Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Public
Public related news information updates will be here
ସ୍ୱାଧୀନତା ଦିବସରେ ସ୍କୁଲରେ ଭାଗ ନେବେ ଛାତ୍ରଛାତ୍ରୀ
ସ୍ୱାଧୀନତା ଦିବସରେ ସାମିଲ ହେବେ ଛାତ୍ରଛାତ୍ରୀ । ସରକାରୀଙ୍କ ମାର୍ଗଦର୍ଶିକା ଅନୁସାରେ ବିଦ୍ୟାଳୟରେ ଅନୁଷ୍ଠିତ ସ୍ୱାଧୀନତା ଦିବସରେ ଭାଗ ନେଇପାରିବେ ଛାତ୍ରଛାତ୍ରୀ । ଏ ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । ୭୬ ତମ ସ୍ୱାଧୀନତା ଦିବସ ରାଜ୍ୟ ସରକାରଙ୍କ!-->…
ସିଏସଆଇଆରର ପ୍ରଥମ ମହିଳା ମହାନିର୍ଦେଶକ ହେଲେ ଡ. ଏନ କଲାଇସେଲ୍ଭି
ବରିଷ୍ଠ ବୈଜ୍ଞାନିକ ଡକ୍ଟର ଏନ କଲାଇସେଲ୍ଭିଙ୍କୁ ଏକ ବଡ଼ ଦାୟିତ୍ବ ପ୍ରଦାନ କରାଯାଇଛି। କାଉନ୍ସିଲ ଅଫ୍ ସାଇଣ୍ଟିଫିକ୍ ଆଣ୍ଡ୍ ଇଣ୍ଡଷ୍ଟ୍ରିଆଲ୍ ରିସର୍ଚ୍ଚ(ସିଏସଆଇଆର)ର ମହାନିର୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି ଡ. କଲାଇସେଲ୍ଭି। ସେ ସିଏସଆଇଆରର ପ୍ରଥମ ମହିଳା ମହାନିର୍ଦେଶକ। ଏହା!-->…
ମଣିପୁରରେ ଅନେକ ଜିଲ୍ଲାରେ ୧୪୪ ଧାରା ଲାଗୁ
ମଣିପୁର ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂଙ୍କ ନେତୃତ୍ୱାଧୀନ ବିଜେପି ସରକାର ମଙ୍ଗଳବାର ଦିନ ବିଧାନସଭାରେ ମଣିପୁର (ପର୍ବତ କ୍ଷତ୍ର) ଜିଲ୍ଲାଗୁଡିକରେ ୬ ଏବଂ ୭ ଜିଲ୍ଲାପରିଷଦ ସଂଶୋଧନ ବିଲ ପାରିତ କରିବା ପରେ ପୁରା ରାଜ୍ୟରେ ହିଂସାର ମାହୋଲ ଦେଖିବାକୁ ମିଳିଛି । ସେପଟେ ଏହି ମାମଲାରେ ପୂର୍ବରୁ!-->…
ବନ୍ଧୁତ୍ୱ ଦିବସର ମହତ୍ତ୍ୱ
ଆଜି ଦେଶ ପାଳୁଛି ବନ୍ଧୁତ୍ୱ ଦିବସ। ତେବେ ଅଗଷ୍ଟ ମାସର ପ୍ରଥମ ରବିବାର ବନ୍ଧୁତ୍ୱ ଦିବସ ଭାବେ ପାଳନ କରାଯାଇଥାଏ। ସେହିପରି ଭାରତ ଭଳି ଅନେକ ଦେଶ ଅଛି ଯେଉଁ ଦେଶ ମାନଙ୍କରେ ସ୍ୱତନ୍ତ୍ର ଢଙ୍ଗରେ ବନ୍ଧୁତ୍ୱ ଦିବସ ପାଳନ କରାଯାଇଥାଏ। ବନ୍ଧୁତ୍ୱର ପବିତ୍ର ସମ୍ପର୍କ ଅନ୍ୟ ସମସ୍ତ ସମ୍ପର୍କ ଠାରୁ!-->…
ଯୋଗୀଙ୍କ ରାକ୍ଷୀପୂର୍ଣ୍ଣିମା ଭେଟି
ରାକ୍ଷୀପୂର୍ଣ୍ଣିମା ଉପଲକ୍ଷେ ଉତ୍ତରପ୍ରଦେଶ ମହିଳାଙ୍କୁ ଯୋଗୀ ସରକାରଙ୍କ ବଡ ଭେଟି । ରାକ୍ଷୀପୂର୍ଣ୍ଣିମାରେ ଉତ୍ତରପ୍ରଦେଶ ମହିଳାଙ୍କ ପାଇଁ ସରକାରୀ ବସରେ ମାଗଣା ଯାତ୍ରା ପାଇଁ ନିଷ୍ପତ୍ତି ନେଇଛନ୍ତି ଯୋଗୀ ସରକାର । ଅଥାର୍ତ ରାକ୍ଷୀ ପୂର୍ଣ୍ଣିମା ଦିନ ଉତ୍ତରପ୍ରଦେଶରେ ମହିଳା ମାନେ ବିନା!-->…
ଯୁଦ୍ଧ ଆଶଂକା ମଧ୍ୟରେ ତାଇୱାନକୁ ବଡ ଝଟକା
ସମୟ ବଢିବା ସହିତ ଚୀନ୍ ଓ ତାଇବାନ ମଧ୍ୟରେ ଯୁଦ୍ଧ ପରିସ୍ଥିତି ଆହୁରି ଅଧିକ ଗମ୍ଭୀର ହେବାରେ ଲାଗିଛି । ଗତକାଲି ଚୀନର ଲଢୁଆ ବିମାନ ତାଇବାନ୍ ସୀମାରେ ଉଡିଥିବା ବେଳେ ଆଜି ତାଇୱାନକୁ ଲାଗିଛି ବଡ ଝଟକା । ତାଇୱାନର ମିଜାଇଲ୍ ଡେଭଲପମେଣ୍ଟ ଚିଫ୍ ଅଫିସରଙ୍କ ମୃତ ଦେହ ମିଳିଛି । ଏକ ହୋଟେଲ ରୁମରେ!-->…
ମନ୍ତ୍ରାଳୟ ମୁତୟନ କରିବ ଭ୍ରାମ୍ୟମାଣ ନୀରିକ୍ଷଣ ଯାନ
ସଡକ ପରିବହନ ଓ ରାଜପଥ ମନ୍ତ୍ରାଳୟ (ଏମଓଆରଟିଏଚ) ୪ଟି ରାଜ୍ୟ ଗୁଜୁରାଟ, ରାଜସ୍ଥାନ, ଓଡିଶା ଓ କର୍ଣ୍ଣାଟକରେ ପାଇଲଟ ଭିତ୍ତିରେ ଅଣବିଧ୍ୱଂସକାରୀ ପରୀକ୍ଷଣ (ଏନଡିଟି) ଦ୍ୱାରା ଜାତୀୟ ରାଜପଥ ଗୁଣବତ୍ତା ନୀରିକ୍ଷଣ ପାଇଁ ଭ୍ରାମ୍ୟମାଣ ନୀରିକ୍ଷଣ ଯାନ (ଏମଆଇଭି) ମୁତୟନ କରାଯିବ । ବିଶ୍ୱ!-->…
ଓଡ଼ିଶାର ସାତକୋଶିଆକୁ ମିଳିଲା ରାମସାର କ୍ଷେତ୍ର ମାନ୍ୟତା
ଓଡ଼ିଶାର ସାତକୋଶିଆ ଗର୍ଜ (ଦୁଇ ପର୍ବତ ମଧ୍ୟରେ ସଙ୍କୁଚିତ ଜଳ ମାର୍ଗ) ସମେତ ଦେଶର ଆଉ ୧୦ଟି ଆର୍ଦ୍ର ଭୂମିକୁ ରାମସାର କ୍ଷେତ୍ର ମାନ୍ୟତା ମିଳିଛି । ଏହାକୁ ମିଶାଇ ଦେଶରେ ମୋଟ୍ ରାମସାର କ୍ଷେତ୍ର ସଂଖ୍ୟା ୬୪ରେ ପହଞ୍ଚିଛି । ଏବେ ଦେଶରେ ମୋଟ୍ ୧୨,୫୦,୩୬୧ ହେକ୍ଟର ଆର୍ଦ୍ରଭୂମି କ୍ଷେତ୍ରକୁ!-->…
ଡୋପିଂ ବିରୋଧୀ କାର୍ଯ୍ୟକଳାପକୁ ନିୟନ୍ତ୍ରଣ କରିବା ପାଇଁ ସଂସଦରେ ନେସନାଲ ଆଣ୍ଟି-ଡୋପିଂ ବିଲ୍ ୨୦୨୨ ପାସ୍
ରାଜ୍ୟସଭାରେ ଆଜି ଜାତୀୟ ଆଣ୍ଟି-ଡୋପିଂ ବିଲ୍, ୨୦୨୨ ପାସ୍ ହୋଇଛି । ଏହି ବିଲ୍ ଲୋକସଭାରେ ୧୭ ଡିସେମ୍ବର, ୨୦୨୧ ରେ ଉପସ୍ଥାପିତ ହୋଇଥିଲା ଏବଂ ସଂସଦୀୟ ସ୍ଥାୟୀ କମିଟି ଏବଂ ଅନ୍ୟାନ୍ୟ କ୍ଷେତ୍ରରୁ ମିଳିଥିବା ପରାମର୍ଶ / ସୁପାରିଶ ଆଧାରରେ ପ୍ରସ୍ତାବିତ କିଛି ସରକାରୀ ସଂଶୋଧନ ସହିତ ୨୭ !-->…
୭୫ ହଜାରରୁ ଅଧିକ ଷ୍ଟାର୍ଟଅପ୍କୁ ମିଳିଛି ମାନ୍ୟତା
କେନ୍ଦ୍ର ବାଣିଜ୍ୟ ଏବଂ ଉଦ୍ୟୋଗ, ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଂଟନ ଏବଂ ବୟନ ମନ୍ତ୍ରୀ ଶ୍ରୀ ପୀୟୂଷ ଗୋୟଲ ଆଜି ଭାରତ ଏକ ପ୍ରମୁଖ ମାଇଲ୍ ଖୁଂଟ ଅତିକ୍ରମ କରିଛି, ଯେଉଁଥିରେ ୭୫ ହଜାରରୁ ଅଧିକ ଷ୍ଟାର୍ଟଅପ୍କୁ ମାନ୍ୟତା ମିଳିଛି ବୋଲି ଘୋଷଣା କରିଛନ୍ତି । ସେ କହିଥିଲେ ଯେ, ଏହି!-->…