Trending
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
Browsing Category
Sports
All sports related news will be uploaded
ପ୍ରଥମଥର ଅଷ୍ଟ୍ରେଲିଆ ଓପନ ବ୍ୟାଡମିଣ୍ଟନ ଫାଇନାଲରେ ପ୍ରଣୟ
ଭାରତର ଷ୍ଟାର ବ୍ୟାଡମିଣ୍ଟନ ଖେଳାଳି ଏଚଏସ୍ ପ୍ରଣୟ ପ୍ରଥମଥର ପାଇଁ ଅଷ୍ଟ୍ରେଲିଆ ଓପନ ବ୍ୟାଡମିଣ୍ଟନ ଫାଇନାଲରେ ପ୍ରବେଶ କରିଛନ୍ତି। ସେ ସେମି ଫାଇନାଲରେ ଭାରତର ପ୍ରିୟାଂଶୁ ରାଜାୱତଙ୍କୁ ପରାସ୍ତ କରି ଏହି ସଫଳତା ହାସଲ କରିଛନ୍ତି। ଆଜିର ମ୍ୟାଚ୍ରେ ରାଜାୱତ ଦମଦାର ଆରମ୍ଭ କରିଥିଲେ।…
ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟ୍ବେଣ୍ଟି-୨୦ରେ ଭାରତ ପରାସ୍ତ
ତରୌବା: ଭାରତ ବିପକ୍ଷ ପ୍ରଥମ ଟ୍ବେଣ୍ଟି-୨୦ରେ ୱେଷ୍ଟଇଣ୍ଡିଜ୍ ୪ ରନ୍ରେ ବିଜୟୀ ହୋଇଛି। ଭାରତ ସମ୍ମୁଖରେ ୧୫୦ ରନ୍ ବିଜୟ ଲକ୍ଷ୍ୟ ରହିଥିବା ବେଳେ ହାର୍ଦିକ ପାଣ୍ଡ୍ୟାଙ୍କ ଦଳ ୧୪୫ ରନ୍ରେ ସୀମିତ ରହିଥିଲା। ୧୫୦ ରନ୍କୁ ପିଛା କରି ଭାରତ ଦୁଇ ପ୍ରାରମ୍ଭିକ ବ୍ୟାଟର୍ ଶୁବମନ ଗିଲ୍ ୩ ଓ…
ଆଜି ପ୍ରଥମ ଟ୍ବେଣ୍ଟି-୨୦
ତରୌବା: ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ୫ ମ୍ୟାଚ୍ ବିଶିଷ୍ଟ ଟ୍ବେଣ୍ଟି-୨୦ ଶୃଙ୍ଖଳା ଖେଳିବ ଆଜିଠୁ ଖେଳିବ ଭାରତୀୟ ଦଳ। ଯଶସ୍ବୀ ଜୟସ୍ବାଲ୍, ତିଳକ ବର୍ମା, ମୁକେଶ କୁମାରଙ୍କ ଭଳି ନବାଗତଙ୍କ ଉପରେ ଅଧିକ ନଜର ରହିବ। ରବି ବିଷ୍ଣୋଇ ପ୍ରତ୍ୟାବର୍ତ୍ତନ କରିଥିଲା ବେଳେ ଦୀର୍ଘ ସମୟ ଧରି ବେଞ୍ଚରେ…
ଶେଷ ଦିନିକିଆରେ ୱେଷ୍ଟଇଣ୍ଡିଜ୍କୁ ହରାଇଲା ଭାରତ
ତ୍ରିନିନାଦ୍: ଟିମ୍ ଇଣ୍ଡିଆ ଶେଷ ଦିନିକିଆରେ ଓ୍ବେଷ୍ଟଇଣ୍ଡିଜକୁ ପରାସ୍ତ କରିଛି । ୨୦୦ ରନରେ ବିଜୟଲାଭ କରିଛି ଟିମ୍ ଇଣ୍ଡିଆ । ୫୦ ଓଭରରେ ୫ଟି ୱିକେଟ୍ ହରାଇ ୩୫୧ ରନ୍ କରିବା ଫଳରେ ୱେଷ୍ଟଇଣ୍ଡିଜକୁ ୩୫୨ ରନ୍ର ବିଜୟ ଲକ୍ଷ୍ୟ ମିଳିଥିଲା । ଭାରତ ପକ୍ଷରୁ ଶୁଭମନ ଗିଲ ବ୍ୟକ୍ତିଗତ ଭାବେ…
ପଡ଼ିଆକୁ ଓହ୍ଲାଇବେ ଯଶପ୍ରୀତ ବୁମ୍ରା
ବହୁ ପ୍ରତିକ୍ଷା ପରେ ଆନ୍ତର୍ଜାତିକ ମ୍ୟାଚ୍ ଖେଳିବା ପାଇଁ ପଡ଼ିଆକୁ ଓହ୍ଲାଇବେ ଯଶପ୍ରୀତ ବୁମ୍ରା। ଖାଲି ଖେଳିବେନି, ଭାରତୀୟ ଦଳର ନେତୃତ୍ୱ ମଧ୍ୟ ନେବାକୁ ତାଙ୍କ ନାଁ ଆଗକୁ ଆସିଛି। ଅଗଷ୍ଟରେ ଆୟରଲାଣ୍ଡ ବିରୋଧରେ ଭାରତ ଖେଳିବାକୁ ଥିବା ଟି-୨୦ ସିରିଜ୍ରେ ସେ ପଡ଼ିଆକୁ ଓହ୍ଲାଇବେ। ଏହି ଭାରତୀୟ…
ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ ଶେଷ ଦିନିକିଆ
ଆଜି ଭାରତ- ଓ୍ବେଷ୍ଟଇଣ୍ଡିଜ ଶେଷ ଦିନିକିଆ । ମ୍ୟାଚ ଜିତି ସିରିଜ କବଜା କରିବାକୁ ଉଦ୍ୟମ କରିବେ ଉଭୟ ଦଳ । ସନ୍ଧ୍ୟା ୭ଟାରୁ ଖେଳ ଆରମ୍ଭ ହେବ । ୩ଟିକିଆ ବିଶିଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଭାରତର ଦମଦାର ବିଜୟ ହୋଇଥିବାବେଳେ ଦ୍ବିତୀୟ ଦିନିକିଆରେ ସହଜ ବିଜୟ ହାସଲ କରିଥିଲା ଓ୍ବେଷ୍ଟଇଣ୍ଡିଜ୍…
ଜାଭ୍ଲିନ୍ରେ ସ୍ବର୍ଣ୍ଣ ପଦକ ଜିତିଥିବା ଓଡ଼ିଆ ପୁଅ କିଶୋର ଜେନାଙ୍କୁ ଶ୍ରେଷ୍ଠ ପୁରୁଷ ଫିଙ୍ଗାଳି ପୁରସ୍କାର
ଭୁବନେଶ୍ବର: ଶ୍ରୀଲଙ୍କା ଜାତୀୟ ଦୌଡ଼କୁଦ ପ୍ରତିଯୋଗିତା (କଲମ୍ବୋ ମିଟ୍) ରିଲେରେ ଭାରତୀୟ ଖେଳାଳି ଦବ୍ଦବା ଦେଖାଇ ୩ ସ୍ବର୍ଣ୍ଣ ଓ ୧ ରୌପ୍ୟ ସହ ୪ ପଦକ କରାୟତ୍ତ କରିଛନ୍ତି। ଅନ୍ୟପକ୍ଷରେ ଦୁଇ ଦିନ ତଳେ ଏଠାରେ ଜାଭ୍ଲିନ୍ରେ ସ୍ବର୍ଣ୍ଣ ପଦକ ଜିତିଥିବା ଓଡ଼ିଆ ପୁଅ କିଶୋର ଜେନାଙ୍କୁ…
ପରବର୍ତ୍ତୀ ଆଇପିଏଲ ବିଦେଶରେ ଆୟୋଜନ ହେବାର ସମ୍ଭାବନା
ନୂଆଦିଲ୍ଲୀ: ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ) ୨୦୨୪ ସଂସ୍କରଣକୁ ନେଇ ଆସିଛି ଏକ ବଡ଼ ଖବର । ଆସନ୍ତା ବର୍ଷ ଅନୁଷ୍ଠିତ ହେବାକୁ ଥିବା ଆଇପିଏଲ ସିଜିନକୁ ଶୀଘ୍ର କରାଇବା ନେଇ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଯୋଜନା କରୁଛି । ପରବର୍ତ୍ତୀ ଆଇପିଏଲ ଭାରତରେ ନୁହେଁ, ବରଂ…
ଭାରତକୁ ହରାଇଲା ୱେଷ୍ଟଇଣ୍ଡିଜ୍
ବାର୍ବାଡସ୍: ୱେଷ୍ଟଇଣ୍ଡିଜ୍ କେନସିଙ୍ଗଟନ୍ ଓଭାଲ୍ରେ ଖେଳାଯାଇଥିବା ଦ୍ବିତୀୟ ମ୍ୟାଚ୍ରେ ୬ ୱିକେଟ୍ରେ ଭାରତକୁ ପରାସ୍ତ କରିଛି। ୱେଷ୍ଟଇଣ୍ଡିଜ୍ ଟସ୍ ଜିତି ଭାରତକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ ଦେଇଥିଲା। ରୋହିତ ଶର୍ମା ଓ ବିରାଟ କୋହଲି ବିଶ୍ରାମ ନେଇଥିଲା ବେଳେ ତାଙ୍କ ସ୍ଥାନରେ…
ଓଡ଼ିଆ ଜାଭେଲିନ୍ ଖେଳାଳି କିଶୋର କୁମାର ଜେନାଙ୍କ ଶ୍ରେଷ୍ଠ ପ୍ରଦର୍ଶନ
ଭୁବନେଶ୍ବର: ଓଡ଼ିଆ ଜାଭେଲିନ୍ ଖେଳାଳି କିଶୋର କୁମାର ଜେନା ଶ୍ରୀଲଙ୍କାରେ ଚାଲିଥିବା ଜାତୀୟ ଦୌଡ଼କୁଦ ପ୍ରତିଯୋଗିତାରେ ସ୍ବର୍ଣ୍ଣ ପଦକ ଜିତିବା ସହ ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନ ଦେଇଛନ୍ତି। ଶୁକ୍ରବାର କଲମ୍ବୋରେ ଶେଷ ହୋଇଥିବା ପୁରୁଷ ଜାଭେଲିନ୍ରେ କିଶୋର ୮୪.୩୮ ମିଟର ଫିଙ୍ଗିବା…