Trending
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଲେ ବିଧାୟକ ଦଳ ବୈଠକ
Browsing Category
Sports
All sports related news will be uploaded
ଜିମ୍ବାଓ୍ଵେ ବିପକ୍ଷରେ ଭାରତର ଦମଦାର ବିଜୟ
ସୁପର-୮ର ‘କର ବା ମର’ ମ୍ୟାଚରେ ଭାରତ ଧମାକାଦାର ବିଜୟ। ଜିମ୍ବାଓ୍ଵେକୁ ଏକତରଫା ମ୍ୟାଚରେ ୭୨ ରନରେ ହରାଇଛି ସୂର୍ଯ୍ୟ ବାହିନୀ । ଏହି ମୁକାବିଲା ଜିତିବା ସହ ଭାରତର ସେମି ଫାଇନାଲ୍ ଆଶା ଉଜ୍ଜୀବିତ ରହିଛି। ଭାରତ ଦ୍ଵାରା ଧାର୍ଯ୍ୟ ୨୫୭ ରନର ବିଜୟ ଲକ୍ଷ୍ୟକୁ ପିଛା କରି ଜିମ୍ବାଓ୍ଵେ ୬…
ଓ୍ବେଷ୍ଟଇଣ୍ଡିଜକୁ ପରାସ୍ତ କରି ସେମିଫାଇନାଲ ରେ ପହଞ୍ଚିଲା ଦକ୍ଷିଣ ଆଫ୍ରିକା
ପେସରଙ୍କ ଘାତକ ବୋଲିଂ ଏବଂ ଅଧିନାୟକ ଏଡେନ ମାରକ୍ରମଙ୍କ ଅପରାଜିତ ୮୧ ରନ୍ର ଇନିଂସ ବଳରେ ଗୁରୁବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍ର ସୁପର-୮ ମ୍ୟାଚ୍ରେ ଦକ୍ଷିଣ ଆଫ୍ରିକା ୯ ଉଇକେଟରେ ଓ୍ବେଷ୍ଟଇଣ୍ଡିଜକୁ ପରାସ୍ତ କରିଛି। ଓ୍ବେଷ୍ଟଇଣ୍ଡିଜ୍ ପକ୍ଷରୁ ଧାର୍ଯ୍ୟ ୧୭୭ ରନର ଟାର୍ଗେଟକୁ ଦ.…
ଟି-୨୦ ବିଶ୍ବକପ: ଆଜି ଭାରତ-ଜିମ୍ବାୱେ ମହାଲଢ଼େଇ
ଆଜି ଭାରତ-ଜିମ୍ବାୱେ ମହାଲଢ଼େଇ! ଭାରତ ଜିତିଲେ ସେମିଫାଇନାଲ ଆଶା ନ ହେଲେ ବିଦା । ସେମିଫାଇନାଲ ଦୌଡ଼ରେ ରହିବାକୁ ହେଲେ ଜିମ୍ବାୱେକୁ ଭାରତ ହରାଇବାକୁ ପଡ଼ିବ । କ୍ୟାପଟେନ ସୂର୍ଯ୍ୟକୁମାରଙ୍କ ପାଇଁ ଅଗ୍ନିପରୀକ୍ଷା । ପୂର୍ବରୁ ଟି-୨୦ ବିଶ୍ବକପ ଦାବିଦାର କୁହାଯାଉଥିବା ଭାରତ ସୁପର-୮…
ଟ୍ବେଣ୍ଟି୨୦ ବିଶ୍ବକପ୍ : ପ୍ରଥମ ଦଳ ଭାବେ ସେମିଫାଇନାଲ ଖେଳିବାକୁ ଯୋଗ୍ୟତା ଅର୍ଜନ କରିଛି ଇଂଲଣ୍ଡ
ଚଳିତ ଟ୍ବେଣ୍ଟି୨୦ ବିଶ୍ବକପ୍ରେ ପ୍ରଥମ ଦଳ ଭାବେ ସେମିଫାଇନାଲ ଖେଳିବାକୁ ଯୋଗ୍ୟତା ଅର୍ଜନ କରିଛି ଇଂଲଣ୍ଡ। ଗୋଟିଏ ମ୍ୟାଚ୍ ବାକିଥାଇ ପୂର୍ବତନ ଚମ୍ପିଆନ୍ ଇଂଲଣ୍ଡ ଏହି କୃତିତ୍ବ ହାସଲ କରିଛି। ମଙ୍ଗଳବାର ସୁପର ୮ଗ୍ରୁପ୍-୨ ମ୍ୟାଚ୍ରେ ପାକିସ୍ତାନ ବିପକ୍ଷରେ ହ୍ୟାରୀ ବ୍ରୁକ୍ ଏକା ଦଳକୁ ୨…
ସୁପର-୮ରେ ବିଫଳ ଭାରତ: ୧୧୧ ରନରେ ଅଲଆଉଟ୍ ହୋଇଛି ଟିମ୍ ଇଣ୍ଡିଆ
ଅପରାଜେୟ ଭାରତ ସୁପର-୮ରେ ବିଫଳ । ସୁପର-୮ର ପ୍ରଥମ ମ୍ୟାଚରେ ଅତି ଶୋଚନୀୟ ପରାଜୟ ଭୋଗିଛି ଭାରତୀୟ ଟିମ୍ । ୧୮.୫ ଓଭରରେ ମାତ୍ର ୧୧୧ ରନରେ ଅଲଆଉଟ୍ ହୋଇଛି ଟିମ୍ ଇଣ୍ଡିଆ । ଆଉ ଏହା ସହ ଦକ୍ଷିଣ ଆଫ୍ରିକା ୭୬ ରନର ବିଶାଳ ବିଜୟ ହାସଲ କରିଛି । ଦକ୍ଷିଣ ଆଫ୍ରିକାର ଦମଦାର ବ୍ୟାଟିଂ ପରେ ଘାତକ…
ପୁରୁଷ ଟି୨୦ ବିଶ୍ବକପ: ଆଜି ଠୁ ସୁପର ଏଇଟ୍ସ ପର୍ଯ୍ୟାୟ,ପାକିସ୍ତାନ-ନ୍ୟୁଜିଲାଣ୍ଡକୁ ଭେଟିବ
ପୁରୁଷ ଟି୨୦ ବିଶ୍ବକପ ଦଶମ ସଂସ୍କରଣ-୨୦୨୬ର ସୁପର ଏଇଟ୍ସ ପର୍ଯ୍ୟାୟ ଶନିବାରଠାରୁ ଖେଳାଯିବ। କଲମ୍ବୋର ଆର ପ୍ରେମାଦାସ ଷ୍ଟାଡ଼ିୟମରେ ଶନିବାର ଗ୍ରୁପ-୨ର ମ୍ୟାଚରେ ପାକିସ୍ତାନ-ନ୍ୟୁଜିଲାଣ୍ଡକୁ ଭେଟିବ। ଉକ୍ତ ମ୍ୟାଚ ରାତି ୭ଟାରେ ଖେଳାଯିବ। ସଲମାନ ଅଲ୍ଲୀ ଆଗାଙ୍କ ନେତୃତ୍ବାଧିନ ପାକିସ୍ତାନ…
ଶ୍ରୀଲଙ୍କାକୁ ହରାଇ ଅପରାଜିତ ଭାବେ ଗ୍ରୁପ୍-୮ରେ ପ୍ରବେଶ କରିଛି ଜିମ୍ବାୱେ
କ୍ରିକେଟ ଏକ ଅନିଶ୍ଚିତତାର ଖେଳ । ଯାହାର ଏକ ଉଦାହରଣ ଦେଖିବାକୁ ମିଳିଛି ଟି 20 ବିଶ୍ବକପ । ଛୋଟ ଦଳ ଶ୍ରୀଲଙ୍କାକୁ ହରାଇ ଅପରାଜିତ ଭାବେ ଗ୍ରୁପ୍-୮ରେ ପ୍ରବେଶ କରିଛି ଏହି ଆଫ୍ରିକୀୟ ଟିମ୍ । ପ୍ରଥମେ ଶକ୍ତଶାଳୀ ଅଷ୍ଟ୍ରେଲିଆକୁ ହରାଇବା ପରେ ଶ୍ରୀଲଙ୍କାକୁ ହରାଇଛି ଛୋଟ ଦଳ । କଲମ୍ବୋରେ…
2026 T20 World Cup ପାକିସ୍ତାନ ହାତେଇବ ବୋଲି ଏକ ସଂଯାଗ ସାମ୍ନାକୁ ଆସିଛି
2026 T20 World Cup ପାଇଁ ସୁପର ୮ ଦଳ ଚୂଡ଼ାନ୍ତ ହୋଇଛି। ଯଦିଓ ଟୁର୍ଣ୍ଣାମେଣ୍ଟର ପରବର୍ତ୍ତୀ ପର୍ଯ୍ୟାୟ ଆରମ୍ଭ ହୋଇନାହିଁ, କିନ୍ତୁ ପାକିସ୍ତାନ ବିଶ୍ୱକପ ବିଜୟୀ ହେବ ବୋଲି ଏକ ସଂଯାଗ ସାମ୍ନାକୁ ଆସିଛି, ଯାହାକୁ ଦେଖିଲେ ଯେ କେହି ଏହାକୁ ବିଶ୍ୱାସ କରିବାକୁ ବାଧ୍ୟ ହୋଇପାରନ୍ତି।…
ଟି୨୦ ବିଶ୍ୱକପ: ଆଜି ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଖେଳାଯିବ ମ୍ୟାଚ
ଆଜି ଟି୨୦ ବିଶ୍ୱକପରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ମ୍ୟାଚ ଖେଳାଯିବ । ଚଳିତ ଟି-୨୦ ବିଶ୍କକପରେ ଆୟୋଜକ ଭାରତ ନିଜର ୩ ମ୍ୟାଚରୁ ୩ଟି ଯାକ ଜିତି ସୁପର-୮ ସ୍ଥାନ ନିଶ୍ଚିତ କରିଛି । ହେଲେ ଦଳ ଏବେ ଗ୍ରୁପ୍-ଏର ସମସ୍ତ ମ୍ୟାଚ ଜିତି ସୁପର-୮ ଖେଳିବାର ଲକ୍ଷ୍ୟ ରଖିଛି । ତେଣୁ ଆଜି ନେଦରଲାଣ୍ଡ…
ହୋଟେଲରେ ବାସନ ମାଜିଲେ ପାକିସ୍ତାନୀ ଖେଳାଳି
ପାକିସ୍ତାନ ଜାତୀୟ ହକି ଦଳର ଅଷ୍ଟ୍ରେଲିଆ ଗସ୍ତ ପୁଣିଥରେ ଦେଶର କ୍ରୀଡ଼ା ପ୍ରଶାସନର ପର୍ଦ୍ଦାଫାସ କରିଛି । FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟରେ ଯାତ୍ରା କରିଥିବା ଏହି ଦଳ କେବଳ ମ୍ୟାଚ୍ରେ ପରାସ୍ତ ହୋଇନାହିଁ ଅପମାନଜନକ ପରିସ୍ଥିତି ମଧ୍ୟ ସହିଛି । ଲାହୋର ବିମାନବନ୍ଦରରୁ ଫେରିବା ପରେ…