Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Browsing Category
Sports
All sports related news will be uploaded
୪ର୍ଥ ଟି-୨୦ ଭାରତ-ଅଷ୍ଟ୍ରେଲିଆ , ଅଷ୍ଟ୍ରେଲିଆକୁ ୪୮ ରନରେ ପରାସ୍ତ କରିଛି ଭାରତ
କ୍ବିନ୍ସଲାଣ୍ଡ : କ୍ବିନ୍ସଲାଣ୍ଡର କାରାରା ଓଭାଲ୍ସଠାରେ ଗୁରୁବାର ଖେଳାଯାଉଥିବା ଭାରତ-ଅଷ୍ଟ୍ରେଲିଆ ୪ର୍ଥ ଟି-୨୦ରେ ଅଷ୍ଟ୍ରେଲିଆକୁ ୪୮ ରନରେ ପରାସ୍ତ କରିଛି ଭାରତ । ଏହା ସହିତ ଏହି ୫ ଟିକିଆ ସିରିଜରେ ଭାରତ ୨-୧ରେ ଆଗୁଆ ହୋଇଯାଇଛି ।
ଭାରତ ଦ୍ବାରା ରଖାଯାଇଥିବା…
୧୯ ବର୍ଷରୁ କମ୍ ଦିନିକିଆ ଚ୍ୟାଲେଞ୍ଜର ଟ୍ରଫି ପାଇଁ ରାହୁଲ ଦ୍ରାବିଡ଼ଙ୍କ ସାନ ପୁଅ ଅନଭ୍ୟ ଦ୍ରାବିଡ ସାମିଲ
କିମ୍ବଦନ୍ତୀ ଭାରତୀୟ କ୍ରିକେଟର ରାହୁଲ ଦ୍ରାବିଡଟିମ୍ ଇଣ୍ଡିଆର ସବୁଠାରୁ ସଫଳ ଖେଳାଳିଙ୍କ ମଧ୍ୟରୁ ଜଣେ। ସେ ପ୍ରଶିକ୍ଷକ ଭାବରେ ମଧ୍ୟ ଭାରତକୁ ICC ଟ୍ରଫି ବିଜୟୀ କରାଇଛନ୍ତି। ତାଙ୍କର ଦୁଇ ପୁଅ ମଧ୍ୟ କ୍ରିକେଟ୍ ଖେଳନ୍ତି। ଦ୍ରାବିଡଙ୍କ ସାନ ପୁଅ ଅନଭ୍ୟ ଦ୍ରାବିଡ କିଛି ସମୟ ଧରି ଖବରରେ…
ମହିଳା କ୍ରିକେଟ୍ ବିଶ୍ବକପ୍ : ପ୍ରଥମ ଥର ଚାମ୍ପିଅନ ହେଲା ଭାରତ
ଭାରତୀୟ ମହିଳା କ୍ରିକେଟ ଦଳ ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତି ଇତିହାସ ରଚିଛି। ମୁମ୍ବାଇର ଡି.ୱାଇ. ପାଟିଲ ଷ୍ଟାଡିୟମରେ ଖେଳାଯାଇଥିବା ଫାଇନାଲରେ ଭାରତ ଦକ୍ଷିଣ ଆଫ୍ରିକାକୁ ୫୨ ରନରେ ପରାସ୍ତ କରିଛି।
ଏହି ମ୍ୟାଚ୍ରେ ଭାରତ ପ୍ରଥମେ ବ୍ୟାଟିଂ କରି ୨୯୮ ରନ କରିଥିଲା। ଶେଫାଳି…
ଆଜି ମହିଳା କ୍ରିକେଟ୍ ବିଶ୍ବକପ୍ର ଫାଇନାଲ୍ ମ୍ୟାଚ , ମୁହାଁମୁହିଁ ହେବେ ଦକ୍ଷିଣ ଆଫ୍ରିକା – ଭାରତ
ମହିଳା କ୍ରିକେଟ୍ ବିଶ୍ବକପ୍ର ବହୁ ପ୍ରତୀକ୍ଷିତ ଫାଇନାଲ୍ରେ ରବିବାର ସହଆୟୋଜକ ଭାରତ ଏବଂ ପ୍ରଥମ ଥର ଫାଇନାଲ୍ ଖେଳିବାକୁ ଯାଉଥିବା ଦକ୍ଷିଣ ଆଫ୍ରିକା ମୁହାଁମୁହିଁ ହେବେ। ସେଥିପାଇଁ ଭାରତୀୟ ମହିଳା କ୍ରିକେଟ୍ ଏବେ ମହତ୍ତ୍ବପୂର୍ଣ୍ଣ ତଥା ଗୌରବମୟ ମୋଡ଼ରେ ରହିଛି। ରବିବାର ଏଥିରେ ସଫଳତାର…
ଇଣ୍ଡିଆ – ଅଷ୍ଟ୍ରେଲିଆ ୨ୟ ଟି-୨୦ – ଭାରତକୁ ୪ ୱିକେଟରେ ହରାଇ ଦେଇଛି ଅଷ୍ଟ୍ରେଲିଆ
2nd T-20 : ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡ୍ (ଏମସିସି)ଠାରେ ଶୁକ୍ରବାର ଖେଳାଯାଇଥିବା ୨ୟ ଟି-୨୦ (2nd T-20) ମ୍ୟାଚରେ ଭାରତକୁ ୪ ୱିକେଟରେ ହରାଇ ଦେଇଛି ଅଷ୍ଟ୍ରେଲିଆ । ଭାରତର ୧୨୬ ରନ ଟାର୍ଗେଟକୁ ଅଷ୍ଟ୍ରେଲିଆ ୧୩.୨ ଓଭରରେ ହାସଲ କରିନେଇଥିଲା । ଅଷ୍ଟ୍ରେଲିଆ ପକ୍ଷରୁ ମିଚେଲ ମାର୍ସ ୪୬…
ମହିଳା ବିଶ୍ବକପ୍ ୨୦୨୫ – ଫାଇନାଲରେ ପ୍ରବେଶ କଲା ଭାରତ
ନଭି ମୁମ୍ବାଇର ଡ. ଡିଓ୍ବାଇ ପାଟିଲ ସ୍ପୋର୍ଟ୍ସ ଏକାଡେମିରେ ଗୁରୁବାର ଅନୁଷ୍ଠିତ ମହିଳା ବିଶ୍ବକପ୍ ୨୦୨୫ର ସେମିଫାଇନାଲ ମ୍ୟାଚରେ ଅଷ୍ଟ୍ରେଲିଆକୁ ୫ ଓ୍ବିକେଟରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛ ଭାରତ । ଆସନ୍ତା ରବିବାର ହେବାକୁ ଥିବା ଫାଇନାଲରେ ଭାରତର ମୁକାବିଲା ଦକ୍ଷିଣ ଆଫ୍ରିକା ସହ…
ଭାରତ ଏବଂ ଅଷ୍ଟ୍ରେଲିଆ ଟି-୨୦ ସିରିଜ ଆରମ୍ଭ , ଟସ୍ ଜିତି ଅଷ୍ଟ୍ରେଲିଆର ବୋଲିଂ ନିଷ୍ପତ୍ତି
ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ୍ କାନବେରାରେ ଖେଳାଯାଉଛି। ଅଷ୍ଟ୍ରେଲିଆ ଅଧିନାୟକ ମାର୍ଶ ଟସ୍ ଜିତି ବୋଲିଂ କରିବାର ନିଷ୍ପତ୍ତି ନେଇଛନ୍ତି।ପ୍ରଥମ ବ୍ୟାଟିଂ କରି ଭାରତକୁ ପ୍ରଥମ ଝଟକା ଲାଗିଛି। ଅଭିଷେକ ଶର୍ମାଙ୍କ ରୂପରେ ଟିମ୍ ଇଣ୍ଡିଆ ପ୍ରଥମ…
ଅଷ୍ଟ୍ରେଲିଆକୁ ୯ ୱିକେଟରେ ପରାସ୍ତ କରିଛି ଭାରତ
ଭାରତର ଦୁଇ ତାରକା ବ୍ୟାଟ୍ସମ୍ୟାନ ରୋହିତ ଶର୍ମା (Rohit sharma) ଓ ବିରାଟ କୋହଲି(Virat Kohli)ଙ୍କ ଦମଦାର ଇନିଂସ ବଳରେ ୩ୟ ଦିନିକିଆରେ ଅଷ୍ଟ୍ରେଲିଆକୁ ୯ ୱିକେଟରେ ପରାସ୍ତ କରିଛି ଭାରତ । ରୋହିତ ଏକ ବିସ୍ଫୋରକ ଶତକ ଅର୍ଜନ କରିଥିବାବେଳେ ବିରାଟ ୭୪ ରନର ପାଳି ଖେଳିଥିଲେ । ତେବେ ପ୍ରଥମ…
ଆଜି ଭାରତ-ଅଷ୍ଟ୍ରେଲିଆ ଶେଷ ଦିନିକିଆ, ଟସ୍ ଜିଣି ଅଷ୍ଟ୍ରେଲିଆର ବ୍ୟାଟିଂ ନିଷ୍ପତ୍ତି
ଆଜି ଭାରତ-ଅଷ୍ଟ୍ରେଲିଆ ତୃତୀୟ ତଥା ଶେଷ ଦିନିକିଆ। ଟସ୍ ଜିଣି ଅଷ୍ଟ୍ରେଲିଆର ବ୍ୟାଟିଂ ନିଷ୍ପତ୍ତି, ବୋଲିଂ କରିବ ଭାରତ । ସକାଳ ୯ଟାରୁ ମ୍ୟାଚ୍ ଖେଳାଯିବ। ଶେଷ ଦିନିକିଆ ଜିତି ସମ୍ମାନ ବଜାୟ ଲକ୍ଷ୍ୟରେ ଭାରତ ଖେଳିବ । ୩ ମ୍ୟାଚ୍ ବିଶିଷ୍ଟ ସିରିଜକୁ ଅଷ୍ଟ୍ରେଲିଆ ୨-୦ରେ କବଜା କରିଛି ।…
ଆଇସିସି ମହିଳା ଦିନିକିଆ ବିଶ୍ବକପ୍ – ସେମିଫାଇନାଲ୍ରେ ଭାରତ
ଚଳିତ ଆଇସିସି ମହିଳା ଦିନିକିଆ ବିଶ୍ବକପ୍ରେ ଗୁରୁବାର ନ୍ୟୁଜିଲାଣ୍ଡ୍କୁ ୫୩ ରନ୍ (ଡିଏଲ୍ଏସ୍)ରେ ପରାସ୍ତ କରି ଭାରତ ସେମିଫାଇନାଲ୍ରେ ପହଞ୍ଚିଯାଇଛି। ବର୍ଷାବାଧାପ୍ରାପ୍ତ ମ୍ୟାଚ୍ରେ ଭାରତ ୩୪୦ ରନ୍ କରିଥିଲା। ବର୍ଷା କାରଣରୁ କିନ୍ତୁ ନ୍ୟୁଜିଲାଣ୍ଡ୍ ସମ୍ମୁଖରେ ୪୪ ଓଭରରୁ ୩୨୫ ରନ୍…