Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Sports
All sports related news will be uploaded
ମହିଳା ହକିରେ ବିଜୟରୁ ଅଭିଯାନ ଆରମ୍ଭ କଲା ଭାରତ
ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ମହିଳା ହକିରେ ଭାରତ ବିଜୟରୁ ଅଭିଯାନ ଆରମ୍ଭ କରିଛି । ଘାନା ବିପକ୍ଷରେ ପ୍ରଥମ ମ୍ୟାଚ୍ରେ ୫-୦ ଗୋଲରେ ବିଜୟୀ ହୋଇଛି । ଗୁରଜିତ କୌର ଡବଲ୍ ଗୋଲ୍ ଦେଇ ଦଳ ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ । ଭାରତ ପରବର୍ତ୍ତୀ ମ୍ୟାଚ୍ରେ ୱେଲ୍ସକୁ ଭେଟିବ ।୩!-->…
ବାଦ୍ ପଡିଲେ କେ ଏଲ ରାହୁଲ, ସାମିଲ ହେଲେ ସଞ୍ଜୁ ସାମସନ୍
ଆଜିଠୁ ଆରମ୍ଭ ହେବାକୁ ଥିବା ଭାରତ-ୱେଷ୍ଟଇଣ୍ଡିଜ୍ ଟି-୨୦ ସିରିଜ୍ ପୂର୍ବରୁ ଟିମ୍ ଇଣ୍ଡିଆକୁ ଲାଗିଛି ବଡ ଝଟକା । ଦଳର ଷ୍ଟାର ବ୍ୟାଟ୍ସମ୍ୟାନ୍ କେ ଏଲ ରାହୁଲ ଏହି ସିରିଜରୁ ବାଦ୍ ପଡିଛନ୍ତି । ତାଙ୍କ ବଦଳରେ ୱିକେଟ୍ କିପର ବ୍ୟାଟ୍ସମ୍ୟାନ୍ ସଞ୍ଜୁ ସାମସନଙ୍କୁ ଦଳରେ ସାମିଲ କରିଛି ସିଲେକ୍ସନ!-->…
ରାଜ୍ୟଗୋଷ୍ଠୀ କ୍ରୀଡ଼ାଗ୍ରାମରେ ଉଡ଼ିଲା ତ୍ରିରଙ୍ଗା
ରାଜ୍ୟଗୋଷ୍ଠୀ କ୍ରୀଡ଼ାଗ୍ରାମରେ ଉଡ଼ିଲା ତ୍ରିରଙ୍ଗା । ଭାରତୀୟ ପୁରୁଷ ହକି ଦଳର ଅଧିନାୟକ ମନପ୍ରୀତ ସିଂହ ଓ ବ୍ୟାଡ୍ମିଣ୍ଟନ୍ ତାରକା ପିଭି ସିନ୍ଧୁ ତ୍ରିରଙ୍ଗା ଧରି ଭାରତୀୟ ଦଳର ନେତୃତ୍ବ ନେଇଥିଲେ।
https://twitter.com/WeAreTeamIndia/status/1552759138102435841
!-->!-->!-->!-->!-->…
ତାମିଲନାଡୁ ହେଉଛି ଭାରତ ପାଇଁ ଚେସ୍ର ପାୱାରହାଉସ୍: ପ୍ରଧାନ
୪୪ ତମ ଚେସ୍ ଅଲିମ୍ପିଆଡ୍ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଚେନ୍ନାଇର ଜେଏଲ୍ଏନ୍ ଇନଡୋର ଷ୍ଟାଡିୟମରେ ୪୪ ତମ ଚେସ୍ ଅଲିମ୍ପିଆଡ୍ ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ତାମିଲନାଡୁର ରାଜ୍ୟପାଳ ଶ୍ରୀ ଆର ଏନ ରବି, ତାମିଲନାଡୁର ମୁଖ୍ୟମନ୍ତ୍ରୀ!-->!-->!-->…
ରାଜ୍ୟଗୋଷ୍ଠୀ କ୍ରୀଡା ଉଦଘାଟନୀ ସମାରୋହରେ ସିନ୍ଧୁ ଧରିବେ ତ୍ରିରଙ୍ଗା
ଆଜିଠୁ ବର୍ମିଂହାମରେ ରାଜ୍ୟଗୋଷ୍ଠୀ କ୍ରୀଡା । ୨୦୦ ଖେଳାଳିଙ୍କ ସହ ୩୦୦ ଜଣିଆ ଟିମ୍ ପଠାଇଛି ଭାରତ । ୨୦୧୮ରେ ୬୮ ପଦକ ସହ ତୃତୀୟ ସ୍ଥାନରେ ଥିଲା ଭାରତ । ଏଥର ଆହୁରି ଭଲ ପ୍ରଦର୍ଶନ ଆଶା ରଖିଛି । ନୀରଜ ଚୋପ୍ରା ଆହତ ଯୋଗୁଁ ଓହରିଯିବା ପରେ କିଏ ତ୍ରିରଙ୍ଗା ଧରିବେ ସେ ନେଇ ଭାରତୀୟ!-->…
ତୃତୀୟ ଦିନିକିଆରେ ଭାରତ ବିଜୟୀ
ୱେଷ୍ଟଇଣ୍ଡିଜ୍କୁ ୩ୟ ଦିନିକିଆରେ ୧୧୯ ରନ୍ରେ ପରାସ୍ତ କରିଛି ଭାରତ । ମ୍ୟାନ ଅଫ ଦି ମ୍ୟାଚ ଏବଂ ମ୍ୟାନ ଅଫ ଦି ସିରିଜ ହୋଇଛନ୍ତି ଶୁଭମନ ଗିଲ । ଟସ୍ ଜିଣି ଭାରତ ପ୍ରଥମେ ବ୍ୟାଟିଂ କରିଥିଲା । ୩ ୱିକେଟ୍ରେ ୨୨୫ ରନ୍ ସଂଗ୍ରହ କରିପାରିଥିଲା ଭାରତୀୟ ଦଳ ।
!-->!-->!-->…
ଆଜି ଭାରତ- ଓ୍ବେଷ୍ଟଇଣ୍ଡିଜ ଦ୍ବିତୀୟ ଦିନିକିଆ, ସଂଧ୍ୟା 7ଟାରେ ମ୍ୟାଚ ଖେଳାଯିବ
ୱେଷ୍ଟଇଣ୍ଡିଜ୍ ବିପକ୍ଷରେ କ୍ରମାଗତ ୨ୟ ଦିନିିକିଆ ଜିତିବା ପରେ ଏବେ ଶୃଙ୍ଖଳା ପୋଛିବା ଲକ୍ଷ୍ୟରେ ଭାରତୀୟ ଦଳ । ପ୍ରଥମ ମ୍ୟାଚ୍ରେ ମହମ୍ମଦ ସିରାଜ୍ଙ୍କ ବୋଲିଂ ଇଣ୍ଡିଜ୍କୁ ବିଜୟରୁ ବଞ୍ଚିତ କରିଥିବା ବେଳେ ୨ୟ ମ୍ୟାଚ୍ରେ ଅକ୍ଷର ପଟେଲଙ୍କ ବିସ୍ଫୋରକ ବ୍ୟାଟିଂ ଇଣ୍ଡିଜ୍ଠାରୁ ମ୍ୟାଚ୍!-->…
ୱେଷ୍ଟଇଣ୍ଡିଜକୁ ପରାସ୍ତ କଲା ଟିମ ଇଣ୍ଡିଆ
ଭାରତ ୨ ୱିକେଟରେ ୱେଷ୍ଟଇଣ୍ଡିଜକୁ ପରାସ୍ତ କରିଛି । ଶିଖର ଧଓ୍ବନ ମ୍ୟାନ ଅଫ ଦି ମ୍ୟାଚ ହୋଇଛନ୍ତି । ଦ୍ବିତୀୟ ଦିନିକିଆରେ ୱେଷ୍ଟଇଣ୍ଡିଜ୍ ପାଳି ଆରମ୍ଭରୁ ହିଁ ଭଲ ପ୍ରଦର୍ଶନ କରିଥିଲା। ଓପନର ଯୋଡ଼ି ପ୍ରଥମ ୱିକେଟ୍ରେ ୬୫ ରନ୍ ସଂଗ୍ରହ କରିଥିଲେ। କାଇଲ ମେୟର୍ସ ଆଉଟ୍ ହେବା!-->…
ପ୍ରଥମ ଦିନିକିଆ: ଭାରତ 3 ରନ୍ ରେ ବିଜୟୀ
ପ୍ରଥମ ଦିନିକିଆରେ ଓ୍ୱେଷ୍ଟଇଣ୍ଡିଜ୍ କୁ 3 ରନରେ ପରାସ୍ତ କରିଛି ଇଣ୍ଡିଆ । ଓ୍ବେଷ୍ଟ ଇଣ୍ଡିଜ ଆଗରେ ୩୦୯ ରନର ଟାର୍ଗେଟ ଥିବାବେଳେ ସିରାଜଙ୍କ ଶେଷ ଓଭରରେ 11 ରନ କରିଥିଲା ଓ୍ବେଷ୍ଟଇଣ୍ଡିଜ । ୱେଷ୍ଟଇଣ୍ଡିଜ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଭାରତୀୟ ଦଳ ୫୦ ଓଭର ଖେଳି ୭!-->…
ନବୀନଙ୍କୁ ଭେଟିଲେ ଆର ମାଧବନ୍
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ବଲିଉଡି ତଥା ସାଉଥ ଫିଲ୍ମର ପ୍ରସିଦ୍ଧ ଅଭିନେତା ଆର୍ ମାଧବନ । ତାଙ୍କ ସହ ତାଙ୍କ ପତ୍ନୀ ଏବ ପୁଅ ଉପସ୍ଥିତ ଥିଲେ । ଏହି ସମୟରେ ମାଧବନଙ୍କ ପୁଅ ବେଦାନ୍ତଙ୍କୁ ତାଙ୍କ ଉପଲବ୍ଧି ପାଇଁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇବା ସହ ସେ ଭାରତ ପାଇଁ
!-->!-->!-->…