Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Sports
All sports related news will be uploaded
ପାଣ୍ଡିଆନ୍ଙ୍କୁ ଏଫ୍ଆଇଏଚ୍ ସଭାପତି ପୁରସ୍କାର
ଭୁବନେଶ୍ବର: ଏଫ୍ଆଇଏଚ୍ ପୁରୁଷ ହକି ବିଶ୍ବକପ୍ ଫାଇନାଲ୍ ପୂର୍ବରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭିକେ ପାଣ୍ଡିଆନ୍ଙ୍କୁ ଏଫ୍ଆଇଏଚ୍ ସଭାପତି ପୁରସ୍କାର ପ୍ରଦାନ କରାଯାଇଛି। ହକିରେ ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ ଏହି ପୁରସ୍କାର ମିଳିଥିଲା।…
ଦ୍ବିତୀୟ ଟ୍ବେଣ୍ଟି-୨୦ ଜିତିଲା ଭାରତ
ଲକ୍ଷ୍ନୌ: ଭାରତ ୬ ୱିକେଟ୍ରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ଶୃଙ୍ଖଳାରେ ଉଜ୍ଜୀବିତ ରହିଛି। ଲକ୍ଷ୍ନୌରେ ଖେଳାଯାଇଥିବା ଦ୍ବିତୀୟ ମ୍ୟାଚ୍ରେ ନ୍ୟୁଜିଲାଣ୍ଡ୍ ଧାର୍ଯ୍ୟ କରିଥିବା ୧୦୦ ରନ୍ର ଲକ୍ଷ୍ୟକୁ ଭାରତ ୧୯.୫ ଓଭରରେ ହାସଲ କରିଥିଲା।…
ହକି ବିଶ୍ୱକପ୍: ଜର୍ମାନି ବିଜୟୀ
ଭୁବନେଶ୍ବର: ହକି ବିଶ୍ବକପରେ ବିଶ୍ବ ବିଜୟୀ ହୋଇଛି ଜର୍ମାନି। ଦୀର୍ଘ ୧୭ ବର୍ଷ ପରେ ବିଶ୍ବକପ୍ ମଧ୍ୟ ହାସଲ କରିଛି। କ୍ରସ୍ ଓଭର ଖେଳିବାର କଷ୍ଟ ଭିତରୁ ଆଗକୁ ବଢ଼ି ଏହି ୟୁରୋପୀୟ ଦେଶ ତୃତୀୟ ଥର ବିଶ୍ବ ମୁକୁଟ ହାତେଇ ନେଇଛି । ବେଲଜିୟମ୍ ଏକଦା ୨-୦ରେ ଆଗୁଆ ହୋଇଥିଲା ବେଳେ ଜର୍ମାନି ହାର…
କଳିଙ୍ଗ ଷ୍ଟାଡିୟମରେ ମୁହାଁମୁହିଁ ହେବେ ବେଲଜିୟମ୍ ଓ ଜର୍ମାନୀ
ଭୁବନେଶ୍ବର: ଆଜି ହକି ବିଶ୍ବକପ ମହାସମର । ସୁପର ସନଡେରେ ସୁପର ମୁକାବିଲା । କଳିଙ୍ଗ ଷ୍ଟାଡିୟମରେ ହକି ବିଶ୍ବକପ୍ ମୁକୁଟ ହାତେଇବାକୁ ମୁହାଁମୁହିଁ ହେବେ ବେଲଜିୟମ୍ ଓ ଜର୍ମାନୀ । କିଏ ଜିତିବ ହକି ବିଶ୍ବକପ୍ ମୁକୁଟ ତାକୁ ନେଇ ହକି ପ୍ରେମୀଙ୍କ ମଧ୍ୟରେ ଉତ୍କଣ୍ଠା ।ଗତ ବିଶ୍ବକପ ଚାମ୍ପିଅନ…
ହକି ବିଶ୍ୱକପ ପାଇଁ ଆଜି ସେମି ଟକ୍କର
ଭୁବନେଶ୍ୱର: ହକି ବିଶ୍ୱକପ ପାଇଁ ଆଜି ସେମି ଟକ୍କର । କମ୍ପିବ କଳିଙ୍ଗ । ଫାଇନାଲ ଟିକେଟ ପାଇଁ ଟର୍ଫକୁ ଓହ୍ଲାଇବେ ୪ଟି ଟିମ୍ । ଆଜି କଳିଙ୍ଗ ଷ୍ଟାଡିୟମରେ ଖେଳାଯିବାକୁ ଥିବା ପ୍ରଥମ ସେମିଫାଇନାଲରେ ଅଷ୍ଟ୍ରେଲିଆକୁ ଭେଟିବ ଜର୍ମାନୀ । ସାଢେ ୪ଟାରୁ କଳିଙ୍ଗରେ ହେବ ମୁକାବିଲା । ମ୍ୟାଚରେ…
ବିଶ୍ୱକପ ସେମିଫାଇନାଲରେ ଜର୍ମାନୀ ଓ ନେଦରଲାଣ୍ଡ୍ସ
ଓଡ଼ିଶାରେ ଚାଲିଥିବା ଚଳିତ ଏଫଆଇଏଚ ହକି ବିଶ୍ୱକପରେ ସେମିଫାଇନାଲକୁ ଯାଇଛନ୍ତି ଜର୍ମାନୀ ଓ ନେଦରଲାଣ୍ଡ୍ସ । କ୍ୱାଟର ଫାଇନାଲରେ ନିର୍ଦ୍ଧାରିତ ସମୟ ମଧ୍ୟରେ ଇଂଲଣ୍ଡ-ଜର୍ମାନୀ ୨-୨ ଗୋଲ ଦେଇଥିଲେ । ଶେଷରେ ସୁଟଆଉଟ ୪-୩ରେ ଜିତିଥିଲା ଜର୍ମାନୀ । ଏହା ପୂର୍ବରୁ ମଧ୍ୟ ଇଂଲଣ୍ଡ ବିଶ୍ୱକପରେ…
ବିଜୟ ସହ ବିଶ୍ୱ ଦିନିକିଆ କ୍ରିକେଟରେ ଏକ ନମ୍ବର ସ୍ଥାନ ଅଧିକାର କରିଛି ଭାରତ
ତୃତୀୟ ଦିନିକିଆରେ ନ୍ୟୁଜିଲାଣ୍ଡକୁ ୯୦ ରନରେ ହରାଇ ଦେଇଛି ଟିମ୍ ଇଣ୍ଡିଆ । ଏହା ୩-୦ରେ କ୍ଲିନ୍ ସୁଇପ୍ କରି ସିରିଜ ବିଜୟ ହାସଲ କରିଛି ଘରୋଇ ଦଳ । ବିଜୟ ସହ ବିଶ୍ୱ ଦିନିକିଆ କ୍ରିକେଟରେ ଏକ ନମ୍ବର ସ୍ଥାନ ଅଧିକାର କରିଛି ଭାରତ । ଇନ୍ଦୋରର ହୋଲକର ଷ୍ଟାଡିୟମରେ ଖେଳା ଯାଉଥିବା ତୃତୀୟ…
ଜିତୁ ଜିତୁ ହାରିଲା ଭାରତ
ଭାରତୀୟ ଦଳର ବିଶ୍ବକପ୍ ଅଭିଯାନ ଶେଷ ହୋଇଛି । ସବୁ ଆଶା ଆଶା ର ରହିଯାଇଛି । ମ୍ୟାଚ୍ ବହୁ ରୋମାଞ୍ଚ ହେବା ସହ ଦୁଃଖ ର ସହ ଶେଷ ହୋଇଗଲା। ବିଶ୍ବକପ୍ ପଦକଟିଏ ପାଇଁ ଥିବା ୪୮ ବର୍ଷର ସ୍ବପ୍ନ ପୁଣି ଥରେ ଚୂରମାର ହେବାରୁ ପ୍ରଶଂସକମାନେ ଦୁଃଖରେ ଭାଙ୍ଗିପଡିଥିଲା ଦେଖିବାକୁ ମିଳିଥିଲା । …
ଆଜିଠୁ ଆରମ୍ଭ ହେଉଛି କ୍ରସ୍ ଓଭର ମ୍ୟାଚ୍
ଭୁବନେଶ୍ବର: ହକି ବିଶ୍ବକପ୍ ଆଗକୁ ବଢ଼ିବା ସହ ବଢ଼ିବାରେ ଲାଗିଛି ଉତ୍କଣ୍ଠା । ଆଜିଠୁ ଆରମ୍ଭ ହେଉଛି କ୍ରସ୍ ଓଭର ମ୍ୟାଚ୍ । ଆଜି ଦୁଇଟି ମ୍ୟାଚ ହେବାକୁ ଥିବା ବେଳେ ସମସ୍ତଙ୍କ ନଜର କଳିଙ୍ଗ ଷ୍ଟାଡିୟମର ସନ୍ଧ୍ୟା ୭ଟା ମ୍ୟାଚ୍ ଉପରେ ନଜର ରହିଛି । କାରଣ ଏହି ମ୍ୟାଚରେ ନ୍ୟୁଜଲାଣ୍ଡକୁ ଟକ୍କର…
ମହିଳା କ୍ରିକେଟର ରାଜଶ୍ରୀ ସ୍ବାଇଁଙ୍କ ମୃତ୍ୟୁକୁ ନେଇ ରାଜନୀତି ଜୋର ଧରିଲା
କଟକ: ମହିଳା କ୍ରିକେଟର ରାଜଶ୍ରୀ ସ୍ବାଇଁଙ୍କ ମୃତ୍ୟୁକୁ ନେଇ ରାଜନୀତି ଜୋର ଧରିଛି । ମହିଳା କ୍ରିକେଟର ରାଜଶ୍ରୀ ସ୍ବାଇଁଙ୍କ ମୃତ୍ୟୁକୁ ନେଇ ବିଜେପି , କଂଗ୍ରେସ ପକ୍ଷରୁ ଆନ୍ଦୋଳନ କରାଯାଇଛି । ରାଜ୍ୟରେ ମହିଳାମାନଙ୍କ ଉପରେ ଦିନକୁ ଦିନ ଅତ୍ୟାଚାର ବୃଦ୍ଧି ପାଇଥିବା ବେଳେ ପୋଲିସ ଏବଂ…