Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Public
Public related news information updates will be here
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
ମେଟ୍ରୋ ଟିଭି ଓଡିଶା (୧୯ .୨.୨୦୨୨) :
ଓଡିଶାରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ବାୟୁସେନାର ସ୍ୱତନ୍ତ୍ର ବିମାନରେ ପହଞ୍ଚିଲେ ରାଷ୍ଟ୍ରପତି । ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଛନ୍ତି । ଏହାପରେ ଭୁବନେଶ୍ୱରରୁ ସ୍ୱତନ୍ତ୍ର!-->!-->!-->…
ନଦୀରେ ଭାସୁଛି ଯୁବକଙ୍କ ମୃତଦେହ
ମେଟ୍ରୋ ଟିଭି ଓଡିଶା (୧୮.୨.୨୦୨୨) :
ଆଜି କୁଆଖାଇ ନଦୀରେ ଭାସୁଛି ଯୁବକଙ୍କ ମୃତଦେହ । ମୃତଦେହକୁ ଉଦ୍ଧାର ପାଇଁ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ଓ ପୋଲିସ ପହଞ୍ଚିଛି ।
ସୂଚନାଯୋଗ୍ୟ ଯେ, ଆଜି କୁଆଖାଇ ନଦୀରେ ଭାସୁଛି ଯୁବକଙ୍କ ମୃତଦେହ । ମୃତଦେହକୁ ନଦୀରୁ ଉଦ୍ଧାର ପାଇଁ!-->!-->!-->!-->!-->!-->!-->…
ଭୂକମ୍ପରରେ ଥରିଲା ଜୟପୁର
ମେଟ୍ରୋ ଟିଭି ଓଡିଶା (୧୮.୨.୨୦୨୨) :
ଆଜି ରାଜସ୍ଥାନର ଜୟପୁରରେ ସକାଳେ ଭୂକମ୍ପର ଝଟକା ଅନୁଭବ ହୋଇଛି। ଝଟକା ଅନୁଭବ ହେବା ମାତ୍ରେ ଲୋକେ ନିଜ ନିଜ ଘରୁ ବାହାରକୁ ପଳାଇ ଆସିଥିଲେ।
ଜାତୀୟ ଭୂତତ୍ତ୍ୱ ବିଜ୍ଞାନ କେନ୍ଦ୍ର ସୂଚନା ଅନୁଯାୟୀ, ଜୟପୁରରେ ସକାଳ ୮ଟା୦୧ ମିନିଟରେ ଭୂକମ୍ପ!-->!-->!-->!-->!-->!-->!-->…