Trending
- ଜନଗଣନା କର୍ମଚାରୀଙ୍କୁ ଆକ୍ରମଣ,କାମାକ୍ଷାନଗର ଏନଏସି ତିନି ନମ୍ବର ୱାର୍ଡ ମହିମାନଗର ସାହିରେ ଘଟିଛି ଘଟଣା।
- ଏସ୍ସିବି ମେଡିକାଲ ବିଲ୍ଡିଙ୍ଗରୁ ଖସିଲା ସିଲିଂ,କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଛି ପୂର୍ତ୍ତ ବିଭାଗ
- ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ୩ଟା ଯାଏଁ ଜନଗଣନା କରିବେନି ଜନଗଣନା ଅଧିକାରୀ
- ପହଲଗାମ ନରସଂହାରକୁ ପୂରିଲା ବର୍ଷେ: ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ, ‘ଅପରେସନ ସିନ୍ଦୂର’ର ସେହି ସଂକଳ୍ପକୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ
- ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର
- ୨୮ ଫେବୃଆରୀରୁ ୯ ଏଲପିଜି ଓ ୧ ଅଶୋଧିତ ତୈଳ ଜାହାଜ ସୁରକ୍ଷିତ ଭାବେ ହର୍ମୁଜ୍ ପ୍ରଣାଳୀ ପାର କରିଛି
- ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ ପୂର୍ବରୁ ଭାରତୀୟ ସେନା ସେୟାର କରିଛି ଏକ ଗୁରୁତ୍ୱପୂର୍ଣ୍ଣ ପୋଷ୍ଟ
- ମହିଳାଙ୍କୁ ଖରାପ ଚାଟିଂ ଏବଂ ଫୋନ୍ କରି ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ଖଣ୍ଡପଡ଼ା SDPOଙ୍କୁ ବଦଳି
- ଆସନ୍ତାକାଲି ବିଜେପିର ବିଶାଳ ମହିଳା ଜନଆକ୍ରୋଶ ସମାବେଶ,ଅପରାହ୍ଣ ୪ଟାରୁ ପ୍ରଦର୍ଶନୀ ପଡ଼ିଆରୁ ଲୋୟର ପିଏମଜି ଯାଏଁ ବିଶାଳ ରାଲି
- ‘ଫାଇଟର’ ସିକ୍ସେଲ ଆଣିବା ପାଇଁ ଆଗଧାଡ଼ିର ନିର୍ଦ୍ଦେଶକ ସିଦ୍ଧାର୍ଥ ଆନନ୍ଦଙ୍କର ଯୋଜନା କରିଥିବା ଜଣାପଡ଼ିଛି
Browsing Category
Sports
All sports related news will be uploaded
ଜାଭଲିନ ହିରୋ କିଶୋର ଜେନାଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: କିଶୋର ଜେନାଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଥଲେଟଙ୍କୁ ୫୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଥଲେଟ କିଶୋର ଜେନାଙ୍କୁ ତାଙ୍କ ସଫଳତା ପାଇଁ ୫୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିବା ସହ ସମ୍ବର୍ଦ୍ଧିତ…
ଭାରତ-ପାକିସ୍ତାନ ମୁକାବିଲା,ମ୍ୟାଚ ଅମିମାଂସିତ ଭାବେ ଶେଷ
ଶ୍ରୀଲଙ୍କାର ପାଲେକେଲେଠାରେ ଖେଳାଯାଉଥିବା ଏସିଆ କପର ଗୁରୁତ୍ବପୂର୍ଣ୍ଣ ଭାରତ-ପାକିସ୍ତାନ ମ୍ୟାଚ ଅମିମାଂସିତ ଭାବେ ଶେଷ ହୋଇଛି । ପ୍ରବଳ ବର୍ଷା ଯୋଗୁଁ ୨ୟ ଇନିଂସ ଖେଳ ଆଦୌ ହୋଇପାରିନଥିଲା । ଫଳରେ ଏହି ମହାମୁକାବିଲା ଦେଖିବାକୁ ଅନେକ ଦିନ ପୂର୍ବରୁ ଅପେକ୍ଷା କରିରହିଥିବା କ୍ରିକେଟପ୍ରେମୀ…
ଉଦଘାଟନୀ ମ୍ୟାଚରେ ନେପାଳକୁ ୨୩୮ ରନରେ ହରାଇଲା ପାକିସ୍ତାନ
ଏସିଆ କପର ଉଦଘାଟନୀ ମ୍ୟାଚରେ ନେପାଳକୁ ୨୩୮ ରନରେ ପରାସ୍ତ କରି ବିପୁଳ ବିଜୟ ହାସଲ କରିଛି ପାକିସ୍ତାନ । ପାକିସ୍ତାନ ଦ୍ବାରା ରଖାଯାଇଥିଲା ୩୪୩ ରନର ଟାର୍ଗେଟର ପିଛା କରିବାକୁ ଯାଇ ନେପାଳ ଦଳ ୨୩.୪ ଓଭରରେ ୧୦୪ ରନ କରି ଅଲଆଉଟ୍ ହୋଇଯାଇଥିଲା । ଦଳ ପକ୍ଷରୁ ସୋମପାଲ କାମି ସର୍ବାଧିକ ୨୮ରନ…
ଭାରତ ଫେରିଲେ ଜାଭେଲିନ୍ ଷ୍ଟାର ଓଡ଼ିଆ ପୁଅ କିଶୋର ଜେନା
ବିଶ୍ବ ଆଥଲେଟିକ ଚାମ୍ପିଅନସିପରେ ପ୍ରଥମ ଓଡିଆ ଭାବେ ରାଜ୍ୟକୁ ପ୍ରତିନିଧିତ୍ବ କରିଥିଲେ କିଶୋର । ଫାଇନାଲରେ ପହଞ୍ଚି ନିଜର ଦମଦାର ପ୍ରଦର୍ଶନ ବଳରେ ପଞ୍ଚମ ସ୍ଥାନ ହାସଲ କରିଥିଲେ । ଭାରତ ଫେରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି କିଶୋର । ସେ କହିଛନ୍ତି…
ଆଜି ଜାତୀୟ କ୍ରୀଡ଼ା ଦିବସ
କିମ୍ବଦନ୍ତୀ ହକି ଖେଳାଳୀଙ୍କୁ ମନେ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟମ । ସାରା ଭାରତରେ ଆଜି ତାଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଉଛି । ସ୍ୱର୍ଗତ ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଦିବସ ଅଗଷ୍ଟ ୨୯କୁ ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ମନ୍ତ୍ରଣାଳୟ ପ୍ରତିବର୍ଷ…
କିଶୋରଙ୍କୁ ୨୫ ଲକ୍ଷ ଟଙ୍କା ପୁରସ୍କାର ମିଳିବ
ବିଶ୍ବ ଦୌଡ଼କୁଦ ପ୍ରତିଯୋଗିତାର ଜାଭଲିନ ଥ୍ରୋ ଫାଇନାଲିଷ୍ଟ ତଥା ଓଡ଼ିଶା ଖେଳାଳି କିଶୋର କୁମାର ପଂଚମ ସ୍ଥାନରେ ରହିଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପୁରସ୍କାର ଘୋଷଣା କରିଛନ୍ତି। ୨୫ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରଥମ ଓଡ଼ିଆ ଜାଭଲିନ…
ନୀରଜଙ୍କୁ ବିଶ୍ବ ସ୍ବର୍ଣ୍ଣ: ପ୍ରଧାନମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା
ବୁଦାପେଷ୍ଟ: ବିଶ୍ବ ଦୌଡ଼କୁଦର ଦୀର୍ଘ ୪୦ ବର୍ଷର ଇତିହାସରେ ପ୍ରଥମ ଥର ପାଇଁ ଭାରତକୁ ସ୍ବର୍ଣ୍ଣ ପଦକ ମିଳିଛି। ନୀରଜ ଚୋପ୍ରା ଏହି ସ୍ବର୍ଣ୍ଣିମ ସଫଳତା ପାଇଛନ୍ତି। ଏହାଫଳରେ ସମସ୍ତ ପ୍ରମୁଖ ବିଶ୍ବସ୍ତରୀୟ ପ୍ରତିଯୋଗିତାରେ (ଅଲିମ୍ପିକ, ରାଜ୍ୟଗୋଷ୍ଠୀ, ଏସୀୟ କ୍ରୀଡ଼ା) ସ୍ବର୍ଣ୍ଣ ପଦକ…
କିଶୋର, ନୀରଜ, ମନୁ ବିଶ୍ବ ଦୌଡ଼କୁଦ ଫାଇନାଲ୍କୁ ଉଠିଲେ: ଆସନ୍ତାକାଲି ଫାଇନାଲ
ଭାରତର ତିନିଜଣ କିଶୋର, ନୀରଜ, ମନୁ ବିଶ୍ବ ଦୌଡ଼କୁଦ ଫାଇନାଲ୍କୁ ଉଠିଲେ । ଓଡ଼ିଆ ଜାଭଲିନ୍ ଫିଙ୍ଗାଳି କିଶୋର କୁମାର ଜେନା ବିଶ୍ବ ଦୌଡ଼କୁଦ ଚାମ୍ପିଅନ୍ସିପ୍ ଫାଇନାଲ୍ରେ ପ୍ରବେଶ କରି ନୂଆ ଇତିହାସ ରଚିଛନ୍ତି। ବିଶ୍ବ ପ୍ରତିଯୋଗିତାରୁ ଅନ୍ତର୍ଜାତୀୟ ପଦାର୍ପଣ କରିଛନ୍ତି ଚମତ୍କାର…
ନିରଜ ଫାଇନାଲରେ
ସ୍ବିଡେନର ବୁଡାପେଷ୍ଟରେ ଚାଲିଥିବା ବିଶ୍ବ ଆଥଲେଟିକ୍ସ ଚମ୍ପିୟାନସିପରେ ଖୁବ ଭଲ ପ୍ରଦର୍ଶନ କରିଛନ୍ତି ନିରଜ । ନିରଜ ଜାଭେଲିନ୍ ଥ୍ରୋ ପ୍ରତିଯୋଗିତାରେ ଫାଇନାଲରେ ନିଜର ସ୍ଥାନ ବଜାୟ ରଖିଛନ୍ତି।ନିରଜ ତାଙ୍କ ପ୍ରଥମ ପ୍ରୟାସରେ ୮୮.୭୭ ମିଟର ଜାଭେଲିନ୍ ଥ୍ରୋ କରି ଫାଇନାଲକୁ ପ୍ରବେଶ କରି…
ଭାରତୀୟ କୁସ୍ତି ସଂଘ ନିଲମ୍ବିତ
ଦୀର୍ଘଦିନ ଧରି ଧାର୍ଯ୍ୟ ସମୟ ମଧ୍ୟରେ ନିର୍ବାଚନ ପ୍ରକ୍ରିୟା ଶେଷ କରିପାରିନଥିବାରୁ ଭାରତୀୟ କୁସ୍ତି ମହାସଂଘ (ଡବ୍ଲୁଏଫ୍ଆଇ) କୁ ବିଶ୍ବ କୁସ୍ତି ମହାସଂଘ (ୟୁଡବ୍ଲୁଡବ୍ଲୁ) ନିଲମ୍ବିତ କରିଛି। ଏହାଫଳରେ ସେପ୍ଟେମ୍ବର ୧୬ ତାରିଖରୁ ହେବାକୁ ଥିବା ବିଶ୍ବ କୁସ୍ତି ଚାମ୍ପିଅନ୍ସିପ୍ରେ ଭାରତୀୟ…