Trending
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
Browsing Category
Sports
All sports related news will be uploaded
ଭାରତକୁ ୨୧ ରନରେ ହରାଇଲା ଅଷ୍ଟ୍ରେଲିଆ: ଭାରତ ୨୪୮ ରନ କରି ଅଲଆଉଟ
୩ୟ ଦିନିକିଆରେ ଭାରତକୁ ୨୧ ରନରେ ହରାଇଛି ଅଷ୍ଟ୍ରେଲିଆ । ଅଷ୍ଟ୍ରେଲିଆ ଦ୍ବାରା ରଖାଯାଇଥିବା ୨୭୦ ରନ ଜବାବରେ ଭାରତ ୪୯.୧ ତମ ଓଭରରେ ୨୪୮ ରନ କରି ଅଲଆଉଟ ହୋଇଯାଇଥିଲା । ଭାରତ ପକ୍ଷରୁ ବିରାଟ କୋହଲି ସର୍ବାଧିକ ୫୪ ରନ କରିଥିବାବେଳେ ହାର୍ଦ୍ଦିକ ପାଣ୍ଡ୍ୟା ୪୦ ରନ ଓ ଶୁଭମନ ଗିଲ ୩୭ ରନ…
ଭାରତ ୧୦ ୱିକେଟ୍ରେ ପରାସ୍ତ
ଭାରତ-ଅଷ୍ଟ୍ରେଲିଆ ଦ୍ବିତୀୟ ଦିନିକିଆ ଭାରତ ୨୬ ଓଭରରେ ୧୧୭ ରନ୍ କରି ସମସ୍ତ ୱିକେଟ୍ ହରାଇଦେବା ପରେ ଅଷ୍ଟ୍ରେଲିଆ ମାତ୍ର ୧୧ ଓଭରରେ କୌଣସି ୱିକେଟ୍ ନ ହରାଇ ବିଜୟ ଲକ୍ଷ୍ୟରେ ପହଞ୍ଚିଯାଇଥିଲା। ଷ୍ଟାର୍କ ଏକା ୫ ୱିକେଟ୍ ନେଇ ଭାରତର ମେରୁଦଣ୍ଡକୁ ଭାଙ୍ଗିଦେବା ପରେ ମାର୍ସ ୩୬ ବଲ୍ରୁ ୬୬…
ଅଷ୍ଟ୍ରେଲିଆ ବିପକ୍ଷ ଆଜି ଦ୍ବିତୀୟ ଦିନିକିଆ : କମବ୍ୟାକ କରିବେ ରୋହିତ ଶର୍ମା
ବିଶାଖାପଟନମରେ ହେବାକୁ ଥିବା ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଦଳକୁ କମବ୍ୟାକ କରିବେ ଭାରତର ଅଧିନାୟକ ରୋହିତ ଶର୍ମା । ରୋହିତ ପୁଣିଥରେ ଦଳକୁ ଫେରୁଥିବା ବେଳେ ସୂର୍ଯ୍ୟକୁମାର ଯାଦବ କିମ୍ବା ଇଶାନ କିସାନଙ୍କୁ ଦଳରୁ ବାଦ ଦିଆଯାଇପାରେ । ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଦିନିକିଆରେ…
ଅଷ୍ଟ୍ରେଲିଆକୁ ୫ ଓ୍ବିକେଟରେ ହରାଇଲା ଭାରତ
ମୁମ୍ବାଇ : ପ୍ରଥମ ଦିନିକିଆରେ ଅଷ୍ଟ୍ରେଲିଆକୁ ୫ ଓ୍ବିକେଟରେ ପରାସ୍ତ କରିଛି ଭାରତ ।
https://twitter.com/BCCI/status/1636748771664236545?s=20
ଅଷ୍ଟ୍ରେଲିଆ ପକ୍ଷରୁ ଭାରତ ଆଗରେ ୧୮୯ ରନର ବିଜୟ ଲକ୍ଷ୍ୟ ରଖାଯାଇଥିବାବେଳେ ଭାରତ ତାହାକୁ ୩୯.୫ ତମ ଓଭରରେ ହାସଲ କରିନେଇଥିଲା…
କ୍ରୀଡ଼ାବିତ ଅମିତ୍ ରୋହିଦାସ, ଓ ବୀରେନ୍ଦ୍ର ଲାକ୍ରାଙ୍କୁ ମାଇଲଷ୍ଟୋନ ଆଓ୍ବାର୍ଡ
ନୂଆଦିଲ୍ଲୀ : କ୍ରୀଡ଼ାବିତ ଅମିତ୍ ରୋହିଦାସ, ଓ ବୀରେନ୍ଦ୍ର ଲାକ୍ରାଙ୍କୁ ମିଳୁଛି ମାଇଲଷ୍ଟୋନ ଆଓ୍ବାର୍ଡ । ନୂଆଦିଲ୍ଲୀ ଅଶୋକା ହୋଟେଲରେ ହକି ଇଣ୍ଡିଆର ବାର୍ଷିକ ପୁରସ୍କାର- ୨୦୨୨ ପ୍ରଦାନ କରାଯାଇଛି ହକି ଇଣ୍ଡିଆର ସଭାପତି ପଦ୍ମଶ୍ରୀ ଡକ୍ଟର ଦିଲୀପ ତିର୍କିଙ୍କ ଅଭିଭାଷଣ ପରେ କାର୍ଯ୍ୟକ୍ରମ…
ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ: ବୋଲିଙ୍ଗ୍ କରୁଛି ଭାରତ
ମୁମ୍ବାଇସ୍ଥିତ ୱାଙ୍ଖେଡ଼େ ଷ୍ଟାଡିୟମ୍ରେ ଆୟୋଜିତ ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଆନ୍ତର୍ଜାତିକ ଦିନିକିଆ ମ୍ୟାଚ୍ରେ ଟସ୍ ଜିଣିବା ପରେ ଭାରତ ପ୍ରଥମେ ବୋଲିଙ୍ଗ୍ କରୁଛି। ସୂଚନା ଅନୁସାରେ, ଅଷ୍ଟ୍ରେଲିଆ 42 ରନ୍ ସଂଗ୍ରହ କରିଛି। ଟସ୍ ଜିଣିବା ପରେ ଭାରତୀୟ ଦଳର ଅଧିନାୟକ ହାର୍ଦ୍ଦିକ୍…
ବିଶ୍ବ ଟେଷ୍ଟ୍ ଚାମ୍ପିଅନସିପ୍ ଫାଇନାଲ୍ରେ ଭାରତ – ଅଷ୍ଟ୍ରେଲିଆ ଫାଇନାଲ୍
ଶେଷରେ ଭାରତକୁ ଭାଗ୍ୟ ସାଥ ଦେଇଛି । ନ୍ୟୁଜିଲାଣ୍ଡଠାରୁ ଶ୍ରୀଲଙ୍କା ହାରିବା ପରେ ଭାରତକୁ ଫାଇଦା ମିଳିଛି । ଚତୁର୍ଥ ମ୍ୟାଚ୍କୁ ଅମୀମାଂସିତ ରଖିବା ପରେ ଭାରତ ଲଗାତାର ଚତୁର୍ଥ ଥର ପାଇଁ ବର୍ଡର-ଗାଭାସ୍କର ଟ୍ରଫି ଜିତିଛି। କିନ୍ତୁ ଖ୍ରୀଷ୍ଟଚର୍ଚ୍ଚରେ ଚାଲିଥିବା ନ୍ୟୁଜିଲାଣ୍ଡ୍ ବିପକ୍ଷ…
ହକି ପ୍ରୋ-ଲିଗ୍ ଆଜିଠାରୁ
ଆଜିଠାରୁ ରାଉରକେଲାର ସର୍ବବୃହତ ହକି ଷ୍ଟାଡିୟମରେ ଆରମ୍ଭ ହେବ ଏଫ୍ଆଇଏଚ୍ ହକି ପ୍ରୋ-ଲିଗ୍। ଭାରତ , ଜର୍ମାନୀ ଓ ବିଶ୍ବ ମାନ୍ୟତାର ଚତୁର୍ଥ ସ୍ଥାନରେ ଥିବା ଅଷ୍ଟ୍ରେଲିଆ ମଧ୍ୟରେ ୬ଟି ମ୍ୟାଚ୍ ଖେଳାଯିବ। ପ୍ରତ୍ୟେକ ଦଳ ପରସ୍ପର ବିରୋଧରେ ଦୁଇଟି ଲେଖାଏ ମ୍ୟାଚ୍ ଖେଳିବେ। ପ୍ରଥମ…
ଅହମ୍ମଦାବାଦ ଟେଷ୍ଟ
ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ (ଡବ୍ଲ୍ୟୁଟିସି)ର ଫାଇନାଲରେ ପ୍ରବେଶ କରିବାକୁ ହେଲେ ମାର୍ଚ୍ଚ ୯ରୁ ଅହମ୍ମଦାବାଦରେ ଖେଳାଯିବାକୁ ଥିବା ଚତୁର୍ଥ ଟେଷ୍ଟ ମ୍ୟାଚ୍ ଜିତିବାକୁ ପଡ଼ିବ। ଇନ୍ଦୋରରେ ବିଜୟ ସହ ଅଷ୍ଟ୍ରେଲିଆ ଡବ୍ଲ୍ୟୁଟିସି ଫାଇନାଲକୁ ଟିକେଟ ସୁରକ୍ଷିତ କରିଛି । ବର୍ଡର-ଗାଭାସ୍କର ଟ୍ରଫିର…
ମୁମ୍ବାଇ ଇଣ୍ଡିଆନ୍ସର ଐତିହାସିକ ବିଜୟ
ମୁମ୍ବାଇ: ମହିଳା ପ୍ରିମିୟର ଲିଗ୍ ୨୦୨୩ର ପ୍ରଥମ ମୁକାବିଲାରେ ମୁମ୍ବାଇ ଇଣ୍ଡିଆନ୍ସ ଐତିହାସିକ ବିଜୟ ରେକର୍ଡ କରିଛି । ଟିମ୍ ଗୁଜୁରାଟକୁ ୧୪୩ ରନରେ ପରାଜିତ କରିଛି । ମୁମ୍ବାଇ ପ୍ରଥମେ ବ୍ୟାଟିଂ କରି ୨୦୭ ରନ୍ ସଂଗ୍ରହ କରିଥିଲା । ଏହାର ଜବାବରେ ଗୁଜୁରାଟ ଜିଆଣ୍ଟସ ୧୫.୧ ଓଭରରେ ୬୪ ରନ୍ କରି…