Trending
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
Browsing Category
Public
Public related news information updates will be here
ଭୁବନେଶ୍ବରରେ ପ୍ରତିଷ୍ଠା ହେବ ଅତ୍ୟାଧୁନିକ କ୍ୟାନସର ହସ୍ପିଟାଲ
୬୫୦ କୋଟି ଟଙ୍କା ଖର୍ଚ୍ଚରେ ନାଇଜର ଭୁବନେଶ୍ୱର ଠାରେ ଅତ୍ୟାଧୁନିକ କ୍ୟାନସର ହସ୍ପିଟାଲ ପ୍ରତିଷ୍ଠା ହେବ । ଭାରତ ସରକାରଙ୍କ ଅଟୋମିକ ଏନର୍ଜି ମନ୍ତ୍ରଣାଳୟ ଓ ଟାଟା ଟ୍ରଷ୍ଟ ସହଯୋଗରେ ଏହି ହସ୍ପିଟାଲ ନିର୍ମାଣ କରାଯିବ । ନୂଆଦିଲ୍ଲୀରେ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ରାଷ୍ଟ୍ରମନ୍ତ୍ରୀ ଡାକ୍ତର!-->…
ଧୋନିଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ
ଖଣ୍ଡପୀଠ କହିଛନ୍ତି, ଆମ୍ରପାଲୀ ଘର କ୍ରେତାଙ୍କ ସ୍ୱାର୍ଥକୁ ସୁରକ୍ଷା ଦିଆଯିବା ନିହାତି ଜରୁରୀ।ଆମ୍ରପାଲୀ ଗ୍ରୁପ୍ ସହ ୧୫୦ କୋଟି ଟଙ୍କାର ନେଣଦେଣ ମାମଲାରେ ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କୁ ସୁପ୍ରିମକୋର୍ଟ ନୋଟିସ କରିଛନ୍ତି। ଘର କ୍ରେତାକୁ ଆମ୍ରପାଲୀ!-->…
ଚଳିତ ବର୍ଷ ଜୁଲାଇରେ ରାଜ୍ୟରେ ଅଧିକ ବର୍ଷା
ମାସ ଆରମ୍ଭରୁ ଏପର୍ଯ୍ୟନ୍ତ ରାଜ୍ୟରେ ସ୍ବାଭାବିକଠାରୁ ୨ ପ୍ରତିଶତ ଅଧିକ ବର୍ଷା ହୋଇଛି।ଚଳିତ ବର୍ଷ ଜୁଲାଇରେ ଭଲ ବର୍ଷା ହୋଇଛି।ଏହି ସମୟ ମଧ୍ୟରେ ରାଜ୍ୟରେ ସ୍ବାଭାବିକ ଭାବେ ୪୭୬.୮ ମିମି ବର୍ଷା ହୋଇଥାଏ। କିନ୍ତୁ ଏଥର ସର୍ବମୋଟ ୪୮୮.୫ ମିମି ହୋଇଛି। ଏହା ଚାଷ କାର୍ଯ୍ୟ ପାଇଁ ଅନୁକୂଳ!-->…
ଦ୍ରୌପଦୀଙ୍କ ଶପଥ ପରେ ରାଇରଙ୍ଗପୁରରେ ଉତ୍ସାହ
ରାଇରଙ୍ଗପୁର ପିସିଏସ୍ କଲ୍ୟାଣୀ ମଣ୍ଡପଠାରେ ଦ୍ରୌପଦୀ ମୁର୍ମୁ ଶପଥ ପାଠ ନେବା ସମୟରେ ସିଧା ପ୍ରସାରଣ ବ୍ୟବସ୍ଥା ହୋଇଥିଲା । ଏଥିପାଇଁ କଲ୍ୟାଣୀ ମଣ୍ଡପ ଠାରେ ଏକ ବଡ ଏଲଇଡି ଟିଭି ଲଗାଯାଇଥିଲା। ରାଇରଙ୍ଗପୁର ଗାନ୍ଧୀ ପାର୍କ ଠାରେ ନାଚଗୀତ, ବାଣ ରୋଷଣୀ ମଧ୍ୟରେ ମିଷ୍ଠାନ ବଣ୍ଟାଯାଇଥିଲା ।!-->…
ମଧ୍ୟପ୍ରଦେଶରେ ବସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ଧର ଠାରେ ଏକ ମର୍ମନ୍ତୁଦ ବସ୍ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରିଛି;“ମଧ୍ୟପ୍ରଦେଶର ଧର ଠାରେ ବସ୍ ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦାୟକ ।
!-->!-->!-->…
ଟିକାକରଣରେ ଭାରତର ରେକର୍ଡ
ଟିକାକରଣରେ ଭାରତର ରେକର୍ଡ କରିଛି । ଭାରତ ବିଶ୍ବରେ ସର୍ବାଧିକ ଟିକା ଦେଇଥିବା ଦେଶ ହୋଇଛି । 2 ବିଲିୟନ COVID-19 ଟୀକାକରଣର ମାଇଲଖୁଣ୍ଟ ଅତିକ୍ରମ କରିଛି । ବର୍ତ୍ତମାନ ସୁଦ୍ଧା ଭାରତରେ ୨୦୦ କୋଟିରୁ ଅଧିକ ଡୋଜ ଟିକା ଦିଆ ସରିଲାଣି । ୫୪୮ ଦିନରେ ୨୦୦ କୋଟିରୁ ଅଧିକ ଦେଇ ରେକର୍ଡ କରିଛି!-->…
ଆଇପିଏଲ ଫାଇନାଲ ଦେଖିବାକୁ ପହଞ୍ଚିବେ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଅମିତ ଶାହା
ମେଟ୍ରୋ ଟିଭି ଓଡିଶା (୨୯.୫.୨୦୨୨ )
ଆଇପିଏଲ୨୦୨୨ର ଫାଇନାଲ ରବିବାର ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯିବ । ଏହି ମୁକାବିଲକୁ ଦେଖିବା ଲାଗି ଲକ୍ଷାଧିକ ପ୍ରଶଂସକଙ୍କ ଭିଡ଼ ଷ୍ଟାଡିୟମରେ ଦେଖିବାକୁ ମିଳିବ। ଏହବାଦ୍!-->!-->!-->…
ଅଯଥା ବିବାଦ ସୃଷ୍ଟି କରୁଛନ୍ତି ଅନୁଭବ
ମେଟ୍ରୋ ଟିଭି ଓଡିଶା (୨୨.୫.୨୦୨୨ )
ଓଲିଉଡ୍ ଅଭିନେତା ତଥା କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କ ନାଁରେ ପୁରୀଘାଟ ଥାନାରେ ଏତଲା ଦେଇଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ବର୍ଷା ଅଭିଯୋଗ କରିଛନ୍ତି ଯେ, ଅନୁଭବ ବାରମ୍ବାର ଭିଡିଓ ଅପଲୋଡ କରି ଅଯଥା ବିବାଦ ସୃଷ୍ଟି କରୁଛନ୍ତି।!-->!-->!-->…
‘ମଙ୍କିପକ୍ସ’ ଓ ‘ଟାମଟୋ ଫ୍ଲୁ’କୁ ନେଇ କ’ଣ କହିଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ, ଜାଣନ୍ତୁ
‘ମଙ୍କିପକ୍ସ’ ଓ ‘ଟାମଟୋ ଫ୍ଲୁ’କୁ ନେଇ କ’ଣ କହିଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ, ଜାଣନ୍ତୁ