Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Public
Public related news information updates will be here
ବିଶ୍ୱର ଦୀର୍ଘତମ ନଦୀ ବିହାର ‘ଗଙ୍ଗାବିଳାସ’ର ହେବ ଉଦଘାଟନ
ଆଜି ବିଶ୍ୱର ଦୀର୍ଘତମ ନଦୀ ବିହାର ‘ଗଙ୍ଗାବିଳାସ’ର ହେବ ଉଦଘାଟନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାର ଶୁଭାରମ୍ଭ କରିବେ । ବାରଣାସୀରୁ ବାଂଲାଦେଶ ଦେଇ ଆସାମର ଦିବ୍ରୁଗଡ଼ ପର୍ଯ୍ୟନ୍ତ ଚାଲିବ ଏହି ଜଳ ଯାନ । ୫୦ ଦିନରେ ବିଭିନ୍ନ ଐତିହାସିକ ସ୍ଥାନ ବୁଲିବ ଏହି କ୍ରୁଜ୍ ।
ମଶା ପାଇଁ କୋଲକାତା ମଡେଲକୁ ଆପଣାଇବ ବିଏମସି
ଭୁବନେଶ୍ବର: ରାଜଧାନୀରେ ମଶାଙ୍କ ଉତ୍ପାତ ବଢ଼ି ବଢ଼ିଚାଲିଛି । ଯେଉଁଠି ଦେଖିବ ସେଠି କୁଢ଼ କୁଢ଼ ମଶା । ଘର ହେଉ ଅବା ନାଳନର୍ଦ୍ଦମା ସବୁଠି ମଶା ହାଉଯାଉ ହେଉଛନ୍ତି ରାଜଧାନୀ ଭୁବନେଶ୍ବରରେ । ଦିନ ହେଉ ଅବା ରାତି ରାଜଧାନୀବାସୀ ମଶାଙ୍କ କାମୁଡା ଖାଇ ହନ୍ତସନ୍ତ ହେଉଛନ୍ତି । ମଶାଙ୍କ!-->…
ଆଜି ପବିତ୍ର ଜନ୍ମାଷ୍ଟମୀ: ଉତ୍ସବମୁଖର ସାରା ଭାରତ
ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ। ମଥୁରା ଠାରୁ ଆରମ୍ଭ କରି ସାରା ଭାରତରେ ଆଜି ଉତ୍ସବମୁଖର ହୋଇଉଠିଛି । ଅଧର୍ମର ନାଶ କରିବା ପାଇଁ ପ୍ରଭୁ ଶ୍ରୀକୃଷ୍ଣ ଅବତାର ଗ୍ରହଣ କରି ପୃଥିବୀ ପୃଷ୍ଣରେ ଜନ୍ମ ନେଇଥିଲେ । ଦ୍ୱାପରଯୁଗରେ ପ୍ରବଳ!-->…
ପରିବାରବାଦ ଦେଶପାଇଁ ଘାତକ
ସୋମବାର ସାରାଦେଶ ୭୬ ତମ ସ୍ୱାଧୀନତା ଦିବସ ପାଳନ କରୁଛି । ଏହି ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାରାଦେଶକୁ ସମ୍ବୋଧନ କରିଥିଲେ । ତେବେ ଏହି ସମ୍ବୋଧନରେ ପ୍ରଧାନମନ୍ତ୍ରୀ ଭାଇ-ଭାଇ ଏବଂ ପରିବାରବାଦକୁ ନିଶାନା କରିଥିଲେ । ମୋଦୀ କହିଥିଲେ, ପରିବାରବାଦ ଦେଶପାଇଁ ଘାତକ!-->…
ବନ୍ଦ ହେବ ବେବି ପାଉଡର ବିକ୍ରି
ଜନସନ୍ ଆଣ୍ଡ ଜନସନ୍ କଂପାନି ଆସନ୍ତାବର୍ଷ ବେବି ପାଉଡର ବିକ୍ରିକୁ ବନ୍ଦ କରିବାକୁ ଯାଉଛି । ଏହାକୁ ନେଇ ବର୍ତ୍ତମାନ ଭାରତୀୟ ବଜାରରେ ଚର୍ଚ୍ଚା ଜୋର ଧରିଛି । ଆମେରୀକାରେ ହୋଇଥିବା ଗ୍ରାହକ ସୁରକ୍ଷା ମାମଲା କାରଣରୁ ଏହି ପ୍ରଡକ୍ଟର ବିକ୍ରିକୁ ବନ୍ଦ କରାଯିବ । କମ୍ପାନୀ ଆହୁରି ମଧ୍ୟ କହିଛି!-->…
୩୧ ଡିସେମ୍ବର ୨୦୨୪ ପର୍ଯ୍ୟନ୍ତ ବଢ଼ିଲା ପ୍ରଧାନମନ୍ତ୍ରୀ ଆବାସ ଯୋଜନା
୩୧ ଡିସେମ୍ବର ୨୦୨୪ ପର୍ଯ୍ୟନ୍ତ ଜାରି ରହିବ ପ୍ରଧାନମନ୍ତ୍ରୀ ଆବାସ ଯୋଜନା - ସହରାଞ୍ଚଳ (ପିଏମଏୱାଇ-ୟୁ) – ‘‘ସମସ୍ତଙ୍କ ପାଇଁ ଆବାସ’’ ଅଭିଯାନ । ଏ ସଂକ୍ରାନ୍ତରେ ଆବାସ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ (ଏମଓଏଚୟୁଏ)ର ପ୍ରସ୍ତାବକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ!-->…
କୃଷକ ପରିବାରରୁ ଉପ ରାଷ୍ଟ୍ରପତି ହେଲେ ଜଗଦୀପ ଧନଖଡ
ଦେଶର ୧୪ ତମ ଉପ ରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି ଜଗଦୀପ ଧନଖଡ । ଆଜି ତାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶପଥ ପାଠ କରାଇଛନ୍ତି ।
https://twitter.com/VPSecretariat/status/1557639130200555520
ଏହି ଶପଥଗ୍ରହଣ ଉତ୍ସବରେ ପୂର୍ବତନ ରାଷ୍ଟ୍ରପତି ରାମନାଥ!-->!-->!-->!-->!-->!-->!-->…
ଆଜି ରାକ୍ଷୀ ପୂର୍ଣ୍ଣିମା
ଆଜି ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ଛୋଟ ପିଲାମାନେ ରାକ୍ଷୀ ବାନ୍ଧିଛନ୍ତି ।
https://twitter.com/ani_digital/status/1557648878450511874
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାକ୍ଷୀପୂର୍ଣ୍ଣିମାରେ ସମସ୍ତଙ୍କୁ ଶୁଭେଚ୍ଛା ଅଭିନନ୍ଦନ ଜଣାଇଛନ୍ତି!-->!-->!-->!-->!-->…
ରାଜଧାନୀ ବୁଲି ଟ୍ରାଫିକ୍ ସମସ୍ୟା ନେଇ ସ୍ଥିତି ଅନୁଧ୍ୟାନ କଲେ ୫ଟି ସଚିବ ପାଣ୍ଡିଆନ
ରାଜଧାନୀ ଭୁବନେଶ୍ୱରର ଲୋକସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଗାଡ଼ି ମୋଟର ସଂଖ୍ୟାରେ ମଧ୍ୟ୍ୟ ବୃଦ୍ଧି ଘଟୁଛି । ଏହା ଦ୍ୱାରା ସହରରେ ଟ୍ରାଫିକ୍ ନିୟନ୍ତ୍ରଣ ଏବେ ଏକ ମୁଖ୍ୟ ସମସ୍ୟା ପାଲଟିଛି। ଭୁବନେଶ୍ୱର ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ!-->…
ଗତକାଲିଠାରୁ ଶ୍ରୀଲିଙ୍ଗରାଜ ଅପୂଜା ଓ ଉପାସ
ଗତକାଲି ଠାରୁ ଶ୍ରୀ ଲିଙ୍ଗରାଜକୁ ଅପୂଜା ଓ ଉପାସ ରଖାଯାଇଛି। ପୂଜା ପଣ୍ଡା ଓ ବଡୁ ନିଯୋଗ ମଧ୍ୟରେ ପଇତା ଲାଗି ନୀତିକୁ ନେଇ ବିବାଦ ଲାଗିଥିବାରୁ ଗତକାଲି ସନ୍ଧ୍ୟା ଧୂପରୁ ନୀତି ବନ୍ଦ ରହିଥିବା ସୂଚନା ରହିଛି। ନୀତି ବିଭ୍ରାଟ ହୋଇଥିବାରୁ ଏପର୍ଯ୍ୟନ୍ତ କିଛି ନୀତି ହୋଇନାହିଁ। ଗତ ବର୍ଷଠାରୁ!-->…