Trending
- ଜନଗଣନା କର୍ମଚାରୀଙ୍କୁ ଆକ୍ରମଣ,କାମାକ୍ଷାନଗର ଏନଏସି ତିନି ନମ୍ବର ୱାର୍ଡ ମହିମାନଗର ସାହିରେ ଘଟିଛି ଘଟଣା।
- ଏସ୍ସିବି ମେଡିକାଲ ବିଲ୍ଡିଙ୍ଗରୁ ଖସିଲା ସିଲିଂ,କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଛି ପୂର୍ତ୍ତ ବିଭାଗ
- ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ୩ଟା ଯାଏଁ ଜନଗଣନା କରିବେନି ଜନଗଣନା ଅଧିକାରୀ
- ପହଲଗାମ ନରସଂହାରକୁ ପୂରିଲା ବର୍ଷେ: ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ, ‘ଅପରେସନ ସିନ୍ଦୂର’ର ସେହି ସଂକଳ୍ପକୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ
- ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର
- ୨୮ ଫେବୃଆରୀରୁ ୯ ଏଲପିଜି ଓ ୧ ଅଶୋଧିତ ତୈଳ ଜାହାଜ ସୁରକ୍ଷିତ ଭାବେ ହର୍ମୁଜ୍ ପ୍ରଣାଳୀ ପାର କରିଛି
- ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ ପୂର୍ବରୁ ଭାରତୀୟ ସେନା ସେୟାର କରିଛି ଏକ ଗୁରୁତ୍ୱପୂର୍ଣ୍ଣ ପୋଷ୍ଟ
- ମହିଳାଙ୍କୁ ଖରାପ ଚାଟିଂ ଏବଂ ଫୋନ୍ କରି ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ଖଣ୍ଡପଡ଼ା SDPOଙ୍କୁ ବଦଳି
- ଆସନ୍ତାକାଲି ବିଜେପିର ବିଶାଳ ମହିଳା ଜନଆକ୍ରୋଶ ସମାବେଶ,ଅପରାହ୍ଣ ୪ଟାରୁ ପ୍ରଦର୍ଶନୀ ପଡ଼ିଆରୁ ଲୋୟର ପିଏମଜି ଯାଏଁ ବିଶାଳ ରାଲି
- ‘ଫାଇଟର’ ସିକ୍ସେଲ ଆଣିବା ପାଇଁ ଆଗଧାଡ଼ିର ନିର୍ଦ୍ଦେଶକ ସିଦ୍ଧାର୍ଥ ଆନନ୍ଦଙ୍କର ଯୋଜନା କରିଥିବା ଜଣାପଡ଼ିଛି
Browsing Category
Sports
All sports related news will be uploaded
ଫିଡେ ବିଶ୍ବକପ୍ ଫାଇନାଲ୍ରେ ଟ୍ରାଇ- ବ୍ରେକ୍ ରେ ପ୍ରଜ୍ଞାନନ୍ଦଙ୍କୁ ପରାସ୍ତ କଲେ କାର୍ଲସନ୍
ବିଶ୍ୱର ନମ୍ବର ୱାନ ଚେସ ଖେଳାଳି ମାଗ୍ନସ କାର୍ଲସେନଙ୍କୁ ଫିଡେ ବିଶ୍ୱକପ୍ ଚେସ୍ ଟୁର୍ଣ୍ଣାମେଣ୍ଟର ଫାଇନାଲରେ କଡ଼ା ଟକ୍କର ଦେଇ ହାରି ଯାଇଛନ୍ତି ଭାରତର ଆର ପ୍ରଜ୍ଞାନନ୍ଦ। କାର୍ଲସନ ଟ୍ରାଏ ବ୍ରେକ୍ରେ ୧୮ ବର୍ଷୀୟ ପ୍ରଜ୍ଞାନନ୍ଦଙ୍କୁ ହରାଇ ଦେଇଛନ୍ତି। ପ୍ରଜ୍ଞାନନ୍ଦ ମ୍ୟାଚ୍ ହାରି…
ଭାରତ-ଆୟର୍ଲାଣ୍ଡ ଶେଷ ଟି-ଟ୍ବେଣ୍ଟି
ଆଜି ଭାରତ-ଆୟର୍ଲାଣ୍ଡ ଶେଷ ଟି-ଟ୍ବେଣ୍ଟି ସନ୍ଧ୍ୟା ସାଢେ ୭ଟାରେ ମ୍ୟାଚ୍ ଅନୁଷ୍ଠିତ ହେବ । ତିନି ଟିକିଆ ସିରିଜରେ ପ୍ରଥମ ଦୁଇଟି ମ୍ୟାଚ ସହିତ ସିରିଜ ଜିତିସାରିଛି ଟିମ ଇଣ୍ଡିଆ । ଆଜିର ମ୍ୟାଚ ଜିତି ସିରିଜ କ୍ଲିନ ସୁଇପ୍ ଲକ୍ଷ୍ୟରେ ରହିଛି ଭାରତ । ପ୍ରଥମ ମ୍ୟାଚରେ ଡିଏଲଏସ ନିୟମ ଆଧାରରେ…
ବୁମରାହଙ୍କ ନେତୃତ୍ବରେ ଭାରତ ଶୃଙ୍ଖଳା ଜିତିଲା
ଡବଲିନ୍: ଅଧିନାୟକ ବୁମରାହଙ୍କ ନେତୃତ୍ବରେ ଆୟର୍ଲାଣ୍ଡ୍ ବିପକ୍ଷ ଦ୍ବିତୀୟ ଟ୍ବେଣ୍ଟି-୨୦ରେ ଭାରତ ୩୩ ରନ୍ରେ ବିଜୟୀ ହୋଇଛି। ଭାରତ ୩ ମ୍ୟାଚ୍ ଶୃଙ୍ଖଳାକୁ ୨-୦ରେ ଆଗୁଆ ଜିତି ନେଇଛି। ତୃତୀୟ ମ୍ୟାଚ୍ ବୁଧବାର ଖେଳାଯିବ। ଭାରତ ପ୍ରଥମ ପାୱାର ପ୍ଲେ ଭିତରେ ୪୭ ରନ୍ ସଂଗ୍ରହ କରି…
୨ ରନରେ ଜିତିଲା ଟିମ୍ ଇଣ୍ଡିଆ
ଡବଲିନ: ଭାରତ-ଆୟରଲ୍ୟାଣ୍ଡ ପ୍ରଥମ ଟି-୨୦ ବର୍ଷା ପାଇଁ ଦୁଇ ରନରେ ଜିତିଛି ଭାରତ । ପ୍ରଥମ ଟି-୨୦ ମ୍ୟାଚରେ ଡକୱର୍ଥ ଲୁଇସ୍ (ଡିଏଲଏସ) ପଦ୍ଧତିରେ ୨ ରନରେ ପରାଜିତ କରିଛି । ପ୍ରଥମେ ବ୍ୟାଟିଂ କରି ଆୟରଲ୍ୟାଣ୍ଡ ନିର୍ଦ୍ଧାରିତ ୨୦ ଓଭରରେ ୭ ୱିକେଟ୍ ହରାଇ ୧୩୯ରନ କରିଥିଲା । ଆୟରଲ୍ୟାଣ୍ଡ…
ଆଜିଠୁ ଭାରତ-ଆୟର୍ଲାଣ୍ଡ୍ ଶୃଙ୍ଖଳା: ଆୟର୍ଲାଣ୍ଡ୍ ବିପକ୍ଷରେ ୩ ଟି ଟ୍ବେଣ୍ଟି-୨୦ ଶୃଙ୍ଖଳା ଖେଳିବ
ଡବ୍ଲିନ୍: ଯଶପ୍ରୀତ ବୁମରାଙ୍କ ନେତୃତ୍ବରେ ଭାରତୀୟ ଦଳ ଆୟର୍ଲାଣ୍ଡ୍ ବିପକ୍ଷରେ ୩ ମ୍ୟାଚ୍ ଟ୍ବେଣ୍ଟି-୨୦ ଶୃଙ୍ଖଳା ଖେଳିବ। ଋତୁରାଜ ଗାଏକ୍ବାଡ୍, ରିଙ୍କୁ ସିଂହ, ଜିତେଶ ଶର୍ମାଙ୍କ ଉପରେ ସମସ୍ତଙ୍କ ନଜର ରହିଛି। ୨୯ ବର୍ଷୀୟ ବୁମରା ନିଜ ପିଠିର ନିମ୍ନଭାଗରେ ଅସ୍ତ୍ରୋପଚାର କରାଇବା ପରେ…
୮ ୱିକେଟ୍ରେ ହାରିଲା ଭାରତ
ଲୌଡରହିଲ୍: ୱେଷ୍ଟଇଣ୍ଡିଜ୍ ବିପକ୍ଷ ପଞ୍ଚମ ଟ୍ବେଣ୍ଟି-୨୦ରେ ଭାରତ ୮ ୱିକେଟ୍ରେ ପରାସ୍ତ ହୋଇଛି । ପ୍ରଥମ ଥର ପାଇଁ ଭାରତକୁ ୱେଷ୍ଟଇଣ୍ଡିଜ୍ ଏକ ୫ ମ୍ୟାଚ୍ ଶୃଙ୍ଖଳାରେ ପରାସ୍ତ କରିଛି। ବ୍ୟାଟିଂ ବିଫଳତା ସହିତ ଭାରତ ୧୬୫ ରନ୍ରେ ସୀମିତ ରହିଥିଲା। ବ୍ରାଣ୍ଡନ୍ କିଙ୍ଗ୍ ୮୫*) ଏବଂ…
ମାଲେସିଆକୁ ୪-୩ରେ ହରାଇଲା
ଚେନ୍ନାଇ: ଭାରତ ଚତୁର୍ଥ ଥର ଲାଗି ଏସୀୟ ଚାମ୍ପିଅନ୍ସ ଟ୍ରଫି ହକି ପ୍ରତିଯୋଗିତାରେ ବିଜେତା ହୋଇଛି। ଭାରତୀୟ ଦଳର ଏହି ଐତିହାସିକ ବିଜୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଅନେକ ବିଶିଷ୍ଠ ବ୍ୟକ୍ତିମାନେ ଶୁଭେଚ୍ଛା ଜଣାଇଛନ୍ତି। ଭାରତୀୟ ଦଳର ଖେଳାଳିଙ୍କୁ ୩ ଲକ୍ଷ ଟଙ୍କା ଏବଂ…
ଓ୍ବେଷ୍ଟଇଣ୍ଡିଜକୁ ହରାଇଲା ଭାରତ
ଭାରତ ଓ୍ବେଷ୍ଟଇଣ୍ଡିଜକୁ ଚତୁର୍ଥ ଟି-୨୦ରେ ପରାସ୍ତ କରିଛି । ଶୁଭମନ ଗିଲ ଏବଂ ଜସସ୍ବୀ ଜୟସ୍ବାଲଙ୍କ ଦମଦାର ବ୍ୟାଟିଂ ବଳରେ ଦଳର ବିଜୟ ହୋଇଛି । ୧୭୯ର ବିଜୟ ଲକ୍ଷ୍ୟ ରହିଥିବାବେଳେ ଗିଲ୍ ୭୭ ଏବଂ ଜୟସ୍ବାଲ ୮୪ ରନ କରି ଅପରାଜିତ ରହିଥିଲେ । ଲଢ଼ୁଆ ବ୍ୟାଟିଂ ସହ ଜୟସ୍ବାଲ ମ୍ୟାଚର ଶ୍ରେଷ୍ଠ…
ପରଲୋକରେ ଓଡ଼ିଶା କ୍ରିକେଟ ଆସୋସିଏସନର ପୂର୍ବତନ ଯୁଗ୍ମ ସମ୍ପାଦକ ସତ୍ୟବ୍ରତ ବେହେରା
କଟକ: ଓଡ଼ିଶା କ୍ରିକେଟ ଆସୋସିଏସନର ପୂର୍ବତନ ଯୁଗ୍ମ ସମ୍ପାଦକ ସତ୍ୟବ୍ରତ ବେହେରାଙ୍କ ପରଲୋକ । ସତ୍ୟବ୍ରତ କଟକ ଜିଲ୍ଲା କ୍ରିକେଟ ସଂଘ ସଭାପତି ଭାବେ ଦୀର୍ଘ ବର୍ଷ ଧରି ଦକ୍ଷତାର ସହ କାର୍ଯ୍ୟ କରିଥିଲେ। ଅନେକ ଉଦିୟମାନ କ୍ରିକେଟ ପ୍ରତିଭାଙ୍କୁ ସାମ୍ନାକୁ ଆଣିବାରେ ତାଙ୍କର ପ୍ରମୁଖ ଭୂମିକା…
ଜାପାନକୁ ହରାଇ ଫାଇନାଲରେ ଭାରତ
ନୂଆଦିଲ୍ଲୀ : ୨୦୨୧ ଏସିଆନ୍ ଚାମ୍ପିଅନ୍ସ ଟ୍ରଫିର ସେମିଫାଇନାଲରେ ଜାପାନକୁ ୫-୦ରେ ପରାସ୍ତ କରି ଏସୀୟ ଚାମ୍ପିଅନ୍ସ ଟ୍ରଫିର ଫାଇନାଲରେ ପ୍ରବେଶ କରିଛି ଭାରତ । ଫାଇନାଲରେ ଭାରତ ମାଲେସିଆକୁ ଭେଟିବ । ଭାରତ ପକ୍ଷରୁ ପ୍ରଥମ ଗୋଲ ଆକାଶଦୀପ ସିଂ କରିଥିବାବେଳେ ୨ୟ ଗୋଲ ଅଧିନାୟକ ହରମନପ୍ରୀତ ସିଂ…