Trending
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
- ସ୍ବଦେଶୀ ନିର୍ମିତ ପ୍ରଥମ ହାଇଡ୍ରୋଜେନ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
- ସାମାଜିକ କର୍ମୀ ତଥା ଜଳବାୟୁ ଶିକ୍ଷାବିତ୍ ସୋନମ ୱାଙ୍ଗଚୁକଙ୍କ ଅନଶନ ୨୦ ଦିନରେ ପହଞ୍ଚିଛି
- ଶେଷ ହେଲା ରଥ ଟଣା, ଶ୍ରୀକ୍ଷେତ୍ର ପୁରୀର ଶରଧାବାଲିରେ ପହଞ୍ଚିଛି ତିନି ରଥ
- ଗୁରୁବାର ପାଇଁ ସରିଲା ରଥଟଣା,ନନ୍ଦିଘୋଷ ରଥ ଚକେ ଗଡ଼ିଲା
Browsing Category
Public
Public related news information updates will be here
ଖୋଲିଲା ରାଷ୍ଟ୍ରପତି ଭବନର ଅମୃତ ଉଦ୍ୟାନ
ନୂଆଦିଲ୍ଲୀ: ଆପଣ ରାଷ୍ଟ୍ରପତି ଭବନ ଉଦ୍ୟାନ ବୁଲିବାକୁ ଚାହୁଁଛନ୍ତି କି । ତେବେ ଡେରି କାହିଁକି ପ୍ଲାନ କରନ୍ତୁ । କାରଣ ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିଲା ରାଷ୍ଟ୍ରପତି ଭବନର ଅମୃତ ଉଦ୍ୟାନ । ସୋମବାର ବ୍ୟତୀତ ସେପ୍ଟେମ୍ବର ୧୭ ତାରିଖ ଯାଏଁ ଉଦ୍ୟାନ ଲୋକଙ୍କ ପାଇଁ ଖୋଲାରହିବ ।…
ଅଦ୍ରିଜା ମଞ୍ଜରୀ ସିଂହଦେଓ ବଲାଙ୍ଗୀର ଟାଉନ ଥାନାର ଦ୍ବାରସ୍ଥ
ବଲାଙ୍ଗୀର: ବଲାଙ୍ଗୀର ଟାଉନ ଥାନାରେ ରାଜ ପରିବାରର ବୋହୂ । ଅନଙ୍ଗ ଉଦୟ ସିଂହଦେଓଙ୍କ ସାନବୋହୂ ତଥା ଅର୍କେଶ ସିଂହଦେଓଙ୍କ ପତ୍ନୀ ଅଦ୍ରିଜା ମଞ୍ଜରୀ ସିଂହଦେଓ ବଲାଙ୍ଗୀର ଟାଉନ ଥାନାର ଦ୍ବାରସ୍ଥ ହୋଇଛନ୍ତି । ପ୍ୟାଲେସକୁ ଯିବା ପାଇଁ ଅଦ୍ରିଜା ପୋଲିସ ସୁରକ୍ଷା ମାଗିଛନ୍ତି । ଶ୍ୱଶୁର ଘରେ…
ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଶୁଭାଶିଷ ତାଳପତ୍ର
କଟକ : ଆଜି ଓଡ଼ିଶା ହାଇକୋର୍ଟର ୩୩ ତମ ମୁଖ୍ୟ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ ଶୁଭାଶିଷ ତାଳପତ୍ର । ହାଇକୋର୍ଟର ପରିସରରେ ଆୟୋଜିତ ଶପଥ ପାଠ କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଶପଥ ପାଠ କରାଇଛନ୍ତି । ଜଷ୍ଟିସ ତାଳପତ୍ର ଏବେ ବରିଷ୍ଠ ବିଚାରପତି ଭାବେ ଓଡ଼ିଶା…
ଏବେବି ୨୦ ଜଣଙ୍କ ପତ୍ତା ମିଳିନାହିଁ
ଡେରାଡୁନ: ଉତ୍ତରାଖଣ୍ଡ ଗୌରୀକୁଣ୍ଡରେ ଭୁସ୍ଖଳନ ବେଳେ ନିଖୋଜ ୨୦ ଜଣଙ୍କ ଏବେବି କୌଣସି ପତ୍ତା ମିଳିନାହିଁ । ଉଦ୍ଧାରକାରୀ ଦଳ ଖୋଜାଖୋଜି ଜାରି ରଖିଛନ୍ତି । କେଦାରନାଥ ଯାଉଥିବା ବେଳେ ଗୌରୀକୁଣ୍ଡରେ ବନ୍ୟା ଆସିବା ପରେ ଅଚାନକ ଭୂସ୍ଖଳନ ଯୋଗୁଁ ୨୦ ଜଣ ଭାସି ଯାଇଥିଲେ । ଲଗାଣ ବର୍ଷା ଓ…
ହରିୟାଣା ହିଂସା ପଛରେ ସୋସିଆଲ ମିଡିଆ
ଚଣ୍ଡିଗଡ଼: ହରିୟାଣା ହିଂସା ପଛରେ ସୋସିଆଲ ମିଡିଆର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ସାମାଜିକ ଗଣମାଧ୍ୟମରେ ଉତ୍ତେଜିତ କଲା ଭଳି ପୋଷ୍ଟ ସେୟାର ଦ୍ବାରା ହିଂସା ଆହୁରି ଜୋର ଧରିଥିଲା । ଲୋକେ ଉତ୍ତେଜିତ ହୋଇ ହିଂସାରେ ସାମିଲ ହୋଇଥିଲେ । ଏଭଳି ବୟାନ ଦେଇଛନ୍ତି ହରିୟାଣା ଗୃହମନ୍ତ୍ରୀ ଅନୀଲ…
ସମ୍ବଲପୁରର ହୁମା ମନ୍ଦିରରେ ପୂଜକ, ଭକ୍ତ ଓ ସ୍ଥାନୀୟ ବାସିନ୍ଦାଙ୍କ ସହ ଆଲୋଚନା କଲେ 5ଟି ସଚିବ
ସମ୍ବଲପୁର: 5T ସଚିବ ଭିକେ ପାଣ୍ଡିଆନ୍ ସମ୍ବଲପୁରର ହୁମା ମନ୍ଦିରରେ ପୂଜା କରିଛନ୍ତି । ସେଠାକୁ ଗସ୍ତ କରି ପୂଜକ, ଭକ୍ତ ଓ ସ୍ଥାନୀୟ ବାସିନ୍ଦାଙ୍କ ସହ ଆଲୋଚନା କରିଛନ୍ତି ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ହୁମା ମନ୍ଦିରର ସ୍ଥିତି ଅନୁଧ୍ୟାନ କରିବା ପାଇଁ 5T ସଚିବ ଭିକେ…
ଶ୍ରୀମନ୍ଦିରରେ ଗର୍ଭଗୃହ ଯାଞ୍ଚ ପାଇଁ ଏଏସଆଇର ୪ ଜଣିଆ ବୈଷୟିକ ଟିମ ପୁରୀରେ
ପୁରୀ: ଆଜିଠାରୁ ଶ୍ରୀମନ୍ଦିରରେ ଗର୍ଭଗୃହ ଯାଞ୍ଚ ଆରମ୍ଭ ହେବ ବୋଲି ଜଣାଯାଇଛି। ଏଥିପାଇଁ ଆଜି ଏଏସଆଇର ୪ ଜଣିଆ ବୈଷୟିକ ଟିମ ପୁରୀରେ ପହଞ୍ଚିବେ। ରଥଯାତ୍ରା ସମୟରେ ପ୍ରତିବର୍ଷ ବୈଷୟିକ ଟିମ ଦ୍ୱାରା ଗର୍ଭଗୃହ ଯାଞ୍ଚ ଓ ଆବଶ୍ୟକୀୟ ମରାମତି କରାଯାଇଥାଏ। ଏ ନେଇ ବିଶେଷଜ୍ଞଙ୍କ ଦ୍ୱାରା…
ଶିଶୁମାନଙ୍କ ପୁଷ୍ଟିଗତ ଓ ସ୍ବାସ୍ଥ୍ୟଗତ ଉନ୍ନତି ପାଇଁ ସଂପୂର୍ଣ୍ଣ ପୁଷ୍ଟି ଯୋଜନାକୁ କ୍ୟାବିନେଟ ଅନୁମୋଦନ
ଭୁବନେଶ୍ବର : କିଶୋରୀ(୧୫-୧୯ବର୍ଷ), ଗର୍ଭବତୀ ମହିଳା ଓ ପ୍ରସୂତିଙ୍କ ସମେତ ଏସ୍ଏଏମ୍(ଗମ୍ଭୀର ପୁଷ୍ଟିହୀନତା), ଏମ୍ଏଏମ୍ ଓ ଏସ୍ୟୁଡବ୍ଲୁ ଶିଶୁମାନଙ୍କ ପୁଷ୍ଟିଗତ ଓ ସ୍ବାସ୍ଥ୍ୟଗତ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ସଂପୂର୍ଣ୍ଣ ପୁଷ୍ଟି ଯୋଜନା(ଏମ୍ଏସ୍ପିୱାଇ)କୁ କ୍ୟାବିନେଟ ଅନୁମୋଦନ…
ଭିଜିଲାନ୍ସ ଜାଲରେ ନୟାଗଡ଼ର ପୂର୍ବତନ ଯୋଗାଣ ଅଧିକାରୀ
ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନୟାଗଡ଼ର ପୂର୍ବତନ ଯୋଗାଣ ଅଧିକାରୀ ବ୍ରଜେନ୍ଦ୍ର ନାୟକଙ୍କ ଘର ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ଚଢଉ ହେଉଛି।
https://twitter.com/OdishaVigilance/status/1669542465282666496?s=20
ପୂର୍ବରୁ ରାଜ୍ୟ ସରକାର ତାଙ୍କୁ…
ଜଖୌ ବନ୍ଦରରେ ‘ଲ୍ୟାଣ୍ଡ୍ଫଲ୍’ କରିପାରେ ବାତ୍ୟା ‘ବିପର୍ଯ୍ୟୟ’
ନୂଆଦିଲ୍ଲୀ: ଆରବ ସାଗର ଉପରେ କେନ୍ଦ୍ରୀଭୂତ ହୋଇ ଉତ୍ତରଆଡ଼କୁ ଗତିଶୀଳ ହେଉଥିବା ସାମୁଦ୍ରିକ ବାତ୍ୟା ‘ବିପର୍ଯ୍ୟୟ’ ଗୁରୁବାର ସନ୍ଧ୍ୟା ବେଳେ ଗୁଜରାଟ ଉପୂକଳ ଅନ୍ତର୍ଗତ ଜଖୌ ବନ୍ଦରରେ ‘ଲ୍ୟାଣ୍ଡ୍ଫଲ୍’ କରିପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି।ତେଣୁ, ସତର୍କତାମୂଳକ ପଦକ୍ଷେପ…