Trending
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
- ମଝି ଆକାଶରେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାକୁ ଏୟାର ଇଣ୍ଡିଆ ବିମାନର ଜରୁରୀକାଳନୀ ଅବତରଣ
- ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ
Browsing Category
Sports
All sports related news will be uploaded
ଶେଷ ଟ୍ବେଣ୍ଟି-୨୦ରେ ୱେଷ୍ଟଇଣ୍ଡିଜ୍କୁ ଶୋଚନୀୟ ଭାବେ ୮୮ ରନ୍ରେ ପରାସ୍ତ କଲା ଭାରତ
ୱେଷ୍ଟଇଣ୍ଡିଜ୍କୁ ଶୋଚନୀୟ ଭାବେ ୮୮ ରନ୍ରେ ପରାସ୍ତ କରି ଭାରତ ୫ ମ୍ୟାଚ୍ ବିଶିଷ୍ଟ ଶୃଙ୍ଖଳାକୁ ୪-୧ରେ ଜିତି ନେଇଛି।
https://twitter.com/BCCI/status/1556344230666448897
ଶ୍ରେୟସ ଆୟର, ଦୀପକ ହୁଦା, ହାର୍ଦିକ ପାଣ୍ଡ୍ୟାଙ୍କ ବ୍ୟାଟିଂ ବଳରେ ଭାରତ ୧୮୮ ରନ୍!-->!-->!-->!-->!-->…
ହକି ଫାଇନାଲରେ ପ୍ରବେଶ କଲା ଭାରତ
ରାଜ୍ୟଗୋଷ୍ଠୀ କ୍ରୀଡାରେ ହକି ଫାଇନାଲରେ ପ୍ରବେଶ କରିଛି ଭାରତ । ଗତକାଲି ଖେଳାଯାଇଥିବା ସେମିଫାଇନାଲ ମୁକାବିଲାରେ ଦକ୍ଷିଣ ଆଫ୍ରିକାକୁ ୩-୨ ଗୋଲରେ ପରାସ୍ତ କରି ସ୍ୱର୍ଣ୍ଣ ମୁକାବିଲାରେ ଅବତୀର୍ଣ୍ଣ ହୋଇଛି । ଉଭୟ ଦଳ ସତର୍କତାର ସହ ଖେଳ ଆରମ୍ଭ କରିଥିବାରୁ ପ୍ରଥମ କ୍ୱାର୍ଟରରେ କୌଣସି ଗୋଲ!-->…
ରିଲେ ଫାଇନାଲ୍ରେ ଦୁତି, ଶ୍ରାବଣୀ, ହିମା, ଜ୍ୟୋତି
୪ ଗୁଣା ୧୦୦ ମିଟର ମହିଳା ରିଲେ ଦଳ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଫାଇନାଲ୍ରେ ପ୍ରବେଶ କରିଛି। ଭାରତୀୟ ଦଳ ୪୪.୪୫ ସେକେଣ୍ଡ ସମୟ ସହ ହିଟ-୧ର ଦ୍ବିତୀୟ ସ୍ଥାନରେ ରହି ଫାଇନାଲରେ ପହଁଚିଛି । ଏହି ହିଟ୍ରେ ଜାମାଇକା (୪୩.୬୬ ସେକେଣ୍ଡ) ପ୍ରଥମ ସ୍ଥାନ ଅଧିକାର କରିଥିଲା। ଅନ୍ୟପକ୍ଷରେ ସ୍କଟଲାଣ୍ଡ!-->…
ରାଜ୍ୟ ଗୋଷ୍ଠୀ କ୍ରୀଡାରେ ରେକର୍ଡ କରୁଛି ଇଣ୍ଡିଆ: ୯ମ ଦିନରେ କୁସ୍ତିରେ ପୁଣି ୩ ସ୍ବର୍ଣ୍ଣ
ଭାରତ ପାଇଁ ନବମ ଦିନରେ ଅନେକ ରେକର୍ଡ ହୋଇଛି। କୁସ୍ତିରେ ୩ ସ୍ବର୍ଣ୍ଣ ଓ ୧ କାଂସ୍ୟ ପଦକ ହାସଲ କରିଛି ଭାରତ। ମହିଳା ବର୍ଗରେ ରେସଲର ଭିନେଶ ଫୋଗାଟ ଓ ପୁରୁଷ ବର୍ଗରେ ରବି ଦାହିୟା ଏବଂ ନବୀନ ସ୍ବର୍ଣ୍ଣ ପଦକ ପାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଆଜିର!-->…
ଭାରତ ୫୯ ରନ୍ରେ ୱେଷ୍ଟଇଣ୍ଡିଜ୍କୁ ପରାସ୍ତ କଲା
ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟ୍ବେଣ୍ଟି-୨୦ ଶୃଙ୍ଖଳାକୁ ଭାରତ ଆଗୁଆ ୩-୧ରେ ଜିତିନେଇଛି। ଶନିବାର ଖେଳାଯାଇଥିବା ଚତୁର୍ଥ ମ୍ୟାଚ୍ରେ ଭାରତ ୫୯ ରନ୍ରେ ୱେଷ୍ଟଇଣ୍ଡିଜ୍କୁ ପରାସ୍ତ କରିଛି। ପ୍ରଥମେ ଭାରତ ୧୯୧ ରନ୍ କରିଥିଲା । ୱେଷ୍ଟଇଣ୍ଡିଜ୍ ୧୩୨ରେ ସମସ୍ତ ୱିକେଟ୍ ହରାଇଥିଲା । ରୋହିତ ଶର୍ମା!-->…
ଆମେରିକାରେ ଭାରତ -ଓ୍ବେଷ୍ଟଇଣ୍ଡିଜ ମୁକାବିଲା
ଆମେରିକାରେ ଆଜି ଖେଳାଯିବ ଭାରତ-ୱେଷ୍ଟଇଣ୍ଡିଜ ଟି-ଟ୍ୱେଣ୍ଟି ସିରିଜର ଚତୁର୍ଥ ମ୍ୟାଚ୍ । ଆମେରିକାର ଫ୍ଲୋରିଡାରେ ଏହି ମ୍ୟାଚ ଖେଳାଯିବାକୁ ନିଷ୍ପତ୍ତି ହୋଇଛି । ଦୁଇ ଦଳର ଖେଳାଳି ଅଭ୍ୟାସ କରିଥିବା ବେଳେ ଆଜିର ମ୍ୟାଚ ଜିତି ପୁରା ସିରିଜ କବ୍ଜା କରିବାକୁ ଚେଷ୍ଟା କରିବ ଟିମ୍!-->…
ଇଂଲଣ୍ଡକୁ ହରାଇଲା ଭାରତ
ରାଜ୍ୟ ଗୋଷ୍ଠୀ କ୍ରୀଡାରେ ମହିଳା କ୍ରିକେଟ ସେମିଫାଇନାଲ ମ୍ୟାଚରେ ଇଂଲଣ୍ଡକୁ 4 ରନରେ ପରାସ୍ତ କରିଛି ଭାରତ । ପ୍ରଥମେ ଟସ ଜିତି ଭାରତ ବ୍ୟାଟିଂ କରୁଛି । ଏହି ସେମିଫାଇନାଲ ଭାରତ ପାଇଁ କର ବା ମର ପରିସ୍ଥିତି ସୃଷ୍ଟି ହୋଇଛି । ସେଫାଳି ବର୍ମା 15 ରନ୍ ସ୍ମୃତି ମାନଧାତା 61 ରନ୍ କରି ଆଉଟ!-->…
ଲମ୍ବଡିଆଁରେ ରୌପ୍ୟ ଜିତିଲେ ଶ୍ରୀଶଙ୍କର:ଭାରତକୁ ମୋଟ୍ ୨୦ ପଦକ
ପୁରୁଷ ବର୍ଗ ଲଙ୍ଗ ଜମ୍ପ ଇଭେଣ୍ଟରେ ଶ୍ରୀଶଙ୍କର ପଦକ ଜିତି ଇତିହାସ ରଚିଛନ୍ତି । ପ୍ରଥମ ଭାରତୀୟ ପୁରୁଷ ଭାବେ ସେ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଲଙ୍ଗ ଜମ୍ପ ଇଭେଣ୍ଟ୍ରେ ରୌପ୍ୟ ପଦକ ହାସଲ କରିଛନ୍ତି । ଏହାକୁ ମିଶାଇ ଚଳିତ ପ୍ରତିଯୋଗିତାରେ ଭାରତକୁ ମୋଟ୍ ୨୦ ପଦକ ମଳିଛି । ଯୋଗ୍ୟତା!-->…
ଭାରତ ପାଇଁ ପ୍ରଥମ ହାଇଜମ୍ପ ପଦକ ବିଜେତା ତେଜସ୍ୱୀନ ଶଙ୍କରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତ ପାଇଁ ପ୍ରଥମ ହାଇଜମ୍ପ ପଦକ ବିଜେତା ତେଜସ୍ୱୀନ ଶଙ୍କରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ର ଟ୍ରାକ ଆଣ୍ଡ ଫିଲ୍ଡରେ ତେଜସ୍ୱୀନ ଶଙ୍କରଙ୍କ କାଂସ୍ୟ ପଦକ ଭାରତର ପ୍ରଥମ ପଦକ ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
!-->!-->!-->!-->!-->…
ରୌପ୍ୟ ପଦକ ବିଜେତା ଭାରୋତ୍ତଳକ ବିକାଶ ଠାକୁରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବର୍ମିଂହାମ, ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ରେ ରୌପ୍ୟ ପଦକ ବିଜେତା ଭାରୋତ୍ତଳକ ବିକାଶ ଠାକୁରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଏକ ଟ୍ୱିଟରେ କହିଛନ୍ତି;
!-->!-->!-->!-->!-->…