Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Browsing Category
Sports
All sports related news will be uploaded
ଖେଳାଳୀଙ୍କ ସହ ଭାବ ଆଦାନ ପ୍ରଦାନ କଲେ ପ୍ରଧାନମନ୍ତ୍ରୀ
ଦେଶ ୭୫ତମ ସ୍ବାଧୀନତା ଦିବସ ପାଳନ କରୁଥିବା ବେଳେ କ୍ରୀଡ଼ା କ୍ଷେତ୍ରରେ ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତ ଇତିହାସ ରଚିଥିବା କହିଛନ୍ତି ପ୍ରଧାନମନ୍ତ୍ରୀ । ଏହି କ୍ରୀଡାରେ କୃତ୍ବିତ୍ବ ହାସଲ କରିଥିବା ଖେଳାଳୀଙ୍କ ସହ ଭାବ ଆଦାନ ପ୍ରଦାନ କରିଥିଲେ ପ୍ରଧାନମନ୍ତ୍ରୀ ମୋଦି । ଭାରତୀୟ!-->…
ଜିମ୍ବାୱେ ଗସ୍ତ ପାଇଁ କୋଚ ହେବେ ଲକ୍ଷ୍ମଣ
ଆସନ୍ତା ୧୮ ତାରିଖ ଠାରୁ ଜିମ୍ବାଓ୍ବେ ଏବଂ ଭାରତ ମଧ୍ୟରେ ଦିନିକିଆ ଶୃଙ୍ଖଳା ଆରମ୍ଭ ହେବ । ତେବେ ଏହି ଗସ୍ତ ପାଇଁ ଟିମ୍ ଇଣ୍ଡିଆର ଅଧିନାୟକ ପରିବର୍ତ୍ତନ କରାଯାଇଥିବା ବେଳେ ଏବେ କୋଚ ମଧ୍ୟ ବଦଳି ହୋଇଛି । ଏହି ଶୃଙ୍ଖଳାରେ ନ୍ୟାସନାଲ କ୍ରିକେଟ ଏକାଡେମୀର ନିର୍ଦ୍ଦେଶକ ଭିଭିଏସ୍ ଲକ୍ଷ୍ମଣ!-->…
୪୪ତମ ଚେସ ଅଲିମ୍ପିଆଡ ଆୟୋଜନ: ତାମିଲନାଡୁବାସୀଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚେନ୍ନାଇ ଠାରେ ୪୪ତମ ଚେସ ଅଲିମ୍ପିଆଡରେ କାଂସ୍ୟ ପଦକ ଜିତିଥିବା ଭାରତ ବି ଦଳ (ପୁରୁଷ) ଓ ଭାରତ ଏ ଦଳ (ମହିଳା)କୁ ଶୁଭେଚ୍ଛା ଜଣାଇଛନ୍ତି । ୪୪ତମ ଚେସ ଅଲିମ୍ପିଆଡ ଆୟୋଜନ କରି ବିଶ୍ୱକୁ ସ୍ୱାଗତ କରିବା ନିଜର ଉତ୍କୃଷ୍ଟ ସଂସ୍କୃତି ଓ ଆତିଥେୟତା!-->!-->!-->…
ଭାରତୀୟ ପୁରୁଷ ହକି ଦଳକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବର୍ମିଂହାମ ସିଡବ୍ଲ୍ୟୁଜି ୨୦୨୨ ରେ ରୌପ୍ୟ ପଦକ ଜିତିଥିବାରୁ ଭାରତୀୟ ପୁରୁଷ ହକି ଦଳକୁ ଅଭିନନ୍ଦନ ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଟୁଇଟ୍ !-->!-->!-->…
ପୁରୁଷ ଡବଲ୍ସ ବ୍ୟାଡମିଣ୍ଟନରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବାରୁ ସତ୍ୱିକ୍ ସାଇରାଜ ରାଙ୍କିରେଡି ଏବଂ ଚିରାଗ…
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବର୍ମିଂହାମ ସିଡବ୍ଲ୍ୟଜି ୨୦୨୨ ରେ ପୁରୁଷ ଡବଲ୍ସ ବ୍ୟାଡମିଣ୍ଟନରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ସତ୍ୱିକ ସାଇରାଜ ରାଙ୍କିରେଡି ଏବଂ ଚିରାଗ ଶେଟ୍ଟୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
!-->!-->!-->!-->!-->…
ସ୍ବର୍ଣ୍ଣ ଜିତିଲେ ପିଭି ସିନ୍ଧୁ
ରାଜ୍ୟଗୋଷ୍ଠୀ କ୍ରୀଡାରେ ସ୍ବର୍ଣ୍ଣ ଜିତିଛନ୍ତି ପିଭି ସିନ୍ଧୁ । ଫାଇନାଲ ମୁକାବିଲାରେ କାନାଡା ପ୍ରତିଯୋଗୀଙ୍କୁ ହରାଇଛନ୍ତି ପିଭି ସିନ୍ଧୁ । ମହିଳା ସିଙ୍ଗଲ ବର୍ଗ ବ୍ୟାଡମିଣ୍ଟନରେ ଏକତରଫା ବିଜୟ ହାସଲ କରିଛନ୍ତି ସିନ୍ଧୁ ।
କାନାଡାର ଭେଟେରାନ୍ ବ୍ୟାଡମିଣ୍ଟନ ତାରକା ମିଚେଲି ଲି’!-->!-->!-->…
ଫାଇନାଲରେ ହାରି ରୈାପ୍ୟ ଜିତିଲା ମହିଳା କ୍ରିକେଟ ଦଳ
ରାଜ୍ୟ ଗୋଷ୍ଠୀ କ୍ରୀଡାରେ ମହିଳା କ୍ରିକେଟରେ ଅଷ୍ଟ୍ରେଲିଆଠୁ ପରାସ୍ତ ହୋଇ ରୈାପ୍ୟ ଜିତିଛି ମହିଳା ହକି ଟିମ୍ ।
https://twitter.com/BCCIWomen/status/1556359127252668417
ଟସ ଜିତି ପ୍ରଥମେ ବ୍ୟାଟିଂ କରି 161 ରନ କରିଥିଲା ଅଷ୍ଟ୍ରେଲିଆ । 162!-->!-->!-->!-->!-->…
ଶେଷ ଟ୍ବେଣ୍ଟି-୨୦ରେ ୱେଷ୍ଟଇଣ୍ଡିଜ୍କୁ ଶୋଚନୀୟ ଭାବେ ୮୮ ରନ୍ରେ ପରାସ୍ତ କଲା ଭାରତ
ୱେଷ୍ଟଇଣ୍ଡିଜ୍କୁ ଶୋଚନୀୟ ଭାବେ ୮୮ ରନ୍ରେ ପରାସ୍ତ କରି ଭାରତ ୫ ମ୍ୟାଚ୍ ବିଶିଷ୍ଟ ଶୃଙ୍ଖଳାକୁ ୪-୧ରେ ଜିତି ନେଇଛି।
https://twitter.com/BCCI/status/1556344230666448897
ଶ୍ରେୟସ ଆୟର, ଦୀପକ ହୁଦା, ହାର୍ଦିକ ପାଣ୍ଡ୍ୟାଙ୍କ ବ୍ୟାଟିଂ ବଳରେ ଭାରତ ୧୮୮ ରନ୍!-->!-->!-->!-->!-->…
ହକି ଫାଇନାଲରେ ପ୍ରବେଶ କଲା ଭାରତ
ରାଜ୍ୟଗୋଷ୍ଠୀ କ୍ରୀଡାରେ ହକି ଫାଇନାଲରେ ପ୍ରବେଶ କରିଛି ଭାରତ । ଗତକାଲି ଖେଳାଯାଇଥିବା ସେମିଫାଇନାଲ ମୁକାବିଲାରେ ଦକ୍ଷିଣ ଆଫ୍ରିକାକୁ ୩-୨ ଗୋଲରେ ପରାସ୍ତ କରି ସ୍ୱର୍ଣ୍ଣ ମୁକାବିଲାରେ ଅବତୀର୍ଣ୍ଣ ହୋଇଛି । ଉଭୟ ଦଳ ସତର୍କତାର ସହ ଖେଳ ଆରମ୍ଭ କରିଥିବାରୁ ପ୍ରଥମ କ୍ୱାର୍ଟରରେ କୌଣସି ଗୋଲ!-->…
ରିଲେ ଫାଇନାଲ୍ରେ ଦୁତି, ଶ୍ରାବଣୀ, ହିମା, ଜ୍ୟୋତି
୪ ଗୁଣା ୧୦୦ ମିଟର ମହିଳା ରିଲେ ଦଳ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଫାଇନାଲ୍ରେ ପ୍ରବେଶ କରିଛି। ଭାରତୀୟ ଦଳ ୪୪.୪୫ ସେକେଣ୍ଡ ସମୟ ସହ ହିଟ-୧ର ଦ୍ବିତୀୟ ସ୍ଥାନରେ ରହି ଫାଇନାଲରେ ପହଁଚିଛି । ଏହି ହିଟ୍ରେ ଜାମାଇକା (୪୩.୬୬ ସେକେଣ୍ଡ) ପ୍ରଥମ ସ୍ଥାନ ଅଧିକାର କରିଥିଲା। ଅନ୍ୟପକ୍ଷରେ ସ୍କଟଲାଣ୍ଡ!-->…