Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Public
Public related news information updates will be here
ବିଶ୍ୱର ଦୀର୍ଘତମ ନଦୀ ବିହାର ‘ଗଙ୍ଗାବିଳାସ’ର ହେବ ଉଦଘାଟନ
ଆଜି ବିଶ୍ୱର ଦୀର୍ଘତମ ନଦୀ ବିହାର ‘ଗଙ୍ଗାବିଳାସ’ର ହେବ ଉଦଘାଟନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାର ଶୁଭାରମ୍ଭ କରିବେ । ବାରଣାସୀରୁ ବାଂଲାଦେଶ ଦେଇ ଆସାମର ଦିବ୍ରୁଗଡ଼ ପର୍ଯ୍ୟନ୍ତ ଚାଲିବ ଏହି ଜଳ ଯାନ । ୫୦ ଦିନରେ ବିଭିନ୍ନ ଐତିହାସିକ ସ୍ଥାନ ବୁଲିବ ଏହି କ୍ରୁଜ୍ ।
ମଶା ପାଇଁ କୋଲକାତା ମଡେଲକୁ ଆପଣାଇବ ବିଏମସି
ଭୁବନେଶ୍ବର: ରାଜଧାନୀରେ ମଶାଙ୍କ ଉତ୍ପାତ ବଢ଼ି ବଢ଼ିଚାଲିଛି । ଯେଉଁଠି ଦେଖିବ ସେଠି କୁଢ଼ କୁଢ଼ ମଶା । ଘର ହେଉ ଅବା ନାଳନର୍ଦ୍ଦମା ସବୁଠି ମଶା ହାଉଯାଉ ହେଉଛନ୍ତି ରାଜଧାନୀ ଭୁବନେଶ୍ବରରେ । ଦିନ ହେଉ ଅବା ରାତି ରାଜଧାନୀବାସୀ ମଶାଙ୍କ କାମୁଡା ଖାଇ ହନ୍ତସନ୍ତ ହେଉଛନ୍ତି । ମଶାଙ୍କ!-->…
ଆଜି ପବିତ୍ର ଜନ୍ମାଷ୍ଟମୀ: ଉତ୍ସବମୁଖର ସାରା ଭାରତ
ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ। ମଥୁରା ଠାରୁ ଆରମ୍ଭ କରି ସାରା ଭାରତରେ ଆଜି ଉତ୍ସବମୁଖର ହୋଇଉଠିଛି । ଅଧର୍ମର ନାଶ କରିବା ପାଇଁ ପ୍ରଭୁ ଶ୍ରୀକୃଷ୍ଣ ଅବତାର ଗ୍ରହଣ କରି ପୃଥିବୀ ପୃଷ୍ଣରେ ଜନ୍ମ ନେଇଥିଲେ । ଦ୍ୱାପରଯୁଗରେ ପ୍ରବଳ!-->…
ପରିବାରବାଦ ଦେଶପାଇଁ ଘାତକ
ସୋମବାର ସାରାଦେଶ ୭୬ ତମ ସ୍ୱାଧୀନତା ଦିବସ ପାଳନ କରୁଛି । ଏହି ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାରାଦେଶକୁ ସମ୍ବୋଧନ କରିଥିଲେ । ତେବେ ଏହି ସମ୍ବୋଧନରେ ପ୍ରଧାନମନ୍ତ୍ରୀ ଭାଇ-ଭାଇ ଏବଂ ପରିବାରବାଦକୁ ନିଶାନା କରିଥିଲେ । ମୋଦୀ କହିଥିଲେ, ପରିବାରବାଦ ଦେଶପାଇଁ ଘାତକ!-->…
ବନ୍ଦ ହେବ ବେବି ପାଉଡର ବିକ୍ରି
ଜନସନ୍ ଆଣ୍ଡ ଜନସନ୍ କଂପାନି ଆସନ୍ତାବର୍ଷ ବେବି ପାଉଡର ବିକ୍ରିକୁ ବନ୍ଦ କରିବାକୁ ଯାଉଛି । ଏହାକୁ ନେଇ ବର୍ତ୍ତମାନ ଭାରତୀୟ ବଜାରରେ ଚର୍ଚ୍ଚା ଜୋର ଧରିଛି । ଆମେରୀକାରେ ହୋଇଥିବା ଗ୍ରାହକ ସୁରକ୍ଷା ମାମଲା କାରଣରୁ ଏହି ପ୍ରଡକ୍ଟର ବିକ୍ରିକୁ ବନ୍ଦ କରାଯିବ । କମ୍ପାନୀ ଆହୁରି ମଧ୍ୟ କହିଛି!-->…
୩୧ ଡିସେମ୍ବର ୨୦୨୪ ପର୍ଯ୍ୟନ୍ତ ବଢ଼ିଲା ପ୍ରଧାନମନ୍ତ୍ରୀ ଆବାସ ଯୋଜନା
୩୧ ଡିସେମ୍ବର ୨୦୨୪ ପର୍ଯ୍ୟନ୍ତ ଜାରି ରହିବ ପ୍ରଧାନମନ୍ତ୍ରୀ ଆବାସ ଯୋଜନା - ସହରାଞ୍ଚଳ (ପିଏମଏୱାଇ-ୟୁ) – ‘‘ସମସ୍ତଙ୍କ ପାଇଁ ଆବାସ’’ ଅଭିଯାନ । ଏ ସଂକ୍ରାନ୍ତରେ ଆବାସ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ (ଏମଓଏଚୟୁଏ)ର ପ୍ରସ୍ତାବକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ!-->…
କୃଷକ ପରିବାରରୁ ଉପ ରାଷ୍ଟ୍ରପତି ହେଲେ ଜଗଦୀପ ଧନଖଡ
ଦେଶର ୧୪ ତମ ଉପ ରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି ଜଗଦୀପ ଧନଖଡ । ଆଜି ତାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶପଥ ପାଠ କରାଇଛନ୍ତି ।
https://twitter.com/VPSecretariat/status/1557639130200555520
ଏହି ଶପଥଗ୍ରହଣ ଉତ୍ସବରେ ପୂର୍ବତନ ରାଷ୍ଟ୍ରପତି ରାମନାଥ!-->!-->!-->!-->!-->!-->!-->…
ଆଜି ରାକ୍ଷୀ ପୂର୍ଣ୍ଣିମା
ଆଜି ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ଛୋଟ ପିଲାମାନେ ରାକ୍ଷୀ ବାନ୍ଧିଛନ୍ତି ।
https://twitter.com/ani_digital/status/1557648878450511874
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାକ୍ଷୀପୂର୍ଣ୍ଣିମାରେ ସମସ୍ତଙ୍କୁ ଶୁଭେଚ୍ଛା ଅଭିନନ୍ଦନ ଜଣାଇଛନ୍ତି!-->!-->!-->!-->!-->…
ରାଜଧାନୀ ବୁଲି ଟ୍ରାଫିକ୍ ସମସ୍ୟା ନେଇ ସ୍ଥିତି ଅନୁଧ୍ୟାନ କଲେ ୫ଟି ସଚିବ ପାଣ୍ଡିଆନ
ରାଜଧାନୀ ଭୁବନେଶ୍ୱରର ଲୋକସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଗାଡ଼ି ମୋଟର ସଂଖ୍ୟାରେ ମଧ୍ୟ୍ୟ ବୃଦ୍ଧି ଘଟୁଛି । ଏହା ଦ୍ୱାରା ସହରରେ ଟ୍ରାଫିକ୍ ନିୟନ୍ତ୍ରଣ ଏବେ ଏକ ମୁଖ୍ୟ ସମସ୍ୟା ପାଲଟିଛି। ଭୁବନେଶ୍ୱର ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ!-->…
ଗତକାଲିଠାରୁ ଶ୍ରୀଲିଙ୍ଗରାଜ ଅପୂଜା ଓ ଉପାସ
ଗତକାଲି ଠାରୁ ଶ୍ରୀ ଲିଙ୍ଗରାଜକୁ ଅପୂଜା ଓ ଉପାସ ରଖାଯାଇଛି। ପୂଜା ପଣ୍ଡା ଓ ବଡୁ ନିଯୋଗ ମଧ୍ୟରେ ପଇତା ଲାଗି ନୀତିକୁ ନେଇ ବିବାଦ ଲାଗିଥିବାରୁ ଗତକାଲି ସନ୍ଧ୍ୟା ଧୂପରୁ ନୀତି ବନ୍ଦ ରହିଥିବା ସୂଚନା ରହିଛି। ନୀତି ବିଭ୍ରାଟ ହୋଇଥିବାରୁ ଏପର୍ଯ୍ୟନ୍ତ କିଛି ନୀତି ହୋଇନାହିଁ। ଗତ ବର୍ଷଠାରୁ!-->…