Trending
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
Browsing Category
Sports
All sports related news will be uploaded
ସେମିରେ ଆଜି ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ
କୋଲ୍କାତା: ଇଡେନ୍ ଗାର୍ଡେନ୍ସ ଷ୍ଟାଡିୟମରେ ଆଜି ଚଳିତ ବିଶ୍ବକପ୍ର ଦ୍ବିତୀୟ ସେମିଫାଇନାଲ୍ରେ ୫ ଥର ବିଜେତା ଅଷ୍ଟ୍ରେଲିଆକୁ ଭେଟିବ ଦକ୍ଷିଣ ଆଫ୍ରିକା। ଲିଗ୍ ପର୍ଯ୍ୟାୟରେ ଉଭୟ ଦଳ ସମାନ ୧୪ ପଏଣ୍ଟ ଲେଖାଏଁ ପାଇଥିଲେ ମଧ୍ୟ ଦକ୍ଷିଣ ଆଫ୍ରିକା ନେଟ୍ ରନ୍ ରେଟ୍ରେ ଆଗରେ ରହି ଦ୍ବିତୀୟ…
ବିରାଟ କୋହଲିଙ୍କ ୫୦ତମ ଦିନିକିଆ ଶତକ ହାସଲ
ମୁମ୍ବାଇ: ବିରାଟ କୋହଲି ଏକଦିବସୀୟ କ୍ରିକେଟ୍ର ମାଷ୍ଟର୍ ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ୪୯ଟି ଶତକକୁ ପଛରେ ପକାଇ ୫୦ତମ ଦିନିକିଆ ଶତକ ହାସଲ କରି ନୂଆ ବିଶ୍ବ କୀର୍ତ୍ତିମାନ କରିଛନ୍ତି। ଐତିହାସିକ ୱାଙ୍ଖ୍ଡେ ଷ୍ଟାଡିୟମ୍ରେ ଆଇସିସି ଦିନିକିଆ ବିଶ୍ବକପ୍ର ନ୍ୟୁଜିଲାଣ୍ଡ୍ ବିପକ୍ଷ…
ନ୍ୟୁଜିଲାଣ୍ଡକୁ ହରାଇ ଫାଇନାଲରେ ଭାରତ
ମୁମ୍ବାଇ: ୱାଙ୍ଖ୍ଡେ ଷ୍ଟାଡିୟମ୍ରେ ନ୍ୟୁଜିଲାଣ୍ଡକୁ ହରାଇ ଫାଇନାଲରେ ଭାରତ । ନ୍ୟୁଜିଲାଣ୍ଡ୍କୁ ବଡ଼ ବ୍ୟବଧାନରେ ହରାଇ ଦେଇଛି ଭାରତ। ଭାରତ ଫାଇନାଲ୍ରେ ପ୍ରବେଶ କରିଛି। ୧୯୮୩, ୨୦୦୩, ୨୦୧୧ରେ ଭାରତ ଫାଇନାଲ୍ ଖେଳିଥିଲା। ବିରାଟ କୋହଲି, ଶ୍ରେୟସ ଆୟରଙ୍କ ଲଢ଼ୁଆ ଶତକ ପରେ ମହମ୍ମଦ…
ଭାରତ-ନ୍ୟୁଜିଲାଣ୍ଡ ସେମିଫାଇନାଲ୍ ଆଜି
ମୁମ୍ବାଇ: ଦିନିକିଆ ବିଶ୍ବକପ୍ ଭାରତ-ନ୍ୟୁଜିଲାଣ୍ଡ ସେମିଫାଇନାଲ୍ ଆଜି ଖେଳାଯିବ । ସେମିଫାଇନାଲ୍ରେ ଶ୍ରେଷ୍ଠ ପ୍ରଦର୍ଶନ ଦେବାକୁ ଦୁଇ ଦଳ ଉଦ୍ୟମ କରିବେ। କେବଳ ଭାରତ ସବୁ ଲିଗ୍ ମ୍ୟାଚ୍ ଜିତି ମନୋବଳକୁ ଉଚ୍ଚ ରଖିଥିଲା ବେଳେ ନ୍ୟୁଜିଲାଣ୍ଡ ୪ ମ୍ୟାଚ୍ରେ ପରାସ୍ତ ହୋଇଛି। ଭାରତ…
ଆସନ୍ତାକାଲି ମୁମ୍ବାଇରେ ନ୍ୟୁଜିଲାଣ୍ଡ୍ ସହ ଭାରତ ସେମିଫାଇନାଲ ମୁକାବିଲା
ଆସନ୍ତାକାଲି ଭାରତ-ନ୍ୟୁଜିଲ୍ୟାଣ୍ଡର ସେମିଫାଇନାଲ୍ ମ୍ୟାଚ୍ । ମୁମ୍ବାଇର ୱାଙ୍ଖଡେରେ ମୁହାଁମୁହିଁ ଦୁଇ ପାୱାର ହାଉସ । ୧୨ ବର୍ଷ ପରେ ପୁଣି ଟାଇଟଲ୍ ଅପେକ୍ଷାରେ ମେନ୍ ଇନ୍ ବ୍ଲୁ । ଲଗାତର ୯ଟି ମ୍ୟାଚ୍ ଜିତି ଅପରାଜେୟ ଥିବା ଟିମ୍ ଇଣ୍ଡିଆ ଧାରା ବଜାୟ ରଖି ଟାଇଟଲ୍ ରାଉଣ୍ଡରେ ପ୍ରବେଶ କରିବାକୁ…
ନେଦରଲାଣ୍ଡସକୁ ୧୬୦ ରନରେ ହରାଇଲା ଭାରତ
ବାଙ୍ଗାଲୋର: ଶେଷ ଲିଗ୍ ମ୍ୟାଚରେ ନେଦରଲାଣ୍ଡସକୁ ୧୬୦ ରନରେ ପରାସ୍ତ କରିଛି ଭାରତ । ନେଦରଲାଣ୍ଡସ ଆଗରେ ୪୧୧ ରନର ବିଶାଳ ଲକ୍ଷ୍ୟ ରହିଥିବାବେଳେ ୨୫୦ ରନରେ ଅଲଆଉଟ ହୋଇଛି ଦଳ । ଭାରତ ଟସ୍ ଜିଣି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ଦଳ ପାଇଁ ପାଳି ଆରମ୍ଭ କରିଥିଲେ ଅଧିନାୟକ ରୋହିତ…
ଆଜି ଅନ୍ତିମ ଲିଗ୍ରେ ଭାରତ- ନେଦରଲାଣ୍ଡ୍ସ
ବେଙ୍ଗାଲୁରୁ: ଭାରତୀୟ ଦଳ ଅନ୍ତିମ ଲିଗ୍ ମ୍ୟାଚ୍କୁ ହାଲକା ଭାବେ ନେବ ନାହିଁ। ଐତିହ୍ୟ ସମ୍ପନ୍ନ ବେଙ୍ଗାଲୁରୁର ଏମ୍ ଚିନ୍ନାସ୍ବାମୀ ଷ୍ଟାଡିୟମ୍ରେ ରବିବାର ଭାରତ ଖେଳିବ ୟୁରୋପର ନୂଆ ଉଦୀୟମାନ କ୍ରିକେଟ୍ ଶକ୍ତି ନେଦରଲାଣ୍ଡ୍ସ ସହିତ। ‘‘ଆମେ ଗୋଟିଏ ସମୟରେ ଗୋଟିଏ ମ୍ୟାଚ୍ କଥା ଚିନ୍ତା…
ଆଫଗାନିସ୍ତାନକୁ ୫ ଓ୍ବିକେଟରେ ହରାଇଲା ଦକ୍ଷିଣ ଆଫ୍ରିକା
ଅହମଦାବାଦ : ଅହମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମଠାରେ ଚାଲିଥିବା ବିଶ୍ବକପର ୪୨ତମ ମ୍ୟାଚରେ ଆଫଗାନିସ୍ତାନକୁ ୫ ଓ୍ବିକେଟରେ ପରାସ୍ତ କରିଛି ଦକ୍ଷିଣ ଆଫ୍ରିକା । ଏହି ପରାଜୟ ସହ ବିଶ୍ବକପରେ ଆଫଗାନିସ୍ତାନର ମୁକାବିଲା ଶେଷ ହୋଇଯାଇଛି । ସେମିରେ ପ୍ରବେଶ କରିପାରିନଥିଲେ ବି ଏହି ବିଶ୍ବକପରେ…
ଶ୍ରୀଲଙ୍କା କ୍ରିକେଟ ବୋର୍ଡକୁ ନିଲମ୍ବନ କଲା ଆଇସିସି
ଶ୍ରୀଲଙ୍କା ହରାଇଲା ଆଇସିସି ସଦସ୍ୟତା। ଶ୍ରୀଲଙ୍କା କ୍ରିକେଟ ବୋର୍ଡକୁ ନିଲମ୍ବନ କଲା ଆଇସିସି। ଶ୍ରୀଲଙ୍କା ସରକାରଙ୍କ ହସ୍ତକ୍ଷେପ ଯୋଗୁଁ ଆଇସିସିର ପଦକ୍ଷେପ। ଆଇସିସି ବୋର୍ଡ ପକ୍ଷରୁ ଆଜି ବିସିଥିବା ଜରୁରୀକାଳିନ ବୈଠକରେ ଶ୍ରୀଲଙ୍କା କ୍ରିକେଟର ସଦସ୍ୟତା ପଦକୁ ରଦ୍ଦ କରିବାକୁ ନିଷ୍ପତ୍ତି…