Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Public
Public related news information updates will be here
ଶୁଭଶ୍ରୀଙ୍କୁ ନ୍ୟାୟ ପାଇଁ ମାମଲା ଦାୟର କଲେ ତାଙ୍କ ବାପା
ଯୋଡ଼ା : ଡାକ୍ତର ଶୁଭଶ୍ରୀ କରଙ୍କ ସନ୍ଦେହଜନକ ମୃତ୍ୟୁର ତଦନ୍ତ ସହ ନ୍ୟାୟ ପାଇଁ ଗୁହାରି କରିଛନ୍ତି ତାଙ୍କ ବାପା । ତାଙ୍କ ଝିଅଙ୍କୁ ହତ୍ୟା କରାଯାଇଥିବା ସେ ଅଭିଯୋଗ କରିଛନ୍ତି । ଏପରିକି ଶୁଭଶ୍ରୀଙ୍କ କୋଠରିରୁ କୌଣସି ମଦ ବୋତଲ ମଧ୍ୟ ଜବତ କରାଯାଇ ନାହିଁ। କିନ୍ତୁ, ତାଙ୍କ ଶରୀରରେ…
ଆଜି ଗୁରୁତ୍ବପୂର୍ଣ୍ଣ ରାଜ୍ୟ କ୍ୟାବିନେଟ ବୈଠକ
ଭୁବନେଶ୍ୱର: ଆଗକୁ ଆସୁଛି ବଜେଟ ଅଧିବେଶନ । ତାହା ପୂର୍ବରୁ ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଦିନ ୧୧ଟା ୧୫ ମିନିଟରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ବସିବ । ଏଥିରେ ୧୩ରୁ ଅଧିକ ଏଜେଣ୍ଡା ଉପରେ ଆଲୋଚନା ହେବ । ବିଶେଷକରି ଗ୍ରାମ୍ୟ…
ବିମାନବନ୍ଦରରେ ବିଜୁ ବାବୁଙ୍କ ଡାକୋଟା, ବିମାନକୁ ନେଇ ଉତ୍ସାହ, ଚର୍ଚା
ଭୁବନେଶ୍ବର: ବହୁ ବାଦ ବିବାଦ ଚର୍ଚା ପରେ ଓଡ଼ିଶାକୁ ଆସିଛି ବିଜୁ ବାବୁଙ୍କ ଡାକୋଟା ବିମାନ । ବହୁ ଦିନର ପ୍ରତିକ୍ଷାର ଅନ୍ତ ଘଟିବା ପରେ ବିମାନଟି କୋଲକତାରୁ ଆସି ଭୁବନେଶ୍ବର ବିମାନ ବନ୍ଦରରେ ପହଁଚିଛି । କେବଳ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ନେଇ ଖୁସି ପ୍ରକଟ କରିଛନ୍ତି ତା…
ଆଇଭିଏଫ୍ ପାଇଁ ନିୟମ କୋହଳ, ୧୨ ସଂସ୍ଥାକୁ ଅନୁମୋଦନ
ଭୁବନେଶ୍ବର : ଦିନକୁ ଦିନ ସହଜ ହେଉଛି ସରୋଗାସି ମାଧ୍ୟମରେ ସନ୍ତାନ ଲାଭ କରିବା । ନିଃସନ୍ତାନମାନଙ୍କୁ ସରୋଗାସି ପାଇଁ ଓଡ଼ିଶାର ଲୋକଙ୍କୁ ଆଉ ହଇରାଣ ହେବାକୁ ପଡିବ ନାହିଁ । କୋଲକାତା କିମ୍ବା ଛତିଶଗଡ଼ ଭଳି ସହର ଉପରେ ନିର୍ଭର କରିବାକୁ ପଡିବ ନାହିଁ । ରାଜ୍ୟରେ ଖୁବ୍ ଶୀଘ୍ର…
ତିନିଟି ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା
ନୂଆଦିଲ୍ଲୀ: ୩ଟି ଉତ୍ତର-ପୂର୍ବ ରାଜ୍ୟ ତ୍ରିପୁରା, ନାଗାଲାଣ୍ଡ ଓ ମେଘାଳୟ ପାଇଁ ନିର୍ବାଚନୀ ତାରିଖ ଘୋଷଣା ହୋଇଛି । ଏହି ୩ଟି ରାଜ୍ୟର ବିଧାନସଭା ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିସନ । ତ୍ରିପୁରାରେ ଫେବ୍ରୁଆରି ୧୬ ରେ ଏବଂ ନାଗାଲାଣ୍ଡ,ମେଘାଳୟରେ ଫେବ୍ରୁଆରି ୨୭ରେ…
କେନ୍ଦ୍ର କ୍ୟାବିନେଟ୍ ବୈଠକ
ନୂଆଦିଲ୍ଲୀ: ଆଜି ଦିଲ୍ଲୀରେ ବସିବ କେନ୍ଦ୍ର କ୍ୟାବିନେଟ୍ ବୈଠକ। ଏହି ବୈଠକ ଅତ୍ୟନ୍ତ ଗୁରୁତ୍ୱୂପର୍ଣ୍ଣ ବୋଲି କୁହାଯାଉଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବଡ଼ ନିଷ୍ପତ୍ତି ନେଇପାରନ୍ତି। ଭାରତୀୟ ଜନତା ପାର୍ଟିର ଦୁଇ ଦିନିଆ ଜାତୀୟ କାର୍ଯ୍ୟକାରିଣୀ ବୈଠକରେ ଜେପି ନାଡ୍ଡାଙ୍କ…
ରାଜଧାନୀର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ୨ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ
ଭୁବନେଶ୍ୱରର ପଟିଆ ରେଳଷ୍ଟେସନରେ ଦୁଇ ନାବାଳିକାଙ୍କୁ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି । ଗଣଦୁଷ୍କର୍ମର ଶିକାର ହୋଇଥିବା ଦୁଇଜଣ ନାବାଳିକାଙ୍କ ଅଭିଯୋଗ ଅନୁସାରେ, ଏମାନେ ପଟିଆ ଅଞ୍ଚଳରେ ରହୁନ୍ତି । ସୋମବାର ସନ୍ଧ୍ୟାରେ ପଟିଆ ରେଳଷ୍ଟେସନ ଯାଇଥିବାବେଳେ ଦୁଇଜଣ ଯୁବକ ସେମାନଙ୍କୁ ଅପହରଣ…
ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହଜାର ହଜାର ଅଯୋଗ୍ୟ ହିତାଧିକାରୀ!
ଭୁବନେଶ୍ବର: ଆବାସ ଯୋଜନାରେ ହିତାଧିକାରୀଙ୍କ ନାମ ପ୍ରକାଶ ପାଇଛି । ତେବେ ଏଥିରେ ହଜାର ହଜାର ଅଯୋଗ୍ୟ ହିତାଧିକାରୀଙ୍କ ନାମ ରହିଥିବା ଅଭିଯୋଗ ହୋଇଛି ।ପ୍ରତ୍ୟେକ ଜିଲ୍ଲାରେ ଏପରି ଅଭିଯୋଗ ଆସିଛି । ଫନିରେ ବି ଅନେକ ଲୋକଙ୍କ ଘର ଭାଙ୍ଗିଥିଲା ବେଳେ କିନ୍ତୁ ତାଲିକାରେ କାହା ନାମ ନଥିବା…
ରାଜ୍ୟ ହିତାଧିକାରୀଙ୍କୁ ମିଳିବ ଆବାସ ଘର
ଭୁବନେଶ୍ୱର: ବହୁ ବାଦବିବାଦ ପରେ ରାଜ୍ୟ ହିତାଧିକାରୀଙ୍କୁ ମିଳିବ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର। ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ)ରେ ୮.୧୭ ଲକ୍ଷ ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସ୍ୱତନ୍ତ୍ରରେ ୧.୪୨ ଲକ୍ଷ ଘର ହିତାଧିକାରୀଙ୍କୁ ମିଳିବ। ଏନେଇ ଆଜିଠାରୁ ଚୂଡ଼ାନ୍ତ ପ୍ରକ୍ରିୟା…
ସୁରକ୍ଷିତ ଅଛନ୍ତି ପାରାଦୀପ ସମୁଦ୍ରରେ ନିଖୋଜ ଥିବା ସମସ୍ତ ମତ୍ସ୍ୟଜୀବୀ
ସୁରକ୍ଷିତ ଅଛନ୍ତି ପାରାଦୀପ ସମୁଦ୍ରରେ ନିଖୋଜ ଥିବା ସମସ୍ତ ମତ୍ସ୍ୟଜୀବୀ । ଏନେଇ ସୂଚନା ଦେଇଛନ୍ତି ସାମୁଦ୍ରିକ ମତ୍ସ୍ୟ ଉତ୍ପାଦକ ସଂଘର ସଭାପତି ଶ୍ରୀକାନ୍ତ ପରିଡା । ୮ ତାରିଖରେ ଓଏନଜିସିର ସର୍ଭେ କାମରେ ୧୩ ଜଣ ମତ୍ସ୍ୟଜୀବୀ ନିୟୋଜିତ ଥିଲେ । ୧୦ ତାରିଖରୁ ଏମାନଙ୍କ ସହ ଯୋଗାଯୋଗ ବିଚ୍ଛିନ୍ନ…