Trending
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
- ଆଜି ଓଡିଶା ଆସିବେ ପି.କେ. ମିଶ୍ର
- ସ୍ମାର୍ଟ ସିଟି ଓ ଟ୍ଵିନ୍ ସିଟିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା
- ନରେନ୍ଦ୍ର ମୋଦୀଙ୍କୁ ଭେଟି ୱାକଫ ସଂଶୋଧନ ଆଇନ ପାଇଁ ଧନ୍ୟବାଦ ଜଣାଇଛନ୍ତି ଦାଉଦୀ ବୋହରା ସମ୍ପ୍ରଦାୟର ଲୋକମାନେ
- କେନ୍ଦ୍ର ସରକାରଙ୍କ ଉଦ୍ୟମରେ ଆଜି ଓଡ଼ିଶାକୁ ୪୦୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ବର ପ୍ରକଳ୍ପ ଭେଟି ମିଳିଛି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Browsing Category
Special
ବିମାନବନ୍ଦରରେ ବିଜୁ ବାବୁଙ୍କ ଡାକୋଟା, ବିମାନକୁ ନେଇ ଉତ୍ସାହ, ଚର୍ଚା
ଭୁବନେଶ୍ବର: ବହୁ ବାଦ ବିବାଦ ଚର୍ଚା ପରେ ଓଡ଼ିଶାକୁ ଆସିଛି ବିଜୁ ବାବୁଙ୍କ ଡାକୋଟା ବିମାନ । ବହୁ ଦିନର ପ୍ରତିକ୍ଷାର ଅନ୍ତ ଘଟିବା ପରେ ବିମାନଟି କୋଲକତାରୁ ଆସି ଭୁବନେଶ୍ବର ବିମାନ ବନ୍ଦରରେ ପହଁଚିଛି । କେବଳ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ନେଇ ଖୁସି ପ୍ରକଟ କରିଛନ୍ତି ତା…
ବିଶ୍ୱର ଦୀର୍ଘତମ ନଦୀ ବିହାର ‘ଗଙ୍ଗାବିଳାସ’ର ହେବ ଉଦଘାଟନ
ଆଜି ବିଶ୍ୱର ଦୀର୍ଘତମ ନଦୀ ବିହାର ‘ଗଙ୍ଗାବିଳାସ’ର ହେବ ଉଦଘାଟନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାର ଶୁଭାରମ୍ଭ କରିବେ । ବାରଣାସୀରୁ ବାଂଲାଦେଶ ଦେଇ ଆସାମର ଦିବ୍ରୁଗଡ଼ ପର୍ଯ୍ୟନ୍ତ ଚାଲିବ ଏହି ଜଳ ଯାନ । ୫୦ ଦିନରେ ବିଭିନ୍ନ ଐତିହାସିକ ସ୍ଥାନ ବୁଲିବ ଏହି କ୍ରୁଜ୍ ।
ଭୁବନେଶ୍ୱର ସିଆଇଏସଏଫ୍ ତରଫରୁ ବାଇକରେ ତ୍ରିରଙ୍ଗା ରାଲି
ସ୍ୱାଧୀନତାର ୭୫ତମ ବର୍ଷ ପୂର୍ତ୍ତି ଅବସରରେ ସାରାଦେଶ ପାଳନ କରୁଛି ଆଜାଦୀ କି ଅମୃତ ମହୋତ୍ସବ । ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ସିଆଇଏସଏଫ୍ ୟୁନିଟ୍ ତରଫରୁ ବାଇକରେ ତ୍ରିରଙ୍ଗା ରାଲିର ଆୟୋଜନ କରାଯାଇଛି । ଲୋକମାନଙ୍କୁ ସଚେତନ କରାଇବା ଓ ମନରେ ଦେଶପ୍ରେମ ଜାଗ୍ରତ ଉଦ୍ଦେଶ୍ୟରେ ଏହି ରାଲି!-->…
ପ୍ରଜାତନ୍ତ୍ର ଓଡିଆ ଜନଜୀବନର ସଠିକ ଦର୍ପଣ
ପ୍ରଜାତନ୍ତ୍ର ଓଡିଆ ଜନଜୀବନର ସଠିକ ଦର୍ପଣ । କଟକରେ ପ୍ରଜାତନ୍ତ୍ରର ୭୫ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ଉଦବୋଧନ ଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ଅବିଭାଷଣ ରଖିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି, ଆଜି ଓଡିଶାକୁ ନୂଆ ପରିଚୟ ଦେବାର ଦିନ । ଦେଶର ସ୍ୱାଧୀନତାର ଅମୃତ!-->…
ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହେଲା ନୀତି ଅୟୋଗ ବୈଠକ
ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ନୀତି ଆୟୋଗ ଗଭନିଂ କାଉନସିଲ ବୈଠକ ଆରମ୍ଭ ହୋଇଛି । ଏଥିରେ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗଦେଇ ନିଜ ନିଜ ରାଜ୍ୟ ପାଇଁ ଦାବି ଉପସ୍ଥାପନ କରୁଛନ୍ତି ।
https://twitter.com/ANI/status/1556192983023661056
!-->!-->!-->!-->!-->…
ଦେଶର କ୍ଷୁଦ୍ରତମ ରକେଟ୍ ‘ଏସଏସଏଲଭି-ଡି୧’ ସଫଳତାର ସହ ଉତକ୍ଷେପଣ
ଇତିହାସ ସୃଷ୍ଟି କରିଛି ଇସ୍ରୋ । ଆଜି ଆନ୍ଧ୍ରପ୍ରଦେଶର ଶ୍ରୀହାରିକୋଟା ଠାରୁ ଏହାର ପ୍ରଥମ ଛୋଟ ସାଟେଲାଇଟ୍ ‘ଏସଏସଏଲଭି-ଡି୧’ ଉତକ୍ଷେପଣ କରି ଇସ୍ରୋ ଇତିହାସ ସୃଷ୍ଟି କରିଛି । ସତୀଶ ଧାୱନ ସ୍ପେସ୍ ସେଣ୍ଟରରେ ପ୍ରଦର୍ଶିତ ପରଦାରୁ ଏହା ଦେଖାଯାଇଛି ଯେ ଦୁଇଟି ଉପଗ୍ରହ - ଆର୍ଥ ଅବଜରଭେସନ୍!-->…
ବନ୍ଧୁତ୍ୱ ଦିବସର ମହତ୍ତ୍ୱ
ଆଜି ଦେଶ ପାଳୁଛି ବନ୍ଧୁତ୍ୱ ଦିବସ। ତେବେ ଅଗଷ୍ଟ ମାସର ପ୍ରଥମ ରବିବାର ବନ୍ଧୁତ୍ୱ ଦିବସ ଭାବେ ପାଳନ କରାଯାଇଥାଏ। ସେହିପରି ଭାରତ ଭଳି ଅନେକ ଦେଶ ଅଛି ଯେଉଁ ଦେଶ ମାନଙ୍କରେ ସ୍ୱତନ୍ତ୍ର ଢଙ୍ଗରେ ବନ୍ଧୁତ୍ୱ ଦିବସ ପାଳନ କରାଯାଇଥାଏ। ବନ୍ଧୁତ୍ୱର ପବିତ୍ର ସମ୍ପର୍କ ଅନ୍ୟ ସମସ୍ତ ସମ୍ପର୍କ ଠାରୁ!-->…
ଓଡ଼ିଶାର ସାତକୋଶିଆକୁ ମିଳିଲା ରାମସାର କ୍ଷେତ୍ର ମାନ୍ୟତା
ଓଡ଼ିଶାର ସାତକୋଶିଆ ଗର୍ଜ (ଦୁଇ ପର୍ବତ ମଧ୍ୟରେ ସଙ୍କୁଚିତ ଜଳ ମାର୍ଗ) ସମେତ ଦେଶର ଆଉ ୧୦ଟି ଆର୍ଦ୍ର ଭୂମିକୁ ରାମସାର କ୍ଷେତ୍ର ମାନ୍ୟତା ମିଳିଛି । ଏହାକୁ ମିଶାଇ ଦେଶରେ ମୋଟ୍ ରାମସାର କ୍ଷେତ୍ର ସଂଖ୍ୟା ୬୪ରେ ପହଞ୍ଚିଛି । ଏବେ ଦେଶରେ ମୋଟ୍ ୧୨,୫୦,୩୬୧ ହେକ୍ଟର ଆର୍ଦ୍ରଭୂମି କ୍ଷେତ୍ରକୁ!-->…
ସ୍ୱାଧୀନତା ଦିବସ ପାଇଁ କଲେଜଗୁଡ଼ିକୁ ନିର୍ଦ୍ଦେଶାବଳୀ ଜାରି
ପ୍ରତିରକ୍ଷା ମନ୍ତ୍ରଣାଳୟ (MoD) ସମସ୍ତ ଶିକ୍ଷାନୁଷ୍ଠାନରେ ସ୍ୱାଧୀନତା ଦିବସ ପାଳନ ପାଇଁ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରଣାଳୀ (SOP) ଜାରି କରିଛି। ସମସ୍ତ ଅନୁଷ୍ଠାନରେ ସକାଳ ୯ଟାରେ ଫ୍ଲାଟ ହୋଷ୍ଟିଂ କରାଯିବ ବୋଲି ସମସ୍ତ ଅନୁଷ୍ଠାନ ତଥା ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ସମ୍ବୋଧିତ କରାଯାଇଥିବା ଏକ!-->…
ଦେଶବାସୀଙ୍କୁ ଅନୁରୋଧ କରିଲେ ମୋଦୀ
ଦେଶବାସୀଙ୍କୁ ମୋଦୀଙ୍କ ଅପିଲ । ନିଜ ସୋସିଆଲ ମିଡିଆ ଡିପି ବା କଭର ଫଟୋକୁ ବଦଳାଇବା ପାଇଁ ଅନୁରୋଧ କରିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ ନିଜେ ତାଙ୍କର ସୋସିଆଲ ମିଡିଆ ଫଟୋକୁ ପରିବର୍ତ୍ତନ କରି ଏଥିରେ ତ୍ରିରଙ୍ଗା ଫଟୋ ରଖିବା ପରେ ଏହି ପରାମର୍ଶ ଦେଇଛନ୍ତି । ଦେଶ ଆଜି!-->…