Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Sports
All sports related news will be uploaded
ଦ୍ୱିତୀୟ ଟେଷ୍ଟରେ ଭାରତର ଦମଦାର ବିଜୟ
ବର୍ଡର-ଗାଭାସ୍କର ଟ୍ରଫିର ଦ୍ୱିତୀୟ ଟେଷ୍ଟରେ ଭାରତ ବିଜୟ ହାସଲ କରିଛି। ଆଉ ଗୋଟିଏ ମ୍ୟାଚ ଜିତିଲେ ଭାରତ ଟେଷ୍ଟ ଚାମ୍ପିୟନସିପିର ଫାଇନାଲ ମ୍ୟାଚ ଖେଳିବ । ଦିଲ୍ଲୀର ଅରୁଣ ଜେଟ୍ଲୀ ଷ୍ଟାଡିୟମରେ ଖେଳାଯାଉଥିବା ଏହି ଟେଷ୍ଟରେ ଭାରତ ତୃତୀୟ ଦିନରେ ୬ ୱିକେଟ୍ରେ ଅଷ୍ଟ୍ରେଲିଆକୁ ହରାଇ ଦେଇଛି ।…
ବର୍ଡର-ଗାଭାସ୍କର ଟ୍ରଫି ଶୃଙ୍ଖଳାର ଆଜି ଦ୍ୱିତୀୟ ଟେଷ୍ଟ
ବର୍ଡର-ଗାଭାସ୍କର ଟ୍ରଫି ଶୃଙ୍ଖଳାର ଆଜି ଦ୍ୱିତୀୟ ଟେଷ୍ଟ । ଦିଲ୍ଲୀର ଫିରୋଜ ଶାହ କୋଟଲାରେ ମୁହାଁମୁହିଁ ହେବେ ଭାରତ ଓ ଅଷ୍ଟ୍ରେଲିଆ । ନାଗପୁରରେ ଏକତରଫା ବିଜୟ ପରେ ଦିଲ୍ଲୀରେ ମ୍ୟାଚ ଜିତିବାକୁ ଲକ୍ଷ୍ୟ ରଖିଛି ରୋହିତ ବାହିନୀ । ତେବେ ଆହତ ସମସ୍ୟା ଏବଂ ଭାରତୀୟ ସ୍ପିନରଙ୍କୁ ଖେଳିବାର…
ସ୍ମୃତି ମନ୍ଧାନା ସବୁଠୁ ଦାମୀ ଖେଳାଳି
ଭାରତୀୟ ବ୍ୟାଟର୍ ସ୍ମୃତି ମନ୍ଧାନା ସବୁଠୁ ଦାମୀ ଖେଳାଳି ଭାବେ ବିକ୍ରି ହୋଇଛନ୍ତି। ମନ୍ଧାନାଙ୍କୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୩ କୋଟି ୪୦ ଲକ୍ଷ ଟଙ୍କାରେ କିଣିଛି। ମୁମ୍ବାଇରେ ହୋଇଥିବା ଏହି ନିଲାମରେ ମନ୍ଧାନାଙ୍କୁ କିଣିବା ପାଇଁ ଆର୍ସିବି ଓ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ…
ଶୁବମନ ଗିଲ୍ ଜାନୁଆରିର ଶ୍ରେଷ୍ଠ ଖେଳାଳି
ଆଇସିସି ପକ୍ଷରୁ ଗତ ଜାନୁଆରି ମାସର ଶ୍ରେଷ୍ଠ କ୍ରିକେଟ ଖେଳାଳି ଘୋଷଣା କରାଯାଇଛି । ଉତ୍ତମ ପ୍ରଦର୍ଶନ ପାଇଁ ଭାରତୀୟ ଦଳର ବ୍ୟାଟ୍ସମ୍ୟାନ ଶୁବମନ ଗିଲଙ୍କୁ ଜାନୁଆରି ମାସର ଶ୍ରେଷ୍ଠ ଖେଳାଳି ଘୋଷଣା କରାଯାଇଛି । ସେହିପରି ଇଂଲଣ୍ଡ ୧୯ ବର୍ଷରୁ କମ ମହିଳା ଦଳର ଅଧିନାୟକ ଗ୍ରେସ ସ୍ରିଭେନ୍ସଙ୍କୁ…
ମହିଳା ଟି-୨୦ ବିଶ୍ବକପ୍: ରୋମାଂଚକର ମ୍ୟାଚରେ ପାକିସ୍ତାନକୁ ହରାଇଲା ଭାରତ
କେପ୍ଟାଉନ: ରୋମାଂଚକର ମ୍ୟାଚରେ ପାକିସ୍ତାନକୁ ହରାଇଲା ଭାରତ । ଦକ୍ଷିଣ ଆଫ୍ରିକାରେ ଖେଳାଯାଉଥିବା ମହିଳା ଟି-୨୦ ବିଶ୍ବକପ୍ରେ ପାକିସ୍ତାନକୁ ଭାରତ ୭ ୱିକେଟ୍ରେ ପରାସ୍ତ କରିଛି।…
ଆଜିଠୁ ଆରମ୍ଭ ଭାରତ-ଅଷ୍ଟ୍ରେଲିଆ ବର୍ଡର ଗାଭାସ୍କର ଟେଷ୍ଟ ସିରିଜ
ଆଜିଠୁ ଆରମ୍ଭ ଭାରତ-ଅଷ୍ଟ୍ରେଲିଆ ବର୍ଡର ଗାଭାସ୍କର ଟେଷ୍ଟ ସିରିଜ । ନାଗପୁରରେ ଦିନ ୯ଟା ୩୦ରେ ପ୍ରଥମ ମ୍ୟାଚ । ନମ୍ବର ୱାନ ଅଷ୍ଟ୍ରେଲିଆ ଓ ନମ୍ବର ୨ ଭାରତ ଭିତରେ କଡା ମୁକାବିଲା ସମ୍ଭାବନା । ଏହି ସିରିଜରେ ଉଭୟ ଦେଶର ଖେଳାଳି ନିଜ ନାଁରେ ରେକର୍ଡ କରିବାକୁ ଲକ୍ଷ୍ୟ ରଖିଛନ୍ତି । ଏହି…
ବର୍ଡର-ଗାଭାସ୍କର ଟ୍ରଫି ଆସନ୍ତାକାଲିଠୁ
ନାଗପୁର: ବର୍ଡର-ଗାଭାସ୍କର ଟ୍ରଫି ଆସନ୍ତାକାଲି ଖେଳାଯିବ । ଏହି ଟେଷ୍ଟରେ ଭାରତ ଜିତିବାକୁ ଚାହିଁବ । କାରଣ ଭାରତ ହାରିଲେ ଟେଷ୍ଟ ଚାମ୍ପିଆନସିପ୍ ର ଫାଇନାଲକୁ ଯାଇପାରିବ ନାହିଁ । ଏବେ ଦ୍ବିତୀୟ ନମ୍ବରରେ ଅଷ୍ଟ୍ରେଲିଆ ପଛକୁ ରହିଛି ଭାରତ । ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର…
୧୬୮ ରନ୍ରେ ହାରିଲା ନ୍ୟୁଜିଲାଣ୍ଡ୍
ଅହମଦାବାଦ: ୧୬୮ ରନ୍ରେ ହାରିଲା ନ୍ୟୁଜିଲାଣ୍ଡ୍ । ସିରିଜ ଜିତିଲା ଭାରତ । ଶୁବମନ ଗିଲ୍ଙ୍କ ପ୍ରଥମ ଟ୍ବେଣ୍ଟି-୨୦ ଆନ୍ତର୍ଜାତିକ ଶତକ ଦଳକୁ ବିଜୟ ଦେବାରେ ସହାୟକ ହେଲା ।
https://twitter.com/BCCI/status/1620831772580929536?s=20&t=tAmQhFclKwSklqrAgW2Ifw…
ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ ଶେଷ ଟି-୨୦ ମ୍ୟାଚ
ଆଜି ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ ତୃତୀୟ ତଥା ଶେଷ ଟି-୨୦ ମ୍ୟାଚ । ମ୍ୟାଚଟି ଅହମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳାଯିବ । ସିରିଜର ପ୍ରଥମ ମ୍ୟାଚରେ ନ୍ୟୁଜିଲ୍ୟାଣ୍ଡ ୨୧ ରନରେ ଜିତିଥିଲା । ଦ୍ୱିତୀୟ ମୁକାବିଲାରେ ଟିମ୍ ଇଣ୍ଡିଆ ୬ ୱିକେଟରେ ବିଜୟୀ ହୋଇଥିଲା । ଶେଷ ମ୍ୟାଚ୍…
୧୯ ବର୍ଷରୁ କମ୍ ଯୁବା ଟ୍ବେଣ୍ଟି-୨୦ ବିଶ୍ବକପ୍ ଫାଇନାଲରେ ଭାରତ ବିଜୟୀ
ପୋଚେଫ୍ଷ୍ଟ୍ରୁମ୍: ୧୯ ବର୍ଷରୁ କମ୍ ଟ୍ବେଣ୍ଟି-୨୦ ବିଶ୍ବକପ୍ର ପ୍ରଥମ ସଂସ୍କରଣ ବିଜେତା ହୋଇଛି ଭାରତ । ଦକ୍ଷିଣ ଆଫ୍ରିକାରେ ଆୟୋଜିତ ଏହି ବିଶ୍ବକପ୍ର ରବିବାର ଫାଇନାଲ୍ରେ ଶେଫାଳି ବର୍ମାଙ୍କ ଭାରତ ୭ ୱିକେଟ୍ରେ ଇଂଲଣ୍ଡକୁ ପରାସ୍ତ କରି ଟ୍ରଫି ହାସଲ କରିଛି। ୪ ଓଭରରେ ମାତ୍ର ୬…