Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Browsing Category
Sports
All sports related news will be uploaded
ଓଡ଼ିଶା ଜଗରନଟ୍ସ ବନାମ ତେଲଗୁ ଯୋଦ୍ଧାସ୍ ଲଢ଼େଇ
ଅଲଟିମେଟ୍ ଖୋ ଖୋ ଫାଇନାଲ ମ୍ୟାଚ ଆଜି ସଂଧ୍ୟାରେ ଓଡ଼ିଶା ଜଗରନଟ୍ସ ଓ ତେଲଗୁ ଯୋଦ୍ଧାସ୍ ମଧ୍ୟରେ ମହା ମୁକାବିଲା ହେବ । ଓଡ଼ିଶା ଜଗରନଟ୍ସ ‘ଅଲ୍ଟିମେଟ୍ ଖୋ ଖୋ’ ଲିଗରେ ଗୁଜରାଟକୁ ହରାଇ ଫାଇନାଲରେ ପ୍ରବେଶ କରିଛି ।
!-->!-->!-->…
ଆଫ୍ଗାନିସ୍ତାନକୁ ପରାସ୍ତ କଲା ଶ୍ରୀଲଙ୍କା, ଆଜି ଭାରତ ପାକିସ୍ତାନ ଲଢ଼େଇ
ଆଫଗାନିସ୍ତାନଠାରୁ ପ୍ରତିଶୋଧ ନେଇଛି ଶ୍ରୀଲଙ୍କା । ଏସିଆ କପର ମ୍ୟାଚରେ ଆଫ୍ଗାନିସ୍ତାନକୁ ୪ ୱିକେଟ୍ରେ ପରାସ୍ତ କରିଛି। ଶ୍ରୀଲଙ୍କା ପ୍ରଥମ ମ୍ୟାଚରେ ଆଫଗାନିସ୍ତାନଠାରୁ ହାରିଥିଲା । ସେପଟେ ଆଜି ଭାରତ ପାକିସ୍ତାନ ମଧ୍ୟରେ ପୁଣି ଥରେ ଲଢ଼େଇ ଦେଖିବାକୁ ମିଳିବ । ସଂଧ୍ୟାରେ ଏହି ମ୍ୟାଚ!-->…
ଅଲଟିମେଟ୍ ଖୋ ଖୋ: ଫାଇନାଲରେ ଓଡ଼ିଶା ଜଗରନଟ୍ସ
ପୁନେର ଶିବ ଛତ୍ରପତି ଶିବାଜୀ ସ୍ପୋର୍ଟ୍ସ କମ୍ପେ୍ଲକ୍ସରେ ଇତିହାସ ରଚିଛି ଓଡ଼ିଶା ଜଗରନଟ୍ସ । ଏଠାରେ ଚାଲିଥିବା ଅଲଟିମେଟ୍ ଖୋ ଖୋ ଲିଗର ପ୍ରଥମ କ୍ୱାଲିଫାୟରରେ ବିଜୟୀ ହୋଇ ଓଡ଼ିଶା ଜଗରନଟ୍ସ ଫାଇନାଲରେ ପ୍ରବେଶ କରିଛି । ଏହି ବିଜୟ ପରେ ମୁଖ୍ୟମନ୍ତ୍ରୀ ଟିମକୁ ଅଭିନନ୍ଦନ ଜଣାଇଛନ୍ତି ।
!-->!-->!-->…
ପାକିସ୍ତାନକୁ ହରାଇଲା ଭାରତ
ଏସିଆ କପ ମ୍ୟାଚରେ ପାକିସ୍ତାନକୁ 5 ଉଇକେଟରେ ପରାସ୍ତ କରିଛି ଟିମ ଇଣ୍ଡିଆ । ୧୪୮ ରନ୍ ଟାର୍ଗେଟକୁ ହାସଲ କରିଛି ରୋହିତ ବାହିନୀ ।
https://twitter.com/BCCI/status/1563963512526802944
ଭାରତ ୫ ଓ୍ବିକେଟ୍ରେ ପାକିସ୍ତାନକୁ ହରାଇଛି । ପାକିସ୍ତାନ ବିପକ୍ଷରେ ଶେଷ!-->!-->!-->!-->!-->…
ଏସିଆ କପ ପାଇଁ ରୋହିତବାହିନୀ ରେଡି
ଏସିଆ କପ୍ରେ ଭାରତ ତା’ର ପ୍ରଥମ ମ୍ୟାଚ୍ ପାରମ୍ପରିକ ପ୍ରତିଦ୍ବନ୍ଦ୍ବୀ ପାକିସ୍ତାନ ବିପକ୍ଷରେ ଆସନ୍ତା ୨୮ ତାରିଖରେ ଖେଳିବ। ୨୭ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଏସିଆ କପ୍ କ୍ରିକେଟ୍ ।
https://twitter.com/BCCI/status/1562455671396012034
ସଂପ୍ରତି ଜାତୀୟ କ୍ରିକେଟ୍!-->!-->!-->!-->!-->…
ବାରବାଟିରେ ଲିଜେଣ୍ତସ୍ ଲିଗ୍ ଟିକେଟ
ଭାରତ-ଦକ୍ଷିଣ ଆଫ୍ରିକା ଆନ୍ତର୍ଜାତିକ ଟ୍ବେଣ୍ଟି-୨୦ ମ୍ୟାଚ୍ ପରେ ଲିଜେଣ୍ତ୍ସ ଲିଗ୍ ବାରବାଟୀକୁ ଆସୁଛି । ସେପ୍ଟେମ୍ବର ୨୭ରୁ ୩୦ ତାରିଖ ପର୍ଯ୍ୟନ୍ତ ବାରବାଟୀ ଷ୍ଟାଡିୟମରେ ଲିଜେଣ୍ତ୍ସ ଲିଗ୍ କ୍ରିକେଟ ଟ୍ବେଣ୍ଟି-୨୦ ପ୍ରତିଯୋଗିତା ଆୟୋଜନ ହେବ । ଆୟୋଜକ ଆବସୋଲ୍ୟୁଟ ଲିଜେଣ୍ତ୍ସ!-->…
ଭୁବନେଶ୍ବର, ରାଉରକେଲାରେ ହକି ପ୍ରୋ ଲିଗ୍
ଏଫ୍ଆଇଏଚ୍ ପ୍ରୋ ଲିଗ୍ ହକି ପ୍ରତିଯୋଗିତା ଭୁବନେଶ୍ବର ସହ ରାଉରକେଲାରେ ଖେଳାଯିବ। ଉଭୟ ଭେନ୍ୟୁରେ ପ୍ରୋ ଲିଗ୍ର ମୋଟ ୧୨ ମ୍ୟାଚ୍ ଆୟୋଜିତ ହେବ।
ଜାନୁଆରି, ୨୦୨୩ରେ ଖେଳାଯିବାକୁ ଥିବା ପୁରୁଷ ହକି ବିଶ୍ବକପ୍ ପାଇଁ ପ୍ରସ୍ତୁତି ପର୍ବ ସ୍ବରୂପ ଏଭଳି ନିଷ୍ପତ୍ତି ନିଆଯାଇଥିବା!-->!-->!-->…
ଗିଲଙ୍କ ପ୍ରଥମ ଦିନିକିଆ ଶତକ ବଳରେ ଭାରତ ବିଜୟୀ
ଭାରତ ଏବଂ ଜିମ୍ବାଓ୍ବେ ମଧ୍ୟରେ ୩ୟ ଦିନିକିଆରେ ଶୁଭମନ ଗିଲଙ୍କ ଶତକ ବଳରେ ଭାରତ ବିଜୟୀ ହୋଇଛି । 13 ରନରେ ଜିମ୍ବାଓ୍ବକୁ ହରାଇଛି ଟିମ ଇଣ୍ଡିଆ ।
https://twitter.com/BCCI/status/1561769192856375296?s=20&t=ICQIb8OdbYRKel78SNBHuQ
ଭାରତ ୮ ଓ୍ବିକେଟ ହରାଇ!-->!-->!-->!-->!-->…
ଜିମ୍ବାଓ୍ଵେ ବିପକ୍ଷରେ ଭାରତ ଜିତିଲା
ଭାରତ ଏବଂ ଘରୋଇ ଜିମ୍ବାଓ୍ଵେ ମଧ୍ୟରେ ଚାଲିଥିବା ପ୍ରଥମେ ଓ୍ବାନଡେରେ ଭାରତ ବିଜୟୀ ହୋଇଛି । ଜିମ୍ବାଓ୍ବେ 40.3 ଓଭରରେ 189 ରନ କରି ଅଲଆଉଟ ହୋଇଥିବା ବେଳେ ଭାରତ କୈାଣସି ଉଇକେଟ ନହରାଇ ମ୍ୟାଚ ଜିତି ଯାଇଛି।
!-->!-->!-->…
ଅଲ୍ ଇଣ୍ଡିଆ ଫୁଟ୍ବଲ୍ ଫେଡେରସନ୍କୁ ସସ୍ପେଣ୍ଡ କଲା ବିଶ୍ୱ ପୁଟବଲ୍ର ଶୀର୍ଷ ସଙ୍ଗଠନ
ଭାରତକୁ ବଡ ଝଟ୍କା। AIFF ତଥା ଅଲ୍ ଇଣ୍ଡିଆ ଫୁଟ୍ବଲ୍ ଫେଡେରସନ୍କୁ ସସ୍ପେଣ୍ଡ କଲା ବିଶ୍ୱ ପୁଟବଲ୍ର ଶୀର୍ଷ ସଙ୍ଗଠନ FIFA। ତୃତୀୟ ପକ୍ଷର ଅଯଥା ହସ୍ତକ୍ଷେପ ତଥା ଫୁଟବଲ ଫେଡେରେଶନରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ ଯୋଗୁଁ ଫିଫା ଏହି ପଦକ୍ଷେପ ନେଇଛି। ଗଣତାନ୍ତ୍ରିକ!-->…