Trending
- ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ
- ୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
- ଆଜି ଓଡିଶା ଆସିବେ ପି.କେ. ମିଶ୍ର
Browsing Category
Public
Public related news information updates will be here
ମନ୍ତ୍ରୀ ନବଦାସଙ୍କ ହତ୍ୟା ମାମଲାରେ ରାତି ଅଧିଆ କ୍ରାଇମବ୍ରାଞ୍ଚର ଛାନଭିନ୍
ଝାରସୁଗୁଡ଼ା : ଝାରସୁଗୁଡାରେ ମନ୍ତ୍ରୀ ନବଦାସଙ୍କ ହତ୍ୟା ମାମଲା । ରାତି ଅଧିଆ କ୍ରାଇମବ୍ରାଞ୍ଚର ଛାନଭିନ୍ । ଗତକାଲି ଦିନ ତମାମ କ୍ରାଇମବ୍ରାଞ୍ଚର ଛାନଭିନ ପରେ କ୍ରାଇମବ୍ରାଞ୍ଚର କିଛି ସୁରାଗ ପାଇ ଝାରସୁଗୁଡା ବିମାନ ବନ୍ଦର ଥାନାରେ ସ୍ବରେଜ ଟ୍ୟାଙ୍କରେ ଚାଲିଛି ଖୋଳାଖୋଳି । ତେବେ ଅଭିଯୁକ୍ତ…
ଆଜିଠୁ ରାଜ୍ୟରେ ଶୀତ ଅନୁଭୂତ ହେବ
ଭୁବନେଶ୍ବର: ଆଜିଠୁ ରାଜ୍ୟରେ ଶୀତ ଅନୁଭୂତ ହେବ। ପାରଦ ପାଖାପାଖି ୨ରୁ ୪ଡିଗ୍ରି ଯାଏ ଖସିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଗତ ରାତିରେ ସେମିଳିଗୁଡ଼ାଠାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୧.୬ ଡିଗ୍ରି ରେକର୍ଡ ହୋଇଥିବା ବେଳେ ବୌଦ୍ଧରେ ୧୩.୫ଡିଗ୍ରି ଓ…
ଆସନ୍ତା ଫେବ୍ରୁଆରି ୧ରୁ ୩ ତାରିଖ ପର୍ଯ୍ୟନ୍ତ ପଦୋନ୍ନତି ଅଦାଲତ ଆୟୋଜନ ହେବ
ଭୁବନେଶ୍ବର: ଆସନ୍ତା ଫେବ୍ରୁଆରି ୧ରୁ ୩ ତାରିଖ ପର୍ଯ୍ୟନ୍ତ ପଦୋନ୍ନତି ଅଦାଲତ ଆୟୋଜନ ହେବ। ୨୦୨୨ ଡିସେମ୍ବର ୩୧ ତାରିଖ ସୁଦ୍ଧା ଯେଉଁ ସରକାରୀ କର୍ମଚାରୀମାନେ ପଦୋନ୍ନତି ପାଇପାରିଥାନ୍ତେ କିନ୍ତୁ ପାଇନାହାନ୍ତି ସେସବୁ ପଦୋନ୍ନତି ପ୍ରସଙ୍ଗଗୁଡ଼ିକ ପଦୋନ୍ନତି ଅଦାଲତରେ ବିଚାରକୁ ନିଆଯିବ।…
ଝାରୁସୁଗୁଡାର ଗାନ୍ଧୀ ଛକରେ କ୍ରାଇମବ୍ରାଂଚ ଟିମ
ଝାରୁସୁଗୁଡାର ଗାନ୍ଧୀ ଛକରେ କ୍ରାଇମବ୍ରାଂଚ ଟିମ । ତଦନ୍ତ ଚାଳିଛି । ସେପଟେ ବିଜେପି କହିଛି ଏହି ଘଟଣାର ସିବିଆଇ ତଦନ୍ତ କରାଯାଉ । ଘଟଣାରେ ବଡ଼ ରହସ୍ୟ ଥିବା କହିଛି ବିଜେପି । ଜେଲ ଗଲେ ନବ ଦାସ ହତ୍ୟାକାଣ୍ଡର ଅଭିଯୁକ୍ତ ଗୋପାଳ ଦାସ । ଗୋପାଳ ଦାସଙ୍କୁ ଝାରୁସୁଗୁଡାର ଜେଏମଏଫସି କୋର୍ଟରେ…
ଆଇନ ପରୀକ୍ଷା ଦେବେ ବ୍ଲାକମେଲର ଅର୍ଚ୍ଚନା ନାଗ
ଆଇନ ପରୀକ୍ଷା ଦେବେ ବ୍ଲାକମେଲର ଅର୍ଚ୍ଚନା ନାଗ । ଆଜି ଆଇନ ପରୀକ୍ଷା ଦେବେ ଚର୍ଚ୍ଚିତ ବ୍ଲାକମେଲର କ୍ୱିଇନ ଅର୍ଚ୍ଚନା ନାଗ । କ୍ୟାପିଟାଲ ଲ’ କଲେଜ ପକ୍ଷରୁ ଏନେଇ ପରୀକ୍ଷା ତାରିଖ ଧାର୍ଯ୍ୟ କରାଯାଇଛି । ଜାନୁଆରୀ ୩୧ ତାରିଖରୁ ପରୀକ୍ଷା ଆରମ୍ଭ ହୋଇ ଫେବ୍ରୁଆରୀ ୧୭ ତାରିଖ ପର୍ଯ୍ୟନ୍ତ ଚାଲିବ…
ସଂସଦର ବଜେଟ ଅଧିବେଶନ ଆଜିଠାରୁ
ନୂଆଦିଲ୍ଲୀ: ସଂସଦର ବଜେଟ ଅଧିବେଶନ ଆଜିଠାରୁ । ଆସନ୍ତାକାଲି ଆସିବ ସାଧାରଣ ବଜେଟ । ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ କେନ୍ଦ୍ର ସରକାରଙ୍କ ପୂର୍ଣ୍ଣକାଳୀନ ବଜେଟ ଅନେକ ଦୃଷ୍ଟିରୁ ଗୁରୁତ୍ବପୂର୍ଣ୍ଣ ହୋଇଛି । ଆଜି ସେଣ୍ଟ୍ରାଲ ହଲରେ ଉଭୟ ସଦନର ମିଳିତ ଅଧିବେଶନରେ ଉଦବୋଧନ ଦେଇଛନ୍ତି…
ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଓ ବୋର୍ଡରେ ନିଯୁକ୍ତ ହୋଇଛନ୍ତି ଉପଦେଷ୍ଟା
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଓ ବୋର୍ଡରେ ନିଯୁକ୍ତ ହୋଇଛନ୍ତି ଉପଦେଷ୍ଟା । ସୁରେନ୍ଦ୍ର ପ୍ରଧାନଙ୍କୁ ରାଜ୍ୟ କୃଷି ବିପଣନ ବୋର୍ଡର ଉପଦେଷ୍ଟା ଭାବେ ନିଯୁକ୍ତ କରାଯାଇଥିବାବେଳେ ଅନୁଭବ ପଟ୍ଟନାୟକଙ୍କୁ ଇଲୋକ୍ଟ୍ରୋନିକ୍ସ ଓ ଆଇଟି ବିଭାଗର ଉପଦେଷ୍ଟା ଭାବେ ନିଯୁକ୍ତି ମିଳିଛି ।…
ଶୀତ ଅପେକ୍ଷାକୃତ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି
ଭୁବନେଶ୍ବର : ରାଜ୍ୟରେ ଏବେ ଦିନ ତାପମାତ୍ରା ଅଧିକ ରହିଥିବା ବେଳେ ରାତିରେ ବିଶେଷ ଶୀତ ନାହିଁ। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ତାପମାତ୍ରା ଜାରି ରହିବ। ଏହା ପରବର୍ତୀ ସମୟରେ ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ତଳକୁ ଖସିବ। ଫଳରେ ଶୀତ ଅପେକ୍ଷାକୃତ ବଢ଼ିବ ବୋଲି ଆଞ୍ଚଳିକ…
ହିମାଳୟ ଅଞ୍ଚଳକୁ ପରିବେଶ-ସମ୍ବେଦନଶୀଳ ଅଞ୍ଚଳ ଘୋଷଣା କରିବାକୁ ଦାବି
ଉତ୍ତରାଖଣ୍ଡର ଶୈଳସହର ଯୋଶୀମଠ ଦବୁଛି ଏବଂ ଲୋକଙ୍କ ସ୍ଥାନାନ୍ତର ପ୍ରକ୍ରିୟା ଜାରି ରହିଛି। ଯୋଶୀମଠର ଆଖପାଖ ଅଞ୍ଚଳରେ ନିର୍ମାଣ କାର୍ୟ୍ୟକୁ ବନ୍ଦ କରିଦିଆଯାଇଛି ଏବଂ ଯେଉଁସବୁ କୋଠାରେ ବଡ଼ବଡ଼ ଫାଟ ସୃଷ୍ଟି ହୋଇଛି, ସେଗୁଡ଼ିକୁ ଭଙ୍ଗାଯିବ ବୋଲି ନାଲି ଚିହ୍ନିତ କରାଯାଇଛି। କିନ୍ତୁ…
ମୋଦୀ ସରକାର ମୋଗଲ ଗାର୍ଡେନର ନାମକୁ ହଟାଇ ଅମୃତ ଉଦ୍ୟାନ ରଖିଛନ୍ତି
ରାଷ୍ଟ୍ରପତି ଭବନ ପରିସରରେ ଥିବା ପ୍ରସିଦ୍ଧ ମୋଗଲ ଗାର୍ଡେନର ନାମ ପରିବର୍ତନ କରାଯାଇଛି । ମୋଦୀ ସରକାର ମୋଗଲ ଗାର୍ଡେନର ନାମକୁ ହଟାଇ ଅମୃତ ଉଦ୍ୟାନ ରଖିଛନ୍ତି । ଏଣିକି ରାଷ୍ଟ୍ରପତି ଭବନ ପରିସରରେ ଥିବା ଏହି ଉଦ୍ୟାନକୁ ଲୋକେ ଅମୃତ ଉଦ୍ୟାନ ନାଁରେ ଜାଣିବେ । ଶନିବାର ରାଷ୍ଟ୍ରପତିଙ୍କ…