Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Public
Public related news information updates will be here
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
ମେଟ୍ରୋ ଟିଭି ଓଡିଶା (୧୯ .୨.୨୦୨୨) :
ଓଡିଶାରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ବାୟୁସେନାର ସ୍ୱତନ୍ତ୍ର ବିମାନରେ ପହଞ୍ଚିଲେ ରାଷ୍ଟ୍ରପତି । ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଛନ୍ତି । ଏହାପରେ ଭୁବନେଶ୍ୱରରୁ ସ୍ୱତନ୍ତ୍ର!-->!-->!-->…
ନଦୀରେ ଭାସୁଛି ଯୁବକଙ୍କ ମୃତଦେହ
ମେଟ୍ରୋ ଟିଭି ଓଡିଶା (୧୮.୨.୨୦୨୨) :
ଆଜି କୁଆଖାଇ ନଦୀରେ ଭାସୁଛି ଯୁବକଙ୍କ ମୃତଦେହ । ମୃତଦେହକୁ ଉଦ୍ଧାର ପାଇଁ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ଓ ପୋଲିସ ପହଞ୍ଚିଛି ।
ସୂଚନାଯୋଗ୍ୟ ଯେ, ଆଜି କୁଆଖାଇ ନଦୀରେ ଭାସୁଛି ଯୁବକଙ୍କ ମୃତଦେହ । ମୃତଦେହକୁ ନଦୀରୁ ଉଦ୍ଧାର ପାଇଁ!-->!-->!-->!-->!-->!-->!-->…
ଭୂକମ୍ପରରେ ଥରିଲା ଜୟପୁର
ମେଟ୍ରୋ ଟିଭି ଓଡିଶା (୧୮.୨.୨୦୨୨) :
ଆଜି ରାଜସ୍ଥାନର ଜୟପୁରରେ ସକାଳେ ଭୂକମ୍ପର ଝଟକା ଅନୁଭବ ହୋଇଛି। ଝଟକା ଅନୁଭବ ହେବା ମାତ୍ରେ ଲୋକେ ନିଜ ନିଜ ଘରୁ ବାହାରକୁ ପଳାଇ ଆସିଥିଲେ।
ଜାତୀୟ ଭୂତତ୍ତ୍ୱ ବିଜ୍ଞାନ କେନ୍ଦ୍ର ସୂଚନା ଅନୁଯାୟୀ, ଜୟପୁରରେ ସକାଳ ୮ଟା୦୧ ମିନିଟରେ ଭୂକମ୍ପ!-->!-->!-->!-->!-->!-->!-->…