Trending
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
- ଆଜି ଓଡିଶା ଆସିବେ ପି.କେ. ମିଶ୍ର
- ସ୍ମାର୍ଟ ସିଟି ଓ ଟ୍ଵିନ୍ ସିଟିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା
- ନରେନ୍ଦ୍ର ମୋଦୀଙ୍କୁ ଭେଟି ୱାକଫ ସଂଶୋଧନ ଆଇନ ପାଇଁ ଧନ୍ୟବାଦ ଜଣାଇଛନ୍ତି ଦାଉଦୀ ବୋହରା ସମ୍ପ୍ରଦାୟର ଲୋକମାନେ
- କେନ୍ଦ୍ର ସରକାରଙ୍କ ଉଦ୍ୟମରେ ଆଜି ଓଡ଼ିଶାକୁ ୪୦୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ବର ପ୍ରକଳ୍ପ ଭେଟି ମିଳିଛି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Browsing Category
Special
ଅଗଷ୍ଟ ୧୩ରୁ ୧୫ ଯାଏଁ ‘ହର ଘର ତ୍ରିରଙ୍ଗା’
ମାସର ଶେଷ ରବିବାରରେ ସାରା ଦେଶ ବାସୀଙ୍କୁ ‘ମନ କି ବାତ୍’ କାର୍ଯ୍ୟକ୍ରମ ମାଧ୍ୟମରେ ସମ୍ବାଧନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଆଗକୁ ସ୍ୱାଧୀନତା ଦିବସ ଥିବାରୁ ଆଜିର ଏହି କାର୍ଯ୍ୟକ୍ରମ ଗୁରୁତ୍ୱପୂର୍ଣ୍ଣ ।୯୧ ତମ ଏପିସୋଡରେ ଦେଶବାସୀଙ୍କୁ ବାର୍ତ୍ତା ଦେଇଛନ୍ତି ଯେ, ଏଥର ମନ କି ବାତ୍!-->…
୨୦୨୫ ସୁଦ୍ଧା ବନ୍ଦ ହେବ ଭାରତର ୪ଟି ମିଗ୍-୨୧ ସ୍କ୍ୱାର୍ଡନ
ଆଗକୁ ଆଉ ଆକାଶରେ ଉଡିବନି ମିଗ୍-୨୧ ଯୁଦ୍ଧ ବିମାନ । ୨୦୨୫ ସୁଦ୍ଧା ବନ୍ଦ ହେବ ଭାରତୀୟ ବାୟୁସେନାରେ କାର୍ଯ୍ୟକ୍ଷମ ଥିବା ସମସ୍ତ ୪ଟି ମିଗ୍-୨୧ ସ୍କ୍ୱାର୍ଡନ । ମିଗ୍-୨୧ ବଦଳରେ ନୂଆ ଲଢୁଆ ବିମାନ ମୁତୟନ କରାଯିବ । ଆସନ୍ତା ସେପ୍ଟେମ୍ବରରେ ଗୋଟିଏ ସ୍କ୍ୱାର୍ଡନ ବନ୍ଦ ହେବାକୁ ଥିବା ବେଳେ!-->…
ନରସିଂହପୁରରେ ହାତୀଙ୍କ ସୁରକ୍ଷା ନେଇ ଉଠିଲା ପ୍ରଶ୍ନ
ବିପଦରେ ଗଜରାଜ । ବାରମ୍ବାର ଦନ୍ତାହାତୀଙ୍କୁ ଗୁଳି କରୁଛନ୍ତି ଶିକାରୀ । ଏବେ ପ୍ରାୟତଃ ସବୁ ଜଙ୍ଗଲରେ ଶିକାରୀଙ୍କ ପାଦୁର୍ଭାବ ବଢିଛି । ଯାହାର ପରିଣାମ ହାତୀଙ୍କୁ ଭୋଗିବାକୁ ପଡୁଛି । କେତେବେଳେ ହାତୀଙ୍କୁ ମାରି ଦାନ୍ତ କାଢି ନେଉଛନ୍ତି ଶିକାରୀ, ତ ପୁଣି କେତେବେଳେ ଗୁଳି ଖାଇ ଜଙ୍ଗଲରେ!-->…
୧୫ ସେପ୍ଟେମ୍ବର ପର୍ଯ୍ୟନ୍ତ ପଦ୍ମ ପୁରସ୍କାର ପାଇଁ ଆବେଦନ
ଆସନ୍ତା ବର୍ଷ ୨୦୨୩ ପାଇଁ ପଦ୍ମ ପୁରସ୍କାର ପାଇଁ ନାମାଙ୍କନ ଚଳିତ ବର୍ଷ ସେପ୍ଟେମ୍ବର ୧୫ ପର୍ଯ୍ୟନ୍ତ କରାଯାଇପାରିବ । ଏଥିପାଇଁ ନାମାଙ୍କନ କିମ୍ବା ସୁପାରିଶ ଜାତୀୟ ପୁରସ୍କାର ପୋର୍ଟାଲରେ ଅନଲାଇନରେ କରାଯାଇପାରିବ। ଦେଶର ସର୍ବୋଚ୍ଚ ନାଗରିକ ପୁରସ୍କାରରେ ଅନ୍ତର୍ଭୁକ୍ତ ପଦ୍ମବିଭୂଷଣ, ପଦ୍ମ!-->…
ଏପିଜେ ଅବଦୁଲ କଲାମଙ୍କର ଆଜି ପୂଣ୍ୟତିଥି
୧୯୩୧ ମସିହା ଅକ୍ଟୋବର ୧ ତାରିଖରେ ତାମିଲନାଡୁ ରାମେଶ୍ୱରମ ଗାଁରେ ଏକ ମୁସଲମାନ ପରିବାରରରେ ଏପିଜେ ଅବଦୁଲ କଲାମ ଜନ୍ମଗ୍ରହଣ କରିଥିଲେ ।ମାଟ୍ରିକ ପରୀକ୍ଷା ଶେଷ କରିବା ପରେ ସେ ତିରୁଚିରାପଲ୍ଲୀ ସ୍ିତ ସେଣ୍ଟ ଯୋଶେଫ୍ କଲେଜରେ ନାଁ ଲେଖାଇôଲେ । ଏହାରେ ପଦାର୍ଥ ବିଜ୍ଞାନରେ ସ୍ନାତକ ଡିଗ୍ରୀ!-->…
କାର୍ଗିଲ୍ ବିଜୟକୁ ପୂରିଲା ୨୩ ବର୍ଷ
ଆଜି କାରଗିଲ ବିଜୟ ଦିବସ । ପାକ ବିରୋଧରେ ସେନାର ବୀରତ୍ୱକୁ ମନେପକାଉଛି ସାରାଦେଶ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ କାର୍ଗିଲ ଦିବସର ସ୍ମୃତିଚାରଣ କରିଛନ୍ତି । କହିଛନ୍ତି କାର୍ଗିଲ ବିଜୟ ଦୀପ ମା ’ଭାରତର ଗର୍ବ ଏବଂ ଗୈାରବର ପ୍ରତୀକ । ଏହି ଅବସରରେ ଦେଶର ସମସ୍ତ ସାହସୀ!-->…
ମିଡିଆ ସତରେ କଣ କଙ୍ଗାରୁ କୋର୍ଟ ଚଲାଉଛି!
ସୁପ୍ରିମ କୋର୍ଟର ମୁ୍ଖ୍ୟ ବିଚାରପତି ଜଷ୍ଟିସ ଏନ ଭି ରମନ୍ନା ଝାଡ଼ଖଣ୍ଡ ଗସ୍ତ ସମୟରେ ମିଡିଆକୁ ନେଇ ବଡ଼ କଥା କହିଛନ୍ତି । ସେ କହିଛନ୍ତି ଆଜିକାଲି ମିଡିଆ କଂଗାରୁ କୋର୍ଟ ଚଲାଇଛି । ଯାହା ମନକୁ ଆସିଲା ତାହା ଗପୁଛି । ଯାହା ଠିକ୍ ଭାବିଲା ତାହାକୁ ନ୍ୟାୟ ବୋଲି ଦର୍ଶାଉଛି । ଏଭଳି!-->…
ଲଏସିରେ ଚୀନ୍ ନୂଆ ହାଇୱେ ବନାଇବାକୁ ଯୋଜନା କରୁଛି
ଦୀର୍ଘଦିନ ହେବ ଏଲଏସିରେ ଭାରତ ଚୀନ ମଧ୍ୟରେ ଆଲୋଚନା ପାଇଁ ବୈଠକ ଉପରେ ବୈଠକ ବସୁଥିଲେ ବି ଚୀନ୍ ତାର ବିସ୍ତାରବାଦି ନିତିକୁ ଛାଡୁନି । ଏଲଏସିରେ ଚୀନ୍ ନୂଆ ହାଇୱେ ବନାଇବାକୁ ଯୋଜନା କରୁଛି ।ମିଳିଥିବା ରିପୋର୍ଟ ଅନିଯାୟୀ, ତିବତ୍ତର ଲୁଂଜଠାରୁ ନେଇ ସିଂଙ୍ଗଜିଆ କ୍ଷେତ୍ରଯାଏଁ ଦୀର୍ଘଗାମୀ!-->…
ଦକ୍ଷିଣ ଚୀନ ସାଗରରେ ପ୍ରବେଶ କଲା ଆମେରିକାର ଯୁଦ୍ଧ ଜାହାଜ
ଦକ୍ଷିଣ ଚୀନ ସାଗରରେ ଥିବା ବିବାଦୀୟ ସ୍ପ୍ରାଟଲି ଦ୍ବୀପ ନିକଟରେ ଆମେରିକା ନୌସେନାର ଯୁଦ୍ଧଜାହାଜ ପ୍ରବେଶ କରିବା ପରେ ଚୀନ ତାହାକୁ ନେଇ ଆପତ୍ତି ଉଠାଇଛି । ଚୀନର ସାର୍ବଭୌମ ଅଂଚଳରେ ଏହା ଆମେରିକାର ଅନୁପ୍ରବେଶ ଓ ଏହାକୁ ବରଦାସ୍ତ କରାଯିବ ନାହିଁ ବୋଲି ଚୀନ କହିଛି ।ଦକ୍ଷିଣ ଚୀନ ସାଗରରେ!-->…
ଆଇଏଲଏସ୍ ନିର୍ଦ୍ଦେଶକ ଅଜୟ ପରିଡ଼ାଙ୍କ ପରଲୋକ
ଆଇଏଲଏସ୍ ନିର୍ଦ୍ଦେଶକ ଡାକ୍ତର ଅଜୟ ପରିଡ଼ାଙ୍କ ପରଲୋକ। ଗୌହାଟୀରେ ଅଜୟ ପରିଡ଼ାଙ୍କ ଦେହାନ୍ତ ହୋଇଥିବା ଆଇଏଲଏସ୍ ପକ୍ଷରୁ ସୂଚନା ଦିଆଯାଇଛି। ସେ ଗୌହାଟୀକୁ ଏକ କନଫରେନ୍ସରେ ଯୋଗ ଦେବାକୁ ଯାଇଥିଲେ। ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୮!-->…