Trending
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
Browsing Category
Special
ଆଜି ବିଶ୍ବ ଅଙ୍ଗଦାନ ଦିବସ
ଶରୀର ଦାନ ପ୍ରତି ଧୀରେ ଧୀରେ ଜନସାଧାରଣ ସଚେତନ ହେଉଛନ୍ତି। ଶରୀରଦାନକୁ ସରକାରୀ ସ୍ବୀକୃତି ମିଳିବା ପରେ ବହୁ ସଚେତନ ନାଗରିକ ମେଡିକାଲ ଛାତ୍ରଛାତ୍ରୀଙ୍କ ପାଠପଢ଼ା ପାଇଁ ମୃତ୍ୟୁ ପରେ ଶରୀର ଦାନ କରିବାକୁ ଘୋଷଣାନାମା ଦାଖଲ କରୁଛନ୍ତି। ଏମ୍କେସିଜି ମେଡିକାଲ କଲେଜର ଆନାଟୋମି ବିଭାଗକୁ…
ବିଶ୍ୱ ଜୈବ ଇନ୍ଧନ ଦିବସ
ଅଗଷ୍ଟ ୧୦ରେ ବିଶ୍ୱ ଜୈବ ଇନ୍ଧନ ଦିବସ ପାଳନ କରାଯାଏ। ଏହି ଦିବସ ପାଳନର ମୁଖ୍ୟ ଉଦ୍ଦେଶ୍ୟ, ପାରମ୍ପରିକ ଜୀବାଶ୍ମ ଇନ୍ଧନର ବିକଳ୍ପ ଭାବରେ ଜୈବ ଇନ୍ଧନର ମହତ୍ତ୍ୱ ବିଷୟରେ ସଚେତନତା ସୃଷ୍ଟି କରିବା। ଯେହେତୁ ଆମେ ଚଳିତ ବର୍ଷ ବିଶ୍ୱ ଜୈବ ଇନ୍ଧନ ଦିବସ ପାଳନ କରିବାକୁ ଯାଉଛୁ, ଅଙ୍ଗାରକାମ୍ଳ…
ଆଜି ଓଡ଼ିଆ ସାମ୍ବାଦିକତା ଦିବସ
ପ୍ରତିବର୍ଷ ଅଗଷ୍ଟ ୪ ତାରିଖକୁ ଓଡ଼ିଶା ସାମ୍ବାଦିକତା ଦିବସ ଭାବେ ପାଳନ କରାଯାଉଛି । ଏହି ଦିନ ଜନ୍ମ ନେଇଥିଲା ଓଡ଼ିଶାର ପ୍ରଥମ ମୁଦ୍ରିତ ଓଡ଼ିଆ ସମ୍ବାଦପତ୍ର ‘ଉତ୍କଳ ଦୀପିକା’। ୧୮୬୬ ମସିହା ଅଗଷ୍ଟ ୪ ତାରିଖ ଦିନ କର୍ମବୀର ଗୌରୀଶଙ୍କର ରାୟ ଓ ବାବୁ ବିଚିତ୍ରାନନ୍ଦ ଦାସଙ୍କ ମିଳିତ ସହଯୋଗରେ ଏକ…
ଆଜି ବନ୍ଧୁତ୍ୱ ଦିବସ
ଆଜି ବନ୍ଧୁତ୍ୱ ଦିବସ। ବନ୍ଧୁଙ୍କ ଲାଗି ଦିନଟିଏ। ଅଗଷ୍ଟ ମାସର ପ୍ରଥମ ରବିବାରକୁ ବିଶ୍ବରେ ଫ୍ରେଣ୍ଡସିପ ଡେ’ ବା ବନ୍ଧୁତ୍ୱ ଦିବସ ଭାବେ ପାଳନ କରାଯାଇଥାଏ । ବହୁ ବର୍ଷ ତଳୁ ବନ୍ଧୁତ୍ୱର ଏହି ପବିତ୍ର ଦିବସ ପାଳନ ଚାଲିଆସିଛି। ଯୁବପିଢିଙ୍କ ପାଇଁ ବହୁତ ଖାସ୍ ଦିନ ହୋଇଥିବାରୁ ଯୁବବର୍ଗ ଏହାକୁ…
ଭଗବାନ ଶଙ୍କରଙ୍କୁ ବେଲପତ୍ରରେ ଚନ୍ଦନରେ ଓଁ ନମଃ ଶିବାୟ ଲେଖି ଅର୍ପଣ କରନ୍ତୁ
ପ୍ରଭୁ ଶିବଶଙ୍କରଙ୍କୁ ବେଲପତ୍ର ଖୁବ ପ୍ରିୟ, ଏହାର ଶିବ ପୁରାଣରେ ମଧ୍ୟ ବର୍ଣ୍ଣନା କରାଯାଇଛି। ତେଣୁ ସମସ୍ତ ଭକ୍ତ ଶ୍ରଦ୍ଧାର ଭାବ ସହ ପ୍ରଭୁଙ୍କୁ ପୂଜାର୍ଚ୍ଚନା କରିବା ସମୟରେ ବେଲ ପତ୍ର ଅର୍ପଣ କରିଥାଆନ୍ତି। ଏହାଦ୍ୱାରା ପ୍ରଭୁ ଖୁବ ପ୍ରସନ୍ନ ହେବା ସହ ଭକ୍ତଙ୍କ ଉପରେ କୃପା ଓ ଆଶୀର୍ବାଦ…
ଭୋଜନର ମହତ୍ତ୍ୱ !
ଭୋଜନ ହିଁ ଜୀବନର ଆଧାର । ତେଣୁ ଶାସ୍ତ୍ରରେ ମଧ୍ୟ ଭୋଜନର ମହତ୍ତ୍ୱ ବର୍ଣ୍ଣନା କରାଯାଇଛି । ଏହାସହ ଭୋଜନ ସହ ଜଡିତ ଅନେକ ନିୟମ ମଧ୍ୟ ବର୍ଣ୍ଣନା କରାଯାଇଛି ।ମାତ୍ର ଆପଣ ଜାଣନ୍ତି କି ଭୋଜନକୁ ନେଇ ଅନେକ ଶୁଭ ଓ ଅଶୁଭ ଘଟଣାର ସଙ୍କେତ ମଧ୍ୟ ମିଳିଥାଏ । ଅନେକ ସମୟରେ ଦେଖିଥିବେ ଖାଦ୍ୟରୁ…
୨୫ତମ କାର୍ଗିଲ ବିଜୟ ଦିବସ
କାର୍ଗିଲଠାରେ ଭାରତ-ପାକିସ୍ତାନ ମଧ୍ୟରେ ଚାଲିଥିବା ଯୁଦ୍ଧରେ ୧୯୯୯ ଜୁଲାଇ ୨୬ରେ ଭାରତର ବିଜୟ ପ୍ରାପ୍ତ ହୋଇଥିଲା। ଏ ନେଇ ଦେଶ ଶୁକ୍ରବାର ୨୫ତମ କାର୍ଗିଲ ବିଜୟ ଦିବସ ପାଳନ କରିବ। ଏହି ଦିବସରେ ପାକିସ୍ତାନର ଅନୁପ୍ରବେଶକାରୀଙ୍କୁ କାର୍ଗିଲ ଯୁଦ୍ଧରେ ଭାରତୀୟ ସୈନ୍ୟ ନିଜର ବଳିଦାନ ଦେଇ ସୀମା…
ଆଜି ରସଗୋଲା ଦିବସ
ପ୍ରତିବର୍ଷ ପାଳନ ନୀଳାଦ୍ରି ବିଜେରେ ରସଗୋଲା ଦିବସ ହୁଏ। ୨୦୧୫ରୁ ଓଡ଼ିଶାରେ ଏହି ଦିବସ ପାଳନ କରାଯାଇଆସୁଛି। ଗୁଣ୍ଡିଚା ମନ୍ଦିରରେ ନଅ ଦିନ ରହି ମାଉସୀ ମା’ ଘର ପାଖରେ ଅଟକି ବାଟରେ ପୋଡ଼ପିଠା ଖାଇ ମହାପ୍ରଭୁ ଶ୍ରୀମନ୍ଦିର ଫେରିଥିଲେ। ବାହୁଡ଼ା ପରଦିନ ରଥ ଉପରେ ବଡ଼ ଭାଇ ବଳଭଦ୍ର ଏବଂ ଭଉଣୀ…
ସୁନାରେ ସଜେଇ ହେଲେ ଶ୍ରୀଜିଉ
ସୁନାରେ ସୁସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ମହାପ୍ରଭୁ ଶ୍ରୀ ଜଗନ୍ନାଥ, ଶ୍ରୀ ବଳଭଦ୍ର ଏବଂ ଦେବୀ ସୁଭଦ୍ରା। ଏହି ସୁନାବେଶ ଦେଖିବା ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ରାତି ୧୧ଟା ପର୍ଯ୍ୟନ୍ତ ଭକ୍ତମାନେ ମହାପ୍ରଭୁଙ୍କ ଏହି ସୁନାବେଶ ଦେଖିବାର ସୌଭାଗ୍ୟ ଲାଭ କରିପାରିବେ ବୋଲି…
ସୁନାବେଶରେ ଦର୍ଶନ ଦେବେ ତିନିଠାକୁର
ଆଜି ହେଉଛି ଶ୍ରୀଜିଉଙ୍କ ପବିତ୍ର ସୁନାବେଶ । ଭକ୍ତ ଓ ଭଗବାନଙ୍କ ମିଳନର ଆଉ ଏକ ଅପୂର୍ବ ଦିନ । ଶ୍ରୀକ୍ଷେତ୍ରର ବଡଦାଣ୍ଡରେ ଦେଖିବାକୁ ମିଳିଛି ଜନସମୁଦ୍ର । ଆଷାଢ ମାସର ଶୁକ୍ଳ ପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିର ସମ୍ମୁଖରେ ବଡ଼ଠାକୁରଙ୍କ ୩ ରଥ ପହଞ୍ଚିବା ପରେ ମହାବାହୁଙ୍କ ସୁନାବେଶ ହୋଇଥାଏ ।…