Browsing Category

Sports

All sports related news will be uploaded

ଭାରତକୁ ଦୁଇ ଓ୍ବିକେଟରେ ହରାଇଲା ଅଷ୍ଟ୍ରେଲିଆ

ଅଷ୍ଟ୍ରେଲିଆଠୁ ଦ୍ବିତୀୟ ମ୍ୟାଚରେ ପରାସ୍ତ ହୋଇଛି ଭାରତ । ଦ୍ବିତୀୟ ଦିନିକିଆରେ ଭାରତକୁ ଦୁଇ ଓ୍ବିକେଟରେ ହରାଇ ୨-୦ରେ ସିରିଜ ହାତେଇଛି ଅଷ୍ଟ୍ରେଲିଆ । ତିନିଟିକିଆ ସିରିଜରେ ଏହା ଭାରତର ଦ୍ବିତୀୟ ପରାଜୟ । ୨୬୪ ରନର ବିଜୟ ଲକ୍ଷ୍ୟକୁ ପିଛା କରି ଅଷ୍ଟ୍ରେଲିଆ ୪୬.୨ ବଲରେ ୮ ଓ୍ବିକେଟ ହରାଇ…

ଶୀତକାଳୀନ ଅଲିମ୍ପିକ୍ସ ୨୦୨୬ କ୍ରୀଡ଼ାରେ ମଶାଲ ଧରିବେ ଅଭିନବ ବିନ୍ଦ୍ରା

ଅଲିମ୍ପିକ୍‌ ସ୍ବର୍ଣ୍ଣ ପଦକ ବିଜେତା ଅଭିନବ ବିନ୍ଦ୍ରାଙ୍କୁ ଆସନ୍ତା ବର୍ଷ ହେବାକୁ ଥବା ଶୀତକାଳୀନ କ୍ରୀଡ଼ାରେ ମଶାଲଧାରକ ଭାବେ ଚୟନ କରାଯାଇଛି। ଶୀତକାଳୀନ ଅଲିମ୍ପିକ୍ସ ୨୦୨୬ ଆସନ୍ତା ବର୍ଷ ଫେବ୍ରୁଆରି ୬ରୁ ୨୨ ପର୍ଯ୍ୟନ୍ତ ଇଟାଲିର ମିଲାନ ଓ କୋର୍ଟିନା ଡି’ ଆମ୍ପେଜୋରେ ଅନୁଷ୍ଠିତ ହେବ। ଏହି…

ଭାରତ-ଏ ଦଳ ପାଇଁ ଅଧିନାୟକ ହେଲେ ରିଷଭ ପନ୍ତ

ଭାରତ-ଏ ଦଳ ଦକ୍ଷିଣ ଆଫ୍ରିକା-ଏ ଦଳ ବିପକ୍ଷରେ ଦୁଇଟି ଚାରି ଦିନିଆ ମ୍ୟାଚ୍ ଖେଳିବ। ଏହି ସିରିଜ ପାଇଁ ଭାରତ-ଏ ଦଳ ଘୋଷଣା କରାଯାଇଛି। ଏହି ମ୍ୟାଚ୍ ପାଇଁ ଋଷଭ ପନ୍ତ ଦଳର ଅଧିନାୟକ ନିଯୁକ୍ତ କରାଯାଇଥିବା ବେଳେ ସାଇ ସୁଦର୍ଶନଙ୍କୁ ଉପ-ଅଧିନାୟକ ନିଯୁକ୍ତ କରାଯାଇଛି। ଦୁଇଟି ଚାରି ଦିନିଆ ମ୍ୟାଚ୍…

ଆଜି ଠାରୁ ଆରମ୍ଭ ହେବାକୁ ଯାଉଛି ବହୁ ପ୍ରତୀକ୍ଷିତ ଭାରତ-ଅଷ୍ଟ୍ରେଲିଆ ଏକଦିବସୀୟ ଶୃଙ୍ଖଳା

ଚାମ୍ପିଅନ୍ସ ଟ୍ରଫି ବିଜୟ ପରର ଲମ୍ବା ବ୍ୟବଧାନ ପରେ ଦୁଇ ମହାନ ଭାରତୀୟ ତାରକା ରୋହିତ ଶର୍ମା ଓ ବିରାଟ କୋହଲିଙ୍କ ପ୍ରତ୍ୟାବର୍ତ୍ତନ। ଉଭୟଙ୍କ ୨୦୨୭ ବିଶ୍ବକପ୍ ଖେଳିବା ନେଇ ଲାଗି ରହିଛି ଅଙ୍କକଷା। ଶୁବମନ୍ ଗିଲ୍‌ଙ୍କ ନେତୃତ୍ବରେ ଭାରତର ପ୍ରଥମ ଦିନିକିଆ ଶୃଙ୍ଖଳା ଏବଂ ଅଷ୍ଟ୍ରେଲିଆର…

ପାକିସ୍ତାନର ଏୟାର୍‌ ଷ୍ଟ୍ରାଇକ୍‌ରେରେ ୩ ଆଫ୍‌ଗାନୀ କ୍ରିକେଟର୍‌ଙ୍କ ମୃତ୍ୟୁ ଅଭିଯୋଗ

ପାକଟିକା ପ୍ରଦେଶରେ ପାକିସ୍ତାନର ଏୟାର୍‌ ଷ୍ଟ୍ରାଇକ୍‌ରେରେ ୩ ଆଫ୍‌ଗାନୀ କ୍ରିକେଟର୍‌ଙ୍କ ମୃତ୍ୟୁ ହୋଇଛି ବୋଲି ଅଭିଯୋଗ ଅ‌ାଣିଛି ଆଫ୍‌ଗାନିସ୍ତାନ। ତିନି ଜଣ ଆଫଗାନିସ୍ତାନ ଘରୋଇ କ୍ରିକେଟରଙ୍କ ମୃତ୍ୟୁ ପରେ, ଆଫଗାନିସ୍ତାନ କ୍ରିକେଟ ବୋର୍ଡ (ଏସିବି) ପାକିସ୍ତାନ ଏବଂ ଶ୍ରୀଲଙ୍କାକୁ ନେଇ…

ମହିଳା କ୍ରିକେଟ୍ ବିଶ୍ବକପ୍‌ – ସେମିଫାଇନାଲରେ ଅଷ୍ଟ୍ରେଲିଆ

ଅଧିନାୟିକା ଆଲିସା ହିଲି (୧୧୩*)ଙ୍କ ଧମାକାଦାର ଶତକ ବଳରେ ଚଳିତ ଏକଦିବସୀୟ ମହିଳା କ୍ରିକେଟ୍ ବିଶ୍ବକପ୍‌ର ଗୁରୁବାର ଖେଳାଯାଇଥିବା ସପ୍ତଦଶ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ୧୦ ୱିକେଟ୍‌ରେ ଏକତରଫା ଭାବେ ବାଂଲାଦେଶକୁ ପରାସ୍ତ କରିଛି। ତା’ ସହିତ ପଞ୍ଚମ ମ୍ୟାଚ୍‌ରୁ ଚତୁର୍ଥ ବିଜୟ ସହ ମୋଟ ୯…

ଅହମ୍ମଦାବାଦରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ହେବ

କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଅହମ୍ମଦାବାଦରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଆୟୋଜନ ପାଇଁ ଭାରତର ପ୍ରୟାସକୁ ରାଜ୍ୟଗୋଷ୍ଠୀ ସଂଘର ମଞ୍ଜୁରୀ ମିଳିବା ନେଇ ଖୁସି ବ୍ୟକ୍ତ କରିଛନ୍ତି। ଏକ୍ସ ପ୍ଲାଟଫର୍ମରେ ଏକ ପୋଷ୍ଟରେ ଶ୍ରୀ ଶାହ କହିଛନ୍ତି, "ଭାରତ ପାଇଁ ଏହା ଏକ ଅପାର…

ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ସାତ ୱିକେଟ ବିନିମୟରେ ବିଜୟୀ ହୋଇଛି ଭାରତ

ଦିଲ୍ଲୀର ଅରୁଣ ଜେଟଲି ଷ୍ଟାଡିୟମରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ସାତ ୱିକେଟ ବିନିମୟରେ ବିଜୟୀ ହୋଇଛି ଭାରତ।  ଚତୁର୍ଥ ଦିନରେ ଦ୍ୱିତୀୟ ଇନିଂସ ଶେଷ ହେବା ପରେ ୧୨୧ ରନର ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା। ଭାରତ ପଞ୍ଚମ ଦିନ ମଙ୍ଗଳବାରରେ ଏହାକୁ ସହଜରେ ହାସଲ…

ଭାରତ-ଓ୍ବେଷ୍ଟଇଣ୍ଡିଜ୍ ୨ୟ ଟେଷ୍ଟ- ଭାରତ ଆଗରେ ୧୨୧ ରନର ବିଜୟ ଲକ୍ଷ୍ୟ ରହିଛି

ଦିଲ୍ଲୀର ଅରୁଣ ଜେଟଲି ଷ୍ଟାଡିୟମଠାରେ ଚାଲିଥିବା ଭାରତ-ଓ୍ବେଷ୍ଟଇଣ୍ଡିଜ୍ ୨ୟ ଟେଷ୍ଟ ମ୍ୟାଚରେ ଫଲୋଅନର ସମ୍ମୁଖୀନ ହୋଇଥିବା ଓ୍ବେଷ୍ଟଇଣ୍ଡିଜ୍ ନିଜର ୨ୟ ଇନିଂସରେ ୩୯୦ ରନ କରି ଅଲଆଉଟ ହୋଇଯାଇଛି । ଏହା ଫଳରେ ଭାରତ ଆଗରେ ୧୨୧ ରନର ବିଜୟ ଲକ୍ଷ୍ୟ ରହିଛି । ଭାରତ ପକ୍ଷରୁ ଯଶସ୍ବୀ ଜୟସ୍ବାଲ ଓ…

ଜୟସ୍ବାଲଙ୍କ ଦମଦାର ଶତକ ,୨ ଓ୍ବିକେଟ ହରାଇ ୩୧୮ ରନ୍ ସଂଗ୍ରହ

ଯଶସ୍ବୀ ଜୟସ୍ବାଲଙ୍କ ଆଉ ଏକ ଯଶସ୍ବୀ ପାଳି ବଳରେ ୱେଷ୍ଟ୍‌ଇଣ୍ଡିଜ୍ ବିପକ୍ଷ ଦ୍ବିତୀୟ ଟେଷ୍ଟ୍‌ରେ ବି ଭାରତ ପ୍ରାଧାନ୍ୟ ବିସ୍ତାର କରିଛି। ଜୟସ୍ବାଲଙ୍କ ସପ୍ତମ ଟେଷ୍ଟ୍ ଶତକ (୧୭୩*) ଏବଂ ସାଇ ସୁଦର୍ଶନଙ୍କ ଶ୍ରେଷ୍ଠ ଟେଷ୍ଟ୍ ପାଳି (୮୭) ସହାୟତାରେ ଭାରତ ପ୍ରଥମ ଦିନରେ ୨ ୱିକେଟ୍ ବିନିମୟରେ ୩୧୮…