Trending
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
Browsing Category
Sports
All sports related news will be uploaded
ସାମି ଖେଳି ନପାରନ୍ତି ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍
ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଟିମର ଦ୍ରୁତ ବୋଲର ମହମ୍ମଦ ସାମି ଖେଳି ନାରନ୍ତି ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍ । ଜାନୁଆରୀ ୨୫ ତାରିଖରୁ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ ଖେଳିବାକୁ ଯାଉଛି ଭାରତ । ଦକ୍ଷିଣ ଆଫ୍ରିକାରେ ସିରିଜ ଡ୍ର କରିବା ପରେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ ଜିତିବା…
ଟି-୨୦ ଦଳକୁ ଫେରିବେନି ରାହୁଲ-ଶ୍ରେୟସ
ରୋହିତ ଶର୍ମା ଏବଂ ବିରାଟ କୋହଲି ବର୍ଷକ ପରେ ଟି-୨୦ ଦଳକୁ କମବ୍ୟାକ କରୁଥିବା ବେଳେ ଆହତ ସମସ୍ୟା ଯୋଗୁଁ ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ସୂର୍ଯ୍ୟକୁମାର ଯାଦବ ଦଳରୁ ବାଦ୍ ପଡ଼ିଛନ୍ତି । କିନ୍ତୁ ଦଳର ଷ୍ଟାର ବ୍ୟାଟର କେ.ଏଲ ରାହୁଲ, ଶ୍ରେୟସ ଆୟରଙ୍କ ସହ ୟୁଜବେନ୍ଦ୍ର ଚହଲ ଏବଂ ରବିଚନ୍ଦ୍ରନ…
ଆଫଗାନିସ୍ତାନ ବିପକ୍ଷ ଟି-୨୦ ପାଇଁ ରୋହିତ ଶର୍ମା ଅଧିନାୟକ
ନୂଆଦିଲ୍ଲୀ: ଆଫଗାନିସ୍ତାନ ବିପକ୍ଷ ଟି-୨୦ ପାଇଁ ଘୋଷଣା ହେଲା ଭାରତୀୟ ଦଳ । ଆଫଗାନିସ୍ତାନ ବିପକ୍ଷ ଟି-୨୦ ପାଇଁ ରୋହିତ ଶର୍ମା ଅଧିନାୟକ ଭାବେ ଦାୟିତ୍ବ ତୁଲାଇବେ । ରୋହିତ ଶର୍ମା ଏବଂ ବିରାଟ କୋହଲି ଦଳକୁ ଫେରିଛନ୍ତି । ମହମ୍ମଦ ସିରାଜ ଏବଂ ଜଶପ୍ରିତ ବୁମରାଙ୍କୁ ବିଶ୍ରାମ ଦିଆଯାଇଛି ।…
୨୦୨୩ ବର୍ଷ ପାଇଁ ଆଇସିସିର ଶ୍ରେଷ୍ଠ ଟେଷ୍ଟ୍ କ୍ରିକେଟ୍ ଦୌଡ଼ରେ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ
ଦୁବାଇ: ୨୦୨୩ ବର୍ଷ ପାଇଁ ଆଇସିସିର ଶ୍ରେଷ୍ଠ ଟେଷ୍ଟ୍ କ୍ରିକେଟ୍ ଦୌଡ଼ରେ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ସାମିଲ ହୋଇଛନ୍ତି । ୪ ଜଣିଆ ତାଲିକାରେ ଅଶ୍ୱିନ ଏକମାତ୍ର ଭାରତୀୟ ଅଛନ୍ତି । ତାଙ୍କ ବ୍ୟତୀତ ଇଂଲଣ୍ଡର ଜୋ ରୁଟ୍, ଅଷ୍ଟ୍ରେଲିଆର ଉସମାନ ଖୱାଜା, ଟ୍ରାଭିସ୍ ହେଡ୍ ଏହି ଦୌଡ଼ରେ…
ଟି -୨୦ ବିଶ୍ୱକପରେ ମୁହାଁମୁହିଁ ହେବେ ଭାରତ ପାକିସ୍ତାନ
ନୂଆଦିଲ୍ଲୀ: ୱେଷ୍ଟଇଣ୍ଡିଜ୍ ଏବଂ ଆମେରିକାରେ ଖେଳାଯିବାକୁ ଥିବା ୨୦୨୪ ଟି -୨୦ ବିଶ୍ୱକପ୍ର କାର୍ଯ୍ୟସୂଚୀକୁ ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ଘୋଷଣା କରିଛି । ପାକିସ୍ତାନ ସହ ମ୍ୟାଚ୍ ଜୁନ୍ ୯ରେ ଅନୁଷ୍ଠିତ ହେବ । ଏହା ବ୍ୟତୀତ ୧୨ ଜୁନରେ ଭାରତ-ଆମେରିକା ଏବଂ ୧୫ ଜୁନରେ କାନାଡା…
ଦେଢ଼ଦିନରେ ଲଢ଼େଇ ଶେଷ
ଭାରତ-ଦକ୍ଷିଣ ଆଫ୍ରିକା ୫ ଦିନିଆ ଟେଷ୍ଟ୍ ୫ ସେସନ୍ରେ ଶେଷ ହୋଇଯିବା ସହ ଏହି ରେକର୍ଡ ହୋଇଛି। ନ୍ୟୁଲାଣ୍ଡ୍ସ କ୍ରିକେଟ୍ ପଡ଼ିଆରେ ଦକ୍ଷିଣ ଆଫ୍ରିକାକୁ ଭାରତ ୭ ୱିକେଟ୍ରେ ପରାସ୍ତ କରିଛି। ଏହି ଟେଷ୍ଟ୍ ସବୁଠୁ କମ୍ ସମୟ ମଧ୍ୟରେ ଶେଷ ହେବାରେ କୀର୍ତ୍ତିମାନ କରିଛି। ଉଭୟ ଦଳ ମୋଟ ୬୪୨…
ପ୍ରଥମ ଦିନରେ ଝଡ଼ିଲା ୨୩ ୱିକେଟ୍
କେପ୍ଟାଉନ୍: ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ବିତୀୟ ଟେଷ୍ଟରେ ଭାରତୀୟ ଦଳର ଖେଳାଳିମାନେ ମାତ୍ର ୧୧ ବଲ୍ ମଧ୍ୟରେ ୬ ୱିକେଟ୍ ହରାଇ ଦେଇଛନ୍ତି। ଗୋଟିଏ ସମୟରେ ୧୫୩/୪ ଚିତ୍ର ଦେଖିବାକୁ ମିଳିଥିଲା ବେଳେ ୧୫୩/୧୦ରେ ପାଳି ଶେଷ ହୋଇଯାଇଥିଲା। ଏଥିପୂର୍ବରୁ ଦକ୍ଷିଣ ଆଫ୍ରିକାର ପ୍ରଥମ ପାଳି ୫୫…
ଆଜିଠୁ ଭାରତ-ଦକ୍ଷିଣ ଆଫ୍ରିକା ଦ୍ବିତୀୟ ତଥା ଶେଷ ଟେଷ୍ଟ ମ୍ୟାଚ୍
କେପଟାଉନ: ଆଜିଠୁ ଭାରତ-ଦକ୍ଷିଣ ଆଫ୍ରିକା ଦ୍ବିତୀୟ ତଥା ଶେଷ ଟେଷ୍ଟ ମ୍ୟାଚ୍। କେପଟାଉନରେ ମ୍ୟାଚ୍ ଅନୁଷ୍ଠିତ ହେବ। ରୋହିତ ଶର୍ମାଙ୍କ ନେତୃତ୍ବରେ ପଡ଼ିଆକୁ ଓହ୍ଲାଇବ ଟିମ୍ ଇଣ୍ଡିଆ। ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତର ଶୋଚନୀୟ ପରାଜୟ ହୋଇଥିଲା। ଗୋଟିଏ ଇନିଂସ ଓ ୩୨ ରନରେ ଦକ୍ଷିଣ ଆଫ୍ରିକାଠୁ…
ଟି-୨୦ରେ କମାଲ କରିବ ଭାରତୀୟ ବୋଲର
ଭାରତର ଲକ୍ଷ୍ୟ ଟି-୨୦ ବିଶ୍ବକପ ଉପରେ । ଭାରତର ବୋଲିଂ ପୂର୍ବ ଅପେକ୍ଷା ଏବେ ଶକ୍ତିଶାଳି ହୋଇଥିବାବେଳେ ନିକଟରେ ଯାଇଥିବା ଦିନିକଆ ବିଶ୍ବକପରେ ମଧ୍ୟ ଏହାର ଜ୍ବଳନ୍ତ ଉଦାହରଣ ଦେଖିବାକୁ ମିଳିଛି । ତେବେ ୨୦୨୪ରେ ଟି-୨୦ ବିଶ୍ବକପ ଅନୁଷ୍ଠିତ ହେବାକୁ ଥିବାବେଳେ ୪ ବୋଲରଙ୍କ ଉପରେ ନଜର ରହିବ ।…
ଭାରତୀୟ ଦ୍ରୁତ ବୋଲିଂ ଚିନ୍ତାଜନକ
ବୁଧବାରଠାରୁ ଭାରତ-ଦକ୍ଷିଣ ଆଫ୍ରିକା ଦ୍ବିତୀୟ ଟେଷ୍ଟ୍ ଖେଳାଯିବାକୁ ଥିବାବେଳେ ଦଳ ଚୟନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ରବୀନ୍ଦ୍ର ଜାଡ଼େଜା ଓ ଶାର୍ଦୁଳ ଠାକୁର ଫିଟ୍ ହୋଇଯାଇଥିବାରୁ ଏବେ କିଏ ଖେଳିବେ ଓ କିଏ ବସିବେ ବିଚାର ବିମର୍ଶ ଚାଲିଛି। ରବୀନ୍ଦ୍ର ଜାଡ଼େଜା ଉପଲବ୍ଧ ହୋଇଥିବାରୁ…