Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Browsing Category
Public
Public related news information updates will be here
ସ୍ୱାଧୀନତା ଦିବସରେ ସ୍କୁଲରେ ଭାଗ ନେବେ ଛାତ୍ରଛାତ୍ରୀ
ସ୍ୱାଧୀନତା ଦିବସରେ ସାମିଲ ହେବେ ଛାତ୍ରଛାତ୍ରୀ । ସରକାରୀଙ୍କ ମାର୍ଗଦର୍ଶିକା ଅନୁସାରେ ବିଦ୍ୟାଳୟରେ ଅନୁଷ୍ଠିତ ସ୍ୱାଧୀନତା ଦିବସରେ ଭାଗ ନେଇପାରିବେ ଛାତ୍ରଛାତ୍ରୀ । ଏ ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । ୭୬ ତମ ସ୍ୱାଧୀନତା ଦିବସ ରାଜ୍ୟ ସରକାରଙ୍କ!-->…
ସିଏସଆଇଆରର ପ୍ରଥମ ମହିଳା ମହାନିର୍ଦେଶକ ହେଲେ ଡ. ଏନ କଲାଇସେଲ୍ଭି
ବରିଷ୍ଠ ବୈଜ୍ଞାନିକ ଡକ୍ଟର ଏନ କଲାଇସେଲ୍ଭିଙ୍କୁ ଏକ ବଡ଼ ଦାୟିତ୍ବ ପ୍ରଦାନ କରାଯାଇଛି। କାଉନ୍ସିଲ ଅଫ୍ ସାଇଣ୍ଟିଫିକ୍ ଆଣ୍ଡ୍ ଇଣ୍ଡଷ୍ଟ୍ରିଆଲ୍ ରିସର୍ଚ୍ଚ(ସିଏସଆଇଆର)ର ମହାନିର୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି ଡ. କଲାଇସେଲ୍ଭି। ସେ ସିଏସଆଇଆରର ପ୍ରଥମ ମହିଳା ମହାନିର୍ଦେଶକ। ଏହା!-->…
ମଣିପୁରରେ ଅନେକ ଜିଲ୍ଲାରେ ୧୪୪ ଧାରା ଲାଗୁ
ମଣିପୁର ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂଙ୍କ ନେତୃତ୍ୱାଧୀନ ବିଜେପି ସରକାର ମଙ୍ଗଳବାର ଦିନ ବିଧାନସଭାରେ ମଣିପୁର (ପର୍ବତ କ୍ଷତ୍ର) ଜିଲ୍ଲାଗୁଡିକରେ ୬ ଏବଂ ୭ ଜିଲ୍ଲାପରିଷଦ ସଂଶୋଧନ ବିଲ ପାରିତ କରିବା ପରେ ପୁରା ରାଜ୍ୟରେ ହିଂସାର ମାହୋଲ ଦେଖିବାକୁ ମିଳିଛି । ସେପଟେ ଏହି ମାମଲାରେ ପୂର୍ବରୁ!-->…
ବନ୍ଧୁତ୍ୱ ଦିବସର ମହତ୍ତ୍ୱ
ଆଜି ଦେଶ ପାଳୁଛି ବନ୍ଧୁତ୍ୱ ଦିବସ। ତେବେ ଅଗଷ୍ଟ ମାସର ପ୍ରଥମ ରବିବାର ବନ୍ଧୁତ୍ୱ ଦିବସ ଭାବେ ପାଳନ କରାଯାଇଥାଏ। ସେହିପରି ଭାରତ ଭଳି ଅନେକ ଦେଶ ଅଛି ଯେଉଁ ଦେଶ ମାନଙ୍କରେ ସ୍ୱତନ୍ତ୍ର ଢଙ୍ଗରେ ବନ୍ଧୁତ୍ୱ ଦିବସ ପାଳନ କରାଯାଇଥାଏ। ବନ୍ଧୁତ୍ୱର ପବିତ୍ର ସମ୍ପର୍କ ଅନ୍ୟ ସମସ୍ତ ସମ୍ପର୍କ ଠାରୁ!-->…
ଯୋଗୀଙ୍କ ରାକ୍ଷୀପୂର୍ଣ୍ଣିମା ଭେଟି
ରାକ୍ଷୀପୂର୍ଣ୍ଣିମା ଉପଲକ୍ଷେ ଉତ୍ତରପ୍ରଦେଶ ମହିଳାଙ୍କୁ ଯୋଗୀ ସରକାରଙ୍କ ବଡ ଭେଟି । ରାକ୍ଷୀପୂର୍ଣ୍ଣିମାରେ ଉତ୍ତରପ୍ରଦେଶ ମହିଳାଙ୍କ ପାଇଁ ସରକାରୀ ବସରେ ମାଗଣା ଯାତ୍ରା ପାଇଁ ନିଷ୍ପତ୍ତି ନେଇଛନ୍ତି ଯୋଗୀ ସରକାର । ଅଥାର୍ତ ରାକ୍ଷୀ ପୂର୍ଣ୍ଣିମା ଦିନ ଉତ୍ତରପ୍ରଦେଶରେ ମହିଳା ମାନେ ବିନା!-->…
ଯୁଦ୍ଧ ଆଶଂକା ମଧ୍ୟରେ ତାଇୱାନକୁ ବଡ ଝଟକା
ସମୟ ବଢିବା ସହିତ ଚୀନ୍ ଓ ତାଇବାନ ମଧ୍ୟରେ ଯୁଦ୍ଧ ପରିସ୍ଥିତି ଆହୁରି ଅଧିକ ଗମ୍ଭୀର ହେବାରେ ଲାଗିଛି । ଗତକାଲି ଚୀନର ଲଢୁଆ ବିମାନ ତାଇବାନ୍ ସୀମାରେ ଉଡିଥିବା ବେଳେ ଆଜି ତାଇୱାନକୁ ଲାଗିଛି ବଡ ଝଟକା । ତାଇୱାନର ମିଜାଇଲ୍ ଡେଭଲପମେଣ୍ଟ ଚିଫ୍ ଅଫିସରଙ୍କ ମୃତ ଦେହ ମିଳିଛି । ଏକ ହୋଟେଲ ରୁମରେ!-->…
ମନ୍ତ୍ରାଳୟ ମୁତୟନ କରିବ ଭ୍ରାମ୍ୟମାଣ ନୀରିକ୍ଷଣ ଯାନ
ସଡକ ପରିବହନ ଓ ରାଜପଥ ମନ୍ତ୍ରାଳୟ (ଏମଓଆରଟିଏଚ) ୪ଟି ରାଜ୍ୟ ଗୁଜୁରାଟ, ରାଜସ୍ଥାନ, ଓଡିଶା ଓ କର୍ଣ୍ଣାଟକରେ ପାଇଲଟ ଭିତ୍ତିରେ ଅଣବିଧ୍ୱଂସକାରୀ ପରୀକ୍ଷଣ (ଏନଡିଟି) ଦ୍ୱାରା ଜାତୀୟ ରାଜପଥ ଗୁଣବତ୍ତା ନୀରିକ୍ଷଣ ପାଇଁ ଭ୍ରାମ୍ୟମାଣ ନୀରିକ୍ଷଣ ଯାନ (ଏମଆଇଭି) ମୁତୟନ କରାଯିବ । ବିଶ୍ୱ!-->…
ଓଡ଼ିଶାର ସାତକୋଶିଆକୁ ମିଳିଲା ରାମସାର କ୍ଷେତ୍ର ମାନ୍ୟତା
ଓଡ଼ିଶାର ସାତକୋଶିଆ ଗର୍ଜ (ଦୁଇ ପର୍ବତ ମଧ୍ୟରେ ସଙ୍କୁଚିତ ଜଳ ମାର୍ଗ) ସମେତ ଦେଶର ଆଉ ୧୦ଟି ଆର୍ଦ୍ର ଭୂମିକୁ ରାମସାର କ୍ଷେତ୍ର ମାନ୍ୟତା ମିଳିଛି । ଏହାକୁ ମିଶାଇ ଦେଶରେ ମୋଟ୍ ରାମସାର କ୍ଷେତ୍ର ସଂଖ୍ୟା ୬୪ରେ ପହଞ୍ଚିଛି । ଏବେ ଦେଶରେ ମୋଟ୍ ୧୨,୫୦,୩୬୧ ହେକ୍ଟର ଆର୍ଦ୍ରଭୂମି କ୍ଷେତ୍ରକୁ!-->…
ଡୋପିଂ ବିରୋଧୀ କାର୍ଯ୍ୟକଳାପକୁ ନିୟନ୍ତ୍ରଣ କରିବା ପାଇଁ ସଂସଦରେ ନେସନାଲ ଆଣ୍ଟି-ଡୋପିଂ ବିଲ୍ ୨୦୨୨ ପାସ୍
ରାଜ୍ୟସଭାରେ ଆଜି ଜାତୀୟ ଆଣ୍ଟି-ଡୋପିଂ ବିଲ୍, ୨୦୨୨ ପାସ୍ ହୋଇଛି । ଏହି ବିଲ୍ ଲୋକସଭାରେ ୧୭ ଡିସେମ୍ବର, ୨୦୨୧ ରେ ଉପସ୍ଥାପିତ ହୋଇଥିଲା ଏବଂ ସଂସଦୀୟ ସ୍ଥାୟୀ କମିଟି ଏବଂ ଅନ୍ୟାନ୍ୟ କ୍ଷେତ୍ରରୁ ମିଳିଥିବା ପରାମର୍ଶ / ସୁପାରିଶ ଆଧାରରେ ପ୍ରସ୍ତାବିତ କିଛି ସରକାରୀ ସଂଶୋଧନ ସହିତ ୨୭ !-->…
୭୫ ହଜାରରୁ ଅଧିକ ଷ୍ଟାର୍ଟଅପ୍କୁ ମିଳିଛି ମାନ୍ୟତା
କେନ୍ଦ୍ର ବାଣିଜ୍ୟ ଏବଂ ଉଦ୍ୟୋଗ, ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଂଟନ ଏବଂ ବୟନ ମନ୍ତ୍ରୀ ଶ୍ରୀ ପୀୟୂଷ ଗୋୟଲ ଆଜି ଭାରତ ଏକ ପ୍ରମୁଖ ମାଇଲ୍ ଖୁଂଟ ଅତିକ୍ରମ କରିଛି, ଯେଉଁଥିରେ ୭୫ ହଜାରରୁ ଅଧିକ ଷ୍ଟାର୍ଟଅପ୍କୁ ମାନ୍ୟତା ମିଳିଛି ବୋଲି ଘୋଷଣା କରିଛନ୍ତି । ସେ କହିଥିଲେ ଯେ, ଏହି!-->…