Browsing Category

Public

Public related news information updates will be here

ଖୋଲିଲା ରାଷ୍ଟ୍ରପତି ଭବନର ଅମୃତ ଉଦ୍ୟାନ

ନୂଆଦିଲ୍ଲୀ: ଆପଣ ରାଷ୍ଟ୍ରପତି ଭବନ ଉଦ୍ୟାନ ବୁଲିବାକୁ ଚାହୁଁଛନ୍ତି କି । ତେବେ ଡେରି କାହିଁକି ପ୍ଲାନ କରନ୍ତୁ  । କାରଣ  ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିଲା ରାଷ୍ଟ୍ରପତି ଭବନର ଅମୃତ ଉଦ୍ୟାନ । ସୋମବାର ବ୍ୟତୀତ ସେପ୍ଟେମ୍ବର ୧୭ ତାରିଖ ଯାଏଁ ଉଦ୍ୟାନ ଲୋକଙ୍କ ପାଇଁ ଖୋଲାରହିବ ।…

ଅଦ୍ରିଜା ମଞ୍ଜରୀ ସିଂହଦେଓ ବଲାଙ୍ଗୀର ଟାଉନ ଥାନାର ଦ୍ବାରସ୍ଥ

ବଲାଙ୍ଗୀର: ବଲାଙ୍ଗୀର ଟାଉନ ଥାନାରେ ରାଜ ପରିବାରର ବୋହୂ । ଅନଙ୍ଗ ଉଦୟ ସିଂହଦେଓଙ୍କ ସାନବୋହୂ ତଥା ଅର୍କେଶ ସିଂହଦେଓଙ୍କ ପତ୍ନୀ ଅଦ୍ରିଜା ମଞ୍ଜରୀ ସିଂହଦେଓ ବଲାଙ୍ଗୀର ଟାଉନ ଥାନାର ଦ୍ବାରସ୍ଥ ହୋଇଛନ୍ତି  । ପ୍ୟାଲେସକୁ ଯିବା ପାଇଁ ଅଦ୍ରିଜା ପୋଲିସ ସୁରକ୍ଷା ମାଗିଛନ୍ତି  । ଶ୍ୱଶୁର ଘରେ…

ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଶୁଭାଶିଷ ତାଳପତ୍ର

କଟକ :  ଆଜି ଓଡ଼ିଶା ହାଇକୋର୍ଟର ୩୩ ତମ ମୁଖ୍ୟ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ ଶୁଭାଶିଷ ତାଳପତ୍ର । ହାଇକୋର୍ଟର ପରିସରରେ ଆୟୋଜିତ ଶପଥ ପାଠ କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଶପଥ ପାଠ କରାଇଛନ୍ତି । ଜଷ୍ଟିସ ତାଳପତ୍ର ଏବେ ବରିଷ୍ଠ ବିଚାରପତି ଭାବେ ଓଡ଼ିଶା…

ଏବେବି ୨୦ ଜଣଙ୍କ ପତ୍ତା ମିଳିନାହିଁ

ଡେରାଡୁନ: ଉତ୍ତରାଖଣ୍ଡ ଗୌରୀକୁଣ୍ଡରେ ଭୁସ୍ଖଳନ ବେଳେ ନିଖୋଜ ୨୦ ଜଣଙ୍କ ଏବେବି କୌଣସି ପତ୍ତା ମିଳିନାହିଁ  । ଉଦ୍ଧାରକାରୀ ଦଳ ଖୋଜାଖୋଜି ଜାରି ରଖିଛନ୍ତି  । କେଦାରନାଥ ଯାଉଥିବା ବେଳେ ଗୌରୀକୁଣ୍ଡରେ ବନ୍ୟା ଆସିବା ପରେ ଅଚାନକ ଭୂସ୍ଖଳନ ଯୋଗୁଁ ୨୦ ଜଣ ଭାସି ଯାଇଥିଲେ  । ଲଗାଣ ବର୍ଷା  ଓ…

ହରିୟାଣା ହିଂସା ପଛରେ ସୋସିଆଲ ମିଡିଆ

ଚଣ୍ଡିଗଡ଼: ହରିୟାଣା ହିଂସା ପଛରେ ସୋସିଆଲ ମିଡିଆର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି  । ସାମାଜିକ ଗଣମାଧ୍ୟମରେ ଉତ୍ତେଜିତ କଲା ଭଳି ପୋଷ୍ଟ ସେୟାର ଦ୍ବାରା ହିଂସା ଆହୁରି ଜୋର ଧରିଥିଲା । ଲୋକେ ଉତ୍ତେଜିତ ହୋଇ ହିଂସାରେ ସାମିଲ ହୋଇଥିଲେ  । ଏଭଳି ବୟାନ ଦେଇଛନ୍ତି ହରିୟାଣା ଗୃହମନ୍ତ୍ରୀ ଅନୀଲ…

ସମ୍ବଲପୁରର ହୁମା ମନ୍ଦିରରେ ପୂଜକ, ଭକ୍ତ ଓ ସ୍ଥାନୀୟ ବାସିନ୍ଦାଙ୍କ ସହ ଆଲୋଚନା କଲେ 5ଟି ସଚିବ

ସମ୍ବଲପୁର: 5T ସଚିବ ଭିକେ ପାଣ୍ଡିଆନ୍ ସମ୍ବଲପୁରର ହୁମା ମନ୍ଦିରରେ ପୂଜା କରିଛନ୍ତି । ସେଠାକୁ ଗସ୍ତ କରି ପୂଜକ, ଭକ୍ତ ଓ ସ୍ଥାନୀୟ ବାସିନ୍ଦାଙ୍କ ସହ ଆଲୋଚନା କରିଛନ୍ତି ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ହୁମା ମନ୍ଦିରର ସ୍ଥିତି ଅନୁଧ୍ୟାନ କରିବା ପାଇଁ 5T ସଚିବ ଭିକେ…

ଶ୍ରୀମନ୍ଦିରରେ ଗର୍ଭଗୃହ ଯାଞ୍ଚ ପାଇଁ ଏଏସଆଇର ୪ ଜଣିଆ ବୈଷୟିକ ଟିମ ପୁରୀରେ

ପୁରୀ: ଆଜିଠାରୁ ଶ୍ରୀମନ୍ଦିରରେ ଗର୍ଭଗୃହ ଯାଞ୍ଚ ଆରମ୍ଭ ହେବ ବୋଲି ଜଣାଯାଇଛି। ଏଥିପାଇଁ ଆଜି ଏଏସଆଇର ୪ ଜଣିଆ ବୈଷୟିକ ଟିମ ପୁରୀରେ ପହଞ୍ଚିବେ। ରଥଯାତ୍ରା ସମୟରେ ପ୍ରତିବର୍ଷ ବୈଷୟିକ ଟିମ ଦ୍ୱାରା ଗର୍ଭଗୃହ ଯାଞ୍ଚ ଓ ଆବଶ୍ୟକୀୟ ମରାମତି କରାଯାଇଥାଏ। ଏ ନେଇ ବିଶେଷଜ୍ଞଙ୍କ ଦ୍ୱାରା…

ଶିଶୁମାନଙ୍କ ପୁଷ୍ଟିଗତ ଓ ସ୍ବାସ୍ଥ୍ୟଗତ ଉନ୍ନତି ପାଇଁ ସଂପୂର୍ଣ୍ଣ ପୁଷ୍ଟି ଯୋଜନାକୁ କ୍ୟାବିନେଟ ଅନୁମୋଦନ

ଭୁବନେଶ୍ବର : କିଶୋରୀ(୧୫-୧୯ବର୍ଷ), ଗର୍ଭବତୀ ମହିଳା ଓ ପ୍ରସୂତିଙ୍କ ସମେତ ଏସ୍‌ଏଏମ୍‌(ଗମ୍ଭୀର ପୁଷ୍ଟିହୀନତା), ଏମ୍‌ଏଏମ୍‌ ଓ ଏସ୍‌ୟୁଡବ୍ଲୁ ଶିଶୁମାନଙ୍କ ପୁଷ୍ଟିଗତ ଓ ସ୍ବାସ୍ଥ୍ୟଗତ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ସଂପୂର୍ଣ୍ଣ ପୁଷ୍ଟି ଯୋଜନା(ଏମ୍‌ଏସ୍‌ପିୱାଇ)କୁ କ୍ୟାବିନେଟ ଅନୁମୋଦନ…

ଭିଜିଲାନ୍ସ ଜାଲରେ ନୟାଗଡ଼ର ପୂର୍ବତନ ଯୋଗାଣ ଅଧିକାରୀ

ଭୁବନେଶ୍ୱର:  ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନୟାଗଡ଼ର ପୂର୍ବତନ ଯୋଗାଣ ଅଧିକାରୀ ବ୍ରଜେନ୍ଦ୍ର ନାୟକଙ୍କ ଘର ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ଚଢଉ ହେଉଛି। https://twitter.com/OdishaVigilance/status/1669542465282666496?s=20 ପୂର୍ବରୁ ରାଜ୍ୟ ସରକାର ତାଙ୍କୁ…

ଜଖୌ ବନ୍ଦରରେ ‘ଲ୍ୟାଣ୍ଡ୍‌ଫଲ୍‌’ କରିପାରେ ବାତ୍ୟା ‘ବିପର୍ଯ୍ୟୟ’

ନୂଆଦିଲ୍ଲୀ: ଆରବ ସାଗର ଉପରେ କେନ୍ଦ୍ରୀଭୂତ ହୋଇ ଉତ୍ତରଆଡ଼କୁ ଗତିଶୀଳ ହେଉଥିବା ସାମୁଦ୍ରିକ ବାତ୍ୟା ‘ବିପର୍ଯ୍ୟୟ’ ଗୁରୁବାର ସନ୍ଧ୍ୟା ବେଳେ ଗୁଜରାଟ ଉପୂକଳ ଅନ୍ତର୍ଗତ ଜଖୌ ବନ୍ଦରରେ ‘ଲ୍ୟାଣ୍ଡ୍‌ଫଲ୍‌’ କରିପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି।ତେଣୁ, ସତର୍କତାମୂଳକ ପଦକ୍ଷେପ…