Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Sports
All sports related news will be uploaded
ଦକ୍ଷିଣ ଆଫ୍ରିକାକୁ ୩୩ ରନରେ ହରାଇଲା ପାକିସ୍ତାନ
ଟି-୨୦ ବିଶ୍ବକପରେ ଦକ୍ଷିଣ ଆଫ୍ରିକାକୁ ୩୩ ରନରେ ହରାଇଛି ପାକିସ୍ତାନ । ପ୍ରଥମେ ବ୍ୟାଟିଂ କରି ପାକିସ୍ତାନ ୧୮୬ ରନର ବିଜୟ ଲକ୍ଷ୍ୟ ରଖିଥିଲା । ୧୮୬ ରନର ବିଜୟ ଲକ୍ଷ୍ୟକୁ ପିଛା କରିବା ପରେ ବର୍ଷା ହେବାରୁ ଟାର୍ଗେଟ ବଦଳିଥିଲା । ୧୪ ଓଭରରେ ୧୪୨ ରନ କରିଲେ ଜିତିଥାନ୍ତା ସାଉଥ ଆଫ୍ରିକା ।!-->…
ପାକିସ୍ତାନ ବ୍ୟାଟର୍ ରିଜଓ୍ବାନକୁ ପଛରେ ପକାଇ ୧ ନମ୍ବର ହେଲେ ସୂର୍ଯ୍ୟ
ଚମକୁଛନ୍ତି ସୂର୍ଯ୍ୟକୁମାର ଯାଦବ । ଗୋଟିଏ ବର୍ଷ ଭିତରେ ବିଶ୍ବର ବିଶିଷ୍ଟ ଖେଳାଳୀଙ୍କୁ ପଛରେ ପକାଇ ସେ ଏକ ନମ୍ବର ହୋଇଛନ୍ତି । କ୍ୟାରିୟରର ଶ୍ରେଷ୍ଠ ଫର୍ମରେ ଅଛନ୍ତି ସୂର୍ଯ୍ୟକୁମାର ଯାଦବ । ଆଇସିସି ପକ୍ଷରୁ ପ୍ରକାଶିତ ତାଲିକାରେ ସେ ଏବେ ଏକନମ୍ବରରେ ଅଛନ୍ତି ।
!-->!-->!-->…
ଟିମ୍ ଇଣ୍ଡିଆର ରୋମାଞ୍ଚକର ବିଜୟ, ୫ ରନରେ ହାରିଲା ବାଂଲାଦେଶ
ସୂର୍ଯ୍ୟକୁମାର ନମ୍ବର ଏକ ବ୍ୟାଟସମ୍ୟାନ
ଟିମ୍ ଇଣ୍ଡିଆର ରୋମାଞ୍ଚକର ବିଜୟ, ୫ ରନରେ ହାରିଲା ବାଂଲାଦେଶ । ଟସ୍ ହାରି ପ୍ରଥମେ ବ୍ୟାଟିଂ କରିଥିଲା ଟିମ୍ ଇଣ୍ଡିଆ । ଓପନର୍ ଲୋକେସ ରାହୁଲ ଏବଂ ବିରାଟ କୋହଲିଙ୍କ ଦମଦାର ଅର୍ଦ୍ଧଶତକ ବଳରେ ୬ ଓ୍ବିକେଟ ହରାଇ ସଂଗ୍ରହ କରିଥିଲା ୧୮୪ ରନ ।
!-->!-->!-->!-->…
ବାଂଲାଦେଶକୁ ୧୮୫ ରନ୍ର ଟାର୍ଗେଟ୍ ଦେଇଛି ଭାରତ
ଆଡିଲେଡ୍ ୦୨/ ୧୧: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପରେ ବୁଧବାର ମୁହାଁମୁହିଁ ହୋଇଛନ୍ତି ଭାରତ ଏବଂ ବାଂଲାଦେଶ । ଲୋକେସ ରାହୁଲ ଏବଂ ବିରାଟ କୋହଲିଙ୍କ ଦମଦାର ଅର୍ଦ୍ଧଶତକ ବଳରେ ପ୍ରଥମେ ବ୍ୟାଟିଂକରି ନିର୍ଦ୍ଧାରିତ ଓଭରରେ ୬ ଓ୍ବିକେଟ ହରାଇ ୧୮୪ ରନ କରିଛି ଟିମ୍ ଇଣ୍ଡିଆ । ଦର୍ଶନୀୟ!-->…
ପାକିସ୍ତାନର ପରାଜୟ ପରେ ଦଳକୁ ଚାରିଆଡୁ ଉପହାସ କରାଯାଉଛି
ପର୍ଥ: ଚଳିତ ଟ୍ବେଣ୍ଟି-୨୦ ବିଶ୍ବକପ୍ରେ ପାକିସ୍ତାନର ପରାଜୟ ପରେ ଏବେ ପାକିସ୍ତାନ ଖେଳାଳିଙ୍କୁ ସୋସିଆଲ ମିଡିଆରେ ଜବରଦସ୍ତ ଉପହାସ କରାଯାଉଛି ।
https://twitter.com/virendersehwag/status/1585646667315179521?s=20&t=SGEm8n1cA-zX0RfrM9_ASg
!-->!-->!-->!-->!-->…
ଟି ଟ୍ୱେଣ୍ଟି ବିଶ୍ୱକପରେ ନେଦରଲ୍ୟାଣ୍ଡସକୁ ୫୬ ରନ୍ରେ ହରାଇଲା ଟିମ୍ ଇଣ୍ଡିଆ
ସିଡନୀ: ଟି ଟ୍ୱେଣ୍ଟି ବିଶ୍ୱକପରେ ଭାରତର ଲଗାତାର ଦ୍ୱିତୀୟ ବିଜୟ ହାସଲ କରିଛି । ନେଦରଲ୍ୟାଣ୍ଡସକୁ ୫୬ ରନ୍ରେ ହରାଇଛି ଟିମ୍ ଇଣ୍ଡିଆ । ୧୮୦ ରନ୍ର ବିଜୟ ଟାର୍ଗେଟକୁ ପିଛା କରି ନେଦରଲ୍ୟାଣ୍ଡସ ୯ ଉଇକେଟସ ହରାଇ ୧୨୩ ରନ କରିବାକୁ ସମର୍ଥ ହୋଇଛି । ନେଦରଲ୍ୟାଣ୍ଡସ ଦଳର କୌଣସି!-->…
ନେଦରଲାଣ୍ଡ ବିପକ୍ଷରେ ଟସ ଜିତି ଭାରତ କରିବ ବ୍ୟାଟିଂ
ସିଡନି: ଆଉ କିଛି ସମୟ ପରେ ନେଦରଲାଣ୍ଡକୁ ଭେଟିବ ଟିମ୍ ଇଣ୍ଡିଆ । ଟସ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି ରୋହିତ । ଏହି ମ୍ୟାଚରେ ବଡ଼ ସ୍କୋର କରି ଜିତିବାକୁ ଚ୍ୟେଷ୍ଟା କରିବ । ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପରେ ଭାରତର ଏହା ଦ୍ବିତୀୟ ମୁକାବିଲା । ନେଦରଲାଣ୍ଡ ବିପକ୍ଷ!-->…
ଆଜିଠୁ ଅଷ୍ଟ୍ରେଲିଆରେ ଆରମ୍ଭ ହେଲା ଟି-୨୦ ବିଶ୍ୱକପ
ଆଜିଠୁ ଆରମ୍ଭ ହୋଇଛି ଆଇସିସି ଟି-୨୦ ବିଶ୍ୱକପ୍ । ଆଜିଠୁ ପ୍ରଥମ ରାଉଣ୍ଡ ପ୍ରତିଯୋଗିତା ଆରମ୍ଭ ହେଉଥିବା ବେଳେ ଅକ୍ଟୋବର ୨୨ ତାରିଖରୁ ଖେଳାଯିବ ସୁପର ୧୨ ରାଉଣ୍ଡ । ପ୍ରଥମ ରାଉଣ୍ଡରେ ଦୁଇଟି ଗ୍ରୁପରେ ୮ ଟି ଦଳ ରହିଛନ୍ତି । ଦୁଇଟି ଗ୍ରୁପ୍ରୁ ଦୁଇଟି ଲେଖାଏଁ ଶ୍ରେଷ୍ଠ ଟିମ ସୁପର ୧୨ ପାଇଁ!-->…
ଆଜି ୧୭ ବର୍ଷରୁ କମ୍ ମହିଳା ବିଶ୍ୱକପ ଫୁଟବଲ୍ ମହାକୁମ୍ଭ
ଆଉ କିଛି ଘଣ୍ଟା ପରେ ବାଜିବ ୧୭ ବର୍ଷରୁ କମ୍ ଫିଫା ଫୁଟବଲ୍ ବିଶ୍ୱକପ ବିଗୁଲ୍ । ରାଜଧାନୀ ଭୁବନେଶ୍ବରରେ ଆରମ୍ଭ ହେବ ମହିଳା ବିଶ୍ୱକପ ଫୁଟବଲ୍ ମହାକୁମ୍ଭ । ଏନେଇ ସମସ୍ତ ପ୍ରସ୍ତୁତି ସରିଛି । ଖେଳାଳି ଓ ପ୍ରଶଂସକମାନଙ୍କ ପାଇଁ ସଜେଇ ହୋଇଛି କଳିଙ୍ଗ ଷ୍ଟାଡିୟମ୍ ।
!-->!-->!-->…
ଦେଶର ୧୦ ହଜାର ସ୍କୁଲକୁ ୧୦୦ଟି ଲେଖାଁଏ ଫୁଟବଲ ବଣ୍ଟନ କରାଯିବ
ନୂଆଦିଲ୍ଲୀ: ସମଗ୍ର ଭାରତବର୍ଷରେ ୭୦୦ରୁ ଅଧିକ ଜିଲ୍ଲାର ଶିକ୍ଷା ମନ୍ତ୍ରଣାଳୟ ଅଧୀନରେ ଥିବା ସ୍କୁଲକୁ ‘ଫୁଟବଲ୍ ଫର୍ ସ୍କୁଲ୍’ କାର୍ଯ୍ୟକ୍ରମରେ ଯୋଡ଼ାଯିବ । ଫିଫା, ୟୁନିସ୍କୋ ଏବଂ ସର୍ବଭାରତୀୟ ଫୁଟବଲ ମହାସଂଘ(ଏଆଇଏଫ୍ଏଫ୍) ସହଯୋଗରେ ଦେଶର ସ୍କୁଲ ଗୁଡ଼ିକରେ ଫୁଟବଲ କ୍ରୀଡ଼ାକୁ ପ୍ରୋତ୍ସାହନ!-->…