Trending
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
Browsing Category
Public
Public related news information updates will be here
ପ୍ରସିଦ୍ଧ ଝୁମର ଗୀତିକାର ସୌରୀନ୍ଦ୍ର ମହାନ୍ତଙ୍କର ପରଲୋକ
ବାରିପଦା: ମୟୂରଭଞ୍ଜ ଜିଲ୍ଲାର ପ୍ରସିଦ୍ଧ ଝୁମର ଗୀତିକାର ସୌରୀନ୍ଦ୍ର ମହାନ୍ତଙ୍କର ପରଲୋକ ହୋଇଯାଇଛି। ଗତକାଲି ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ପରିବାର ଲୋକ ବାରିପଦାର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ହେଲେ ସ୍ବାସ୍ଥ୍ୟାବସ୍ଥାରେ କୌଣସି ଉନ୍ନତି ନ ହେବାରୁ ତାଙ୍କୁ…
ବିଶ୍ୱସ୍ତରରେ ପ୍ରଶଂସା ପାଉଛି ମୟୂରଭଞ୍ଜ ଜିଲ୍ଲା
ବିଶ୍ୱର ସମ୍ମାନ ଜନକ ଟାଇମ୍ ମାଗାଜିନରେ ମୟୂରଭଞ୍ଜ ଜିଲ୍ଲାକୁ ଢ଼େର ପ୍ରଶଂସା କରାଯାଇଛି। ‘ଟାଇମ’ ମାଗାଜିନରେ ପ୍ରକାଶିତ ବିଶ୍ୱର ସର୍ବୋକୃଷ୍ଟ ସ୍ଥାନ-୨୦୨୩ ତାଲିକାରେ ମୟୂରଭଞ୍ଜ ଜିଲ୍ଲା ସ୍ଥାନ ପାଇଥିବାରୁ ଏବେ ତାହା ଉପରେ ସାରା ଦେଶରେ ଚର୍ଚା ହେଉଛି । ଟାଇମ୍ ମାଗାଜିନ ଅନୁସାରେ…
ଡ୍ରାଇଭରଙ୍କ ଆନ୍ଦୋଳନ ପ୍ରତ୍ୟାହୃତ
ଭୁବନେଶ୍ୱର: ଡ୍ରାଇଭରଙ୍କ ଆନ୍ଦୋଳନ ପ୍ରତ୍ୟାହୃତ । ଆନ୍ଦୋଳନ ପ୍ରତ୍ୟାହୃତ କଲା ଡ୍ରାଇଭର ମହାସଂଘ । ଡ୍ରାଇଭର ମହାସଂଘ ସଭାପତି ପ୍ରଶାନ୍ତ ମେଣ୍ଡୁଲି । ଡ୍ରାଇଭର ଆନ୍ଦୋଳନ ତୃତୀୟ ଦିନରେ ପହଞ୍ଚିଛି । ହକ୍ ଓ ସମ୍ମାନ ପାଇଁ ଡ୍ରାଇଭର ସଂଘ କରିଥିବା ଆନ୍ଦୋଳନ ସଫଳ ହୋଇଛି । ଜନସାଧାରଣ ମଧ୍ୟ…
ରାଜ୍ୟରେ ୧୪ଟି ସାମୁଦ୍ରିକ ବନ୍ଦର ପାଇଁ ସ୍ଥାନ ନିରୂପଣ
ବର୍ତମାନ ରାଜ୍ୟରେ କୌଣସି ଅନ୍ତର୍ଜାତୀୟ ଜଳପଥ ବନ୍ଦର ନାହିଁ । ୧୪ଟି ସାମୁଦ୍ରିକ ବନ୍ଦର ପାଇଁ ସ୍ଥାନ ନିରୂପଣ ହୋଇଛି । ଏଥିରୁ ଧାମରା ଓ ଗୋପାଳପୁର ଠାରୁ ଦୁଇଟି ଅଣବୃହତ ବନ୍ଦର କାର୍ଯ୍ୟକ୍ଷମ ଅଛି । ସୁବର୍ଣ୍ଣରେଖା ଓ ଅସ୍ତରଙ୍ଗ ମୁହାଣରେ ବନ୍ଦର କାମ ଚାଲିଛି । ବାକି ୧୦ରୁ ବାଲେଶ୍ୱର…
ଡ୍ରାଇଭରଙ୍କ ସମସ୍ୟାର ସମାଧାନ ପାଇଁ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଡ୍ରାଇଭରଙ୍କ ଷ୍ଟ୍ରିୟରିଂ ଛାଡ଼ ଆନ୍ଦୋଳନ ଜାରି ରହିଛି । ଦିନ ରାତି ଆନ୍ଦୋଳନ ଯୋଗୁ ଜନଜୀବନ ପ୍ରଭାବିତ ହୋଇଛି । ତେବେ ଡ୍ରାଇଭରଙ୍କ ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଡ୍ରାଇଭର ବନ୍ଧୁମାନଙ୍କର ଦାବିକୁ…
‘ଜାତୀୟ ପୁରୁଷ କମିସନ’ ଗଠନ ଦାବିରେ ସୁପ୍ରିମକୋର୍ଟରେ ଏକ ଆବେଦନ ଦାଖଲ
‘ଜାତୀୟ ପୁରୁଷ କମିସନ’ ଗଠନ ଦାବିରେ ସୁପ୍ରିମକୋର୍ଟରେ ଏକ ଆବେଦନ ଦାଖଲ କରିଛନ୍ତି ଆଇନଜୀବୀ ମହେଶ କୁମାର ତିୱାରୀ । ୨୦୨୧ ଏନ୍ସିଆରବି ତଥ୍ୟ ଦର୍ଶାଇ ତିୱାରୀ ଆବେଦନରେ ଉଲ୍ଲେଖ କରିଛନ୍ତି ଯେ, ଏହି ବର୍ଷ ଦେଶରେ ୧, ୬୪,୦୩୩ ଆତ୍ମହତ୍ୟା ହୋଇଥିଲା। ଏଥିମଧ୍ୟରୁ ୮୧,୦୬୩ ଜଣ ବିବାହିତ ପୁରୁଷ…
ଅନଲାଇନ ଅଟୋ ଚାଳକ ସଂଘର ଆନ୍ଦୋଳନ
ବ୍ଲକ୍, ପଞ୍ଚାୟତଠାରୁ ଆରମ୍ଭ କରି ରାଜରାସ୍ତା ସବୁଠି ଡ୍ରାଇଭରମାନେ ଏକାଠି ହୋଇ ପ୍ରତିବାଦ ଚଳାଇଛନ୍ତି । ଅଧିକାଂଶ ସ୍ଥାନରେ ଚାଳକମାନେ ଶୋଭାଯାତ୍ରା କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ଅତ୍ୟାବଶ୍ୟକ ସେବାକୁ ବାଦ୍ ଦେଇ ରାସ୍ତାରେ ବ୍ୟବସାୟିକ ଯାନବାହାନ ଚଳାଚଳକୁ ବିରୋଧ କରାଯାଇଛି ।…
ଜଗବନ୍ଧୁଙ୍କୁ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ
ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ ମାମଲାରେ ବନ୍ଧା ହୋଇଥିବା ତାଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କୁ ମିଳିଛି ସାମାନ୍ୟ ଆଶ୍ୱସ୍ତି। ଜଗବନ୍ଧୁଙ୍କୁ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ। ତେବେ ଏବେ ସେ ଜେଲ୍ରୁ ବାହାରିବା ନେଇ କୌଣସି ସୂଚନା ନାହିଁ। କାରଣ ହନିଟ୍ରାପ୍ କୁଇନ୍ ଅର୍ଚ୍ଚନାଙ୍କ…
ଆନ୍ଦୋଳନ ପାଇଁ ଶିକ୍ଷକଙ୍କୁ ଗାନ୍ଧୀମାର୍ଗ ମନା
ଶିକ୍ଷକଙ୍କୁ ଆନ୍ଦୋଳନ ପାଇଁ ଗାନ୍ଧୀମାର୍ଗ ମନା । ଦେଢଲକ୍ଷ ଶିକ୍ଷକ ଶିକ୍ଷୟିତ୍ରୀ ଆନ୍ଦୋଳନ ଡାକରା ଦେଇ ରାଜଧାନୀରେ ପହଞ୍ଚିଥିବା ବେଳେ ପୋଲିସ ଅନୁମତି ମିଳିନାହିଁ । ଆନ୍ଦୋଳନ ପାଇଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ସମୁହ ଛୁଟି ନେଇ ଶିକ୍ଷକ-ଶିକ୍ଷୟିତ୍ରୀ ରାଜଧାନୀ ପହଞ୍ଚି ସାରିଥିଲେ ।ତିନି ଦଫା…
ଷ୍ଟିଅରିଂ ଛାଡ ଆନ୍ଦୋଳନ କରୁଛନ୍ତି ଡ୍ରାଇଭର
ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନ୍ଦୋଳନ । ୧୦ ଦଫା ଦାବିକୁ ରାଜ୍ୟ ସରକାର ପୂରଣ କରିନଥିବାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଷ୍ଟିଅରିଂ ଛାଡ ଆନ୍ଦୋଳନ କରୁଛନ୍ତି ଡ୍ରାଇଭର । ସକାଳୁ ସକାଳୁ ବିଭିନ୍ନ ସ୍ଥାନରେ ଡ୍ରାଇଭରଙ୍କ ପ୍ରତିବାଦ ଦେଖିବାକୁ ମିଳିଛି । ଭୁବନେଶ୍ୱର ତମାଣ୍ଡୋରେ ଏକାଠି ହୋଇଛନ୍ତି…