପି…
ବାଲେଶ୍ୱର ଲୋକସଭା ଆସନ ପାଇଁ ସ୍ୱାଧୀନ ସାଂସଦ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ଖାରବେଳ ସ୍ୱାଇଁ
ଶେଷରେ ବାଲେଶ୍ୱର ଲୋକସଭା ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ଖାରବେଳ ସ୍ୱାଇଁ । ସ୍ୱାଧୀନ ପ୍ରାର୍ଥୀ ଭାବେ ସେ ନାମାଙ୍କନ ଭରିଛନ୍ତି । ପ୍ରାର୍ଥୀପତ୍ର ଦାଖଲ କରିବା ପରେ ସେ ଦାବି କରିଛନ୍ତି ଯେ ୪ ହଜାର ଭୋଟରେ ସେ ବିଜୟୀ ହେବେ । ଖାରବେଳ ସ୍ୱାଇଁ ବିଜେପିରୁ ଟିକେଟ୍ ପାଇଁ ଦାବି…
ବିଜେଡିରେ ସାମିଲ ହେଲେ ଅପରାଜିତାଙ୍କ ବିଶ୍ୱସ୍ତ ଅଖିଳ ପଟ୍ଟନାୟକ
ଳିତ ନିର୍ବାଚନକୁ ନେଇ ରାଜ୍ୟର ରାଜନୀତି ସରଗରମ ରହିଥିବା ବେଳେ ଦଳ ଡିଆଁ ଜାରି ରହିଛି। ଏହି କ୍ରମରେ ବୁଧବାର ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ଏଥିରେ ଭାଜପା ନେତା ତଥା ଅଭିନେତା ଅଖିଳ ପଟ୍ଟନାୟକ ଶଙ୍ଖ ଫୁଙ୍କିଛନ୍ତି। ସେ ଭୁବନେଶ୍ୱରର ଏମ୍ପି ପ୍ରାର୍ଥୀ ଅପରାଜିତା…
ପଦ୍ମପୁରରେ ପାଣ୍ଡିଆନଙ୍କ ପ୍ରଚାର ,ବିଜେପିକୁ କଲେ ଟାର୍ଗେଟ
ପଦ୍ମପୁରରେ ବିଜେଡି ପ୍ରାର୍ଥୀଙ୍କ ଭିକେ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର । ଜନସଭାକୁ ସମ୍ବୋଧିତ କରି ପାଣ୍ଡିଆନ କହିଛନ୍ତି, ଏତେ ସଂଖ୍ୟାରେ ଜନସମାବେଶ ଦେଖି ବିରୋଧୀ ଦଳର ସାଂସଦ ପ୍ରାର୍ଥୀଙ୍କ ନିନ୍ଦ ଭାଙ୍ଗିଯାଇଛି । ପଦ୍ମପୁରରେ ବିକାଶ ମୂଳକ କାମର ହିସାବ ଦେବା ସହ ବିରୋଧୀଙ୍କୁ ଟାର୍ଗେଟ…
ପ୍ରେସ୍ମିଟ୍ ଡକାଇଲେ କାର୍ତ୍ତିକ ପାଣ୍ଡିଆନ୍
ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ରହିଛି। ଗୋଟିଏ ପଟେ ଭାଜପାର ହେଭିଓ୍ବେଟ୍ ନେତା ଓଡ଼ିଶାରେ ଘନ ଘନ ପ୍ରଚାର କରୁଥିବାବେଳେ ବିଜେଡି ମଧ୍ୟ ତାର ଷ୍ଟାର କ୍ୟାମ୍ପେନର୍ଙ୍କ ସହ ପ୍ରଚାର ଜୋରଦାର କରିଛି। ବିଜେଡିର ପ୍ରଚାର ମଙ୍ଗ ଏଥର ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ…