Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Browsing Category
Sports
All sports related news will be uploaded
ଏସିଆ କପ୍- ପାକିସ୍ତାନକୁ ୭ ୱିକେଟ୍ରେ ହରାଇଲେ ଭାରତ
ପହଲଗାମ୍ ଆତଙ୍କବାଦୀ ଆକ୍ରମଣ ଏବଂ ଏହା ପରବର୍ତ୍ତୀ ଅପରେସନ୍ ସିନ୍ଦୂରର ସଫଳତା ପରେ କ୍ରିକେଟ୍ ପଡ଼ିଆରେ ବି ଭାରତୀୟ ଖେଳାଳି ପାକିସ୍ତାନକୁ ପାଣି ପିଆଇଛନ୍ତି। ଚଳିତ ଏସିଆ କପ୍ର ଲିଗ୍ ମୁକାବିଲାରେ ପାକିସ୍ତାନକୁ ଭାରତ ୭ ୱିକେଟ୍ରେ ହରାଇ କ୍ରମଗାତ ଦ୍ବିତୀୟ ବିଜୟ ପାଇଛି। ଭାରତୀୟ…
ଏସିଆ କପ୍ : ପାକିସ୍ତାନକୁ ୭ ୱିକେଟ୍ରେ ହରାଇଲା ଭାରତ
ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମଠାରେ ଖେଳାଯାଉଥିବା ଏସିଆ କପର ୬ଷ୍ଠ ମ୍ୟାଚରେ ପାକିସ୍ତାନକୁ ୭ ୱିକେଟ୍ରେ ପରାସ୍ତ କରିଛି ଟିମ ଇଣ୍ଡିଆ। ଭାରତ ପକ୍ଷରୁ ସୂର୍ଯ୍ୟକୁମାର ଯାଦବ ୪୭ ରନ କରିଥିବାବେଳେ ଶୁବମନ ଗିଲ ୧୦ ରନ ଓ ଅଭିଷେକ ଶର୍ମା ୩୧ ରନ କରିଥିଲେ । ତିଳକ ବର୍ମା ୩୧ ରନର ଲଢୁଆ ଇନିଂସ…
ଏସିଆ କପ୍ , ଭାରତ-ପାକିସ୍ତାନ ଭେଟାଭେଟି, ନାହିଁ ଚର୍ଚ୍ଚା ଓ ଉତ୍କଣ୍ଠା
ଭାରତ-ପାକିସ୍ତାନ ଲଢ଼େଇକୁ କ୍ରିକେଟ୍ପ୍ରେମୀ ଉତ୍ସାହର ସହ ପ୍ରତୀକ୍ଷା କରିଥା’ନ୍ତି। କେବଳ ଏହି ଦୁଇ ଦେଶ ନୁହେଁ, ଯେବେବି ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦ୍ବୀ ମୁହାଁମୁହିଁ ହୁଅନ୍ତି, ସାରା ବିଶ୍ବର ନଜର ଏହି ମହାମୁକାବିଲା ଉପରେ ରହିଥାଏ। ବିଶ୍ବର ଯେଉଁସ୍ଥାନରେ ଖେଳା ଯାଉଥିଲେ ମଧ୍ୟ ଏହାକୁ…
ଏସିଆ କପ୍ର ଚତୁର୍ଥ ମ୍ୟାଚ୍ – ଓମାନକୁ ଶୋଚନୀୟ ଭାବେ ୯୩ ରନ୍ରେ ପରାସ୍ତ କରିଛି ପାକିସ୍ତାନ
ଚଳିତ ଏସିଆ କପ୍ର ଚତୁର୍ଥ ମ୍ୟାଚ୍ରେ ପାକିସ୍ତାନ ଶୁକ୍ରବାର ପ୍ରଥମ ପଦାର୍ପଣକାରୀ ଓମାନକୁ ଶୋଚନୀୟ ଭାବେ ୯୩ ରନ୍ରେ ପରାସ୍ତ କରି ଅଭିଯାନ ଆରମ୍ଭ କରିଛି। ମହମ୍ମଦ ହାରିସ୍ଙ୍କ ଲଢ଼ୁଆ ଅର୍ଦ୍ଧଶତକ ବଳରେ ପାକିସ୍ତାନ ୧୬୦ ରନ୍ କରିବା ପରେ ଏହାର ବୋଲରମାନେ ଓମାନକୁ ୬୦ ରନ୍ରେ ଅଲଆଉଟ୍ କରି…
ଏସିଆ କପ୍ -ବାଂଲାଦେଶ ୭ ୱିକେଟ୍ରେ ହଂକଂକୁ ପରାସ୍ତ କରିଛି
ଚଳିତ ଏସିଆ କପ୍ କ୍ରିକେଟ୍ ପ୍ରତିଯୋଗିତାର ତୃତୀୟ ମ୍ୟାଚ୍ରେ ଗୁରୁବାର ବାଂଲାଦେଶ ୭ ୱିକେଟ୍ରେ ହଂକଂକୁ ପରାସ୍ତ କରିଛି। ଏଥି ସହ ବାଂଲାଦେଶ ନିଜ ପ୍ରଥମ ମ୍ୟାଚ୍ ଜିତିଥିବା ବେଳେ ହଂକଂ କ୍ରମାଗତ ପରାଜୟ ବରଣ କରିଛି। ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିବା ହଂକଂ ନିର୍ଦ୍ଧାରିତ ୨୦ ଓଭରରେ…
ଏସିଆ କପ୍: ୟୁଏଇ ବିପକ୍ଷରେ ୯ ୱିକେଟ୍ର ଜବରଦସ୍ତ ବିଜୟ ହାସଲ କଲା ଭାରତ
ୟୁଏଇ ବିପକ୍ଷରେ ୯ ୱିକେଟ୍ର ଜବରଦସ୍ତ ବିଜୟରୁ ଭାରତ ଏଠାରେ ଏସିଆ କପ୍ ଅଭିଯାନ ଆରମ୍ଭ କରିଛି। ଭାରତକୁ ଏହି ବଡ଼ ବିଜୟ ବୋଲର ଦେଇଛନ୍ତି। କୁଲଦୀପ ୟାଦବଙ୍କ ନେତୃତ୍ବରେ ବୋଲିଂ ବାହିନୀ ୟୁଏଇକୁ ମାତ୍ର ୫୭ ରନ୍ରେ ଅଟକାଇବା ପରେ ଅଭିଷେକ ଶର୍ମା ଓ ଶୁବମନ୍ ଗିଲଙ୍କ ଧମାକାଦାର ବ୍ୟାଟିଂ ପାଇଁ…
ପୁରୁଷ ଟ୍ବେଣ୍ଟି୨୦ ବିଶ୍ବକପ୍ର ୧୦ମ ସଂସ୍କରଣ , ଅହମ୍ମଦାବାରେ ଫାଇନାଲ
ପୁରୁଷ ଟ୍ବେଣ୍ଟି୨୦ ବିଶ୍ବକପ୍ର ୧୦ମ ସଂସ୍କରଣ ଭାରତ ଓ ଶ୍ରୀଲଙ୍କାରେ ଆୟୋଜନ ହେବ। ଏହି ବିଶ୍ବକପ୍ରେ ୨୦ଟି ଦଳ ଖେଳିବେ। ଏହି ବିଶ୍ବକପ୍ ୨୦୨୬ ଫେବୃଆରୀ ୭ରୁ ମାର୍ଚ୍ଚ ୮ ପର୍ଯ୍ୟନ୍ତ ଖେଳାଯିବାର ସମ୍ଭାବନା ରହିଛି। ଭାରତର ୫ଟି ଓ ଶ୍ରୀଲଙ୍କାର ୨ଟି ଷ୍ଟାଡିୟମ୍ରେ ଏହି ବିଶ୍ବକପ୍ର ସମସ୍ତ…
ଆଜି ଠୁ କ୍ରିକେଟ ଏସିଆ କପ
ମଙ୍ଗଳବାରଠାରୁ ଏସିଆ କପ୍ କ୍ରିକେଟ୍ ପ୍ରତିଯୋଗିତାର ସପ୍ତଦଶ ସଂସ୍କରଣ ୟୁଏଇରେ ଆରମ୍ଭ ହେବ। ଉଦ୍ଘାଟନୀ ମୁକାବିଲାରେ ଏଠାକାର ସେଖ୍ ଜାୟେଦ୍ କ୍ରିକେଟ୍ ଷ୍ଟାଡିୟମ୍ରେ ଦୁଇ ଯୁବ ଓ ଉଦୀୟମାନ ଦଳ ଆଫଗାନିସ୍ତାନ ଓ ହଂକଂ ମୁହାଁମୁହିଁ ହେବେ। ରାତି ୮ଟାରେ ମ୍ୟାଚ୍ ଆରମ୍ଭ ହେବ। ଉଭୟ ଦଳ ପଞ୍ଚମ…
ଫାଇନାଲ୍ରେ ଦକ୍ଷିଣ କୋରିଆକୁ ୪-୧ରେ ହରାଇଲା ଭାରତ
ଭାରତୀୟ ହକି ଦଳ ଫାଇନାଲରେ ସାଉଥ କୋରିଆକୁ ପରାସ୍ତ କରିଛି । ଆସନ୍ତାବର୍ଷର ଏଫ୍ଆଇଏଚ୍ ପୁରୁଷ ହକି ବିଶ୍ବକପ୍ ଟିକେଟ୍ ଅର୍ଜନ କରିନେଇଛି। ରବିବାର ରାତିରେ ଖେଳାଯାଇଥିବା ଫାଇନାଲ୍ରେ ଅପ୍ରତିଦ୍ବନ୍ଦ୍ବୀ ଭାରତ ୪-୧ ଗୋଲ୍ରେ ଶକ୍ତିଶାଳୀ ଦକ୍ଷିଣ କୋରିଆକୁ ପରାସ୍ତ କରି…
ଆଜି ଭାରତ – ଦକ୍ଷିଣ କାେରିଆ ଫାଇନାଲ
ପୁରୁଷ ଏସିଆ କପ ହକି ପ୍ରତିଯୋଗିତାର ଫାଇନାଲରେ ଭାରତ ପ୍ରବେଶ କରିଛି। ଶନିବାର ଶେଷ ସୁପର-୪ ମ୍ୟାଚରେ ଭାରତ ୭-୦ ଗୋଲ୍ରେ ଚୀନ୍କୁ ପରାସ୍ତକରି ଅପରାଜିତ ରହି ଫାଇନାଲରେ ପହଞ୍ଚିଛି। ଆଜି ଭାରତ ଓ ଦକ୍ଷିଣ କୋରିଆ ମଧ୍ୟରେ ଫାଇନାଲ ଖେଳାଯିବ। ଭାରତ ୩ଟି ମ୍ୟାଚରୁ ୨ଟି ବିଜୟ ଓ ଗୋଟିଏ ଡ୍ର ସହ ୭…