Trending
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
Browsing Category
Public
Public related news information updates will be here
ଶୁଭଶ୍ରୀଙ୍କୁ ନ୍ୟାୟ ପାଇଁ ମାମଲା ଦାୟର କଲେ ତାଙ୍କ ବାପା
ଯୋଡ଼ା : ଡାକ୍ତର ଶୁଭଶ୍ରୀ କରଙ୍କ ସନ୍ଦେହଜନକ ମୃତ୍ୟୁର ତଦନ୍ତ ସହ ନ୍ୟାୟ ପାଇଁ ଗୁହାରି କରିଛନ୍ତି ତାଙ୍କ ବାପା । ତାଙ୍କ ଝିଅଙ୍କୁ ହତ୍ୟା କରାଯାଇଥିବା ସେ ଅଭିଯୋଗ କରିଛନ୍ତି । ଏପରିକି ଶୁଭଶ୍ରୀଙ୍କ କୋଠରିରୁ କୌଣସି ମଦ ବୋତଲ ମଧ୍ୟ ଜବତ କରାଯାଇ ନାହିଁ। କିନ୍ତୁ, ତାଙ୍କ ଶରୀରରେ…
ଆଜି ଗୁରୁତ୍ବପୂର୍ଣ୍ଣ ରାଜ୍ୟ କ୍ୟାବିନେଟ ବୈଠକ
ଭୁବନେଶ୍ୱର: ଆଗକୁ ଆସୁଛି ବଜେଟ ଅଧିବେଶନ । ତାହା ପୂର୍ବରୁ ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଦିନ ୧୧ଟା ୧୫ ମିନିଟରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ବସିବ । ଏଥିରେ ୧୩ରୁ ଅଧିକ ଏଜେଣ୍ଡା ଉପରେ ଆଲୋଚନା ହେବ । ବିଶେଷକରି ଗ୍ରାମ୍ୟ…
ବିମାନବନ୍ଦରରେ ବିଜୁ ବାବୁଙ୍କ ଡାକୋଟା, ବିମାନକୁ ନେଇ ଉତ୍ସାହ, ଚର୍ଚା
ଭୁବନେଶ୍ବର: ବହୁ ବାଦ ବିବାଦ ଚର୍ଚା ପରେ ଓଡ଼ିଶାକୁ ଆସିଛି ବିଜୁ ବାବୁଙ୍କ ଡାକୋଟା ବିମାନ । ବହୁ ଦିନର ପ୍ରତିକ୍ଷାର ଅନ୍ତ ଘଟିବା ପରେ ବିମାନଟି କୋଲକତାରୁ ଆସି ଭୁବନେଶ୍ବର ବିମାନ ବନ୍ଦରରେ ପହଁଚିଛି । କେବଳ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ନେଇ ଖୁସି ପ୍ରକଟ କରିଛନ୍ତି ତା…
ଆଇଭିଏଫ୍ ପାଇଁ ନିୟମ କୋହଳ, ୧୨ ସଂସ୍ଥାକୁ ଅନୁମୋଦନ
ଭୁବନେଶ୍ବର : ଦିନକୁ ଦିନ ସହଜ ହେଉଛି ସରୋଗାସି ମାଧ୍ୟମରେ ସନ୍ତାନ ଲାଭ କରିବା । ନିଃସନ୍ତାନମାନଙ୍କୁ ସରୋଗାସି ପାଇଁ ଓଡ଼ିଶାର ଲୋକଙ୍କୁ ଆଉ ହଇରାଣ ହେବାକୁ ପଡିବ ନାହିଁ । କୋଲକାତା କିମ୍ବା ଛତିଶଗଡ଼ ଭଳି ସହର ଉପରେ ନିର୍ଭର କରିବାକୁ ପଡିବ ନାହିଁ । ରାଜ୍ୟରେ ଖୁବ୍ ଶୀଘ୍ର…
ତିନିଟି ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା
ନୂଆଦିଲ୍ଲୀ: ୩ଟି ଉତ୍ତର-ପୂର୍ବ ରାଜ୍ୟ ତ୍ରିପୁରା, ନାଗାଲାଣ୍ଡ ଓ ମେଘାଳୟ ପାଇଁ ନିର୍ବାଚନୀ ତାରିଖ ଘୋଷଣା ହୋଇଛି । ଏହି ୩ଟି ରାଜ୍ୟର ବିଧାନସଭା ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିସନ । ତ୍ରିପୁରାରେ ଫେବ୍ରୁଆରି ୧୬ ରେ ଏବଂ ନାଗାଲାଣ୍ଡ,ମେଘାଳୟରେ ଫେବ୍ରୁଆରି ୨୭ରେ…
କେନ୍ଦ୍ର କ୍ୟାବିନେଟ୍ ବୈଠକ
ନୂଆଦିଲ୍ଲୀ: ଆଜି ଦିଲ୍ଲୀରେ ବସିବ କେନ୍ଦ୍ର କ୍ୟାବିନେଟ୍ ବୈଠକ। ଏହି ବୈଠକ ଅତ୍ୟନ୍ତ ଗୁରୁତ୍ୱୂପର୍ଣ୍ଣ ବୋଲି କୁହାଯାଉଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବଡ଼ ନିଷ୍ପତ୍ତି ନେଇପାରନ୍ତି। ଭାରତୀୟ ଜନତା ପାର୍ଟିର ଦୁଇ ଦିନିଆ ଜାତୀୟ କାର୍ଯ୍ୟକାରିଣୀ ବୈଠକରେ ଜେପି ନାଡ୍ଡାଙ୍କ…
ରାଜଧାନୀର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ୨ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ
ଭୁବନେଶ୍ୱରର ପଟିଆ ରେଳଷ୍ଟେସନରେ ଦୁଇ ନାବାଳିକାଙ୍କୁ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି । ଗଣଦୁଷ୍କର୍ମର ଶିକାର ହୋଇଥିବା ଦୁଇଜଣ ନାବାଳିକାଙ୍କ ଅଭିଯୋଗ ଅନୁସାରେ, ଏମାନେ ପଟିଆ ଅଞ୍ଚଳରେ ରହୁନ୍ତି । ସୋମବାର ସନ୍ଧ୍ୟାରେ ପଟିଆ ରେଳଷ୍ଟେସନ ଯାଇଥିବାବେଳେ ଦୁଇଜଣ ଯୁବକ ସେମାନଙ୍କୁ ଅପହରଣ…
ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହଜାର ହଜାର ଅଯୋଗ୍ୟ ହିତାଧିକାରୀ!
ଭୁବନେଶ୍ବର: ଆବାସ ଯୋଜନାରେ ହିତାଧିକାରୀଙ୍କ ନାମ ପ୍ରକାଶ ପାଇଛି । ତେବେ ଏଥିରେ ହଜାର ହଜାର ଅଯୋଗ୍ୟ ହିତାଧିକାରୀଙ୍କ ନାମ ରହିଥିବା ଅଭିଯୋଗ ହୋଇଛି ।ପ୍ରତ୍ୟେକ ଜିଲ୍ଲାରେ ଏପରି ଅଭିଯୋଗ ଆସିଛି । ଫନିରେ ବି ଅନେକ ଲୋକଙ୍କ ଘର ଭାଙ୍ଗିଥିଲା ବେଳେ କିନ୍ତୁ ତାଲିକାରେ କାହା ନାମ ନଥିବା…
ରାଜ୍ୟ ହିତାଧିକାରୀଙ୍କୁ ମିଳିବ ଆବାସ ଘର
ଭୁବନେଶ୍ୱର: ବହୁ ବାଦବିବାଦ ପରେ ରାଜ୍ୟ ହିତାଧିକାରୀଙ୍କୁ ମିଳିବ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର। ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ)ରେ ୮.୧୭ ଲକ୍ଷ ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସ୍ୱତନ୍ତ୍ରରେ ୧.୪୨ ଲକ୍ଷ ଘର ହିତାଧିକାରୀଙ୍କୁ ମିଳିବ। ଏନେଇ ଆଜିଠାରୁ ଚୂଡ଼ାନ୍ତ ପ୍ରକ୍ରିୟା…
ସୁରକ୍ଷିତ ଅଛନ୍ତି ପାରାଦୀପ ସମୁଦ୍ରରେ ନିଖୋଜ ଥିବା ସମସ୍ତ ମତ୍ସ୍ୟଜୀବୀ
ସୁରକ୍ଷିତ ଅଛନ୍ତି ପାରାଦୀପ ସମୁଦ୍ରରେ ନିଖୋଜ ଥିବା ସମସ୍ତ ମତ୍ସ୍ୟଜୀବୀ । ଏନେଇ ସୂଚନା ଦେଇଛନ୍ତି ସାମୁଦ୍ରିକ ମତ୍ସ୍ୟ ଉତ୍ପାଦକ ସଂଘର ସଭାପତି ଶ୍ରୀକାନ୍ତ ପରିଡା । ୮ ତାରିଖରେ ଓଏନଜିସିର ସର୍ଭେ କାମରେ ୧୩ ଜଣ ମତ୍ସ୍ୟଜୀବୀ ନିୟୋଜିତ ଥିଲେ । ୧୦ ତାରିଖରୁ ଏମାନଙ୍କ ସହ ଯୋଗାଯୋଗ ବିଚ୍ଛିନ୍ନ…