Trending
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
Browsing Category
Public
Public related news information updates will be here
୫ଟି ରାଜ୍ୟରେ ନିର୍ବାଚନକୁ ଦୃଷ୍ଟିରେ ରଖି ନିର୍ବାଚନ କମିଶନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ
ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନ ଏବଂ ଚଳିତ ବର୍ଷ ଶେଷ ବେଳକୁ ୫ଟି ରାଜ୍ୟରେ ନିର୍ବାଚନ ହେବାକୁ ଯାଉଛି । ମେଗା ନିର୍ବାଚନକୁ ଦୃଷ୍ଟିରେ ରଖି ନିର୍ବାଚନ କମିଶନ ପକ୍ଷରୁ ଆରମ୍ଭ ହୋଇଛି ପ୍ରସ୍ତୁତି । ପର୍ଯ୍ୟାୟ ଭିତ୍ତିରେ ଇଭିଏମ ଓ ପେପର ଟ୍ରେଲ ମେସିନଗୁଡ଼ିକର ଯାଞ୍ଚ କରୁଛି କମିଶନ ।…
ବୋରୱେଲରେ ଗଳିପଡିଥିବା ଶିଶୁକନ୍ୟା ମୃତ ଅବସ୍ଥାରେ ହେଲା ଉଦ୍ଧାର
ଶେଷରେ ବୋରଓ୍ବେଲରୁ ଉଦ୍ଧାର ହେଲା ଶିଶୁକନ୍ୟା । କିନ୍ତୁ ପ୍ରାଣ ନଥିଲା ଶିଶୁଟିର । ମଧ୍ୟପ୍ରଦେଶ ସିହୋର ଜିଲ୍ଲାରେ ବୋରୱେଲରେ ଗଳିପଡିଥିବା ଶିଶୁକନ୍ୟାକୁ ବହୁ କଷ୍ଟ ପରେ ଉଦ୍ଧାର କରାଯାଇଥିଲା । ୫୫ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମରେ ଉଦ୍ଧାରକାରୀ ଦଳ ୧୫୦ ଫୁଟ ଗାତରୁ ଶିଶୁକନ୍ୟାଟିକୁ…
ନମ୍ବର ପ୍ଲେଟ ନଥିଲେ ଗାଡ଼ି ବିରୋଧରେ ଇ-ଚାଲାଣ ଜାରି କରାଯିବ
ଭୁବନେଶ୍ୱର: ହାଇ ସିକୁରିଟି ନମ୍ବର ପ୍ଲେଟ ନଥିଲେ ଏଥର କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଜୁନ ୨୩ରୁ ଆଦାୟ ହେବ ମୋଟା ଅଙ୍କର ଫାଇନ୍ । HSRP ନମ୍ବର ପ୍ଲେଟ ନଥିଲେ ଗାଡ଼ି ବିରୋଧରେ ଇ-ଚାଲାଣ ଜାରି କରାଯିବା ସହ ୫ ହଜାର କିମ୍ବା ୧୦ ହଜାର ଟଙ୍କାର ଜୋରିମାନା ଆଦାୟ କରାଯିବ । ଏନେଇ…
କୋର୍ଟ ପରିସରରେ ଗ୍ୟାଙ୍ଗଷ୍ଟାର ସଞ୍ଜିବ ଜୀଭାଙ୍କୁ ଗୁଳି କରି ହତ୍ୟା
ଲକ୍ଷ୍ନୌ: କୋର୍ଟ ରୁମ ପରିସରରେ ଗ୍ୟାଙ୍ଗଷ୍ଟାର ସଞ୍ଜିବ ଜୀଭାଙ୍କୁ ଗୁଳି କରି ହତ୍ୟା କରାଯାଇଛି । ଜଣେ ଦୁର୍ବୁତ୍ତ ସଞ୍ଜିବଙ୍ଗ ଉପରକୁ ଆଖିବୁଜା ଗୁଳି ଚାଳନା କରିଥିବା ବେଳେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା । ଦୁର୍ବୁତ୍ତ ଜଣକ ଓକିଲ ବେଶରେ ଆସି ଗୁଳି ମାଡ଼ କରିଥିବା ଜଣାପଡ଼ିଛି…
ଚଳିତ ବର୍ଷା ସିଜିନରେ ଯେକୌଣସି ସମୟରେ ଖୋଲିବ ହୀରାକୁଦ
ସମ୍ବଲପୁର: ଯେକୌଣସି ସମୟରେ ଖୋଲିବ ହୀରାକୁଦ ଗେଟ୍ । ଚଳିତ ବର୍ଷା ସିଜିନରେ ଯେକୌଣସି ସମୟରେ ଖୋଲିବ ହୀରାକୁଦ । ଏହି ନିଷ୍ପତ୍ତି ପରେ ଆରମ୍ଭ ହୋଇଛି ମକଡ୍ରିଲ୍ । ଗେଟ୍ ଖୋଲିବା ସମୟରେ କୌଣସି ଅସୁବିଧା ଦେଖାନଦେବା ସହ ବନ୍ୟା ପରିଚାଳନା ଠିକ୍ ଭାବରେ ହୋଇପାରିବ, ସେନେଇ ମକଡ୍ରିଲ ଆରମ୍ଭ…
ମୌସୁମୀ ପାଇଁ ପାଗ ଅନୁକୂଳ ନେଇ ମିଳିଛି ସୂଚନା
ଭୁବନେଶ୍ବର: ଆସନ୍ତା ୪୮ ଘଣ୍ଟାରେ କେରଳ ଛୁଇଁବ ମୌସୁମୀ । ମୌସୁମୀ ପାଇଁ ପାଗ ଅନୁକୂଳ ନେଇ ମିଳିଛି ସୂଚନା । କେରଳ ଉପକୂଳରେ ମେଘ ସମୂହର ଘନତ୍ୱ ବୃଦ୍ଧି ପାଉଥିବା ବେଳେ ପଶ୍ଚିମ ବାୟୁର ସକ୍ରିୟତା ଏହି ସୂଚନା ଦେଉଛି । ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳ…
ବରଗଡରେ ଦୁର୍ଘଟଣାର ଶିକାର ହୋଇଛି ଏକ ମାଲବାହୀ ଟ୍ରେନ
ବରଗଡ: କରମଣ୍ଡଳ ଦୁର୍ଘଟଣାର ଦୁର୍ଦ୍ଦଶା ସୁଧୁରିନଥିବା ବେଳେ ପୁଣି ଏକ ଟ୍ରେନ ଦୁର୍ଘଟରା ନେଇ ସୂଚନା ମିଳିଛି । ବରଗଡରେ ଦୁର୍ଘଟଣାର ଶିକାର ହୋଇଛି ଏକ ମାଲବାହୀ ଟ୍ରେନ । ମେଣ୍ଢାପାଲି ନିକଟରେ ଏହି ଟ୍ରେନର ୫ଟି ବଗି ଲାଇନଚ୍ୟୁତ ହୋଇ ଟ୍ରାକ ତଳକୁ ଖସି ଆସିଥିବା ଜଣାଯାଇଛି । ଡୁଙ୍ଗୁରି…
ବାହାନଗାରେ ଗଡ଼ିଲା ପାସେଞ୍ଜର ଟ୍ରେନ୍
ବାଲେଶ୍ବର: ୫୦ ଘଣ୍ଟାରୁ ଅଧିକ ସମୟର ନନଷ୍ଟପ୍ ମରାମତି ପରେ ଶେଷରେ ବାହାନଗାରେ ଗଡ଼ିଲା ଟ୍ରେନ୍। ଉଭୟ ଅପ୍ ଓ ଡାଉନ୍ ଲାଇନରେ ପରୀକ୍ଷାମୂଳକ ଭାବେ ଟ୍ରେନ୍ ଚଳାଚଳ ଆରମ୍ଭ ହୋଇଛି । ଟ୍ରାକରେ ଗଡ଼ିଛି ପାସେଞ୍ଜର ଟ୍ରେନ୍ । ଗତକାଲି ଉଭୟ ଟ୍ରାକରେ ମାଲବାହୀ ଟ୍ରେନ ଚଳାଚଳ କରିଥିଲା । ବାଲେଶ୍ବର…
ଟ୍ରେନ ଦୁର୍ଘଟଣାରେ ସହାୟତାର ହାତ ବଢ଼ାଇଛନ୍ତି ବୀରେନ୍ଦ୍ର ସେହଓ୍ବାଗ
ଭୁବନେଶ୍ବର: ବାଲେଶ୍ବର ବାହାନଗା ଟ୍ରେନ ଦୁର୍ଘଟଣ ସାରା ଦେଶକୁ ଥରାଇ ଦେଇଛି । ଏବେ ଯାଏ ଅନେକ ଶବ ଚିହ୍ନଟ ହୋଇ ନଥିଲାବେଳେ ନିଜ ପ୍ରିୟଜନଙ୍କୁ ଖୋଜୁଛନ୍ତି ସମ୍ପର୍କୀୟ । ଏହାରି ଭିତରେ ଆହତ ଏବଂ ମୃତକଙ୍କ ପରିବାର ପ୍ରତି ସହାୟତାର ହାତ ବଢ଼ାଇଛନ୍ତି ଅନେକ ସଂଗଠନ ।କ୍ରିକେଟର ବୀରେନ୍ଦ୍ର…
ୱାଘା-ଅଟାରୀଠାରେ ଭାରତୀୟ ସେନାକୁ ମିଳିଛି ଏକ ବଡ ସଫଳତା
ନୂଆଦିଲ୍ଲୀ: ୱାଘା-ଅଟାରୀଠାରେ ଭାରତୀୟ ସେନାକୁ ମିଳିଛି ଏକ ବଡ ସଫଳତା । ଭାରତର ଆକାଶରେ ଉଡୁଥିବା ପାକିସ୍ତାନୀ ଡ୍ରୋନକୁ ଗୁଳି କରି ଖସାଇ ଦେଇଛି ଭାରତୀୟ ସେନା । ବିଏସଏଫର ଯବାନଙ୍କ ଗୁଳିରେ ତଳେ ଖସି ପଡିଛି ପାକିସ୍ତାନର ଡ୍ରୋନ୍ । ତେବେ ଏହି ଡ୍ରୋନକୁ ଦେଖି ସମସ୍ତଙ୍କ ମନରେ ପଶିଥିଲା ଛନକା…