Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Sports
All sports related news will be uploaded
ଫ୍ରେଞ୍ଚ୍ ଓପନ ଟାଇଟଲ ଜିତିଲେ ଜୋକୋଭିକ
ପ୍ୟାରିସ: ସର୍ବିଆର ଟେନିସ ଷ୍ଟାର ନୋଭାକ ଜୋକୋଭିକ ତୃତୀୟଥର ପାଇଁ ଫ୍ରେଞ୍ଚ ଓପନ ଟାଇଟଲ ଜିତିଛନ୍ତି । ୩୬ ବର୍ଷୀୟ ଜୋକୋଭିକ ନରୱେର ଟେନିସ ତାରକା କ୍ୟାପ୍ସର ରୁଡଙ୍କୁ ପୁରୁଷ ଏକକ ଫାଇନାଲରେ ୭-୬, ୬-୩, ୭-୫ ବ୍ୟବଧାନରେ ପରାଜିତ କରିଛନ୍ତି । ସେ ସପ୍ତମ ଥର ପାଇନାଲ ମୁକାବିଲା ଖେଳୁଥିଲେ ।…
ମଙ୍ଗୋଲିଆ ବିପକ୍ଷରେ ଭାରତ ୨-୦ ଗୋଲରେ ବିଜୟୀ
ଭୁବନେଶ୍ୱର: ଉଦଘାଟନୀ ମ୍ୟାଚରେ ଭାରତର ଦମଦାର ବିଜୟ । ମଙ୍ଗୋଲିଆ ବିପକ୍ଷରେ ଭାରତ ୨-୦ ଗୋଲରେ ବିଜୟୀ । ମ୍ୟାଚର ୧ ମିନିଟ ୧୫ ସେକେଣ୍ଡରେ ଭାରତ ପ୍ରଥମ ଗୋଲ ଦେଇଥିଲା । ୧୩ ମିନିଟ ୫୪ ସେକେଣ୍ଡରେ ଭାରତ ଦ୍ଵିତୀୟ ଗୋଲ ସ୍କୋର କରିଥିଲା । ମ୍ୟାଚର ଆରମ୍ଭରୁ ହିଁ ଭାରତୀୟ ଦଳ ମଙ୍ଗୋଲିଆ…
ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଫାଇନାଲର ପ୍ରଥମ ଇନିଂସରେ ଅଷ୍ଟ୍ରେଲିଆର ବିଶାଳ ୪୬୯ ରନ
ଇଂଲଣ୍ଡର ଓଭାଲରେ ଖେଳା ଯାଉଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଫାଇନାଲର ପ୍ରଥମ ଇନିଂସରେ ଅଷ୍ଟ୍ରେଲିଆ ବିଶାଳ ୪୬୯ ରନ କରି ଅଲଆଉଟ ହୋଇଯାଇଛି। ମ୍ୟାଚ୍ର ପ୍ରଥମ ଦିନରେ ଭାରତୀୟ ଟିମ କେବଳ ୩ଟି ୱିକେଟ ନେଇଥିବା ବେଳେ ଆଜି ୭ ୱିକେଟ ନେଇ ଅଷ୍ଟ୍ରେଲିଆର ପ୍ରଥମ ଇନିଂସରେ ପୂର୍ଣ୍ଣଚ୍ଛେଦ…
ଆଜିଠୁ ଆରମ୍ଭ ହେଉଛି ବିଶ୍ବ ଟେଷ୍ଟ ଚାମ୍ପିଅନ୍ସିପ୍ ଫାଇନାଲ୍: ଗିଲଙ୍କ ଉପରେ ନଜର
ଆଜିଠୁ ଆରମ୍ଭ ହେଉଥିବା ବିଶ୍ବ ଟେଷ୍ଟ ଚାମ୍ପିଅନ୍ସିପ୍ ଫାଇନାଲ୍ରେ ଭାରତ ଦୁଇ ଜଣ ସ୍ପିନରଙ୍କୁ ନେଇ ଖେଳିପାରେ । ଓଭାଲ୍ ପିଚ୍ ସବୁଜ ଓ ସତେଜ ରହିଛି। ଓଭାଲ୍ ପଡ଼ିଆରେ ଭାରତ ଭଲ ଖେଳିବ ବୋଲି ଆଶା ରହିଛି । ଆଜିର ମ୍ୟାଚରେ ରୋହିତ ଶର୍ମା ଓ ଶୁବମନ ଗିଲ୍ ପ୍ରାରମ୍ଭିକ ବ୍ୟାଟର…
ବିଶ୍ୱ ଟେଷ୍ଟ ଚମ୍ପିଆନସିପ୍ ଫାଇନାଲ୍: ଅଷ୍ଟ୍ରେଲିଆ ଏବଂ ଭାରତ ମଧ୍ୟରେ ହେବ ମ୍ୟାଚ୍
ଆସନ୍ତାକାଲି ବିଶ୍ବ ଟେଷ୍ଟ ଚାମ୍ପିୟନସିପ୍ ଫାଇନାଲ୍ ରେ ଅଷ୍ଟ୍ରେଲିଆ ଏବଂ ଭାରତ ମଧ୍ୟରେ ଲଢ଼େଇ ଦେଖିବାକୁ ମିଳିବ । ମ୍ୟାଚ ପାଇଁ ଉଭୟ ଦଳର ଖେଳାଳି ଅଭ୍ୟାସ କରିଛନ୍ତି । ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତ ଦୃଢ଼ ମନୋବଳ ସହ ଆସନ୍ତାକାଲି ପଡିଆକୁ ଓହ୍ଲାଇବ ।…
ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି କୁସ୍ତିଯୋଦ୍ଧାଙ୍କର ଏକ ଟିମ୍
ନୂଆଦିଲ୍ଲୀ: ଭାରତୀୟ କୁସ୍ତି ମହାସଂଘର ଅଧ୍ୟକ୍ଷ ବ୍ରଜଭୂଷଣ ଶରଣ ସିଂହଙ୍କ ବିରୋଧରେ କୁସ୍ତିଯୋଦ୍ଧାଙ୍କର ଏକ ଟିମ୍ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି ।ତେବେ ଏହି ବୈଠକରେ କଣ ଆଲୋଚନା ହୋଇଛି ସେ ବିଷୟରେ କୌଣସି ସୂଚନା ମିଳିନାହିଁ । ତେବେ କୁସ୍ତିଯୋଦ୍ଧା ଓ ଶାହଙ୍କ ମଧ୍ୟରେ ଆଲୋଚନା…
ଏସିଆ କପ ୨୦୨୩ ପାଇଁ ଭାରତୀୟ ମହିଳା ଦଳ ଘୋଷଣା
ନୂଆଦିଲ୍ଲୀ: ଏସିଆ କପ ୨୦୨୩ର ଭେନ୍ୟୁ ପାଇଁ ଦୀର୍ଘ ସମୟ ଧରି ବିବାଦ ଚାଲି ଆସିଛି । ବର୍ତ୍ତମାନ ବି ଏହି ବିବାଦ ଜାରି ରହିଥିବା ବେଳେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଆଜି ଏକ ବଡ଼ ଘୋଷଣା କରିଛି । ଏହି ଘୋଷଣା ପରେ କ୍ରୀଡ଼ାପ୍ରେମୀଙ୍କ ମଧ୍ୟରେ ଉତ୍ସାହି ନିଶ୍ଚିତ ଭାବେ…
ଭାରତୀୟ ପୁରୁଷ ଜୁନିୟର ହକି ଟିମ୍ ଇତିହାସ ରଚିଛି
ନୂଆଦିଲ୍ଲୀ: ଭାରତୀୟ ପୁରୁଷ ଜୁନିୟର ହକି ଟିମ୍ ଇତିହାସ ରଚିଛି । ପାକିସ୍ତାନକୁ ୨-୧ ଗୋଲରେ ପରାସ୍ତ କରି ଭାରତ ଜୁନିୟର ଏସିଆ କମ୍ ଚାମ୍ପିୟନ ହୋଇଛି । ଓମାନଠାରେ ଅନୁଷ୍ଠିତ ଏହି ହାଇ ଭୋଲଟେଜ୍ ମ୍ୟାଚରେ ଭାରତ ପକ୍ଷରୁ ଅଙ୍ଗଦ ସିଂହ ୧୩ତମ ମିନିଟରେ ପ୍ରଥମ ଗୋଲ ସ୍କୋର କରିଥିବା ବେଳେ ୨୦ତମ…
ଆଉ ଏକ ସିଜିନ୍ ଖେଳିବେ ମହେନ୍ଦ୍ର ସିଂ ଧୋନୀ
ନୂଆଦିଲ୍ଲୀ: ପଞ୍ଚମ ଥର ପାଇଁ ଟ୍ରଫି ହାତେଇବା ପରେ ମହେନ୍ଦ୍ର ସିଂ ଧୋନୀ କହିଛନ୍ତି ସେ ଆଉ ଏକ ସିଜିନ୍ ଖେଳିବେ । ଗୁଜରାଟ ବିପକ୍ଷରେ ଫାଇନାଲ ମ୍ୟାଚ୍ ଧୋନୀଙ୍କ ଶେଷ ମ୍ୟାଚ୍ ବୋଲି ବେଶ୍ ଚର୍ଚ୍ଚା ହେଉଥିଲା । କିନ୍ତୁ ଏହି ସବୁ ଚର୍ଚ୍ଚାରେ ପୂର୍ଣ୍ଣଛେଦ ପକାଇଛନ୍ତି ମାହି ।…
କୁସ୍ତି ଯୋଦ୍ଧାଙ୍କ ପାଇଁ ମୁହଁ ଖୋଲିଛି ୟୁନାଇଟେଡ ଓ୍ବାର୍ଲ୍ଡ ରେସଲିଂ
ନୂଆଦିଲ୍ଲୀ: କୁସ୍ତି ଯୋଦ୍ଧାଙ୍କ ଧାରଣା ହେବା ପରଠାରୁ ପ୍ରଥମ ଥର ପାଇଁ ମୁହଁ ଖୋଲିଛି ୟୁନାଇଟେଡ ଓ୍ବାର୍ଲ୍ଡ ରେସଲିଂ । କୁସ୍ତି ଯୋଦ୍ଧା କରିଥିବା ଅଭିଯୋଗର ନିରପେକ୍ଷ ତଦନ୍ତ କରି ଦୋଷୀଙ୍କୁ ଦଣ୍ଡ ଦେବା ପାଇଁ ଅପିଲ କରିଛି । ରେସଲିଂ ଫେଡେରେସନ ଅଫ ଇଣ୍ଡିଆର ସଭାପତି ବ୍ରିଜ ଭୂଷଣ ସିଂଙ୍କ…