Trending
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
- ମଝି ଆକାଶରେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାକୁ ଏୟାର ଇଣ୍ଡିଆ ବିମାନର ଜରୁରୀକାଳନୀ ଅବତରଣ
- ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ
Browsing Category
Sports
All sports related news will be uploaded
ବାଂଲାଦେଶକୁ ୬ ଓ୍ବିକେଟରେ ହରାଇଲା ଭାରତ
ଚାମ୍ପିଅନ୍ସ ଟ୍ରଫି ୨୦୨୫ର ପ୍ରଥମ ମ୍ୟାଚ୍ରେ, ଭାରତୀୟ ଦଳ ବାଂଲାଦେଶକୁ ୬ ଉଇକେଟ୍ରେ ପରାସ୍ତ କରିଛି। ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ବାଂଲାଦେଶ ଦଳର ଅଧିନାୟକ ନାଜମୁଲ ହୋସେନ ସାଣ୍ଟୋ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ବାଂଲାଦେଶ…
ଭାରତକୁ ୨୨୯ ରନ୍ର ଟାର୍ଗେଟ୍ ଦେଲା ବାଂଲାଦେଶ
ଚାମ୍ପିଅନ୍ସ ଟ୍ରଫିର ପ୍ରଥମ ମ୍ୟାଚ୍ରେ ବାଂଲାଦେଶ ପ୍ରଥମେ ଖେଳି ଭାରତ ବିପକ୍ଷରେ ୨୨୮ ରନର ଲକ୍ଷ୍ୟ ରଖିଛି। ଟିମ ଇଣ୍ଡିଆକୁ ଏବେ ୨୨୯ ରନ କରିବାକୁ ପଡିବ। ବାଂଲାଦେଶ ବହୁତ ବଡ଼ ସ୍କୋର କରିପାରି ନ ଥିଲା, କିନ୍ତୁ ତୌହିଦ ହୃଦୟଙ୍କ ଶତକ ଏବଂ ଜାକିର ଅଲିଙ୍କ ଅର୍ଦ୍ଧଶତକୀୟ ଇନିଂସ ଯୋଗୁ…
ଆଜି ଭାରତ ଏବଂ ବାଂଲାଦେଶ ମଧ୍ୟରେ ମହାମୁକାବିଲା
ଆଜି ଚାମ୍ପିଅନ୍ସ ଟ୍ରଫିରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ମହାମୁକାବିଲା। ବାଂଲାଦେଶ ବିପକ୍ଷରେ ମ୍ୟାଚ ଖେଳି ଅଭିଯାନ ଆରମ୍ଭ କରିବ ଟିମ୍ ଇଣ୍ଡିଆ । ଏଥର ୫ ସ୍ପିନରଙ୍କୁ ନେଇ ଟୁର୍ଣ୍ଣାମେଣ୍ଟକୁ ଯାଇଛି ରୋହିତ ବାହିନୀ । ଦୁବାଇରେ ଖେଳାଯିବାକୁ ଥିବା ଏହି ମୁକାବିଲା ହାଇସ୍କୋରିଂ ଓ ରୋମାଞ୍ଚକର…
ପ୍ରଥମ ମ୍ୟାଚ୍ରେ ହାରିଲା ପାକିସ୍ତାନ
ନ୍ୟାଶନାଲ ଷ୍ଟାଡିୟମରେ ବୁଧବାର ଅନୁଷ୍ଠିତ ଆଇସିସି ଚାମ୍ପିୟନ୍ସ ଟ୍ରଫିର ଉଦ୍ଘାଟନୀ ମ୍ୟାଚରେ ନ୍ୟୁଜିଲାଣ୍ଡ ୬୦ ରନରେ ପାକିସ୍ତାନକୁ ପରାସ୍ତ କରିଛି। ଓ୍ବିଲ୍ ୟଙ୍ଗ୍ ଓ ଟମ୍ ଲଥାମଙ୍କ ଶତକ ସହାୟତାରେ ନ୍ୟୁଜିଲାଣ୍ଡ ୫୦ ଓଭରରେ ୫ ଉଇକେଟ ହରାଇ ୩୨୦ ରନ କରିଥିଲା। ୩୨୧ ବିଜୟ ଲକ୍ଷ୍ୟରେ…
ଆଜି ଠାରୁ ଆଇସିସି ଚମ୍ପିଆନ୍ସ ଟ୍ରଫି, ପ୍ରଥମ ମ୍ୟାଚ୍ ଆୟୋଜକ ପାକିସ୍ତାନ ଓ ନ୍ୟୁଜିଲାଣ୍ଡ ମଧ୍ୟରେ
ବୁଧବାରଠାରୁ ଆଇସିସି ଚମ୍ପିଆନ୍ସ ଟ୍ରଫି ପାକିସ୍ତାନ ଓ ୟୁଏଇରେ ଆରମ୍ଭ ହେଉଛି। ଏହି ଟୁର୍ଣ୍ଣାମେଣ୍ଟ ଦିନିକିଆ ଫର୍ମାଟରେ ଖେଳାଯିବ। ବୁଧବାର ପ୍ରଥମ ମ୍ୟାଚ୍ ଆୟୋଜକ ପାକିସ୍ତାନ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ୨୦୧୭ରେ ଶେଷଥର ଚମ୍ପିଆନ୍ସ ଟ୍ରଫି ଖେଳା ଯାଇଥିବା ବେଳେ ପାକିସ୍ତାନ…
ଚାମ୍ପିଅନ୍ସ ଟ୍ରଫି ପାଇଁ ସମସ୍ତ ଦେଶର ପତାକା ଲାଗିଥିବା ବେଳେ ଲାଗିନି ଭାରତୀୟ ପତାକା
ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଆୟୋଜନ ପାକିସ୍ତାନରେ ହେଉଛି । ହେଲେ ଏହା ପୂର୍ବରୁ ବିବାଦ ସାମ୍ନାକୁ ଆସିଛି । କେବେ ଷ୍ଟାଡିୟମକୁ ନେଇ ତ କେବେ ଆୟୋଜନକୁ ନେଇ । ଏବେ ପତାକାକୁ ନେଇ ନୂଆ ବିବାଦ ଦେଖାଦେଇଛି । ଆଇସିସି ଚାମ୍ପିଅନ୍ସ ଟ୍ରଫି ଆରମ୍ଭ ହେବା ପୂର୍ବରୁ କରାଚିର ନ୍ୟାସନାଲ ଷ୍ଟାଡିୟମରେ…
ଆଇପିଏଲର ପ୍ରଥମ ମ୍ୟାଚ୍ରେ KKRକୁ ଭେଟିବ RCB
ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୫ ସଂସ୍କରଣର ସମ୍ପୂର୍ଣ୍ଣ ଖେଳ ସୂଚୀ ରବିବାର ଜାରି ହୋଇଛି । ପ୍ରଥମ ମ୍ୟାଚ୍ ଇଡେନ୍ ଗାର୍ଡେନରେ ଖେଳାଯିବ । ଯେଉଁଠି କୋଲକାତା ନାଇଟ୍ ରାଇଡର୍ସକୁ ଭେଟିବ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ । ମାର୍ଚ୍ଚ ୨୨ରୁ ଆରମ୍ଭ ହେବ ଓ ଆଇପିଏଲ୍ର ଫାଇନାଲ୍ ମ୍ୟାଚ୍…
ଶ୍ରୀମନ୍ଦିରରେ ଆଇପିଏଲ ଟ୍ରଫି
ଶ୍ରୀମନ୍ଦିରରେ ଆଇପିଏଲ ଟ୍ରଫି । ଆସନ୍ତା ମାର୍ଚ୍ଚରୁ ଆଇପିଏଲ୍ ମ୍ୟାଚ୍ ଅନୁଷ୍ଠିତ ହେବାକୁ ଥିବା ବେଳେ ଏହା ପୂର୍ବରୁ ଆଇପିଏଲ ଟ୍ରଫିକୁ ଶ୍ରୀମନ୍ଦିର ଅଣାଯାଇ ମହାପ୍ରଭୁଙ୍କ ନିକଟରେ ପୂଜାର୍ଚ୍ଚନା କରାଯାଇଛି । ସେବାୟତଙ୍କ ପକ୍ଷରୁ ପୂଜାର୍ଚ୍ଚନା ଆଇପିଏଲ୍ ଟ୍ରଫିକୁ ପୂଜାର୍ଚ୍ଚନା କରାଯାଇଛି…
ଡବ୍ଲ୍ୟୁପିଏଲ୍ର ପ୍ରଥମ ମ୍ୟାଚ୍ରେ ବିଜଯ ହାସଲ କଲା ଆରସିବି
ପ୍ରଥମ ମ୍ୟାଚ୍ରେ ହିଁ ଅନେକ ରେକର୍ଡ ଭାଙ୍ଗିଛି। ସିଜିନର ପ୍ରଥମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁର ଏବଂ ଗୁଜରାଟ ଜାଏଣ୍ଟ୍ସ ମଧ୍ୟରେ ଖେଳାଯାଇଥିଲା। ପ୍ରଥମେ ବ୍ୟାଟିଂ କରି ଗୁଜରାଟ ୨୦୧ ରନ କରିଥିଲା। ଜବାବରେ ଆର୍ସିବି ୧୮.୩ ଓଭରରେ ଲକ୍ଷ୍ୟ ହାସଲ କରିଥିଲା। ଆରସିବି ହିରୋ ରିଚା ଘୋଷ…
WPL ଆରମ୍ଭର ପ୍ରଥମ ଦିନରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ଭେଟିବ ଗୁଜରାଟ ଜାଏଣ୍ଟସ୍
WPL ବା ମହିଳା ପ୍ରିମିଅର ଲିଗ୍ ଆଜିଠାରୁ ଆରମ୍ଭ ହେଉଛି । ୫ ଦଳିଆ ପ୍ରତିଯୋଗିତାରେ ମୋଟ ୨୨ ମ୍ୟାଚ୍ ଖେଳାଯିବ । ଚଳିତ ଫେବ୍ରୁଆରୀ ୧୪ରୁ ମାର୍ଚ୍ଚ ୧୫ ତାରିଖ ପର୍ଯ୍ୟନ୍ତ ଦିଲ୍ଲୀ କ୍ୟାପିଟାଲ୍ସ, ଗୁଜରାଟ ଜାଏଣ୍ଟସ୍, ମୁମ୍ବାଇ ଇଣ୍ଡିଆନ୍ସ, ରୟାଲ ଚାଲେଞ୍ଜର୍ସ ବେଙ୍ଗାଲୁରୁ ଓ ୟୁପି…