Trending
- ଆଜି ୯୦ ବର୍ଷ ବୟସରେ ପଦାର୍ପଣ କଲେ ତିବ୍ଦତୀୟ ବୌଦ୍ଧ ଧର୍ମାବଲମ୍ବୀଙ୍କ ଆଧ୍ୟାତ୍ମିକ ନେତା ଦଲାଇ ଲାମା
- ଳିତବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିଲା ହୀରାକୁଦ
- ପୁରୀ ହେବ ‘ପୁରୀ ମହାନଗର ନିଗମ’ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଉଚ୍ଚ ଅଦାଲତକୁ ଗଲେ ଜଗା ପ୍ରଧାନ
- ଭୋଟର ତାଲିକାରୁ ବାଦ ପଡ଼ିପାରନ୍ତି 2 କୋଟି ଭୋଟର
- 6 ତାରିଖ ପ୍ରଥମ ବନ୍ୟାଜଳ ଛାଡ଼ିବ ହିରାକୁଦ
- ଜେଲ ଗଲେ ଜଗାପ୍ରଧାନ
- ବିଜେପି ନେତା ଜଗନ୍ନାଥ ପ୍ରଧାନ ଗିରଫ ହେବା ଆନ୍ଦୋଳନରୁ ଓହରିଲା ଓଏଏସ ସଂଘ
- ବିଏମସି ଅତିରିକ୍ତ କମିଶନର ଆକ୍ରମଣ ଘଟଣା : ଗିରଫ ହେଲେ ଜଗା ପ୍ରଧାନ
- ଜୁଲାଇ ୨୧ରୁ ସଂସଦର ମୌସୁମି ଅଧିବେଶନ ଆରମ୍ଭ
Browsing Category
Sports
All sports related news will be uploaded
ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ଦ୍ୱିତୀୟ ଟି-୨୦
ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ଦ୍ୱିତୀୟ ଟି-୨୦ । ପ୍ରଥମ ମ୍ୟାଚ୍ରେ ଭାରତ ୩ ଜଣ ସ୍ପିନରଙ୍କୁ ନେଇ ପଡ଼ିଆକୁ ଓହ୍ଲାଇଥିଲା । ରବୀନ୍ଦ୍ର ଜାଡେଜା, ରବି ବିଷ୍ଣୋଇ ଓ ରବିଚନ୍ଦ୍ରନ୍ ଅଶ୍ବିନ୍ ମଧ୍ୟ ମିଳିତ ଭାବେ ୫ ୱିକେଟ୍ ବାଣ୍ଟିନେଇ ଦଳର ନିଷ୍ପତ୍ତିକୁ ଯଥାର୍ଥ କରିଥିଲେ । ଦ୍ୱିତୀୟ ମ୍ୟାଚ୍ରେ!-->…
ଅଚିନ୍ତା ସୁଲି ଜିତିଲେ ଗୋଲ୍ଡ ମେଡାଲ
ପୁରୁଷ 73 କିଲୋଗ୍ରାମ ଓଜନ ବର୍ଗ ଫାଇନାଲରେ ଭାରତୀୟ ପୁରୁଷ ଭାରୋତ୍ତୋଳନକାରୀ ଅଚିନ୍ତା ଶୁଲି ସ୍ୱର୍ଣ୍ଣ ପଦକ ଜିତିଛନ୍ତି। 22 ତମ କମନୱେଲଥ ଗେମ୍ସରେ ଭାରୋତ୍ତୋଳନ ଇଭେଣ୍ଟରେ ଏହା ଭାରତର ଷଷ୍ଠ ପଦକ ଥିଲା । ତେବେ ସେ ଏହି ପଦକକୁ ତାଙ୍କ ଭାଇଙ୍କୁ ଉତ୍ସର୍ଗୀକୃତ କରିଛନ୍ତି । ତାଙ୍କ ଭାଇ!-->…
ଜିମ୍ବାୱେ ଗସ୍ତ ପାଇଁ ଧୱନଙ୍କୁ ଦାୟିତ୍ୱ
ଜିମ୍ବାୱେ ବିପକ୍ଷରେ ଦିନିକିଆ ଶୃଙ୍ଖଳା ପାଇଁ ଭାରତୀୟ ଟିମ୍ ଘୋଷିତ ହୋଇଛି । ଶିଖର ଧୱନଙ୍କୁ ଟିମ୍ର ଦାୟିତ୍ୱ ଦିଆଯାଇଛି । ୱେଷ୍ଟଇଣ୍ଡିଜ ଗସ୍ତରେ ଶିଖର ଧୱନ ଭଲ ନେତୃତ୍ୱ ନେଇଥିବାରୁ ଟିମ୍ ଇଣ୍ଡିଆ ପୁଣି ଥରେ ତାଙ୍କ ଉପରେ ଭରସା କରି ଅଧିନାୟକ ଦାୟିତ୍ୱ ଦେଇଛି । ଟିମ୍ରେ ବିରାଟ କୋହଲି ଓ!-->…
ଭାରୋତ୍ତୋଳନରେ ରୌପ୍ୟ ଆଣିଲେ ବିନ୍ଦ୍ୟାରାଣୀ
ଭାରୋତ୍ତୋଳନରେ ଆଉ ଏକ ପଦକ ଜିତିଛି ଭାରତ । ବର୍ମିଂହାମରେ ଚାଲିଥିବା ରାଜ୍ୟ ଗୋଷ୍ଠୀ କ୍ରୀଡା-୨୦୨୨ରେ ଭାରତ ତାର ସଫଳତା ଜାରି ରଖିଛି । ପୂର୍ବରୁ ଭାରତ ଏଥିରେ ୩ଟି ପଦକ ଜିତି ସାରିଥିବା ବେଳେ ଗତକାଲି ଭାରତ ତାର ୪ର୍ଥ ପଦକ ହାସଲ କରିଛି । ଭାରୋତ୍ତୋଳିକା ବିନ୍ଦ୍ୟାରାଣୀ ଦେବୀ ୫୫ କି.ଗ୍ରା!-->…
ମହିଳା ହକିରେ ବିଜୟରୁ ଅଭିଯାନ ଆରମ୍ଭ କଲା ଭାରତ
ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ମହିଳା ହକିରେ ଭାରତ ବିଜୟରୁ ଅଭିଯାନ ଆରମ୍ଭ କରିଛି । ଘାନା ବିପକ୍ଷରେ ପ୍ରଥମ ମ୍ୟାଚ୍ରେ ୫-୦ ଗୋଲରେ ବିଜୟୀ ହୋଇଛି । ଗୁରଜିତ କୌର ଡବଲ୍ ଗୋଲ୍ ଦେଇ ଦଳ ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ । ଭାରତ ପରବର୍ତ୍ତୀ ମ୍ୟାଚ୍ରେ ୱେଲ୍ସକୁ ଭେଟିବ ।୩!-->…
ବାଦ୍ ପଡିଲେ କେ ଏଲ ରାହୁଲ, ସାମିଲ ହେଲେ ସଞ୍ଜୁ ସାମସନ୍
ଆଜିଠୁ ଆରମ୍ଭ ହେବାକୁ ଥିବା ଭାରତ-ୱେଷ୍ଟଇଣ୍ଡିଜ୍ ଟି-୨୦ ସିରିଜ୍ ପୂର୍ବରୁ ଟିମ୍ ଇଣ୍ଡିଆକୁ ଲାଗିଛି ବଡ ଝଟକା । ଦଳର ଷ୍ଟାର ବ୍ୟାଟ୍ସମ୍ୟାନ୍ କେ ଏଲ ରାହୁଲ ଏହି ସିରିଜରୁ ବାଦ୍ ପଡିଛନ୍ତି । ତାଙ୍କ ବଦଳରେ ୱିକେଟ୍ କିପର ବ୍ୟାଟ୍ସମ୍ୟାନ୍ ସଞ୍ଜୁ ସାମସନଙ୍କୁ ଦଳରେ ସାମିଲ କରିଛି ସିଲେକ୍ସନ!-->…
ରାଜ୍ୟଗୋଷ୍ଠୀ କ୍ରୀଡ଼ାଗ୍ରାମରେ ଉଡ଼ିଲା ତ୍ରିରଙ୍ଗା
ରାଜ୍ୟଗୋଷ୍ଠୀ କ୍ରୀଡ଼ାଗ୍ରାମରେ ଉଡ଼ିଲା ତ୍ରିରଙ୍ଗା । ଭାରତୀୟ ପୁରୁଷ ହକି ଦଳର ଅଧିନାୟକ ମନପ୍ରୀତ ସିଂହ ଓ ବ୍ୟାଡ୍ମିଣ୍ଟନ୍ ତାରକା ପିଭି ସିନ୍ଧୁ ତ୍ରିରଙ୍ଗା ଧରି ଭାରତୀୟ ଦଳର ନେତୃତ୍ବ ନେଇଥିଲେ।
https://twitter.com/WeAreTeamIndia/status/1552759138102435841
!-->!-->!-->!-->!-->…
ତାମିଲନାଡୁ ହେଉଛି ଭାରତ ପାଇଁ ଚେସ୍ର ପାୱାରହାଉସ୍: ପ୍ରଧାନ
୪୪ ତମ ଚେସ୍ ଅଲିମ୍ପିଆଡ୍ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଚେନ୍ନାଇର ଜେଏଲ୍ଏନ୍ ଇନଡୋର ଷ୍ଟାଡିୟମରେ ୪୪ ତମ ଚେସ୍ ଅଲିମ୍ପିଆଡ୍ ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ତାମିଲନାଡୁର ରାଜ୍ୟପାଳ ଶ୍ରୀ ଆର ଏନ ରବି, ତାମିଲନାଡୁର ମୁଖ୍ୟମନ୍ତ୍ରୀ!-->!-->!-->…
ରାଜ୍ୟଗୋଷ୍ଠୀ କ୍ରୀଡା ଉଦଘାଟନୀ ସମାରୋହରେ ସିନ୍ଧୁ ଧରିବେ ତ୍ରିରଙ୍ଗା
ଆଜିଠୁ ବର୍ମିଂହାମରେ ରାଜ୍ୟଗୋଷ୍ଠୀ କ୍ରୀଡା । ୨୦୦ ଖେଳାଳିଙ୍କ ସହ ୩୦୦ ଜଣିଆ ଟିମ୍ ପଠାଇଛି ଭାରତ । ୨୦୧୮ରେ ୬୮ ପଦକ ସହ ତୃତୀୟ ସ୍ଥାନରେ ଥିଲା ଭାରତ । ଏଥର ଆହୁରି ଭଲ ପ୍ରଦର୍ଶନ ଆଶା ରଖିଛି । ନୀରଜ ଚୋପ୍ରା ଆହତ ଯୋଗୁଁ ଓହରିଯିବା ପରେ କିଏ ତ୍ରିରଙ୍ଗା ଧରିବେ ସେ ନେଇ ଭାରତୀୟ!-->…
ତୃତୀୟ ଦିନିକିଆରେ ଭାରତ ବିଜୟୀ
ୱେଷ୍ଟଇଣ୍ଡିଜ୍କୁ ୩ୟ ଦିନିକିଆରେ ୧୧୯ ରନ୍ରେ ପରାସ୍ତ କରିଛି ଭାରତ । ମ୍ୟାନ ଅଫ ଦି ମ୍ୟାଚ ଏବଂ ମ୍ୟାନ ଅଫ ଦି ସିରିଜ ହୋଇଛନ୍ତି ଶୁଭମନ ଗିଲ । ଟସ୍ ଜିଣି ଭାରତ ପ୍ରଥମେ ବ୍ୟାଟିଂ କରିଥିଲା । ୩ ୱିକେଟ୍ରେ ୨୨୫ ରନ୍ ସଂଗ୍ରହ କରିପାରିଥିଲା ଭାରତୀୟ ଦଳ ।
!-->!-->!-->…